ଆମ ଜିଲା ଖବର

ଓ୍ବେବସାଇଟରେ ମିଛ ତଥ୍ୟ

ଭଦ୍ରକ ଅଫିସ,୧୯।୪: ୨୦୨୨ ସୁଦ୍ଧା ସମସ୍ତଙ୍କୁ ପକ୍କାଘର ସ୍ଲୋଗାନ ଦେଇ ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ ନାମରେ ନୂଆ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଇନ୍‌ଫରମେଶନ ଟେକ୍ନାଲୋଜିର ସହାୟତା ନିଆଯାଇ ପୂର୍ଣ୍ଣ ସ୍ବଚ୍ଛତା ସହ ଯୋଜନାର କାର୍ଯ୍ୟକାରିତା ପାଇଁ ନୂଆ ମାର୍ଗଦର୍ଶିକା…

କାଳବୈଶାଖୀର ତାଣ୍ଡବ: ଭୁଷୁଡିଲା ୫ ବଖରା

ପାଟଣା,୧୯।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ିକାପୁଡି ପଞ୍ଚାୟତ ନେଉଳୀପଶି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଗ୍ରାମର ଲକ୍ଷ୍ମୀଧର ମହାନ୍ତଙ୍କ ୫ ବଖରା ଖପର ଘର ରବିବାର ବିଳମ୍ବିତ ରାତିରେ ଭୁଷୁଡି ପଡିଛି। ତେବେ ପରିବାର ଲୋକେ…

ପାରଳା ମୁଖ୍ୟରାସ୍ତା ଜବରଦଖଲ ଉଚ୍ଛେଦ

ପାରଳାଖେମୁଣ୍ଡି, ୧୯।୪(ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ମୁଖ୍ୟ ରାସ୍ତାର ଦୁଇ ପାର୍ଶ୍ୱକୁ ଲାଗି ରହିଥିବା ସ୍ଥାନଗୁଡିକରେ ଜବରଦଖଲ ଉଚ୍ଛେଦ କରାଯାଇଛି । ସୂଚନାଯୋଗ୍ୟ, ବହୁ ବର୍ଷ ହେଲା ଏଠାରେ ଜବରଦଖଲକାରୀମାନେ ରାସ୍ତା ଉପରେ ଥିବା ନାଳ ନିକଟରେ…

ଫୋନ୍‌ରେ ଗପୁଥିବା ସମୟରେ ମାରିଲା ଘଡ଼ଘଡ଼ି, ଚାଲିଗଲା ଯୁବ ଇଞ୍ଜିନିୟରଙ୍କ ଜୀବନ

ମହାକାଳପଡ଼ା,୧୯।୪(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ରବିବାର ରାତିରେ କାଳ ବୈଶାଖୀ ତାଣ୍ଡବ ରଚିଥିଲା। ଫଳରେ ବଡ଼ ବଡ଼ ଗଛ, ବିଦ୍ୟୁତ ଖୁଣ୍ଟ ଉପୁଡ଼ିବା ସହ ଘରର ଆଜବେଷ୍ଟସ ଉଡ଼ିଯାଇଛି। ଏହି ସମୟରେ ଜମ୍ବୁ ମେରାଇନ ଥାନା ଅନ୍ତର୍ଗତ ବଉଳକଣି…

ଜଙ୍ଗଲ, ଦ୍ୱୀପପୁଞ୍ଜ ମନ୍ତ୍ରଣାକକ୍ଷ

କେନ୍ଦ୍ରାପଡ଼ା ଅଫିସ/ମହାକାଳପଡ଼ା,୧୯।୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାରେ ୪୮କି.ମି. ସମୁଦ୍ରତଟ। ସମୁଦ୍ରତଟରେ ୬୮୨ବର୍ଗକି.ମି. ଜାତୀୟ ଉଦ୍ୟାନ ଭିତରକନିକା। ତଟ ସୁରକ୍ଷା ବାହିନୀ ତଟାଞ୍ଚଳର ସୁରକ୍ଷା ଦାୟିତ୍ୱରେ ଥିବା ବେଳେ ଜିଲାରେ ଜମ୍ବୁ, ତାଳଚୁଆ, ତନ୍ତିଆପାଳ ସାମୁଦ୍ରିକ ଥାନା, ରାଜନଗର ଓ ମହାକାଳପଡା ଥାନା ରହିଛି।…

ମୌଳିକ ସୁବିଧାରୁ ବଞ୍ଚିତ ସାହାଡ଼ାକୋଳି ଗ୍ରାମବାସୀ

ରଗଡ଼ି,୧୯।୪(ଡି.ଏନ.ଏ.): ଯାଜପୁର ଜିଲାର ଗ୍ରାମାଞ୍ଚଳକୁ ପାନୀୟ ଜଳ ଯୋଗାଇବା ପାଇଁ ଗତ ୨ ବର୍ଷ ହେବ ୮୮ କୋଟି ୮୪ ଲକ୍ଷ ୫୮ ହଜାର ଟଙ୍କାର ୯୫ଟି ପ୍ରକଳ୍ପ ନିର୍ମାଣାଧୀନ ରହିଛି। ଶତାଧିକ ନଳକୂପ ଖନନ କରାଯାଉଛି। କିନ୍ତୁ ଆଜି ବି…

ହସ୍ପିଟାଲ ନାଁରେ ସାଇବର ଠକେଇ ଅପରାଧ

ପୁରୀ ଅଫିସ,୧୯।୪: ରାଜ୍ୟରେ ଦିନକୁ ଦିନ ସାଇବର ଠକେଇ ଅପରାଧ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଲୋକଙ୍କୁ ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ ଠକମାନେ ନୂଆ ତରିକା ଆପଣାଉଥିବାର ଦେଖିବାକୁ ମିଳିଛି। ପୂର୍ବରୁ ଲୋକଙ୍କୁ ବ୍ୟାଙ୍କ ଆକାଉଣ୍ଟ ନମ୍ବର, ଏଟିଏମ୍‌…

ଜିଲା ମୁଖ୍ୟ ଚିକିତ୍ସାଳୟରେ ଫାୟାର ସିଷ୍ଟମ୍‌ ଅଚଳ

ପୁରୀ ଅଫିସ,୧୯।୪: ଅଗ୍ନିଶମ ବିଭାଗ ପକ୍ଷରୁ ଅଗ୍ନିଶମ ସେବା ସପ୍ତାହ ଚାଲୁ ରହିଛି। ଅଗ୍ନିଶମ ଟିମ୍‌ ସହରର ବିଭିନ୍ନ ସଂସ୍ଥା ଓ ବଡ଼ବଡ଼ କୋଠାରେ ଅଗ୍ନି ସୁରକ୍ଷାକୁ ଯାଞ୍ଚ କରୁଛି। ଏଯାବତ୍‌ ଜିଲାର ସରକାରୀ କୋଠାର ଅଗ୍ନି ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ…

ଶ୍ରୀମନ୍ଦିରରେ ସୁରକ୍ଷାକର୍ମୀଙ୍କ ରକ୍ତଛିଟା

ପୁରୀ ଅଫିସ, ୧୯।୪:ଶ୍ରୀମନ୍ଦିରରେ ବହୁ ବ୍ୟବଧାନରେ ପୁଣି ଅଘଟଣ ଦେଖିବାକୁ ମିଳିଛି। ରବିବାର ଶ୍ରୀମନ୍ଦିର ଭିତରକାଠ ନିକଟରେ ପଡ଼ିଛି ରକ୍ତ ଛିଟା। ଯାହାଫଳରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ମନ୍ଦିର ପରିସରରେ କାର୍ଯ୍ୟରତ ୨ ଶ୍ରୀଜଗନ୍ନାଥ…

ପିପିଲି ଉପନିର୍ବାଚନ ସମୀକରଣ ବଦଳିବା ଚର୍ଚ୍ଚା

ଭୁବନେଶ୍ୱର, ୧୯ା୪(ବ୍ୟୁରୋ):କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ପରେ ପିପିଲି ଉପନିର୍ବାଚନ ସ୍ଥଗିତ ରହିଥିଲା। ନିର୍ବାଚନ କମିଶନ ଆସନ୍ତା ମେ ୧୩ରେ ପିପିଲିରେ ଭୋଟ ହେବା ନେଇ ସାନି ତାରିଖ ଘୋଷଣା କରିଛନ୍ତି। ଉପନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ କାହାକୁ ପ୍ରାର୍ଥୀ…

୫ ଦିନିଆ ଶଟ୍‌ଡାଉନ୍‌ ଘୋଷଣା

ଚନ୍ଦାହାଣ୍ଡି,୧୮ା୪: ଛତିଶଗଡ଼ ସୀମାନ୍ତ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକକୁ ୫ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ୧୦ ଦିନ ମଧ୍ୟରେ ବ୍ଲକରୁ ୧୮୦ରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ବ୍ଲକ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।…

କୋଭିଡ୍‌ ହସ୍ପିଟାଲରେ ପଡ଼ିରହିଲା ମୃତଦେହ

ରାୟଗଡ଼ା ଅଫିସ,୧୮।୪: ରାୟଗଡ଼ା ଜିଲା ଜେକେପୁରସ୍ଥିତ କୋଭିଡ୍‌ ହସ୍ପିଟାଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ହସ୍ପିଟାଲରେ ଅସ୍ଥାୟୀଭାବେ ନିୟୋଜିତ ଚତୁର୍ଥ ଶ୍ରେଣୀ କର୍ମଚାରୀମାନଙ୍କୁ ସେମାନଙ୍କ ପ୍ରାପ୍ୟ ମିଳି ନ ଥିବାରୁ ସେମାନେ ରବିବାରଠାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ କରୋନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?