ଆମ ଜିଲା ଖବର

ଧାର୍ଯ୍ୟ ସମୟରେ ନୀତିକାନ୍ତିକୁ ଗୁରୁତ୍ୱ

ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ), ୯।୭:ଶ୍ରୀକ୍ଷେତ୍ରର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଏ ନେଇ ସମୀକ୍ଷା କରିଛନ୍ତି। ଗତବର୍ଷ ବିନା ଭକ୍ତରେ ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ ହୋଇଥିବାରୁ ମୁଖ୍ୟମନ୍ତ୍ରୀ…

ଆମେ ଆନ୍ଧ୍ରରେ ମିଶିବୁ

ପଟ୍ଟାଙ୍ଗୀ,୮ା୭(ଡି.ଏନ.ଏ.): ଆମେ ଓଡ଼ିଶା ସରକାରଙ୍କ ଅଧୀନରେ ବସବାସ କରୁଥିଲେ ମଧ୍ୟ ସରକାରଙ୍କଠାରୁ କୌଣସି ସୁବିଧା ପାଉନାହୁଁ। ଗ୍ରାମକୁ ରାସ୍ତାଟିଏ ନାହିଁ। ପାନୀୟ ଜଳ, ଶିକ୍ଷା ଓ ସ୍ବାସ୍ଥ୍ୟସେବା ସୁବିଧା କିଛି ପାଉନାହୁଁ। ଆନ୍ଧ୍ରପ୍ରଦେଶ ସାଲୁର ବିଧାୟକ ରାଜନ ଦୋରାଙ୍କ ନିକଟରେ ଏଭଳି…

୧୧ରେ ହୀରାକୁଦ ଛାଡିବ ବନ୍ୟାଜଳ

ସମ୍ବଲପୁର,୮ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଜୁଲାଇ ୧୧ ତାରିଖରେ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ଏ ନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ଗୁରୁବାର ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ସମ୍ବଲପୁର ସମେତ ସୋନପୁର, କଟକ, ବୌଦ୍ଧ, ଖୋର୍ଦ୍ଧା, ଫୁଲବାଣୀ, ଅନୁଗୋଳ, ନୟାଗଡ଼, କେନ୍ଦ୍ରାପଡ଼ା,…

ଦାଦାଙ୍କ ଜୀବନ ନେଲା ପୁତୁରା

ରାଇକିଆ,୮ା୭: କନ୍ଧମାଳ ଜିଲା ରାଇକିଆ ଥାନା ରଣବା ପଞ୍ଚାୟତ ଇରିପୁଡ଼ା ଗ୍ରାମରେ ଘଟିଛି ଏକ ହତ୍ୟାକାଣ୍ଡ । ଜମି ବିବାଦକୁ ନେଇ ପୁତୁରାର ଠେଙ୍ଗା ମାଡ଼ରେ ଦାଦାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହରି ନାୟକ। ପୋଲିସ ମୃତଦେହକୁ ଜବତ କରି…

ବାଇକ୍‌ରୁ ଖସି ପଡ଼ିଲେ, ଚଢ଼ିଗଲା ଟ୍ରକ୍‌

ବନ୍ତ,୮।୭: ଭଦ୍ରକ ଜିଲା ବନ୍ତ ବ୍ଲକ ଭଦ୍ରକ-ଆନନ୍ଦପୁର ୫୩ ନମ୍ବର ରାଜ୍ୟ ରାଜପଥର ବନ୍ତ ମେଡିକାଲ ଛକଠାରେ ଗୁରୁବାର ଜଣେ ମହିଳା ବାଇକ୍‌ରୁ ଖସି ପଡ଼ିଥିଲେ। ଏହି ସମୟରେ ତାଙ୍କ ଗୋଡ଼ ଉପରେ ଏକ ଟ୍ରକ୍‌ ଚଢ଼ିଯିବାରୁ ସେ ଗୁରୁତର ଆହତ…

ଅଡିଟ୍‌ ପରେ ଗଞ୍ଜାମରେ ବଢୁଛି କରୋନା ମୃତ୍ୟୁସଂଖ୍ୟା

ଛତ୍ରପୁର,୮ା୭(ଡି.ଏନ): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ଥମୁନି। ଆଜି ଜିଲାରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ତେବେ ଅଡିଟ୍‌ ପରେ ଏହି ମୃତ୍ୟୁସଂଖ୍ୟା ବଢୁଛି। ଏହା ଦିନକର ନୁହେଁ ଏବଂ ପୂର୍ବରୁ ମୃତ୍ୟୁକୁ ମିଶାଇ ଏହା ଘୋଷଣା…

ଜାତୀୟ ରାଜପଥ ଅବରୋଧ, ଯାନବାହନ ଚଳାଚଳ ବନ୍ଦ

ବାଉଁଶୁଣୀ,୮ା୭(ଡି.ଏନ୍‌.ଏ.): ୫୭ ନଂ. ଜାତୀୟ ରାଜପଥର ମନମୁଣ୍ଡା ଥାନା ଗୁଦୁଗୁଦା ନିକଟରେ ସ୍ଥାନୀୟ ଲୋକେ ଗୁରୁବାର ପୂର୍ବାହ୍ନରେ ରାସ୍ତାରୋକୋ କରିଥିଲେ। ଫଳରେ ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ଶହ ଶହ ଯାନବାହନ ଅଟକି ରହିଥିଲା। ସୂଚନାଯୋଗ୍ୟ, ନୂଆପୋଲର ସଂଯୋଗୀକରଣ ରାସ୍ତା ବୁଧବାର…

ଗଞ୍ଜାମରେ ହେବ ୧୩୩ ସ୍ମାର୍ଟ ହାଇସ୍କୁଲ: ଛାତ୍ରୀଛାତ୍ରଙ୍କ ସହ କଥା ହେଲେ ୫ଟି ସଚିବ

ଛତ୍ରପୁର,୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ୧୩୩ଟି ହାଇସ୍କୁଲକୁ ସ୍ମାର୍ଟ ହାଇସ୍କୁଲରେ ପରିଣତ ପାଇଁ କାମ ଚାଲିଛି। ଏହାର ଅଗ୍ରଗତି ନେଇ ଗୁରୁବାର ୫ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସ୍କୁଲର ଛାତ୍ରୀଛାତ୍ର, ପ୍ରଧାନଶିକ୍ଷକ ଓ ସ୍କୁଲ ପରିଚାଳନା କମିଟି…

ରାସ୍ତା ଅବରୋଧ ବେଳେ ଆମ୍ବୁଲାନ୍ସକୁ ବି ଛାଡିଲେନି

ନୟାଗଡ଼ ଅଫିସ, ୮।୭: ନୟାଗଡ ଜିଲା ନୂଆଗାଁ ବ୍ଲକ ଗୁଡୁପାଙ୍ଗି ଓ ୧୭ ଖଣ୍ଡ ଗାଁ ମଧ୍ୟରେ ଗତ କିଛି ଦିନରୁ ଲାଗିରହିଥିବା ବିବାଦ ଏବେ ଉଗ୍ର ରୁପ ନେଇଛି। ବଳଭଦ୍ରପୁର ଢ଼ିପମାଳ ରାସ୍ତା ନିର୍ମାଣ ଦାବିରେ ନୟାଗଡ ଜିଲାର ହାଟଦ୍ୱାରଠାରେ…

ପୁଅ-ବୋହୂଙ୍କ ନିର୍ଯାତନା ଅଭିଯୋଗ: ଥାନାର ଦ୍ବାରସ୍ଥ ହେଲେ ମା’ ବାପା

ବାଲେଶ୍ୱର ଅଫିସ, ୮।୭: ପିଲାମାନେ ବଡ଼ ହେଲେ ବୃଦ୍ଧାବସ୍ଥାରେ ବାପା ମା’ଙ୍କ ସାହାରା ହେବେ ବୋଲି ଭାବିଥାନ୍ତି। ହେଲେ ଆଜିକାଲି ପୁଅ ବୋହୂ ସେମାନଙ୍କ ଉପରେ ନିର୍ଯାତନା କରୁଥିବା ଦେଖିବାକୁ ମିଳିଛି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ବର ଜିଲା…

ଏନ୍‌ଜିଟିରେ ବିଆର୍‌ପିଏଲ୍‌ ମାମଲା:ସାନି ତଦନ୍ତ ନିର୍ଦ୍ଦେଶ

ଯାଜପୁର ଅଫିସ,୮।୭: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍‌ପିଏଲ୍‌) କାରଖାନା ପରିସରରୁ ବାହାରକୁ ବର୍ଜ୍ୟଜଳ ନିର୍ଗତ ଅଭିଯୋଗ ଜଟିଳ ହେବାରେ ଲାଗିଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ଦ୍ୱାରା ଦାଖଲ ହୋଇଥିବା ତଦନ୍ତ ରିପୋର୍ଟକୁ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଅଗ୍ରାହ୍ୟ…

ଆରବର୍ଷକୁ ଅପେକ୍ଷା

ଢେଙ୍କାନାଳ ଅଫିସ, ୮।୭: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରାକୁ ମଝିରେ ମାତ୍ର ୪ ଦିନ। ଭକ୍ତଙ୍କୁ ଦର୍ଶନ ଦେବାକୁ ଭାଇ ବଳରାମ, ଭଉଣୀ ସୁଭଦ୍ରାଙ୍କୁ ନେଇ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାବାହୁ। କାଳିଆ ସାଆନ୍ତଙ୍କ ଏହି ଅଲୌକିକ ଲୀଳା ଦେଖିବା ଲାଗି ବିଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?