ଆମ ଜିଲା ଖବର

ରାତ୍ରିକାଳୀନ କର୍ଫ୍ୟୁ କଟକଣା ଜୋର୍‌ଦାର: ପଇଁତରା ମାରୁଛି ପୋଲିସ

ଭଦ୍ରକ ଅଫିସ,୬ା୫: ଭଦ୍ରକ ଜିଲାରେ ମଙ୍ଗଳବାରଠାରୁ ରାତ୍ରିକାଳୀନ କର୍ଫ୍ୟୁ କଟକଣା ଜାରି କରାଯାଇଛି। ସନ୍ଧ୍ୟା ୭ରୁ ସକାଳ ୭ ପର୍ଯ୍ୟନ୍ତ ଏହି କଟକଣା ଜାରି କରାଯାଇଛି। ଏହି ସମୟରେ ପୋଲିସ ସହର ସାରା ପଇଁତରା ମାରୁଛି। ଅମାନିଆ ଓ ଖିଲାପକାରୀ...

ଗଞ୍ଜାମ ଯିବେ ବିଶେଷଜ୍ଞ ଟିମ୍‌: ପରଖିବେ ସ୍ଥିତି

ଭୁବନେଶ୍ୱର,୬।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ୪ କରୋନା ପଜିଟିଭ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ସ୍ଥିତି ଅନୁଧ୍ୟାନ ପାଇଁ ସ୍ବତନ୍ତ୍ର ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ଟିମ୍‌ ଗଞ୍ଜାମ ଯିବେ। ଏହି ଟିମ୍‌ ସର୍ଭେଲାନ୍ସ...

ଦୈତ ନଗରୀରେ କଡ଼ା କଟକଣା: ଅଯଥା ଯାତାୟାତ ରୋକିବାକୁ ନିଆଗଲା ପଦକ୍ଷେପ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦ୍ୱିତୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳ କଟକରୁ ଜଣେ ପଜିଟିଭି ଚିହ୍ନଟ ହୋଇଛନ୍ତି। ଫଳରେ ସଂକ୍ରମଣ ଆଶଙ୍କାକୁ ଏଡ଼ାଇବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଟୁଇନ୍‌ ସିଟିରେ...

ଗଞ୍ଜାମ ଆକ୍ରାନ୍ତ ସୁରଟ ଫେରନ୍ତା: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ନୂଆ କରୋନା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର। ସେ ଜଣେ ୧୮ ବର୍ଷ ବୟସ୍କ...

ପ୍ରବାସୀ ଓଡ଼ିଆଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ

ଖୋର୍ଦ୍ଧା ଅଫିସ/ ନିରାକାରପୁର,୬ା୫(ଡି.ଏନ୍‌.ଏ.): ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ବସ୍‌ ପୁଣି ଦୁର୍ଘଟଣାଗ୍ରସ୍ତ ହୋଇଛି। ମଙ୍ଗଳବାର ପ୍ରତ୍ୟୁଷରେ ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ କୁହୁଡି ଛକରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ବସ୍‌...

ରଥ ନିର୍ମାଣ ପାଇଁ ହାଇକୋର୍ଟରେ ମାମଲା

କଟକ ଅଫିସ, ୬।୫: କରୋନା ପାଇଁ ଚଳିତବର୍ଷ ରଥଯାତ୍ରା ହେବ କି ନାହିଁ, ତାହାକୁ ନେଇ ଅନିଶ୍ଚିତତା ଲାଗିରହିଛି। ଅକ୍ଷୟତୃତୀୟାର ଅନେକ ଦିନ ପରେ ମଧ୍ୟ ଏପର୍ଯ୍ୟନ୍ତ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇନାହିଁ। ତୁରନ୍ତ ରଥ ନିର୍ମାଣ କାର୍ଯ୍ୟ...

ଜୁନ ୧୮ ଯାଏ ବଢ଼ିଲା ସମସ୍ତ ଅନ୍ତରୀଣ ନିର୍ଦ୍ଦେଶ

କଟକ ଅଫିସ,୬।୫: ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ମଙ୍ଗଳବାର କେତେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ବିଭିନ୍ନ ମାମଲାରେ ପୂର୍ବରୁ ହାଇକୋର୍ଟ କିମ୍ବା ନିମ୍ନକୋର୍ଟଗୁଡ଼ିକ ଯେଉଁ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି, ଯାହା ମାର୍ଚ୍ଚ ୨୪ ତାରିଖ ପରେ ସମାପ୍ତ...

ରଥ ନିର୍ମାଣ ଲାଗି ଆସିଲାନି ନିର୍ଦ୍ଦେଶ

ପୁରୀ ଅଫିସ,୬ା୫: ଚଳିତ ବର୍ଷ ବଡ଼ଦାଣ୍ଡରେ ମହାପ୍ରଭୁଙ୍କ ତିନିରଥ ଗଡ଼ିବା ନେଇ ସଂଶୟ ଦେଖାଦେଇଛି। ମଙ୍ଗଳବାର ଦିନତମାମ୍‌ର ଘଟଣା ଚିତ୍ର ସମସ୍ତଙ୍କ ମନରେ ଏଭଳି ଭାବିବାକୁ ସୁଯୋଗ ସୃଷ୍ଟି କରିଛି। ସୋମବାର ସନ୍ଧ୍ୟାରେ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା ପରେ...

ମଦ କାରବାର: ଜିଲାପାଳଙ୍କ ପଲା ଭାରି

ଭୁବନେଶ୍ୱର, ୬ା୫(ବ୍ୟୁରୋ): ରାଜ୍ୟର ମଦ ଦୋକାନ ଖୋଲିବା ନେଇ ଦ୍ୱନ୍ଦ୍ୱ ଏ ପର୍ଯ୍ୟନ୍ତ ଦୂର ହୋଇପାରୁନାହିଁ। ଗତ ୧ ତାରିଖରେ ଦେଶର ସମସ୍ତ ଗ୍ରୀନ ଜୋନ୍‌ ଅଞ୍ଚଳରେ ମଦ ଦୋକାନ ଖୋଲିବାକୁ କେନ୍ଦ୍ର ସରକାର ଅନୁମତି ଦେଇଥିଲେ। ହେଲେ ଓଡ଼ିଶାରେ...

ସୁରଟରୁ ବସ୍‌ ନୁହେଁ, ଟ୍ରେନ୍‌ରେ ଫେରିବେ ଶ୍ରମିକ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଗୁଜରାଟର ସୁରଟରୁ ଓଡ଼ିଶା ଫେରୁଥିବା ଶ୍ରମିକମାନେ ଆଉ ବସ୍‌ରେ ଆସିବେ ନାହିଁ। ଦୀର୍ଘବାଟ ହୋଇଥିବାରୁ ଫେରିବା ସମୟରେ ଖାଇବା ପିଇବାରେ ଅସୁବିଧା, ଅଂଶୁଘାତ, ଦୁର୍ଘଟଣା ଭଳି ସମସ୍ୟା ଦେଖାଦେଉଛି। ମହିଳା ଓ ଶିଶୁମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୭

ଭୁବନେଶ୍ୱର,୬।୫:(ବ୍ୟୁରୋ)-ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ଆକ୍ରାନ୍ତଜଣକ ଗଂଜାମ ଜିଲାର ଏବଂ ସୁରତରୁ ଫେରିଛନ୍ତି ବୋଲି ବୁଧବାର ଲୋକ ସୂଚନା ଓ ସମ୍ପର୍କ ବିଭାଗ...

CORONAVIRUS UPDATE: ରାଜ୍ୟରେ ଦ୍ଵିତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର,୬।୫:(ବ୍ୟୁରୋ)- ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ମୃତକ ୭୭ ବର୍ଷୀୟ ମଧୁସୂଦନନଗର, ଭୁବନେଶ୍ୱର ବାସିନ୍ଦା ଯିଏକି କିଛିଦିନ ଧରି କିମ୍ସ କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ, ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। ରାଜ୍ୟରେ ଏହା ଦ୍ଵିତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri