ଗ୍ୟାସ ଟାଙ୍କି ଲିକ୍ ହୋଇ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା
ଭଦ୍ରକ ଅଫିସ,୫।୫: ଭଦ୍ରକ ଜିଲା ଧାମନଗର ବ୍ଲକର ରାଧାବଲ୍ଲଭପୁର ଗାଁରେ ସୋମବାର ରାତିରେ ଗ୍ୟାସ ଟାଙ୍କି ଲିକ୍ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୩ବଖରା ଘର ଜଳିଯାଇଥିବା ଜଣାପଡ଼ିଛି। ସୂଚନା ଯୋଗ୍ୟ, ରାଧାବଲ୍ଲଭପୁର ଗାଁର ଭଗବାନ କୁଁଆରଙ୍କ ଘରେ...
ଭଦ୍ରକରେ ରାତ୍ରକାଳୀନ କର୍ଫ୍ୟୁ ଜାରି: ସନ୍ଧ୍ୟା ୭ରୁ ସକାଳ ୭ଟା ପର୍ଯ୍ୟନ୍ତ ବାହାରକୁ ବାହାରିବା ମନା
ଭଦ୍ରକ ଅଫିସ, ୫।୫: ଭଦ୍ରକ ଜିଲାରେ ମଙ୍ଗଳବାରଠାରୁ ଆଗାମୀ ୧୭ ତାରିଖ ପର୍ଯ୍ୟନ୍ତ ରାତ୍ରକାଳୀନ କର୍ଫ୍ୟୁ ଜାରି କରାଯାଇଛି। ସନ୍ଧ୍ୟା ୭ରୁ ସକାଳ ୭ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ ଜାରି ରହିବ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର...
ଗାଡି ଚାଳକଙ୍କ ମୃତ୍ୟୁକୁ ନେଇ ଥାନାରେ ଉତ୍ତେଜନା
ତିହିଡି,୫।୫(ଡି.ଏନ୍.ଏ): ଭଦ୍ରକ ଜିଲା ତିହିଡି ଥାନା ଜାମଯୋଡି ପଞ୍ଚାୟତ ଅଧିନ ବାଲିଦାଣ୍ତି ଗ୍ରାମର ଜଣେ ଗାଡି ଚାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ମୃତ ଚାଳକଙ୍କ ଜଣଙ୍କ ଦୈତାରୀ ନାୟକ(୨୭)। ପୋଲିସ ମାଡରେ ଚାଳକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ...
ସାମ୍ନାକୁ ଆସିଲା ବରୀର ଆଉ ୩ ଆକ୍ରାନ୍ତଙ୍କ ଗ୍ରସ୍ତ ବିବରଣୀ
ରତ୍ନଗିରି, ୫।୫(ଡି.ଏନ୍.ଏ): ଯାଜପୁର ବରୀ ବ୍ଲକ ଅଧିନସ୍ଥ କଳାମାଟିଆ ପଞ୍ଚାୟତରେ କରୋନା ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ଗ୍ରସ୍ତ ବିବରଣୀ ଗତ ୩ ତାରିଖରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଜାରି କରାଯାଇଥିଲା। ତେବେ ସୋମବାର ଆଉ ୩ଜଣ...
କେରଳରେ ଓଡ଼ିଆ ମହିଳା ଶ୍ରମିକ ନିର୍ଯାତିତ
ଭୁବନେଶ୍ୱର, ୫।୫ (ବ୍ୟୁରୋ)/ କେନ୍ଦ୍ରାପଡ଼ା ଅଫିସ: କରୋନା କଟକଣା ପାଇଁ କେରଳରେ ଫସି ରହିଥିବା କେନ୍ଦ୍ରାପଡ଼ାର ୧ହଜାରରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଏବେ ନାନା ନିର୍ଯାତନାର ଶିକାର ହେଉଛନ୍ତି। ଏମାନେ ଏକ କପଡ଼ା କମ୍ପାନୀରେ ଦୁଇଦିନ ହେବ ଭୋକ ଉପାସରେ...
ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍ ଦୁର୍ଘଟଣାଗ୍ରସ୍ତ: ବସ୍ ଚାଳକ ମୃତ
ନିରାକାରପୁର,୫।୫(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥରେ କୁହୁଡ଼ି ଛକରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ପ୍ରବାସୀ ଓଡ଼ିଆଙ୍କୁ ନେଇ ହାଇଦ୍ରାବାଦରୁ କେନ୍ଦ୍ରାପଡ଼ା ଆସୁଥିବା ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବସ୍...
ରଥ ନିର୍ମାଣ ପାଇଁ ସୁପାରିସ
ପୁରୀ ଅଫିସ,୫ା୫: ରଥ ତିଆରି ଏକ ଧର୍ମୀୟ କାର୍ଯ୍ୟ ନୁହେଁ, ଏହା ନିର୍ମାଣ କାର୍ଯ୍ୟ। ତେଣୁ ସରକାର ଲକ୍ଡାଉନ ପାଇଁ ଯେଉଁ ଗାଇଡ୍ଲାଇନ କରିଛନ୍ତି ତାହାର କୌଣସି ପ୍ରକାର ଉଲ୍ଲଂଘନ ହେବ ନାହିଁ। ମହାପ୍ରଭୁଙ୍କ ରଥ ନିର୍ମାଣ ସଂକ୍ରାନ୍ତରେ ସୋମବାର...
କଣ୍ଟେନମେଣ୍ଟ ଜୋନ୍ରେ ପୋଲିସକୁ ପଥର ମାଡ଼
ରାଉରକେଲା ଅଫିସ,୫।୫: ସ୍ଥାନୀୟ ନାଲାରୋଡ୍ କଣ୍ଟେନମେଣ୍ଟ ଅଞ୍ଚଳରେ ସୋମବାର ଉତ୍ତେଜନା ପ୍ରକାଶ ପାଇଥିଲା। ଅପରାହ୍ନ ପ୍ରାୟ ସାଢେ ୧ଟା ସମୟରେ ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ କରିବା ସହ ବ୍ୟାରିକେଡ୍ ଭାଙ୍ଗି ଦେଇଥିଲେ। ଶତାଧିକ ମହିଳା ଓ ପୁରୁଷ...
୨ ଦିନରେ ଟ୍ରେନ୍ରେ ଗଞ୍ଜାମ ଆସିଲେ ୫,୫୦୩ ପ୍ରବାସୀ
ଛତ୍ରପୁର,୫।୫(ଡି.ଏନ୍.ଏ.): କେରଳ ଓ ସୁରଟରୁ ଗତ ୨ଦିନ ହେଲା ସ୍ବତନ୍ତ୍ର ଟ୍ରେନ ଯୋଗେ ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ ଫେରୁଛନ୍ତି। ରବିବାର କେରଳ ଓ ସୁରଟରୁ ଗୋଟିଏ ଲେଖାଏ ଟ୍ରେନ ଆସିଥିବା ବେଳେ ସୋମବାର କେରଳରୁ ଗୋଟିଏ ଏବଂ ସୁରଟରୁ ୩ଟି...
ଚିଠିକୁ ଅପେକ୍ଷା କରିଛି ଅବକାରୀ ବିଭାଗ
କଟକ ଅଫିସ,୫।୫: ମେ’ ୪ ଠାରୁ ମଦ ଦୋକାନ ଖୋଲିବ ବୋଲି ଘୋଷଣା ହେବା ସତ୍ତ୍ବେ କଟକ ଜିଲାରେ ଏହା ସମ୍ଭବ ହୋଇପାରିନାହିଁ। ବିଭିନ୍ନ ଠିପି ବନ୍ଦ ବିଦେଶୀ ମଦ ଦୋକାନ ସମ୍ମୁଖରେ ସାମାଜିକ ଦୂରତା ରକ୍ଷା କରାଯିବା ଉଦ୍ଦେଶ୍ୟରେ...
ଅନିଶ୍ଚିତତାରେ ଓକିଲ ସଂଘ ନିର୍ବାଚନ
କଟକ ଅଫିସ,୫।୫: ଓଡ଼ିଶା ହାଇକୋର୍ଟ ବାର୍ ଆସୋସିଏଶନ୍ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନକୁ ନେଇ ଅନିଶ୍ଚିତତା ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ବାରମ୍ବାର ନିର୍ବାଚନ ସ୍ଥଗିତ ହେବାରେ ଲାଗିଛି। ଆଗାମୀ ଦିନରେ ନିର୍ବାଚନ ହେବ...
ଖାସି ମୁଣ୍ଡ ପାଇଁ ଜୀବନ ହାରିଲେ ମହିଳା
ପାଟଣା,୫।୫(ସ୍ବ.ପ୍ର.)- ଖାସି ମୁଣ୍ଡ କିଣି ନ ଆଣିବାରୁ ରବିବାର ବିଳମ୍ବିତ ରାତିରେ ଜଣେ ମହିଳା ଆତ୍ମହତ୍ୟା କରିବା ଘଟଣା କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ମହିଳା ଜଣକ ହେଲେ ପାର୍ବତୀ ମୁଣ୍ଡା। ସାହାରପଡା...
Archives


