ବିଷାକ୍ତ ଛତୁ ଖାଇ ୪ ଅସୁସ୍ଥ
କେନ୍ଦୁଝର,୬।୫(ସ୍ବ.ପ୍ର.)- କେନ୍ଦୁଝର ଜିଲା ପଣ୍ତାପଡ଼ା ଥାନା ଅଧୀନ ପଟାବାରୀ ଗ୍ରାମରେ ମଙ୍ଗଳବାର ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୪ଜଣ ଅସୁସ୍ଥ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ପଟାବାରୀ ଗ୍ରାମର...
କନ୍ୟା ହରାଇଥିବା ହୋମ୍ଗାର୍ଡ ଗୌରୀଙ୍କୁ ସହାୟତା
ପିପିଲି, ୬ା୫(ଡି.ଏନ.ଏ): ପିପିଲି ଥାନାର ହୋମ୍ଗାର୍ଡ ଗୌରୀ ବେହେରା କରୋନା ବିରୋଧୀ ଲଢେଇ ଲଢୁଥିବା ବେଳେ ତାଙ୍କର କର୍କଟ ପୀଡ଼ିିତା ୧୩ ବର୍ଷୀୟା ଝିଅ ସବୁଦିନ ପାଇଁ ଆଖି ବୁଜି ଦେଇଥିଲା। ଝିଅର ଚିକିତ୍ସା ପାଇଁ ଗୌରୀ ନିଜର ସମସ୍ତ...
CORONAVIRUS UPDATE: ଜଗତସିଂହପୁର ଛୁଇଁଲା କରୋନା; ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର,୬।୫(ବ୍ୟୁରୋ)-ଜଗତସିଂହପୁରକୁ ଛୁଇଁଲା କରୋନା। ବୁଧବାର ଅପରାହ୍ନରେ ଜିଲାରେ ପ୍ରଥମ କରି ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷର ସୂଚନା ମିଳିଛି। ଜଗତସିଂହପୁରରେ ଚିହ୍ନଟ ହୋଇଥିବା ନୂଆ...
୧୩ ନଂ. ୱାର୍ଡରେ ଲାଗି ରହିଛି ବିଭିନ୍ନ ସମସ୍ୟା: ସାମାଜିକ ଦୂରତା ରଖି ରାସ୍ତାକୁ ଓହ୍ଲାଇଲେ ଶତାଧିକ ମହିଳା
ଜଗନ୍ନାଥପ୍ରସାଦ,୬।୫(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ବ୍ଲକ ଛାମୁଣ୍ଡା ପଞ୍ଚାୟତ ଚୋପର ଗ୍ରାମର ୧୩ ନମ୍ବର ୱାର୍ଡରେ ଲାଗି ରହିଛି ବିଭିନ୍ନ ସମସ୍ୟା। ଏହାର ପ୍ରତିବାଦରେ ବୁଧବାର ଶତାଧିକ ମହିଳା ସମସ୍ୟାର ସମାଧାନ ଦାବିରେ ସାମାଜିକ ଦୂରତା ବଜାଇ ରଖି ରାସ୍ତାକୁ ଓହ୍ଲାଇଛନ୍ତି। ମହିଳାମାନେ ଅଭିଯୋଗ...
ସୋଗର ଗ୍ରାମରେ ବାଣ ବିସ୍ଫୋରଣ: ୨ ଶିଶୁ ମୃତ, ଜଣେ ଗୁରୁତର
କାମାକ୍ଷାନଗର,୬।୫(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆଫାଣ୍ଡି ସୋଗର ଗ୍ରାମରେ ବୁଧବାର ପୂର୍ବାହ୍ନରେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ଘଟି ଗୋଟିଏ ପରିବାରର ଦୁଇଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ସେହିଭଳି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଅଛି। ସୂଚନାନୁଯାୟୀ, ଗ୍ରାମର...
ଆସିଲାନି ଆମ୍ବୁଲାନ୍ସ, ଟ୍ରଲିରେ ବୁହାହେଲେ ପ୍ରସୂତି
ରତ୍ନଗିରି,୬।୫(ଡି.ଏନ୍.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବାଇଁଶିରିଆ ପଞ୍ଚାୟତରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୁଧବାର ଆଉ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆମ୍ବୁଲାନ୍ସ ନ ଆସିବାରୁ ଜଣେ ପ୍ରସୂତିଙ୍କୁ ଟ୍ରଲିରେ ବୁହାଯାଇଥିବା ଦେଖିବାକୁ...
ରସୁଲପୁର ବ୍ଲକରେ ୩ୟ କରୋନା ଆକ୍ରାନ୍ତ ଚିହ୍ନଟ
ରସୁଲପୁର,୬।୫(ଡି.ଏନ୍.ଏ.): ଯାଜପୁର ଜିଲାର ରସୁଲପୁର ବ୍ଲକରେ ୩ୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ବ୍ୟକ୍ତି ଜଣକ ରାହାମ୍ବା ପଞ୍ଚାୟତ ସଦାନନ୍ଦପୁର ଗ୍ରାମର ବୋଲି ସୂଚନା ମିଳିଛି। ଉକ୍ତ ବ୍ୟକ୍ତିଜଣକ କଲିକତା ଫେରନ୍ତା ବୋଲି ଜଣାପଡିଛି। ଏପ୍ରିଲ ୨୯ରେ ନମୁନା...
ହୋମ୍ କ୍ୱାରାଣ୍ଟାଇନ୍ରେ ରହିପାରିବେ ପ୍ରବାସୀ ଗର୍ଭବତୀ: ଗଞ୍ଜାମ ଜିଲାପାଳ
ଛତ୍ରପୁର, ୬।୫(ଡି.ଏନ୍.ଏ.)- ଗଞ୍ଜାମ ଜିଲାକୁ ସୁରଟ, କେରଳରୁ ପ୍ରବାସୀମାନେ ଆସିବାରେ ଲାଗିଛନ୍ତି। ଏହି ପ୍ରବାସୀମାନଙ୍କ ମଧ୍ୟରେ କେତେକ ଗର୍ଭବତୀ ରହିଥିବା ଦେଖାଯାଇଛି। ଆବଶ୍ୟକ ହେଲେ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଗର୍ଭବତୀଙ୍କୁ ହୋମ କ୍ୱାରେଣ୍ଟାଇନରେ ରଖାଯାଇପାରିବ। ଏନେଇ ଜିଲାର ସମସ୍ତ...
୧୮୦ ଲିଟର ଦେଶୀ ମଦ ସହ ପୋଚ ଜବତ, ୪ ଗିରଫ
ବ୍ରହ୍ମପୁର ଅଫିସ,୬।୫- କୁକୁଡାଖଣ୍ଡି ବ୍ଲକ ଉପର କୁମ୍ଭଝରି, ସୁକୁଣ୍ଡା ଛକ ଓ ଗୋକର୍ଣ୍ଣପୁର ଗ୍ରାମରେ ଚାଲିଥିବା ବେଆଇନ ମଦ ଭାଟି ଉପରେ ବୁଧବାର ବ୍ରହ୍ମପୁର ଅବକାରୀ ଓ ଗୋଇନ୍ଦା ବିଭାଗ ପକ୍ଷରୁ ଚଢାଉ କରାଯାଇ ୧୮୦ ଲିଟର ଦେଶୀ ମଦ,...
କରୋନା ବଢ଼ାଇଛି ଚିନ୍ତା: ଗଞ୍ଜାମ ଯିବେ ବିଶେଷଜ୍ଞ ଟିମ୍
ଭୁବନେଶ୍ୱର,୬।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ୩ଟି କରୋନା ପଜିଟିଭ୍ ମାମଲା ଆସିଛି। ଏହାକୁ ଦୃଷ୍ଟିରେ ରଖି ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଓ ଆର୍ଏମ୍ଆର୍ସି ବୈଜ୍ଞାନିକଙ୍କୁ ନେଇ ଟିମ୍ ଗଠନ କରାଯାଇଛି। ଏହି ଟିମ୍ ସର୍ଭେଲାନ୍ସ ଓ କଣ୍ଟେନ୍ମେଣ୍ଟ ଜୋନ୍ ଆଦି...
ଗଛରେ ପିଟିହେଲା କଣ୍ଟେନର
ବାଲିଗୁଡ଼ା,୬ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର କୁର୍ତ୍ତମଗଡ଼ ପନ୍ଦରମାଇଲ ନିକଟରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ବ୍ରହ୍ମପୁରରୁ ତୁମୁଡ଼ିବନ୍ଧ ଅଭିମୁଖେ ଯାଉଥିବାବେଳେ ଏକ ମିନି କଣ୍ଟେନର ଭାରସାମ୍ୟ ହରାଇ ପନ୍ଦରମାଇଲ ନିକଟରେ ରାସ୍ତାପାର୍ଶ୍ୱ ଗଛରେ ପିଟି...
ଟୁଇଟ୍ ପରେ ପ୍ରବାସୀ ଶ୍ରମିକଙ୍କୁ ମିଳିଲା ଆଶ୍ରୟ
ବରଗଡ଼ ଅଫିସ,୬ା୫: ଝାଡ଼ଖଣ୍ଡରୁ ଅତାବିରାରେ ମଙ୍ଗଳବାର ପହଞ୍ଚିଥିବା ଏକ ପ୍ରବାସୀ ଶ୍ରମିକ ପରିବାର ଆଶ୍ରୟ ଟିକିଏ ପାଇଁ ବାରଓଳି ଶୁଣ୍ଢିପିଣ୍ଡା ହୋଇଥିଲେ। ସେମାନେ ପୂର୍ବରୁ ଏକ ଘରଭଡ଼ା ନେଇଥିଲେ ସୁଦ୍ଧା ଘରମାଲିକ ସେମାନଙ୍କୁ ରଖିବାକୁ ମନା କରି ଦେଇଥିଲେ। ସେହିପରି...
Archives


