ବଣିକ ସଂଘ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା
ଜୁନାଗଡ, ୪ା୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ ଜୁନାଗଡ ବଣିକ ସଂଘ ପକ୍ଷରୁ ସୋମବାର ଦିନରାତି ପରିଶ୍ରମ କରି କରୋନା ମହାମାରୀରୁ ରକ୍ଷା କରିବା ପାଇଁ ଲୋକଙ୍କୁ ସଚେତନ କରୁଥିବା ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସ୍ଥାନୀୟ ଥାନାର ଅଧିକାରୀ ଉତ୍ତମ କୁମାର...
କ୍ୱାରାଣ୍ଟାଇନ ଶେଷ ପରେ ଗାଁରେ ପହଞ୍ଚାଇଲାନି ପ୍ରଶାସନ: ରାତିରେ ଅଧାରାସ୍ତାରେ ଛାଡ଼ିଗଲେ ଡ୍ରାଇଭର
ମାଲକାନଗିରି,୪ା୫(ଡି.ଏନ୍.ଏ.) : କରୋନା ଭୂତାଣୁର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣକରି ଚାଲିଛନ୍ତି। ମାଲକାନଗିରି ଜିଲା ପ୍ରଶାସନ ଏହି ନିୟମକୁ କଡ଼ାକଡ଼ି ପାଳନ କରୁଛି। ବାହାର ରାଜ୍ୟରୁ ଆସୁଥିବା ଶ୍ରମିକଙ୍କୁ ସଙ୍ଗରୋଧ ଗୃହରେ ୧୪...
ବେନିୟମ ଚାଲାଣ ହେଉଛି କେନ୍ଦୁପତ୍ର: ବିନା ନଥିପତ୍ରରେ ଚାଲିଛି କାରବାର
ମାଲକାନଗିରି,୪ା୫(ଡି.ଏନ୍.ଏ.) : ମାଲକାନଗିରି ଜିଲାରେ ବର୍ଷକୁ କୋଟି କୋଟି ଟଙ୍କାର କେନ୍ଦୁପତ୍ର କାରବାର ହୋଇଥାଏ। ଜିଲାର ଆଦିବାସୀ ଏବଂ ଅଣ ଆଦିବାସୀ କେନ୍ଦୁପତ୍ର ସଂଗ୍ରହକରି ଗୁଜୁରଣ ମେଣ୍ଟାଇଥାନ୍ତି। ଚଳିତବର୍ଷ କରୋନା ଯୋଗୁ କେନ୍ଦୁପତ୍ର ସଂଗ୍ରହ ଓ ବ୍ୟବସାୟ ଉପରେ ଆଶଙ୍କା...
କୋଟାରୁ ଫେରିଥିବା ଛାତ୍ରୀଛାତ୍ରଙ୍କ ସ୍ବାବ୍ ସଂଗ୍ରହ
ସୋନପୁର,୪।୫(ନି.ପ୍ର.): ଲକ୍ଡାଉନ୍ ଯୋଗୁଁ ରାଜସ୍ଥାନର କୋଟାରେ ଫସି ରହିଥିବା ସୁବର୍ଣ୍ଣପୁର ଜିଲାର ୩୭ ଛାତ୍ରୀଛାତ୍ର ସୋମବାର ସୋନପୁରରେ ପହଞ୍ଚତ୍ଛନ୍ତି । ୨ଟି ସ୍ବତନ୍ତ୍ର ବସ୍ରେ ମେଡିକାଲ କୋଚିଂ ନେଉଥିବା ଛାତ୍ରୀଛାତ୍ର ପହଞ୍ଚତ୍ବା ପରେ ସେମାନଙ୍କୁ ସିଧାସଳଖ ସରକାରୀ ଆଇଟିଆଇସ୍ଥିତ ଅସ୍ଥାୟୀ...
ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ
ପାଟପୁର,୪ା୫- ପାଟପୁର ଥାନା ଅଧିନ ଏକ ଗଁାରେ ଜଣେ ଯୁବତୀଙ୍କୁ ବଳାତ୍କାର ନେଇ ରବିବାର ମାମଲା ରୁଜୁ ହୋଇଥିଲା। ସମ୍ପୃକ୍ତ ଅଭିଯୁକ୍ତ ମନୋଜ କୁମାର ଗୌଡ଼ଙ୍କୁ ସୋମବାର ପୋଲିସ ବ୍ରହ୍ମପୁର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ...
ଚାଲିଚାଲି ଯାଉଥିବା ଶ୍ରମିକଙ୍କୁ ରନ୍ଧା ଖାଦ୍ୟ
ଗଞ୍ଜାମ,୪ା୫(ଡି.ଏନ.ଏ.)- ଲକ୍ଡାଉନ୍ ପରେ ଗଞ୍ଜାମ ଜିଲା ଗୋଳନ୍ଥରାରେ ରହିଯାଇଥିବା କଟକ ଟାଙ୍ଗୀ ଅଞ୍ଚଳର ୧୨ଜଣ ଶ୍ରମିକ ୧୬ନଂ. ଜାତୀୟ ରାଜପଥ ଦେଇ ସୋମବାର ସକାଳେ ଚାଲିଚାଲି ଯାଉଥିଲେ। ଏହାଦେଖି ପୂର୍ବତନ ଏମ୍ପି ପ୍ରତିନିଧି ତଥା ସାମାଜିକ କର୍ମୀ ସୁଧୀର କୁମାର...
ବଲାଙ୍ଗୀର ଜିଲାର ସଂକ୍ରମିତ ଦୁଇ ଯୁବକଙ୍କ ସଂସ୍ପର୍ଶରେ ଆସିଥିବା ୫୩ ଜଣଙ୍କ ସ୍ବାବ ନେଗେଟିଭ
ବଲାଙ୍ଗୀର ଅଫିସ, ୪ା୫: ବଲାଙ୍ଗୀର ଜିଲା ଲିଖିରିଆ ଗାଁର ୨ ଯୁବକ କରୋନା ପଜିଟିଭ ଜଣାପଡିବା ପରେ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଉଭୟଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ତାଲିକା ପ୍ରସ୍ତୁତ କରାଯାଇଥିଲା । ସଂସ୍ପର୍ଶରେ ଆସିଥିବା ପ୍ରଥମ...
ଗଞ୍ଜାମରେ ଖୋଲିବନି ମଦ ଦୋକାନ: ଜିଲାପାଳ
ଛତ୍ରପୁର, ୪।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ୨ କରୋନା ପଜିଟିଭ ରବିବାର ଚିହ୍ନଟ ହୋଇଛନ୍ତି। ଏହାଫଳରେ ଗଞ୍ଜାମ ଜିଲା ଗ୍ରୀନ୍ ଜୋନରୁ ତଳକୁ ଖସି ଅରେଞ୍ଜ ଜୋନକୁ ଆସିଛି। ଅପରପକ୍ଷରେ ଜିଲାରେ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ ଲାଗୁ ହୋଇଛି। ଫଳରେ କୌଣସି...
ଦିଗପହଣ୍ଡି କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ଅଭିଯୋଗ: ସୁରଟ ଫେରନ୍ତାଙ୍କ ହୋହଲ୍ଲା
ଦିଗପହଣ୍ଡି,୪।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଆଦିବାସୀ ହଷ୍ଟେଲ କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ପ୍ରତିବାଦରେ ସୋମବାର ସକାଳେ ବହୁସଂଖ୍ୟକ ସୁରଟ ଫେରନ୍ତା ହୋହଲ୍ଲା କରିଥିଲେ। ତଦାରଖ ଦାୟିତ୍ୱରେ ଥିବା ପୂର୍ବତନ ସରପଞ୍ଚ ଅସିତ କୁମାର ସାହୁ ଓ ସ୍ବେଚ୍ଛାସେବୀବୃନ୍ଦ...
କୋଟାରୁ ଫେରିଲେ ୨୧ ଛାତ୍ରୀଛାତ୍ର
କେନ୍ଦୁଝର,୪ା୫(ସ୍ବ.ପ୍ର.) : କେନ୍ଦୁଝର ଜିଲାରୁ ରାଜସ୍ଥାନର କୋଟାରେ ଯାଇ ପାଠ ପଢ଼ୁଥିବା ୨୧ ଛାତ୍ରୀଛାତ୍ର ସୋମବାର ସ୍ବତନ୍ତ୍ର ବସ୍ରେ କେନ୍ଦୁଝରକୁ ସୁରକ୍ଷିତ ଫେରିଛନ୍ତି। ସେମାନଙ୍କ ସହିତ ୬ ଜଣ ଅଭିଭାବକ ଫେରିଛନ୍ତି। ସେମାନଙ୍କୁ ପୁରୁଣା ସହରସ୍ଥିତ ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରର ଏକ...
ପୋଲିସ, ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ
ଭଞ୍ଜନଗର,୪ା୫(ଡି.ଏନ୍.ଏ.): ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୋମବାର ଭଞ୍ଜନଗର ଉପଖଣ୍ଡର ପୋଲିସ ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ, ଭଞ୍ଜନଗର ତହସିଲଦାର ଆଲୋକ ପ୍ରଧାନ, ଭଞ୍ଜନଗର...
ଏମ୍କେସିଜିରେ ୩ କରୋନା ସନ୍ଦିଗ୍ଧ ଭର୍ତ୍ତି
ବ୍ରହ୍ମପୁର ଅଫିସ,୪।୫: ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି (ଏମ୍କେସିଜି) ମେଡିକାଲର ସଂଘରୋଧ କକ୍ଷରେ ସୋମବାର ୩ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ସ୍ବାବ ସଂଗ୍ରହ କରାଯାଇ ଏମ୍କେସିଜି ମେଡିକାଲର ମାଇକ୍ରୋବାୟୋଲୋଜି ପରୀକ୍ଷା କେନ୍ଦ୍ର ଓ ଭୁବନେଶ୍ୱର ଆର୍ଏମ୍ଆରସିକୁ...
Archives


