କଣ୍ଟେନମେଣ୍ଟ ଜୋନ୍ରେ ପୋଲିସକୁ ପଥର ମାଡ଼
ରାଉରକେଲା ଅଫିସ,୫।୫: ସ୍ଥାନୀୟ ନାଲାରୋଡ୍ କଣ୍ଟେନମେଣ୍ଟ ଅଞ୍ଚଳରେ ସୋମବାର ଉତ୍ତେଜନା ପ୍ରକାଶ ପାଇଥିଲା। ଅପରାହ୍ନ ପ୍ରାୟ ସାଢେ ୧ଟା ସମୟରେ ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ କରିବା ସହ ବ୍ୟାରିକେଡ୍ ଭାଙ୍ଗି ଦେଇଥିଲେ। ଶତାଧିକ ମହିଳା ଓ ପୁରୁଷ...
୨ ଦିନରେ ଟ୍ରେନ୍ରେ ଗଞ୍ଜାମ ଆସିଲେ ୫,୫୦୩ ପ୍ରବାସୀ
ଛତ୍ରପୁର,୫।୫(ଡି.ଏନ୍.ଏ.): କେରଳ ଓ ସୁରଟରୁ ଗତ ୨ଦିନ ହେଲା ସ୍ବତନ୍ତ୍ର ଟ୍ରେନ ଯୋଗେ ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ ଫେରୁଛନ୍ତି। ରବିବାର କେରଳ ଓ ସୁରଟରୁ ଗୋଟିଏ ଲେଖାଏ ଟ୍ରେନ ଆସିଥିବା ବେଳେ ସୋମବାର କେରଳରୁ ଗୋଟିଏ ଏବଂ ସୁରଟରୁ ୩ଟି...
ଚିଠିକୁ ଅପେକ୍ଷା କରିଛି ଅବକାରୀ ବିଭାଗ
କଟକ ଅଫିସ,୫।୫: ମେ’ ୪ ଠାରୁ ମଦ ଦୋକାନ ଖୋଲିବ ବୋଲି ଘୋଷଣା ହେବା ସତ୍ତ୍ବେ କଟକ ଜିଲାରେ ଏହା ସମ୍ଭବ ହୋଇପାରିନାହିଁ। ବିଭିନ୍ନ ଠିପି ବନ୍ଦ ବିଦେଶୀ ମଦ ଦୋକାନ ସମ୍ମୁଖରେ ସାମାଜିକ ଦୂରତା ରକ୍ଷା କରାଯିବା ଉଦ୍ଦେଶ୍ୟରେ...
ଅନିଶ୍ଚିତତାରେ ଓକିଲ ସଂଘ ନିର୍ବାଚନ
କଟକ ଅଫିସ,୫।୫: ଓଡ଼ିଶା ହାଇକୋର୍ଟ ବାର୍ ଆସୋସିଏଶନ୍ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନକୁ ନେଇ ଅନିଶ୍ଚିତତା ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ବାରମ୍ବାର ନିର୍ବାଚନ ସ୍ଥଗିତ ହେବାରେ ଲାଗିଛି। ଆଗାମୀ ଦିନରେ ନିର୍ବାଚନ ହେବ...
ଖାସି ମୁଣ୍ଡ ପାଇଁ ଜୀବନ ହାରିଲେ ମହିଳା
ପାଟଣା,୫।୫(ସ୍ବ.ପ୍ର.)- ଖାସି ମୁଣ୍ଡ କିଣି ନ ଆଣିବାରୁ ରବିବାର ବିଳମ୍ବିତ ରାତିରେ ଜଣେ ମହିଳା ଆତ୍ମହତ୍ୟା କରିବା ଘଟଣା କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ମହିଳା ଜଣକ ହେଲେ ପାର୍ବତୀ ମୁଣ୍ଡା। ସାହାରପଡା...
୩୧ ଜଣଙ୍କ ସ୍ବାବ୍ ସଂଗ୍ରହ କଲା ସ୍ବାସ୍ଥ୍ୟ ବିଭାଗ
ବନ୍ତ,୫।୫(ଡି.ଏନ୍.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଗ୍ରାମରେ ସୋମବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨ୟ ପର୍ଯ୍ୟାୟରେ ୩୧ ଜଣଙ୍କର ସ୍ବାବ୍ ସଂଗ୍ରହ କରାଯାଇଛି। ଏଥିରେ ସରପଞ୍ଚ ବନମାଳି ବେହେରା, ପୂର୍ବତନ ସମିତି ସଭ୍ୟ ରାମ ଚନ୍ଦ୍ର ସାହୁ, ସ୍ବେଚ୍ଛାସେବୀ ଚନ୍ଦ୍ରକାନ୍ତ...
ପୁରସ୍କୃତ ରାଶିକୁ ପ୍ରଦାନ କଲେ ଅଙ୍ଗନଓ୍ବାଡି କର୍ମୀ
ବନ୍ତ,୫।୫(ଡି.ଏନ୍.ଏ.)-କରୋନା ଲଢେଇରେ ଅଙ୍ଗନୱାଡି କର୍ମୀ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ସେହିପରି ଏହି ଘଡିସନ୍ଧି ମୂହୁର୍ତ୍ତରେ ନିଜର ପୁରସ୍କୃତ ରାଶିକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରି ନିଜର ମହନୀୟତା ଦେଖାଇଛନ୍ତି ଜଣେ ଅଙ୍ଗନୱାଡି କର୍ମୀ ା ଭଦ୍ରକ ଜିଲା...
ଗାଁରେ ପହଞ୍ଚିଲେ ୨୩ ପ୍ରବାସୀ ଓଡିଆ
ବନ୍ତ,୫।୫(ଡି.ଏନ୍.ଏ.)-କରୋନା ଲକ୍ ଡାଉନ୍ ସମୟରେ ଅନ୍ୟ ରାଜ୍ୟରେ ଥିବା ପ୍ରବାସୀ ଓଡିଆ ମାନେ ଏବେ ବସ୍ ଯୋଗେ ଆସି ନିଜ ଗ୍ରାମରେ ପହଞ୍ଚିଥିବାର ଦେଖାଯାଇଛି। ଭଦ୍ରକ ଜିଲା ବନ୍ତ ବ୍ଲକର ଚାରିଗାଁ, ଗୋପିନାଥପୁର, ଅଣିଜୋ, କାଦବରାଙ୍ଗ ଆଦି ବିଭିନ୍ନ ପଞ୍ଚାୟତର...
ଭୁବନେଶ୍ୱରରୁ ସାଇକେଲ୍ରେ ଫେରିଲେ ୧୧ ଶ୍ରମିକ
ଠାକୁରମୁଣ୍ଡା,୫ା୫(ଡି.ଏନ୍.ଏ.)- ଭୁବନେଶ୍ୱର କିଟ୍ ନିକଟ ପଥରଗୋଡ଼ିଆରେ ରହି ଶ୍ରମିକ ଭାବରେ କାର୍ଯ୍ୟ କରୁଥିବା ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଅଞ୍ଚଳର ୧୧ ଜଣ ଶ୍ରମିକ ସାଇକେଲ ଯୋଗେ ଆସି ଠାକୁରମୁଣ୍ଡାରେ ପହଞ୍ଚିଛନ୍ତି। ଲକ୍ଡାଉନ ଯୋଗୁ କାମଧନ୍ଦା ବନ୍ଦ ରହିବାରୁ ସେଠାରେ...
ଦୋକାନ ଖୋଲିବାକୁ ଅନୁମତି ଦେଲା ପ୍ରଶାସନ: ଦ୍ୱନ୍ଦ୍ୱରେ ସେଲୁନ୍ ଦୋକାନୀ
ବାରିପଦା ଅଫିସ, ୫ା୫- ଗ୍ରୀନ ଜୋନ୍ରେ ଥିବା ମୟୂରଭଞ୍ଜ ଜିଲାରେ ଅଣ ଅତ୍ୟାବଶ୍ୟକୀୟ ଦୋକାନ ଖୋଲିବାକୁ ପ୍ରଶାସନ ଅନୁମତି ଦେଇଛି। ସକାଳ ୭ଟାରୁ ଅପରାହ୍ନ ୨ଟା ଯାଏ ଏହି ଦୋକାନ ସବୁ ଖୋଲା ଯିବାକୁ ଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀ...
ପ୍ରବାସୀ ଓଡିଆଙ୍କୁ ସହାୟତା
ଖଇରା, ୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ସିମୁଳିଆ ଓ ଔପଦା ନିର୍ବାଚନମଣ୍ଡଳୀରେ ରାଜନେତା ଶଶି ସାହୁ ପ୍ରାକୃତିକ ବିପତ୍ତି ସମୟରେ ସିମୁଳିଆ ଓ ଖଇରା ଜନସାଧାରଣଙ୍କ ନିକଟରେ ଛିଡା ହୋଇଛନ୍ତି। ଏବେ ବିଜେଡି ରାଜ୍ୟ ସମ୍ପାଦକ ଦାୟିତ୍ୱରେ ଥିବା ସାହୁ କରୋନା...
ବାଲିଆପାଳରେ ଦିବ୍ୟାଙ୍ଗଙ୍କୁ ରାଶନ ବଣ୍ଟନ
ଲଙ୍ଗଳେଶ୍ୱର, ୫।୫(ଡି.ଏନ.ଏ.)-କରୋନା ମହାମାରୀରେ ସାରା ପୃଥିବୀ କବଳିତ ହୋଇଥିବା ବେଳେ ଦିବ୍ୟାଙ୍ଗମାନେ ଏଥିରେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ଗ୍ରାମାଞ୍ଚଳରେ ବାସ କରୁଥିବା ଦିବ୍ୟାଙ୍ଗମାନେ ବିଭିନ୍ନ ସୁବିଧା ସୁଯୋଗ ପାଇବାରୁ ବଞ୍ଚିତ ହେଉଥିବାରୁ ଡବ୍ଲ୍ୟୁସିଏସ୍ଆର ଗ୍ରୁପର ସଦସ୍ୟମାନେ ସହାୟତାର ହାତ...
Archives


