ଆମ ଜିଲା ଖବର

ସ୍ବେଚ୍ଛାକୃତ ରକ୍ତଦାନ ଶିବିର, ୪୦ୟୁନିଟ୍‌ ରକ୍ତ ସଂଗ୍ରହ

ଜୁନାଗଡ,୬ା୫(ଡି.ଏନ୍‌.ଏ)-କରିବା ରକ୍ତ ଦାନ, ବଞ୍ଚାଇବା ଜୀବନ ଏହି ଉଦ୍ଦେଶ୍ୟ ନେଇ ମଙ୍ଗଳବାର ବିଜେଡି ପକ୍ଷରୁ ଭବାନୀପାଟଣା ରକ୍ତ ଭଣ୍ଡାରଠାରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ବେଚ୍ଛାକୃତ ଭାବେ ୪୦ ଜଣ ରକ୍ତଦାନ କରିଥିଲେ। ବିଜେଡି...

ରାଜକୁମରଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

ଭବାନୀପାଟଣା/କୋକସରା, ୬ା୫(ସ୍ବ.ପ୍ର/ଡି.ଏନ୍‌.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ ମାଝିଗଡ଼ା ପଞ୍ଚାୟତ ଡୋଙ୍ଗରିପଡ଼ାର ରାଜକୁମର ବାଗ (୫୭)। ଗୋଡ଼ ଭାଙ୍ଗିଯିବା ପରେ ବିଛଣାରେ ପଡ଼ି ରହିଛନ୍ତି। ଅର୍ଥାଭାବରୁ ଉନ୍ନତ ଡାକ୍ତରୀ ଚିକିତ୍ସା କରାଇବା ତାଙ୍କ ପକ୍ଷେ ସମ୍ଭବ ନ ହେବାରୁ...

ପ୍ରବାସୀ ଶ୍ରମିକଙ୍କୁ ମିଳୁନି କ୍ବାରାଣ୍ଟାଇନ ସେଣ୍ଟର, ରାସ୍ତା ଉପରେ ବିତୁଛି ଜୀବନ

ବରଗଡ଼ ଅଫିସ୍‌, ୬ା୫-ଝାରଖଣ୍ଡରୁ ଅତାବିରାକୁ ଆସିଥିବା ଏକ ପ୍ରବାସୀ ଶ୍ରମିକ ପରିବାରକୁ ହଟହଟା ହେବାକୁ ପଡ଼ିଛି। ରହିବା ପାଇଁ ଜାଗା ମିଳୁ ନଥିବା ଯୋଗୁ ସେମାନଙ୍କୁ ରାସ୍ତାକଡ଼ ଖୋଲା ଆକାଶତଳେ ଜୀବନ ଅତିବାହିତ କରିବାକୁ ପଡ଼ିଛି। ସୂଚନା ଅନୁଯାୟୀ, ଅତାବିରାରେ...

ଗାଡ଼ି ଡ୍ରାଇଭିଂ କରି ପ୍ରବାସୀ ଶ୍ରମିକଙ୍କୁ ନେଲେ ମନ୍ତ୍ରୀ

ସୋହେଲା, ୬ା୫(ଡି.ଏନ.ଏ.)-ବୌଦ୍ଧ, ସୋନପୁର, କଣ୍ଟାମାଳର ୧୨ଜଣ ଶ୍ରମିକ ଉତ୍ତର ପ୍ରଦେଶର ସିକନ୍ଦରାବାଦକୁ କାମ କରିବାକୁ ଯାଇଥିଲେ। ସେମାନେ ଏକ ଟ୍ରକ ଉପରେ ମଙ୍ଗଳବାର ଘରକୁ ଫେରୁଥିଲେ। ଫେରିବା ବାଟରେ ସୋହେଲା ନିକଟ ଲୁହୁରାଚଟିରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମମନ୍ତ୍ରୀ ସୁଶାନ୍ତ...

ଆଧାରକାର୍ଡ ପାଇଁ ଆଖି ବାଧକ

ଭୁବନ, ୬।୫(ଡି.ଏନ.ଏ.) – ଜନ୍ମରୁ ଆଖି ନାହିଁ। ଆଖି ନ ଥିବାରୁ ହୋଇପାରୁନି ଆଧାରକାର୍ଡ। ଆଧାରକାର୍ଡ ନ ଥିବାରୁ ମିଳୁନି କୌଣସି ସରକାରୀ ସହାୟତା। ଏପରି ସ୍ଥିତିରେ ଭତ୍ତା ଟଙ୍କାରେ ବଡ଼ ଦୁଃଖକଷ୍ଟରେ ଚଳୁଛନ୍ତି ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି...

ଝାଡ଼ଖଣ୍ଡ ଗଲେ ୧୨୪ ଜଣ

ଅନୁଗୋଳ ଅଫିସ/ ଛେଣ୍ଡିପଦା, ୬।୫ – ଅନୁଗୋଳ ଜିଲାରେ ମଜୁରିଆ ଭାବେ କାର୍ଯ୍ୟ କରୁଥିବା ଝାଡ଼ଖଣ୍ଡର ଶ୍ରମିକମାନଙ୍କ ମଧ୍ୟରୁ ୧୨୪ ଜଣଙ୍କୁ ଅନୁଗୋଳ ଜିଲା ପ୍ରଶାସନ ମଙ୍ଗଳବାର ସେମାନଙ୍କ ରାଜ୍ୟକୁ ପଠାଇ ଦେଇଛି। ସୋମବାର ଦୁଇଟି ବସ୍‌ରେ ୫୬ ଜଣ...

ଆର୍ମି କ୍ୟାଣ୍ଟିନରେ ଲମ୍ବା ଧାଡ଼ି

ଅନୁଗୋଳ ଅଫିସ, ୬।୫ – ଅନୁଗୋଳ ସହରରେ ଥିବା ୧୨୦ ଇନଫ୍ୟାଣ୍ଟ୍ରି ବାଟାଲିୟନ(ଟିଏ)ର କ୍ୟାଣ୍ଟିନ ମଙ୍ଗଳବାର ଖୋଲାଯାଇଥିଲା। ଦୀର୍ଘଦିନ ପରେ କ୍ୟାଣ୍ଟିନ ଖୋଲାଯାଉଥିବାରୁ କାର୍ଯ୍ୟରତ କର୍ମଚାରୀ ଓ ଅବସରପ୍ରାପ୍ତ କର୍ମଚାରୀମାନଙ୍କ ସୁଅ ଛୁଟିଥିଲା। ଅନେକେ ରାତିରୁ ଲାଇନ୍‌ ଦେଇଥିବାରୁ ପୂର୍ବାହ୍ନରେ...

ହିଙ୍ଗୁଳା କୋଇଲା ଖଣିରେ ଦୁର୍ଘଟଣା: ଡ୍ରିଲ୍‌ ମେଶିନରୁ ଖସି ଠିକା କର୍ମଚାରୀ ମୃତ

ତାଳଚେର,୬ା୫(ନି.ପ୍ର.) – ତାଳଚେରସ୍ଥିତ ଏମ୍‌ସିଏଲ୍‌ର ହିଙ୍ଗୁଳା କୋଇଲା ଖଣିରେ ମଙ୍ଗଳବାର ଦୁର୍ଘଟଣାରେ ଠିକା କର୍ମଚାରୀ ସୋମେତ ଜମାଡଙ୍କ ମୃତ୍ୟୁ ହୋଇଛି। ତାଙ୍କ ଘର ଛତିଶଗଡ ରାଜ୍ୟରେ। ଦୁର୍ଘଟଣା ପରେ ମୃତକଙ୍କ ପରିବାରରୁ ଜଣକୁ ନିଯୁକ୍ତି ଓ କ୍ଷତିପୂରଣ ଦାବିରେ ଖଣି...

୧୬ ଦୋକାନୀଙ୍କୁ ନୋଟିସ

ଅନୁଗୋଳ ଅଫିସ, ୬।୫ – ଲକ୍‌ଡାଉନ କଟକଣା କୋହଳ ହେବା ପରେ ଅନୁଗୋଳ ଜିଲା ଓ ସହରର ଦୋକାନ ବଜାର ଖୋଲିବାକୁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଏଥିରେ ସାମାଜିକ ଦୂରତ୍ୱ ନିୟମ ମାନିବାକୁ ସର୍ତ୍ତ ରଖାଯାଇଥିଲା।...

ଗାୟତ୍ରୀ କମ୍ପାନୀ ଅଫିସ ସମ୍ମୁଖରେ ଆନ୍ଦୋଳନ: ବାହାର ଜିଲାର ଶ୍ରମିକ ନିୟୋଜିତ ଅଭିଯୋଗ

ଛେଣ୍ଡିପଦା, ୬ା୫(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା କତଡ଼ା ପଞ୍ଚାୟତସ୍ଥିତ ଗାୟତ୍ରୀ କନ୍‌ଷ୍ଟ୍ରକ୍ସନ କମ୍ପାନୀ କରୋନା ସଂକ୍ରମିତ ଜିଲାରୁ ଶ୍ରମିକଙ୍କୁ ଆଣି କାର୍ଯ୍ୟରେ ନିୟୋଜିତ କରୁଥିବା ଅଭିଯୋଗ କରି ସ୍ଥାନୀୟ ଲୋକେ କମ୍ପାନୀ ଫାଟକ ସମ୍ମୁଖରେ...

ଭାଉଜଙ୍କୁ କଟୁରିରେ ହାଣି ହତ୍ୟା

ଢେଙ୍କାନାଳ ଅଫିସ, ୬।୫ – ସାମାନ୍ୟ ବଚସାକୁ କେନ୍ଦ୍ରକରି ନିର୍ମମ ହତ୍ୟା। ଦିଅରଙ୍କ କଟୁରି ଚୋଟରେ ପ୍ରାଣ ହରାଇଛନ୍ତି ଭାଉଜ। ଢେଙ୍କାନାଳ ସଦର ଥାନା ଖୁଣ୍ଟଝରି ଗ୍ରାମରେ ମଙ୍ଗଳବାର ଘଟିଥିବା ଏହି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ହତ୍ୟାର ଶିକାର...

୭ଦିନର ଶିଶୁପୁତ୍ର ବିକ୍ରି ଚର୍ଚ୍ଚା

ଅନୁଗୋଳ ଅଫିସ, ୬।୫ – ଅନୁଗୋଳ ହୁଲୁରିସିଂହା ଅଞ୍ଚଳରେ ମଙ୍ଗଳବାର ଏକ ନବଜାତ ଶିଶୁ ପୁତ୍ରକୁ ବିକ୍ରି କରାଯାଇଥିବା ଚର୍ଚ୍ଚା ହେଉଛି। ତେବେ ସମ୍ପୃକ୍ତ ଶିଶୁପୁତ୍ରକୁ ଉଦ୍ଧାର ପରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri