ଆମ ଜିଲା ଖବର

ଶ୍ରୀମନ୍ଦିର ସହ ସମ୍ପୃକ୍ତ ୨୩ ଜଣ କରୋନା ପଜିଟିଭ

ପୁରୀ ଅଫିସ, ୧୩।୪: ପୁରୀ ଜିଲାରେ ଦ୍ରୁତ ଗତିରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ଜିଲାରୁ ୫୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଶ୍ରୀମନ୍ଦିରର ୨୩ ସେବାୟତ, କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା…

ଗଞ୍ଜାମରେ ସବୁ ଧର୍ମାନୁଷ୍ଠାନ ବନ୍ଦ

ବ୍ରହ୍ମପୁର ଅଫିସ, ୧୩।୪: ଗଞ୍ଜାମ ଜିଲାର ସମସ୍ତ ଧର୍ମାନୁଷ୍ଠାନକୁ ୭ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ବୁଧବାରଠୁ ୨୧ ତାରିଖ ଯାଏ ସବୁ ଧର୍ମାନୁଷ୍ଠାନ ବନ୍ଦ ରହିବ । କୋଭିଡ୍‌ ସଂକ୍ରମଣ ବୃଦ୍ଧିପରେ ଜିଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି।…

ଗ୍ୟାଙ୍ଗଷ୍ଟର୍‌ ହାଇଦର ସହଯୋଗୀ ୟାକୁବ ଗିରଫ: ପୋଲିସର ଗେମ୍‌ ପ୍ଲାନ୍‌ ଆରମ୍ଭ

କଟକ ଅଫିସ, ୧୩।୪: କୁଖ୍ୟାତ ଗ୍ୟାଙ୍ଗଷ୍ଟର୍‌ ହାଇଦର କଟକ ଏସସିବି ମେଡିକାଲକୁ ଚିକିତ୍ସା ଲାଗି ଯାଇ ଗତ ଶନିବାରଠାରୁ ଫେରାର୍‌ ହୋଇଯାଇଥିଲେ। ତାଙ୍କୁ ଧରିବା ପାଇଁ ଓଡିଶା ପୁଲିସ ‘ଅପରେସନ ହାଇଦର’ ଜାରି କରି ବିଭିନ୍ନ ସ୍ଥାନରେ ଯାଞ୍ଚ କରୁଥିଲେ ମଧ୍ୟ…

ଯାତକ ମେଳ ନ ଖାଇବାରୁ ବିବାହ ଭାଙ୍ଗିଦେଲେ ପରିବାର ଲୋକେ, ଏମିତି ଚରମ ପଦକ୍ଷେପ ନେଲେ ପ୍ରେମୀଯୁଗଳ

ଝାରସୁଗୁଡା ଅଫିସ,୧୩।୪: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅନ୍ତର୍ଗତ ରେଙ୍ଗାଲି କିଷାନପଡ଼ା ଏକ ବନ୍ଦ କୋଠରୀ ଭିତରୁ ଝୁଲନ୍ତା ଅବସ୍ଥାରେ ପ୍ରେମୀ ଯୁଗଳଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତ ଯୁବକଙ୍କ ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ବନହରପାଲି ଥାନାରେ…

ପୂରଣ ହୋଇପାରିନି ଟିକା ଟାର୍ଗେଟ୍‌

ଅନୁଗୋଳ ଅଫିସ, ୧୩ା୪ ଅନୁଗୋଳ ଜିଲାରେ ଧିମେଇ ଚାଲିଛି କରୋନା ଟିକାକରଣ। କୋଭିଡ୍‌ ଯୋଦ୍ଧାଙ୍କଠାରୁ ଆରମ୍ଭ କରି ବୟସ୍କଙ୍କ ଯାଏ, ପ୍ରତିଟି ବର୍ଗରେ ଟିକାଦାନ ପଛୁଆ ରହିଛି। ଏପରିକି ଜିଲାକୁ ଦିଆଯାଇଥିବା ସମସ୍ତ କୋଭିଶିଲ୍ଡ ଡୋଜ୍‌ ଏପ୍ରିଲ୍‌ ୧୧ ତାରିଖ ସୁଦ୍ଧା…

ସଂସ୍କୃତି ବିଭାଗକୁ ଅଣଦେଖା

ଢେଙ୍କାନାଳ ଅଫିସ,୧୩ା୪ ଐତିହ୍ୟ, କଳା, ସ୍ଥାପତ୍ୟ, ସଂସ୍କୃତି ପାଇଁ ଢେଙ୍କାନାଳ ଜିଲା ରାଜ୍ୟ ଓ ଜାତୀୟସ୍ତରରେ ବେଶ୍‌ ପରିଚିତ। କିନ୍ତୁ ଗତ ୬ବର୍ଷ ହେଲା ଜିଲା ସଂସ୍କୃତି ବିଭାଗକୁ ଅଣଦେଖା କରି ରଖାଯାଇଛି। ଫଳରେ ଜିଲା ସଂସ୍କୃତି ପରିଷଦ ଗଠନ ହୋଇପାରୁ…

ଝରାଫୁଲଙ୍କୁ ହତ୍ୟା କରାଯାଇଛି

ଯାଜପୁର ଅଫିସ,୧୩।୪ ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୨)ଙ୍କ ମୃତ୍ୟୁ ରହସ୍ୟ ଉପରୁ ପର୍ଦ୍ଦା ହଟିଛି। ତାଙ୍କୁ ହତ୍ୟା କରାଯାଇଥିବା ଯାଜପୁର ଏସ୍‌.ପି. ରାହୁଲ ପି.ଆର. ସୋମବାର ଏକ ଭିଡିଓ କ୍ଲିପ୍‌ ଜାରି କରି ଜଣାଇଛନ୍ତି। ଘଟଣାର ମୁଖ୍ୟ ଅଭିଯୁକ୍ତ…

କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ବ୍ରହ୍ମପୁର ଅଫିସ,୧୨।୪: କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ ହୋଇଛି ବ୍ରହ୍ମପୁର ଟାଉନ ଥାନାରେ। ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ପୋଲିସ ଅପହୃତା ଛାତ୍ରୀଙ୍କୁ ପୁରୀରୁ ଉଦ୍ଧାର କରିଛି। ସୋମବାର ଉଭୟଙ୍କ…

ସପ୍ତାହ ପାଇଁ ସଟ୍‌ଡାଉନ ହେଲା କଲେଜ

ଦେବଗଡ଼,୧୨।୪: ଦେବଗଡ଼ ଜିଲାରେ ସମ୍ପ୍ରତ୍ତି କରୋନାର ଦ୍ୱିତୀୟ ଲହର କାୟା ବିସ୍ତାର କରିବାରେ ଲାଗିଛି। ଏହି କ୍ରମରେ ଇତିମଧ୍ୟରେ ଦେବଗଡ଼ କଲେଜର ୪ଜଣ ଅଧ୍ୟାପକ ଓ କର୍ମଚାରୀ ଆକା୍ରନ୍ତ ହୋଇଥିବା ଜଣାପଡିବା ପରେ କଲେଜ କର୍ତ୍ତୃପକ୍ଷ ଆଗାମୀ ଏକ ସପ୍ତାହ ଅର୍ଥାତ୍‌…

ଓଡ଼ିଶା-ଆନ୍ଧ୍ର ସୀମା ସିଲ୍‌

ରାୟଗଡ଼ା ଅଫିସ/ଗୁଣପୁର,୧୨ା୪: ରାୟଗଡ଼ା ଜିଲାରେ ଲଗାତର କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରୁ ୩୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ରୋକିବା ନିମନ୍ତେ ଜିଲାରୁ ପଡ଼ୋଶୀ ଆନ୍ଧ୍ର ପ୍ରଦେଶକୁ ସଂଯୋଗ କରୁଥିବା ସମସ୍ତ ୫…

ଓଡ଼ିଶାକୁ ଲାଗିଥିବା ଛତିଶଗଡ଼, ଝାଡ଼ଖଣ୍ଡ ସୀମା ସିଲ୍‌

ସୁନ୍ଦରଗଡ଼, ୧୨।୪ : ରାଜ୍ୟର ସୁନ୍ଦରଗଡ଼ ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ନେଇ ସରକାରଙ୍କ ଚିନ୍ତା ବଢିଛି। ଛତିଶଗଡ଼ ଓ ଝାଡ଼ଖଣ୍ଡକୁ ଲାଗିଥିବା ଏହି ଜିଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସୋମବାର ସୀମା ସିଲ୍‌…

ହୋଟେଲରେ ବସି ଖାଇ ପାରିବେନି ଗ୍ରାହକ

ଟିଟିଲାଗଡ଼, ୧୨।୪: ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୌରାଞ୍ଚଳରେ ମଙ୍ଗଳବାରଠାରୁ ଉପଖଣ୍ଡରେ ଥିବା ଜଳଖିଆ ଦୋକାନ, ରେଷ୍ଟୁରାଣ୍ଟ ଓ ହୋଟେଲରେ ବସିକି ଖାଇପାରିବେ ନାହିଁ ଗ୍ରାହକ। ଏହାବଦଳରେ ଦୋକାନୀଙ୍କୁ ଖାଦ୍ୟ ପାର୍ସଲ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?