ସହାୟତା ଅପେକ୍ଷାରେ ୩ ଅନାଥ ଭଉଣୀ ଭାଇ
ଠାକୁରମୁଣ୍ଡା,୨୧ା୪(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଚମ୍ପାଝର ପଞ୍ଚାୟତ ଡଙ୍ଗାଡ଼ିହା ଗ୍ରାମ ଘୁଟୁ ସାହିରେ ୩ ଅନାଥ ଭଉଣୀ ଭାଇ ଅସହାୟ ଭାବେ ଜୀବନ ଅତିବାହିତ କରୁଛନ୍ତି। ୨ ବର୍ଷ ପୂର୍ବେ ସେମାନଙ୍କ ବାପା ଡବ ଶିରକାଙ୍କ ମୃତ୍ୟୁ ହୋଇଥିଲା ବେଳେ…
ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଅଘଟଣ: ମାନସିକ ଚାପ ପ୍ରତିବାଦରେ ଆତ୍ମହତ୍ୟା ଉଦ୍ୟମ କଲେ କର୍ମଚାରୀ
ସମ୍ବଲପୁର,୨୦।୪(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଘଟିଛି ଅଘଟଣ। ବିଶ୍ୱବିଦ୍ୟାଳୟର ଜଣେ ଚୁକ୍ତିଭିତ୍ତିକ କର୍ମଚାରୀ ବରିଷ୍ଠ ଅଧିକାରୀଙ୍କ ଚାପ ସହି ନ ପାରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ଦୀନବନ୍ଧୁ। ମଙ୍ଗଳବାର ସକାଳେ କର୍ମଚାରୀଜଣଙ୍କ ହଠାତ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ…
ଗାଁରେ ପହଞ୍ଚି ପାରିଲେନି: ଟ୍ରେନ୍ରେ ଆଖି ବୁଜିଲେ ସୁରଟ ଫେରନ୍ତା, ବ୍ରହ୍ମପୁର ଷ୍ଟେଶନରେ ପଡିରହିଛି ମୃତଦେହ
ଗଞ୍ଜାମ,୨୦।୪(ଡି.ଏନ୍.ଏ.): ବର୍ତ୍ତମାନ ସମୟରେ ସାରା ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ବିସ୍ଫୋରକ ରୂପ ଧାରଣ କରିଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ଲକ୍ଡାଉନ୍, ସଟ୍ଡାଉନ୍ ଆଦି ଘୋଷଣା କରାଯାଉଛି। ଏଥିରେ ଭୟଭୀତ ହୋଇ ଓଡ଼ିଶା ବାହାରେ ରହୁଥିବା ପ୍ରବାସୀ…
ଶ୍ରୀରାମ ନବମୀ, ଦାଣ୍ଡଯାତ୍ରା ଉପରେ କଟକଣା: ଜାରି ହେଲା ୧୪୪ ଧାରା
ନିଶ୍ଚିନ୍ତକୋଇଲି,୨୦।୪(ସ୍ବ.ପ୍ର.): ଓଡ଼ିଶା ପ୍ରସିଦ୍ଧ ଦାଣ୍ଡ ଯାତ୍ରା ଉପରେ କଟକଣା ଲାଗିଛି। କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କେଣ୍ଟାଳ ପଞ୍ଚାୟତ ଅଧୀନ ମାଲିପୁର ଗ୍ରାମରେ ଥିବା ପ୍ରସିଦ୍ଧ…
ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା: ୨ ଗିରଫ
କଟକ ଅଫିସ,୨୦।୪: କଟକ ଏସ୍ସିବି ମେଡିକାଲରୁ ଗ୍ୟାଙ୍ଗଷ୍ଟର ଶେଖ୍ ହାଇଦର ଫେରାର ମାମଲାରେ ମଙ୍ଗଳାବାଗ ଥାନା ପୋଲିସ ମଙ୍ଗଳବାର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କନଷ୍ଟେବଳ ମହମ୍ମଦ ମୌସିମ, ସମ୍ବଲପୁର ଜେଲର ଜଣେ ଓ୍ବାର୍ଡର। ତେବେ ମୌସିମ ହାଇଦର ଫେରାର…
ତାରାତାରିଣୀ ପୀଠ ଖାଁ ଖାଁ: ବାସନ୍ତୀ ଦୂର୍ଗା ବେଶରେ ଦୁଇ ଭଉଣୀ
ପୁରୁଷୋତ୍ତମପୁର,୨୦।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ଚତୁର୍ଥ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା ଅନୁଷ୍ଠିତ ହୋଇଛି। କରୋନା କଟକଣା ମଧ୍ୟରେ କେବଳ ରୀତିନୀତି ଅନୁଯାୟୀ ମା’ଙ୍କ ପୂଜାର୍ଚ୍ଚନା ହୋଇଛି। ରାତିରୁ ମନ୍ଦିର ଫିଠାଯାଇ ମା’ଙ୍କ ପୂଜାର୍ଚ୍ଚନା…
ଗଞ୍ଜାମରେ ଘରକୁ ଘର ବୁଲି ସ୍ବାସ୍ଥ୍ୟ ସ୍କ୍ରିନିଂ: ଅନୁଧ୍ୟାନ କଲେ ଜିଲାପାଳ
ଛତ୍ରପୁର,୨୦।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ ମଙ୍ଗଳବାର ୪୯ ଜଣ କରୋନା ପଜିଟିଭ୍ ଚି଼ହ୍ନଟ ହୋଇଛନ୍ତି। ମଙ୍ଗଳବାର ଜିଲାରେ ଘରକୁ ଘର ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ ହୋଇଛି ଜିଲାପାଳ ବିଜୟ ଅମୃତା…
ଟାଲ ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ସରପଞ୍ଚ
ବରଗଡ଼ ଅଫିସ,୨୦।୪: ବରଗଡ଼ ଜିଲା ରାଜୋରାସମ୍ବର ବ୍ଲକ ଅନ୍ତର୍ଗତ ଟାଲ ଗ୍ରାମକୁ ମଙ୍ଗଳବାରରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସ୍ଥାନୀୟ ସରପଞ୍ଚ ସୌକିଲାଲ ସେଠ୍ ଏକ ବିଜ୍ଞପ୍ତିରେ ଏ ନେଇ ସୂଚନା ଦେଇଛନ୍ତି । ମଙ୍ଗଳବାର ପୂର୍ବାହ୍ନ ୯ଟାରୁ ଆସନ୍ତା ୨୧…
ଚିନ୍ତା ବଢ଼ାଇବେ କୁମ୍ଭମେଳା ଫେରନ୍ତା
ଖୋର୍ଦ୍ଧା ଅଫିସ,୨୦।୪: ଖୋର୍ଦ୍ଧା ଗ୍ରାମାଞ୍ଚଳରେ କରୋନା ସଂକ୍ରମଣ ହାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ଦିନ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୯୪ରେ ପହଞ୍ଚିିଛି। ସୋମବାର ୪୦ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପଜିଟିଭଙ୍କ ମଧ୍ୟରେ ବାଲିଅନ୍ତା ବ୍ଲକ ୭, ବାଲିପାଟଣା ଓ ଭୁବନେଶ୍ୱର…
ପୁଅକୁ ହରାଇବାର ଦେଢ଼ ମାସ ପରେ ବି ନ୍ୟାୟ ମାଗୁଛନ୍ତି ବାପା
ପିପିଲି,୨୦।୪(ସ୍ବ.ପ୍ର.): ପିପିଲିର ଗୁଡ଼ିଆପୋଖରୀ ଛକ ନିକଟସ୍ଥ ନିଶା ନିବାରଣ ସଂସ୍ଥା ଦିଶା ଫାଉଣ୍ଡେଶନରେ ମାନସିକ ବିକାରଗ୍ରସ୍ତ ଯୁବକ ଗୌତମ ମଲ୍ଲିକଙ୍କ ମୃତ୍ୟୁ ଘଟଣା ଏବେ ବି ରହସ୍ୟାବୃତ୍ତ ହୋଇ ରହିଛି। ଏହି କେନ୍ଦ୍ରରେ ସମ୍ପୃକ୍ତ ଯୁବକଙ୍କ ହାତଗୋଡ଼ ବାନ୍ଧି ନିର୍ମମ ଭାବେ…
ଖୁଡ଼ୀଙ୍କ ହତ୍ୟା ପରେ ପୁତୁରାଙ୍କ ଆତ୍ମହତ୍ୟା
ଜଗତ୍ସିଂହପୁର ଅଫିସ,୨୦।୪: ଜଗତ୍ସିଂହପୁର ଥାନା ଅନ୍ତର୍ଗତ ଏକସୁଧା ଅଞ୍ଚଳରେ ସୋମବାର ଖୁଡ଼ୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ପୁତୁରା ଏକ ଗଛରେ ଝୁଲି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଜଗତ୍ସିଂହପୁର ଥାନାରେ ମୃତ ମହିଳା ରାଧା(ଛଦ୍ମନାମ)ଙ୍କ ସ୍ବାମୀ…
ଡିସିସିବି ଆର୍ଥିକ ଅନିୟମିତତାକୁ ଚାପି ଦିଆଯାଉଛି
ଯାଜପୁର ଅଫିସ,୨୦।୪: ବଲାଙ୍ଗୀର ଓ କେନ୍ଦୁଝର ଜିଲା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ(ଡିସିସିବି)ର ଆନନ୍ଦପୁର ଶାଖାରେ ହୋଇଥିବା ଅର୍ଥ ଆତ୍ମସାତ୍ ମାମଲାକୁ ଚାପି ଦିଆଯାଇଛି। ଏଥିରେ ସମ୍ପୃକ୍ତ ପରିଚାଳନା ନିର୍ଦ୍ଦେଶକ ଓ କର୍ମଚାରୀଙ୍କୁ ଦାୟୀ କରି ସେମାନଙ୍କଠାରୁ ଉକ୍ତ ଅର୍ଥକୁ ଆଦାୟଯୋଗ୍ୟ ଦର୍ଶାଯାଇଛି।…

