ଆମ ଜିଲା ଖବର

ସଙ୍ଗରୋଧ ଗୃହ ପାଇଁ ଖାଦ୍ୟ ତାଲିକା ଜାରି କଲା ପ୍ରଶାସନ

ଭଦ୍ରକ ଅଫିସ,୫।୫: ଭଦ୍ରକ ଜିଲାରେ କାର୍ଯ୍ୟ କରୁଥିବା ସମସ୍ତ ସଙ୍ଗରୋଧ ଗୃହ ପାଇଁ ଏକ ଖାଦ୍ୟ ତାଲିକା ଜାରି କରିଛି ଜିଲା ପ୍ରଶାସନ। କ୍ୱାରାଣ୍ଟାଇନ ସେଣ୍ଟରରେ ନିମ୍ନ ମାନର ଖାଦ୍ୟକୁ ନେଇ ପ୍ରବାସୀ ଓଡ଼ିଆମାନେ ପାଟିତୁଣ୍ଡ କରିବା ସହ ଖାଦ୍ୟ...

ଛେଣ୍ଡିପଦାରେ ଫସିଥିବା ଶ୍ରମିକଙ୍କୁ ନିଜ ରାଜ୍ୟକୁ ପଠାଇଲା ପ୍ରଶାସନ

ଛେଣ୍ଡିପଦା,୫।୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଝାଡଖଣ୍ଡ ଅଞ୍ଚଳର ଫସିରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଘରକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଝାଡଖଣ୍ଡ ରାଜ୍ୟ ସାହେବଗଞ୍ଜ ଜିଲାର ପ୍ରବାସୀ ଶ୍ରମିକମାନେ ଲକ୍‌ଡାଉନ ଘୋଷଣା ହେବାରୁ ଛେଣ୍ଡିପଦା...

ବେଆଇନ ବାଲି ଚାଲାଣ: ୧୨ ଟ୍ରାକ୍ଟର ଜବତ, ୧ ଲକ୍ଷ ୨୨ ହଜାର ଜରିମାନା ଆଦାୟ

ଆନନ୍ଦପୁର,୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅଧୀନ ଆଦିବାସୀ ଅଧୁସୀତ ବୁଢ଼ିକୁଦ ପଞ୍ଚାୟତ ନିକଟ ବୈତରଣୀ ନଦୀରୁ ବେଆଇନ ବାଲି ଚାଲାଣ ହେଉଥିବା ଖବର ପାଇ ତହସିଲଦାର ତପନ କୁମାର ନାୟକ ମଙ୍ଗଳବାର ଭୋର ସମୟରେ ଚଢ଼ାଉ କରିଥିଲେ। ବେଆଇନ...

ବିହାର ଯିବା ଅପେକ୍ଷାରେ ୫୦ରୁ ଊର୍ଦ୍ଧ୍ୱ ଶ୍ରମିକ

ବାସୁଦେବପୁର, ୫।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରାରେ ଶ୍ରମିକ ଭାବେ କାର୍ଯ୍ୟରତ ଥିବା ୫୦ରୁ ଊର୍ଦ୍ଧ୍ୱ ଶ୍ରମିକ ବିହାର ଯିବା ପାଇଁ ବାସୁଦେବପୁରଠାରେ ମଙ୍ଗଳବାର ସକାଳୁ ଅଟକି ରହିଛନ୍ତି। ଧାମରାରୁ ଚାଲି ଚାଲି ପ୍ରାୟ ୫୦ କିଲୋମିଟରରୁ ଊର୍ଦ୍ଧ୍ୱ ରାସ୍ତା ଅତିକ୍ରମ...

କ୍ୱାରାଣ୍ଟାଇନ ସେଣ୍ଟରରୁ ଖସି ପାଲାଇଥିଲେ ଯୁବକ, ଧରିଲା ପୋଲିସ

ଝାରସୁଗୁଡ଼ା ଅଫିସ,୫।୫: ଝାରସୁଗୁଡ଼ା ସହର ବିଟିଏମ୍‌ ଛକସ୍ଥିତ ଏକ କ୍ବାରାଣ୍ଟାଇନ ସେଣ୍ଟରରୁ ସୋମବାର ସକାଳେ ଜଣେ ଯୁବକ ଖସି ପଲାଇଥିଲେ। ତେବେ ସୋମବାର ବିଳମ୍ବିତ ରାତିରେ ଝାରସୁଗୁଡା ପୋଲିସ ତାଙ୍କୁ ବଢ଼େଇମୁଣ୍ଡା ଅଞ୍ଚଳରୁ ଧରିବାରେ ସକ୍ଷମ ହୋଇଛି। ସେ ହେଲେ...

କରୋନା ଯୁଦ୍ଧରେ ଟଳିପଡ଼ିଲେ ଅଙ୍ଗନଓ୍ବାଡି କର୍ମୀ

ଯୋଡା,୫।୫ (ଡି.ଏନ୍‌.ଏ.): କରୋନା ଯୁଦ୍ଧରେ ଟଳିପଡ଼ିଲେ ଅଙ୍ଗନଓ୍ବାଡି କର୍ମୀ। ଏଭଳି ଅଘଟଣ ଘଟିଛି କେନ୍ଦୁଝର ଜିଲାରେ। ଚମ୍ପୁଆ ବ୍ଲକ ଅନ୍ତର୍ଗତ ଶ୍ରୀଧରପୁର ଗ୍ରାମର ରୁକ୍ମଣୀ ମହାନ୍ତ ବିଲେଇପଦା ଅଙ୍ଗନଓ୍ବାଡି କେନ୍ଦ୍ରରେ କାର୍ଯ୍ୟରତ ଥିଲେ। କାର୍ଯ୍ୟରତ ସମୟରେ ହଠାତ୍‌ ତାଙ୍କ ମୁଣ୍ଡ...

ଗ୍ୟାସ ଟାଙ୍କି ଲିକ୍‌ ହୋଇ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା

ଭଦ୍ରକ ଅଫିସ,୫।୫: ଭଦ୍ରକ ଜିଲା ଧାମନଗର ବ୍ଲକର ରାଧାବଲ୍ଲଭପୁର ଗାଁରେ ସୋମବାର ରାତିରେ ଗ୍ୟାସ ଟାଙ୍କି ଲିକ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୩ବଖରା ଘର ଜଳିଯାଇଥିବା ଜଣାପଡ଼ିଛି। ସୂଚନା ଯୋଗ୍ୟ, ରାଧାବଲ୍ଲଭପୁର ଗାଁର ଭଗବାନ କୁଁଆରଙ୍କ ଘରେ...

ଭଦ୍ରକରେ ରାତ୍ରକାଳୀନ କର୍ଫ୍ୟୁ ଜାରି: ସନ୍ଧ୍ୟା ୭ରୁ ସକାଳ ୭ଟା ପର୍ଯ୍ୟନ୍ତ ବାହାରକୁ ବାହାରିବା ମନା

ଭଦ୍ରକ ଅଫିସ, ୫।୫: ଭଦ୍ରକ ଜିଲାରେ ମଙ୍ଗଳବାରଠାରୁ ଆଗାମୀ ୧୭ ତାରିଖ ପର୍ଯ୍ୟନ୍ତ ରାତ୍ରକାଳୀନ କର୍ଫ୍ୟୁ ଜାରି କରାଯାଇଛି। ସନ୍ଧ୍ୟା ୭ରୁ ସକାଳ ୭ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ ଜାରି ରହିବ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର...

ଗାଡି ଚାଳକଙ୍କ ମୃତ୍ୟୁକୁ ନେଇ ଥାନାରେ ଉତ୍ତେଜନା

ତିହିଡି,୫।୫(ଡି.ଏନ୍‌.ଏ): ଭଦ୍ରକ ଜିଲା ତିହିଡି ଥାନା ଜାମଯୋଡି ପଞ୍ଚାୟତ ଅଧିନ ବାଲିଦାଣ୍ତି ଗ୍ରାମର ଜଣେ ଗାଡି ଚାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ମୃତ ଚାଳକଙ୍କ ଜଣଙ୍କ ଦୈତାରୀ ନାୟକ(୨୭)। ପୋଲିସ ମାଡରେ ଚାଳକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ...

ସାମ୍ନାକୁ ଆସିଲା ବରୀର ଆଉ ୩ ଆକ୍ରାନ୍ତଙ୍କ ଗ୍ରସ୍ତ ବିବରଣୀ

ରତ୍ନଗିରି, ୫।୫(ଡି.ଏନ୍‌.ଏ): ଯାଜପୁର ବରୀ ବ୍ଲକ ଅଧିନସ୍ଥ କଳାମାଟିଆ ପଞ୍ଚାୟତରେ କରୋନା ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ଗ୍ରସ୍ତ ବିବରଣୀ ଗତ ୩ ତାରିଖରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଜାରି କରାଯାଇଥିଲା। ତେବେ ସୋମବାର ଆଉ ୩ଜଣ...

କେରଳରେ ଓଡ଼ିଆ ମହିଳା ଶ୍ରମିକ ନିର୍ଯାତିତ

ଭୁବନେଶ୍ୱର, ୫।୫ (ବ୍ୟୁରୋ)/ କେନ୍ଦ୍ରାପଡ଼ା ଅଫିସ: କରୋନା କଟକଣା ପାଇଁ କେରଳରେ ଫସି ରହିଥିବା କେନ୍ଦ୍ରାପଡ଼ାର ୧ହଜାରରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଏବେ ନାନା ନିର୍ଯାତନାର ଶିକାର ହେଉଛନ୍ତି। ଏମାନେ ଏକ କପଡ଼ା କମ୍ପାନୀରେ ଦୁଇଦିନ ହେବ ଭୋକ ଉପାସରେ...

ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ବସ୍‌ ଚାଳକ ମୃତ

ନିରାକାରପୁର,୫।୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥରେ କୁହୁଡ଼ି ଛକରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ପ୍ରବାସୀ ଓଡ଼ିଆଙ୍କୁ ନେଇ ହାଇଦ୍ରାବାଦରୁ କେନ୍ଦ୍ରାପଡ଼ା ଆସୁଥିବା ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବସ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri