ବାଲିଘାଟକୁ ନେଇ ବିଗୁଡୁଛି ଆଇନଶୃଙ୍ଖଳା
ଭଦ୍ରକ ଅଫିସ, ୧୨।୪- ଭଦ୍ରକ ଜିଲାରେ ବାଲିଘାଟ ନିଲାମକୁ କେନ୍ଦ୍ରକରି ଆଇନ ଶୃଙ୍ଖଳା ବିଗିଡ଼ିବାରେ ଲାଗିଛି। ଅନେକ ସ୍ଥାନରେ ଗ୍ରାମ୍ୟ ବିବାଦ ଦେଖା ଦେଇଥିବାବେଳେ କେତେକ ଜାଗାରେ ଲୋକଙ୍କ ମାଡ଼ରେ ପୋଲିସ ଲହୁଲୁହାଣ ହୋଇଥିବା ନଜିର ରହିଛି। ଗତ କିଛିଦିନ ହେବ…
ବାରିପଦାରେ ବଢୁଛି ଆପରାଧିକ ମାମଲା
ବାରିପଦା ଅଫିସ,୧୨ା୪- ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସହରରେ ଦିନକୁ ଦିନ ଅପରାଧ ବଢ଼ି ଚାଲିଛି। ଚୋରି,ଛିନତାଇ,ସାଇବର ଠକେଇ, ହତ୍ୟାକାଣ୍ଡ, ବଳାତ୍କାର ଆଦି ଘଟଣା ପ୍ରତିଦିନ ଘଟୁଛି। ଜନସଂଖା ବୃଦ୍ଧି ସାଙ୍ଗକୁ ଯାନବାହାନ ଚଳାଚଳରେ ଦୁର୍ଘଟଣା ଜନିତ ଆଇନଶୃଙ୍ଖଳା ବିଗିଡ଼ିବା…
ନୟାଗଡ଼ ଟାଉନ ଷ୍ଟେଶନରେ ବ୍ୟାପକ ପୋଡ଼ାଜଳା: ଷ୍ଟେଶନ ମ୍ୟାନେଜର ଆହତ, ୨ ଅଟକ
ନୟାଗଡ଼ ଅଫିସ,୧୨।୪: ଟାଉନ ଷ୍ଟେଶନରେ ରବିବାର ରାତିରେ ବ୍ୟାପକ ପୋଡ଼ାଜଳା ଓ ଭଙ୍ଗାରୁଜା ହୋଇଛି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଷ୍ଟେଶନ ମ୍ୟାନେଜର ଏବଂ ଅନ୍ୟ ଜଣେ କର୍ମଚାରୀ ଆହତ ହୋଇଛନ୍ତି। ଜଣେ ଅଟକ ଅଛନ୍ତି। ଗତକାଲି ରାତିରେ ୧୧ଜଣ ଦୁର୍ବୃତ୍ତ ଟାଉନ ଷ୍ଟେଶନ…
ପେଟ୍ରୋଲ ପମ୍ପରେ ଗ୍ରାହକ ଶୋଷିତ
ନୟାଗଡ଼ ଅଫିସ,୧୨।୪: ନୟାଗଡ଼ ଜିଲାର ଅଧିକାଂଶ ପେଟ୍ରୋଲ ପମ୍ପରେ ଅପମିଶ୍ରିତ ତେଲ ବିକ୍ରି ହେଉଥିଲେ ହେଁ ଧରପଗଡ କରାଯାଉନି। ସେହିପରି ଅନ୍ୟାନ୍ୟ ସୁବିଧା ସୁଯୋଗ ମିଳୁନି ବୋଲି ଅଭିଯୋଗ ରହିଛି। ଜିଲାରେ ପେଟ୍ରୋଲ ପମ୍ପ କର୍ତ୍ତୃପକ୍ଷ ସରକାରୀ ନିୟମକୁ ଫୁ କରି…
ବିପୁଳ ଅର୍ଥ ଖର୍ଚ୍ଚ ସତ୍ତ୍ୱେ ବଦଳୁନି ଅବସ୍ଥା
ପଟ୍ଟାମୁଣ୍ତାଇ,୧୨।୪(ସ୍ବ.ପ୍ର.): ପଟ୍ଟାମୁଣ୍ତାଇ ପୂର୍ତ୍ତ ବିଭାଗ ଅଧୀନରେ ଅଳଭା-ଗଣ୍ତାକିଆ ସାଢ଼େ ୧୦ କିମି ରାସ୍ତା ରହିଛି। ଜଳସମ୍ପଦ ବିଭାଗ ୨୦୧୪ରେ ଏହି ରାସ୍ତା ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରିଦେଇଛି। ରାସ୍ତାଟି ପଟ୍ଟାମୁଣ୍ତାଇ ଉତିକଣ, ରାଜନଗର, ମହାକାଳପଡ଼ା, କେନ୍ଦ୍ରାପଡ଼ା ଜିଲା ସଦର ମହକୁମା ଓ…
ଡେଲାଙ୍ଗରେ ନିର୍ବାଚନୀ ହିଂସା
ଡେଲାଙ୍ଗ,୧୨।୪(ଡି.ଏନ୍.ଏ): ପିପିଲି ଉପନିର୍ବାଚନ ପାଇଁ ରବିବାର ପ୍ରଚାର ଚାଲିଥିବାବେଳେ ପୁଣି ହିଂସାକାଣ୍ଡ ଘଟିଛି। ଡେଲାଙ୍ଗ ଥାନା ଅନ୍ତର୍ଗତ ଜେନାପୁର ପଞ୍ଚାୟତର ବ୍ରାହ୍ମଣବାଡ଼ ଗ୍ରାମରେ ବିଜେଡି ଓ ଭାଜପା କର୍ମୀଙ୍କ ମଧ୍ୟରେ ମାରପିଟ୍ ହୋଇଛି। ବିଜେଡି କର୍ମୀଙ୍କ ଆକ୍ରମଣରେ ୨ଜଣ ଭାଜପା କର୍ମୀ…
ଶୈବାଳ ଚାଷ : ଜଟାଧାର ମୁହାଣରେ ସଫଳ
ପାରାଦୀପ,୧୨।୪(ସ୍ବ.ପ୍ର.): ଉପକୂଳ ଓଡିଶାର ଗଞ୍ଜାମ, ପୁରୀ, ବାଲେଶ୍ବର ଓ ଜଗତସିଂହପୁର ଜିଲାର ୮ଟି ସ୍ଥାନରେ ପ୍ରଥମ ଥର ପାଇଁ ପେବୃୟାରୀ ଶେଷ ସପ୍ତାହରେ ଶୈବାଳ ଚାଷ ହୋଇଥିଲା। ସେଥରୁ ଜଗତସିଂହପୁର ଜିଲା ଏରସମା ବ୍ଲକ ଅଧୀନ ନୋଳିଆସାହି ପାଖ ଜଟାଧାରମୁହାଣ ଅଞ୍ଚଳରେ…
କୋଣାର୍କର ଐତିହ୍ୟପୂର୍ଣ୍ଣ ଦ୍ୱାଦଶ ନାମ
ଗୋଟିଏ ଉଦାହରଣରୁ ଆମେ ଜାଣିଲେ ଶ୍ରୀପଦ୍ମକେଶର ମନ୍ଦିରର ଶିଳ୍ପ ବୈଭବକୁ ଦେଖି ୟୁରୋପ ପଣ୍ଡିତଙ୍କର ଡ. ରାଜଗୁରୁଙ୍କୁ ପଚାରିଥିବା ଶଙ୍କା। ଏମିତି ବହୁ ଉଦାହରଣ ମିଳିବ। ଆମର ସ୍ଥାପତ୍ୟ ଓ ଭାସ୍କର୍ଯ୍ୟକୁ ଦେଖିବା ପରେ ଆମେ ୟାଙ୍କୁ ଗଢ଼ିଛୁ କି ନାହିଁ,…
ଝରାଫୁଲ ମୃତ୍ୟୁ ଘଟଣା: ଆଉ ଜଣେ ଗିରଫ
ରସୁଲପୁର(ଡି.ଏନ୍.ଏ.)/ଭୁବନେଶ୍ୱର,୧୨।୪(ବ୍ୟୁରୋ)ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୨)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଉଛନ୍ତି ମୁଖ୍ୟ ଅଭିଯୁକ୍ତ ତଥା ଝରାଫୁଲଙ୍କ ପୁରୁଷ ବନ୍ଧୁ ରାକେଶ ସ୍ବାଇଁଙ୍କ ସହଯୋଗୀ ଅମରେଶ ରାଉତ। ଘଟଣାର ତଦନ୍ତ ପାଇଁ…
ଦୁଇମୁଣ୍ଡିଆ ଶିଶୁକନ୍ୟା ଜନ୍ମ
କେନ୍ଦ୍ରାପଡ଼ା ଅଫିସ/କଟକ ଅଫିସ, ୧୨। ୪: କେନ୍ଦ୍ରାପଡ଼ା ସହରର ଏକ ଘରୋଇ ନର୍ସିଂହୋମ୍ରେ ରବିବାର ଅସ୍ବାଭାବିକ ଶିଶୁକନ୍ୟା ଜନ୍ମ ହୋଇଛି। ଉକ୍ତ ଶିଶୁକନ୍ୟାର ୨ ମୁଣ୍ଡ, ୩ ହାତ, ୪ ଆଖି ଏବଂ ୨ ଗୋଡ଼ ରହିଛି। ରାଜନଗର ବ୍ଲକ କଣି…
ଓଡ଼ିଆଙ୍କୁ ବିଆର୍ପିଏଲ୍ର ନାପସନ୍ଦ
ଯାଜପୁର ଅଫିସ/କଳିଙ୍ଗନଗର,୧୨।୪(ଡି.ଏନ୍.ଏ.)କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ୍ ଲିମିଟେଡ୍ (ବିଆର୍ପିଏଲ୍) କମ୍ପାନୀରେ ପରିବହନ ବ୍ୟବସାୟରେ ଅଣଓଡ଼ିଆଙ୍କ ରାଜ୍ ଚାଲିଛି। ଯେଉଁ ସ୍ଥାନୀୟ ଲୋକମାନେ ଜମିବାଡ଼ି, ଘରଦ୍ୱାର ହରାଇବା ପରେ ପରିବାର ଚଳାଇବାକୁ ଋଣରେ ଟ୍ରକ ଆଣି ପରିବହନ କାର୍ଯ୍ୟ କରୁଥିଲେ, ଏବେ ସେମାନଙ୍କୁ…
ନୂଆପଡ଼ାରେ କରୋନା ୩ ଦିନରେ ନେଲାଣି ୪ ଜୀବନ
ନୂଆପଡ଼ା ଅଫିସ,୧୧।୪: ନୂଆପଡ଼ା ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଗତ ୩ ଦିନରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ୯ ତାରିଖରେ ଜଣେ ୨୪ ବର୍ଷୀୟ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ସେ ଗତ ୩୦ ତାରିଖରେ…

