ଜାମିନ ଖାରଜ: ଝାରପଡ଼ା ଫେରିଲେ ପ୍ରଦୀପ, ପାଠକ ବାପ-ପୁଅ
ବ୍ରହ୍ମପୁର ଅଫିସ,୧୭।୪:ଟାଟା ମୋଟର୍ସରେ ଚାକିରି ଦେବା ନଁାରେ ଟଙ୍କା ଠକେଇର ଗୋଟିଏ ପରେ ଗୋଟିଏ ନୂଆ ଫର୍ଦ୍ଦରେ ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀ, ଅଭୟକାନ୍ତ ପାଠକ ଓ ପୁଅ ଆକାଶ ଜଡିତ ହେଉଛନ୍ତି। ଗୁରୁବାର ସେମାନଙ୍କ ଜାମିନ ପାଇଁ ଏସ୍ଡିଜେଏମ୍…
ତଦନ୍ତ କରିବେ ଲୋକାୟୁକ୍ତ ଅନୁସନ୍ଧାନ ଶାଖା ନିର୍ଦ୍ଦେଶକ
ଯାଜପୁର ଅଫିସ,୧୭।୪: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ନଗଡ଼ାର ସର୍ବାଙ୍ଗୀନ ବିକାଶ ପାଇଁ ଆବଣ୍ଟିତ ଅନୁଦାନର ସିଂହଭାଗ ଅର୍ଥ ଆମତ୍ସାତ୍ ହୋଇଛି। ଏନେଇ ରାଜ୍ୟ ସୂଚନା ଅଧିକାର ଅଭିଯାନ ଆବାହକ ପ୍ରଦୀପ ପ୍ରଧାନ ଲୋକାୟୁକ୍ତରେ ୧୪ା୧୦ା୨୦୧୯ରେ ଅଭିଯୋଗ କରିଥିଲେ। ଏହାପରେ…
କଟକଣା ସତ୍ତ୍ୱେ ଭିନ୍ନକ୍ଷମ ଶିବିର ଆୟୋଜନ
ନିଶ୍ଚିନ୍ତକୋଇଲି, ୧୭।୪: ରାଜ୍ୟ ସରକାର ଶୁକ୍ରବାରଠାରୁ କୋଭିଡ୍ କଟକଣା କଡ଼ାକଡ଼ି କରିଛନ୍ତି। ଏହି ସମୟରେ ଜନ ସମାଗମକୁ ସ୍ବୀକୃତି ନ ଦେବା ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ମାତ୍ର ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନ ପକ୍ଷରୁ ନିଦ୍ଦେର୍ଶନାମାକୁ ଉଲ୍ଲଂଘନ କରାଯାଇଛି।…
୯ ଦିନରେ ୨.୭୦ କୋଟିରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ
କଟକ ଅଫିସ, ୧୭।୪: କୋଭିଡ୍ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଓଡ଼ିଶା ପୋଲିସ ପକ୍ଷରୁ ଶୁକ୍ରବାର ସ୍ପେଶାଲ ଡ୍ରାଇଭ୍ କରାଯାଇ ୯ ଦିନ ମଧ୍ୟରେ ୨.୭୦ କୋଟିରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ କରାଯାଇଛି। ମାତ୍ର ଏହି ଡ୍ରାଇଭ୍ର ନବମ ଦିନରେ ସାମାଜିକ ଦୂରତା…
ସୂର୍ଯ୍ୟମନ୍ଦିର ବନ୍ଦ, ନିରାଶରେ ଫେରିଲେ ପର୍ଯ୍ୟଟକ
କୋଣାର୍କ,୧୭।୪(ଡି.ଏନ.ଏ): ମହାମାରୀ କରୋନାର ଦ୍ୱିତୀୟ ଲହର ରାଜ୍ୟରେ କାୟା ବିସ୍ତାର କରିିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ମେ ୧୫ ତାରିଖ ପର୍ଯ୍ୟନ୍ତ କୋଣାର୍କ ସୂର୍ଯ୍ୟମନ୍ଦିର ବନ୍ଦ ରଖିବା ଲାଗି କେନ୍ଦ୍ର ସଂସ୍କୃତି ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଶୁକ୍ରବାର ସୂର୍ଯ୍ୟମନ୍ଦିର…
ବାହାହେବାକୁ ଜିଦ୍ ଧରିବା କାଳ ହେଲା: ଶୁଭଶ୍ରୀଙ୍କୁ ହତ୍ୟା କରିଥିଲେ ପ୍ରେମିକ
ଯାଜପୁର ଟାଉନ, ୧୭।୪(ଡି.ଏନ୍.ଏ.): ଯାଜପୁର ସଦର ଥାନା ଅନ୍ତର୍ଗତ କପିଳେଶ୍ୱର ଗ୍ରାମ ନିକଟ ପୋଖରୀରୁ ଗତ ୮ ତାରିଖରେ ମିଳିଥିଲା ନରକଙ୍କାଳ। ଓଢ଼ଣୀରୁ ଉକ୍ତ କଙ୍କାଳ ଖଣ୍ଡରା ଗ୍ରାମର ନିଖୋଜ ଯୁବତୀ ଶୁଭଶ୍ରୀ ରାଉତ(ବେଙ୍ଗୁଲୀ)ଙ୍କର ବୋଲି ଜଣାପଡ଼ିଥିଲା। ତଦନ୍ତ ପରେ ଶୁଭଶ୍ରୀଙ୍କୁ…
ମେଶିନରେ ଏମ୍ଜିଏନ୍ଆର୍ଇଜିଏସ୍ କାମ: ତଦନ୍ତ ଆରମ୍ଭ କଲେ ଅଧିକାରୀ
ଭଦ୍ରକ ଅଫିସ,୧୭।୪-ଭଦ୍ରକ ଜିଲାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ରେ ଜେସିବି ଦ୍ୱାରା କାମ କରାଯାଉଥିବା ଅଭିଯୋଗ ହୋଇଥିଲା। ଏ ସମ୍ପର୍କରେ ଟୁଇଟର ମାଧ୍ୟମରେ ଅଭିଯୋଗ ପରେ ଏମ୍ଜିଏନ୍ଆର୍ଇଜିଏସ୍ ୱେବସାଇଟ୍ରୁ ଉକ୍ତ କାର୍ଯ୍ୟ ସମ୍ପର୍କିତ ତଥ୍ୟ ଡିଲିଟ୍…
ପଦ ହରାଇଲେ ଦୈସିଂ ସରପଞ୍ଚ
ଭଦ୍ରକ ଅଫିସ,୧୭।୪-ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ଦୈସିଂ ସରପଞ୍ଚ ପାର୍ବତୀ ମାଝୀ ଓଡ଼ିଆ ଲେଖାପଢ଼ା ଜାଣି ନ ଥିବାରୁ ପଦ ହରାଇଛନ୍ତି। ଜିଲା ଜଜ୍ କୋର୍ଟ ତାଙ୍କୁ ଅଯୋଗ୍ୟ ଘୋଷଣା କରିବା ସହ ଭଦ୍ରକ ବିଡିଓ ତୁରନ୍ତ ସରପଞ୍ଚ ପଦ…
ଆଇନଜୀବୀଙ୍କୁ ଆକ୍ରମଣ, ୨ ଅଟକ
ବାଲେଶ୍ୱର ଅଫିସ,୧୭।୪-ବାଲେଶ୍ୱର କଚେରି ପରିସରରେ ଥିବା ବାର୍ ଆସୋସିଏଶନ ଅଫିସ୍ରେ ଶୁକ୍ରବାର ଅପରାହ୍ନରେ ଆଇନଜୀବୀ ଭବେନ୍ଦୁ ଶେଖର ଉପାଧ୍ୟାୟଙ୍କୁ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ଏହି ସମୟରେ ଅନ୍ୟ ଆଇନଜୀବୀମାନ ୨ ଆକ୍ରମଣକାରୀଙ୍କୁ କାବୁ କରି ସହଦେବଖୁଣ୍ଟା ମଡେଲ ଥାନାକୁ ହସ୍ତାନ୍ତର କରିଛନ୍ତି।…
ଗରା ବାଲ୍ଟି ଧରି ରାସ୍ତା ଅବରୋଧ କଲେ ମହିଳା
ଉଦଳା,୧୭ା୪(ଡି.ଏନ.ଏ.)- ଜଳକଷ୍ଟ ସମସ୍ୟାକୁ ନେଇ ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ଶାଳମୁଣ୍ଡଳି ଗ୍ରାମର ଶତାଧିକ ମହିଳା ଗରା ବାଲ୍ଟି ଧରି ରାସ୍ତାକୁ ଓହ୍ଲାଇଛନ୍ତି। ଏହି ଗ୍ରାମର ୮୦ରୁ ଅଧିକ ପରିବାର ଶୁଦ୍ଧ ପାନୀୟ ଜଳ ମୁନ୍ଦାଏ ପାଇଁ ଡହଳବିକଳ ହେଉଛନ୍ତି।…
ରୋଜଗାର ବାଟ ଦେଖାଇଛି ପିଜୁଳିଚାଷ
ଚିତ୍ରଡ଼ା,୧୭।୪(ଡି.ଏନ.ଏ.)- ଦିନେ ଯେଉଁଠି ଦୂବ କଅଁଳୁ ନ ଥିଲା ଏବେ ସେହି ଚାଷ ଜମି ହସୁଛି। ବିସ୍ତୀର୍ଣ୍ଣ ପଡ଼ିଆ ଜମିରେ ପିଜୁଳି ଚାଷ କରି ଉଦାହରଣ ସାଜିଛନ୍ତି ୪୦ ଚାଷୀ। ପ୍ରାୟ ୫୦ ଏକର ଡାହି ପଡ଼ିଆ ଜମିରେ ଉନ୍ନତମାନର ପିଜୁଳି…
କଟକଣା ଭାଙ୍ଗିଲେ କାର୍ଯ୍ୟାନୁଷ୍ଠାନ
ଢେଙ୍କାନାଳ ଅଫିସ, ୧୭।୪ ଭୟଙ୍କର ରୂପ ନେଇ ବାହୁଡ଼ିଛି କରୋନା। ଦେଶ ତଥା ରାଜ୍ୟରେ ସଂକ୍ରମଣ ମାମଲା ରେକର୍ଡ ଭାଙ୍ଗୁଛି। ଦ୍ୱିତୀୟ ଲହରିର ମୁକାବିଲା କରିବାକୁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥିଲାଗି ଜାରି କରାଯାଇଛି ବିଭିନ୍ନ କଟକଣା। ଏହି ପରିପ୍ରେକ୍ଷୀରେ…

