ବାଲିଆପାଳରେ ଦିବ୍ୟାଙ୍ଗଙ୍କୁ ରାଶନ ବଣ୍ଟନ
ଲଙ୍ଗଳେଶ୍ୱର, ୫।୫(ଡି.ଏନ.ଏ.)-କରୋନା ମହାମାରୀରେ ସାରା ପୃଥିବୀ କବଳିତ ହୋଇଥିବା ବେଳେ ଦିବ୍ୟାଙ୍ଗମାନେ ଏଥିରେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ଗ୍ରାମାଞ୍ଚଳରେ ବାସ କରୁଥିବା ଦିବ୍ୟାଙ୍ଗମାନେ ବିଭିନ୍ନ ସୁବିଧା ସୁଯୋଗ ପାଇବାରୁ ବଞ୍ଚିତ ହେଉଥିବାରୁ ଡବ୍ଲ୍ୟୁସିଏସ୍ଆର ଗ୍ରୁପର ସଦସ୍ୟମାନେ ସହାୟତାର ହାତ...
ପରିବା ବ୍ୟବସାୟୀଙ୍କୁ ମାକ୍ସ ବଣ୍ଟନ
ଲଙ୍ଗଳେଶ୍ୱର, ୫।୫(ଡି.ଏନ.ଏ.)-ବାଲିଆପାଳ ବ୍ଲକ ଅନ୍ତର୍ଗତ କୁଣ୍ଡୁଳି ହାଟରେ ମହିଳାମାନଙ୍କ ପକ୍ଷରୁ କରୋନା ସଚେତନତା ଏବଂ ମାକ୍ସ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଠାକୁ ବ୍ୟବସାୟ କରିବା ପାଇଁ ବିଭିନ୍ନ ଅଞ୍ଚଳରୁ ପରିବା ବେପାରୀମାନେ ଆସିଥାନ୍ତି। ହାଟରେ ଗହଳି ହେବା ସହିତ...
ହାଇଦ୍ରାବାଦରୁ ପ୍ରବାସୀ ଓଡିଆଙ୍କୁ ନେଇ ଆସୁଥିବା ବସ ଦୁର୍ଘଟଣା : ଡ୍ରାଇଭର ମୃତ, ୨ଆହତ
ଖୋର୍ଦ୍ଧା ଅଫିସ,୫।୫ : ଖୋର୍ଦ୍ଧା ଟାଙ୍ଗି ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ କୁହୁଡ଼ି ଛକରେ ହାଇଦ୍ରାବାଦ ରୁ ପ୍ରବାସୀ ଓଡିଆଙ୍କୁ ଧରି ଫେରୁଥିବା ବସ ମଙ୍ଗଳବାର ସକାଳେ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏଥିରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି...
ଗଞ୍ଜାମରେ ପୁଣି କରୋନା ପଜିଟିଭ: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦
ଭୁବନେଶ୍ୱର,୫।୫ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଁଚିଛି। ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚୀତ କରାଯାଇଛି।
ସୁରଟ, କୋଟାରୁ ଆସିଲେ ୧୦୫
ଅନୁଗୋଳ ଅଫିସ, ୫।୫ ସୁରଟ୍ ଓ କୋଟାରୁ ଦୁଇଟି ବସ୍ରେ ଆସିଥିବା ପ୍ରବାସୀମାନେ ସୋମବାର ଅନୁଗୋଳରେ ପହଞ୍ଚତ୍ଛନ୍ତି। ସୁରଟ୍ରୁ ଗୋଟିଏ ବସ୍ରେ ୬୬ ଜଣ ଓ କୋଟାରୁ ୩୯ ଛାତ୍ରୀଛାତ୍ର ଆସିଥିବା ପ୍ରଶାସନ ସୂଚନା ଦେଇଛି। ସୁରଟ୍ରୁ ଆସିଥିବା ବସ୍...
୧୨ ଘଣ୍ଟା ପରେ ବାଇକ୍ରେ ଗଲେ ୬ ପ୍ରବାସୀ
ଅନୁଗୋଳ ଅଫିସ, ୫।୫ ଓଡ଼ିଶା ଫେରିବାକୁ ଚାହଁୁଥିବା ପ୍ରବାସୀମାନଙ୍କୁ କିପରି ଅଣାଯାଇ କ୍ୱାରାଣ୍ଟାଇନ୍ରେ ରଖାଯିବ ସେ ନେଇ ରାଜ୍ୟ ସରକାର ସ୍ବତନ୍ତ୍ର ଯୋଜନା କରିଛନ୍ତି। ଯେଉଁମାନେ ଏଥିପାଇଁ ପଞ୍ଜୀକରଣ କରିନାହାନ୍ତି ସେମାନଙ୍କୁ ରାଜ୍ୟ ସୀମାନ୍ତ ଚେକ୍ଗେଟ୍ରେ ପଞ୍ଜୀକୃତ କରାଯାଇ ନିଜ...
କୋହଳ ପରେ ଗହଳି
ଅନୁଗୋଳ ଅଫିସ, ୫।୫ ଅନୁଗୋଳ ଜିଲା ଗ୍ରୀନ୍ ଜୋନ୍ରେ ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଲକ୍ଡାଉନ ନିୟମ କୋହଳ କରାଯାଇଛି। ଫଳରେ ସୋମବାରଠାରୁ ଅନେକ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବାକୁ ଅନୁମତି ଦିଆଯାଇଛି। ତେବେ ମଦ ଦୋକାନକୁ ଅନୁମତି ମିଳିନାହିଁ। ପ୍ରଶାସନ...
୫.୯୧ ଲକ୍ଷ ଟଙ୍କା ସହାୟତା ସଂଗ୍ରହ
ଭୁବନ, ୫।୫(ଡି.ଏନ୍.ଏ.) କରୋନା ସଙ୍କଟ ସମୟରେ ରାଜ୍ୟ ସରକାରଙ୍କୁ ସହାୟତାର ହାତ ବଢ଼ାଇବାକୁ ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିଲା ଅଭିଯାନ। ବ୍ଲକ ଅଧ୍ୟକ୍ଷ ଗଁା ଗଁା ବୁଲି ସହାୟତା କରିବାକୁ ନିବେଦନ...
କୂଅରେ ଗଲା ମା’ପୁଅଙ୍କ ଜୀବନ
ପରଜଙ୍ଗ, ୫।୫(ଡି.ଏନ.ଏ.) ମା’ ସାମ୍ନାରେ କୂଅ ଭିତରେ ଖସିପଡ଼ିଲା ୩ବର୍ଷର ଶିଶୁପୁତ୍ର। ନିଜ ଆଖି ଆଗରେ ପୁଅର ମୃତ୍ୟୁକୁ କେମିତିବା ଦେଖିଥାନ୍ତା ମା’? ପୁଅକୁ ରକ୍ଷା କରିବାକୁ ଜୀବନକୁ ବାଜି ଲଗାଇ ସେ ଡେଇଁପଡ଼ିଲେ କୂଅ ଭିତରକୁ। ହେଲେ ମୃତ୍ୟୁର...
୧୨ ଘଣ୍ଟିଆ ୧୪୪ ଧାରା
ଢେଙ୍କାନାଳ ଅଫିସ, ୫।୫ କରୋନା ପ୍ରଭାବିତ ଢେଙ୍କାନାଳ ଜିଲାକୁ ଅରେଞ୍ଜ ଜୋନ୍ରେ ରଖାଯାଇଛି। ଜିଲା ସଦରରେ ଜଣେ ମହିଳାଙ୍କ ନିକଟରୁ ଏପ୍ରିଲ୍ ୯ରେ କୋଭିଡ୍-୧୯ ଭୂତାଣୁଠାବ କରାଯାଇଥିଲା। ଏହାପରେ ନୂଆ ମାମଲା ଆସିନାହିଁ। ଏହାସତ୍ତ୍ୱେ ପଡୋଶୀ ଯାଜପୁର ଏବଂ କେନ୍ଦୁଝର...
ସମୁଦ୍ରରେ ଡଙ୍ଗା ବୁଡ଼ି ମତ୍ସ୍ୟଜୀବୀ ମୃତ, ଜଣେ ନିଖୋଜ
ବାହାନଗା,୪ା୫(ଡି.ଏନ୍.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ଇଞ୍ଚୁଡି ଗ୍ରାମର ୭ ଜଣ ମତ୍ସ୍ୟଜୀବୀ ଶୁକ୍ରବାର ସମୁଦ୍ରକୁ ମାଛ ଧରିବା ପାଇଁ ଯାଇଥିବା ବେଳେ ଝଡ଼ ତୋଫାନ ଯୋଗୁ ଡଙ୍ଗା ବୁଡ଼ି ଯାଇଥିଲା। ସେଦିନ ୫ଜଣଙ୍କୁ ଅନ୍ୟ ମତ୍ସ୍ୟଜୀବୀମାନେ ପାଣିରୁ ଉଦ୍ଧାର...
ରାଜସ୍ଥାନ କୋଟାରୁ ଆସିଲେ ୩୯ ଛାତ୍ରୀଛାତ୍ର : ହୋମ୍କ୍ବାରାଣ୍ଟାଇନ୍କୁ ପଠାଇଲା ପ୍ରଶାସନ
ବ୍ରହ୍ମପୁର ଅଫିସ,୪ା୫-ରାଜସ୍ଥାନ କୋଟାରେ ଇଞ୍ଜିନିୟରିଂ ଓ ମେଡିକାଲ ପରୀକ୍ଷା ଲାଗି କୋଚିଂ ନେଉଥିବା ୩୯ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ସୋମବାର ସନ୍ଧ୍ୟାରେ ଦୁଇଟି ବସ୍ ବ୍ରହ୍ମପୁରର ଏମ୍କେସିଜି ମେଡିକାଲ ପରିସରରେ ପହଞ୍ଚିଛି। ସେମାନ ପହଞ୍ଚିବା ପରେ ପୋଲିସ୍, ସ୍ବାସ୍ଥ୍ୟ କର୍ମୀଙ୍କ...
Archives


