୫-ଟିରେ ଅନୁଗୋଳର ୫୦ ହାଇସ୍କୁଲ
ଅନୁଗୋଳ ଅଫିସ,୧୭ା୪ ଅନୁଗୋଳ ଜିଲାରେ ବଦଳିବ ହାଇସ୍କୁଲ ଶିକ୍ଷାର ଭିତ୍ତିଭୂମି। ଶୈକ୍ଷିକ ବ୍ୟବସ୍ଥାରେ କରାଯିବ ବଡ଼ ପରିବର୍ତ୍ତନ। ନୂଆ ରୂପରେଖ ସହ ଗୁଣାତ୍ମକ ଶିକ୍ଷା ପାଇଁ ସମସ୍ତ ବାତାବରଣ ଏଠାରେ ପ୍ରସ୍ତୁତ ହେବ। ରାଜ୍ୟ ସରକାରଙ୍କ ୫-ଟି ବିଭାଗ ଅଧୀନରେ ଆରମ୍ଭ…
ବରଗଡ଼ କ୍ୟାନସର ହସ୍ପିିଟାଲ ନିର୍ମାଣ ପାଇଁ ମିଳିଲା ଅନୁମୋଦନ
ବରଗଡ଼ ଅଫିସ,୧୬।୪: ବରଗଡ଼ କ୍ୟାନସର ହସ୍ପିଟାଲ ନିର୍ମାଣ ପାଇଁ ଶୁକ୍ରବାର ପ୍ରଶାସନିକ ଅନୁମୋଦନ ମିଳିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପତ୍ରସଂଖ୍ୟା- ୧୧୬୮୮ ତା:୧୬।୪।୨୧ ରିଖରେ ଏହା ଉଲ୍ଲେଖ ରହିଛି। ପ୍ରଥମ ପର୍ଯ୍ୟାୟରେ ୧୦ କୋଟି ୪୯…
ବକେୟା ୨ ହଜାର ଟଙ୍କା ନ ଦେବାରୁ ଠିକାଦାରଙ୍କୁ ହତ୍ୟା
କବିସୂର୍ଯ୍ୟନଗର,୧୬ା୪: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଧୀନ ଏ. ବରିଡ଼ା ଗାଁ ଦାଣ୍ଡରେ ଶୁକ୍ରବାର ଜଣେ ଠିକାଦାରଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଠିକାଦାର ବକେୟା ୨ ହଜାର ଟଙ୍କା ନ ଦେବାରୁ ଏ. ବରିଡ଼ାର ଜଣେ ଶ୍ରମିକ ତାଙ୍କୁ ଛୁରି…
ଡ୍ୟାମ୍ରେ ମରିକି ପଡିଛନ୍ତି କୁଇଣ୍ଟାଲ କୁଇଣ୍ଟାଲ ମାଛ
ଖପ୍ରାଖୋଲ,୧୬।୪: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମହୁରୁଣ୍ଡି ଅପର ସୁକତେଲ ଡ୍ୟାମରେ ପ୍ରାୟ ୫ ଦିନ ହେଲା ମାଛ ମଡ଼କ ଦେଖିବାକୁ ମିଳିଛି। ଡ୍ୟାମରେ କୁଇଣ୍ଟାଲ କୁଇଣ୍ଟାଲ ମଲା ମାଛ ଭାସୁଥିବା ବେଳେ କାଉ, ବଗ ଖାଉଥିବା ଦେଖିବାକୁ ମିଳିଛି। ଡ୍ୟାମରେ…
ପୁଅ ଆଗରେ ମା’ଙ୍କୁ ହାଣି ହତ୍ୟା
ଦେବଗଡ଼,୧୬।୪: ପୈତୃକ ଜମି ଭାଗବଣ୍ଟାକୁ କେନ୍ଦ୍ରକରି ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ତୁଙ୍ଗାମାଳ ଗ୍ରାମରେ ହତ୍ୟାକାଣ୍ଡ ଘଟିଛି। ଦିଅର ଟାଙ୍ଗିଆ ଚୋଟରେ ଭାଉଜ ଗୋଲାପ ସାହୁ(୬୦)ଙ୍କ ମୃତ୍ୟୁ ଘଟିଥିବା ବେଳେ ପୁତୁରା ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। ଶୁକ୍ରବାର…
ମାସ୍କ ଚେକିଂ ବେଳେ ଅଘଟଣ : ପୋଲିସକୁ ଧକ୍କା ଦେଇ ଚାଲିଗଲେ ଅମାନିଆ ଗାଡ଼ିଚାଳକ
ରାୟଗଡା ଅଫିସ,୧୬।୪: ରାୟଗଡା ସ୍ଥିତ କପିଳାସ ଛକ ନିକଟରେ ଶୁକ୍ରବାର ମାସ୍କ ଚେକିଂ ଚାଲିଥିଲା। ଏହି ସମୟରେ ଅମାନିଆଙ୍କ ବୁଲେଟ ଧକ୍କାରେ ଜଣେ ପୋଲିସ କର୍ମଚାରୀ ଗୁରୁତର ହୋଇଛନ୍ତି। ବୁଲେଟ୍ରେ ଯାଉଥିବା ଜଣେ ଅମାନିଆ ମାସ୍କ ପିନ୍ଧି ନ ଥିବାରୁ ପୋଲିସ…
କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଧାରଣା
କେସିଙ୍ଗା,୧୬।୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ଛାତ୍ରୀଛାତ୍ର ଧାରଣା ଦେଇଛନ୍ତି। ମହାବିଦ୍ୟାଳୟର + ୩ ତୃତୀୟ ସେମିଷ୍ଟାରର ଛାତ୍ରୀଛାତ୍ର ମାନେ ଏକ ଶାନ୍ତିପୂଣ୍ଣ ର୍ ଧାରଣା ଦେଇଥିବା ଦେଖିବାକୁ ମିଳିଛି। କରୋନା ସଂକ୍ରମଣ ବଢ଼ୁଥିବା ବେଳେ ଏଭଳି ପରିସ୍ଥିତିରେ…
ମାଟି ଅତଡ଼ା ଖସି ୩ ମହିଳାଙ୍କ ମୃତ୍ୟୁ, ଜଣେ ଗୁରୁତର
କୋରାପୁଟ,୧୬।୪(ଡି.ଏନ୍.ଏ.): ମାଟି ଅତଡ଼ା ଖସି ୩ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ମହିଳା ଗୁରୁତର ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ପୋଡ଼ାଗୁଡ଼ାରେ। ଘର ଲିପିବା ପାଇଁ ୪ ମହିଳା ପଟ୍ଟାଙ୍ଗୀର ମିରିୟାଲିଗୁଡ଼ାକୁ…
ସପ୍ତାହରେ ୨ ଦିନ ଜଗା ଦର୍ଶନ ବନ୍ଦ
ପୁରୀ ଅଫିସ, ୧୬।୪: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ଶନିବାର ଓ ରବିବାର ଦୁଇ ଦିନ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ଏହି ୨ ଦିନ ସାଧାରଣ…
ବସନ୍ତ ବିହାର କଣ୍ଟେନମେଣ୍ଟ ଜୋନ ଘୋଷଣା
ପାରଳାଖେମୁଣ୍ଡି, ୧୬।୪(ଡି.ଏନ୍.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ପୌରପାଳିକାର ବସନ୍ତ ବିହାରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ବସନ୍ତ ବିହାରକୁ କଣ୍ଟେନମେଣ୍ଟ ଜୋନ ଭାବେ…
ଗୃହ ସଚିବ, ଡିଜିପି, ଏସ୍ପିଙ୍କୁ ଜବାବ ତଲବ
ଯାଜପୁର ଅଫିସ,୧୬।୪: ସୂଚନା କର୍ମୀ ତଥା ଭାଜପା ନେତା ସର୍ବେଶ୍ୱର ବେହୁରାଙ୍କ ଉପରକୁ ବୋମା ମାଡ଼ ହୋଇଥିଲା। ଏହି ଘଟଣାକୁ ନେଇ ଲୋକାୟୁକ୍ତରେ ଏକ ମାମଲା (ନଂ.୨୫୫/୨୦୨୧)ରୁଜୁ ହୋଇଛି। ଏହି କ୍ରମରେ ତା.୧୨ା୪ା୨୦୨୧ରେ ଲୋକାୟୁକ୍ତ ଅଧ୍ୟକ୍ଷ ଓ ସଭ୍ୟ ଏକ ଗୁରୁତ୍ୱପୂର୍ଣ୍ଣ…
ପୋଖରୀରୁ ଯୁବତୀଙ୍କ କଙ୍କାଳ ମିଳିବା ଘଟଣା: ହାଇଦ୍ରାବାଦ୍ରୁ ହତ୍ୟା ଅଭିଯୁକ୍ତ ଗିରଫ
ଦଶରଥପୁର,୧୬।୪(ଡି.ଏନ.ଏ.): ଯାଜପୁର ସଦର ଥାନା କପିଳେଶ୍ୱର ଗ୍ରାମ ସୀମାରେ ଥିବା ପରିତ୍ୟକ୍ତ ପୋଖରୀରୁ ଗତ ୮ ତାରିଖରେ ମିଳିଥିବା କଙ୍କାଳ ଚିହ୍ନଟ ହେବା ପରେ ହତ୍ୟା ମାମଲା ରୁଜୁ ହୋଇଥିଲା। ମିଳିଥିବା କଙ୍କାଳ ଯାଜପୁର ଟାଉନ୍ ଥାନା ଅଧୀନ ଖଣ୍ଡରା ଗ୍ରାମର…

