କେନ୍ଦୁଝର ଜିଲାର ୩ ଗାଁ କଣ୍ଟେନମେଣ୍ଟ, ୧୧ ଗାଁ ବଫର ଜୋନ ଘୋଷଣା
ହାଟଡିହୀ,୪।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ପଞ୍ଚୁଗୋଛିଆ ପଞ୍ଚାୟତ ହୀରାପୁର ଗ୍ରାମରେ ରବିବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମାସକ ତଳେ ସେ କୋଲକାତାରୁ ଫେରିଥିଲେ। କରୋନା ପଜିଟିଭ ଚିହ୍ନଟ ପରେ ଜିଲାପାଳ ଆଶିଷ ଠାକରେ...
କେରଳରେ ଫସିଥିବା ୪୦ ଜଣ ଭଦ୍ରକ ଫେରୁଛନ୍ତି
ଭଦ୍ରକ ଅଫିସ,୪ା୫: କେରଳରେ ଫସିଥିବା ୪୦ ଜଣ ସୋମବାର ସକାଳେ ସ୍ବତନ୍ତ୍ର ଟ୍ରେନ ଯୋଗେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନରେ ଓହ୍ଲାଇଥିଲେ। ସେଠାରୁ ଭଦ୍ରକ ଜିଲା ପ୍ରଶାସନ ଏକ ସ୍ବତନ୍ତ୍ର ବସ୍ ଯୋଗେ ଏମାନଙ୍କୁ ଭଦ୍ରକ ଆଣୁଥିବା ଜଣାପଡ଼ିଛି। ସମସ୍ତ...
ସୁରଟରୁ ଗର୍ଭବତୀ ମହିଳାଙ୍କ ସହ ୫ ପ୍ରବାସୀ ଓଡ଼ିଆ ହାଟଡିହୀ ଫେରିଲେ
ହାଟଡିହୀ,୪।୫(ଡି.ଏନ୍.ଏ.): ସୁରଟରୁ ଭଦ୍ରକ ଆସୁଥିବା ବସ୍ରେ ଗତ ଶନିବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଗେଡ଼ମା ପଞ୍ଚାୟତର ୫ ପ୍ରବାସୀ ଓଡ଼ିଆ ଫେରିଛନ୍ତି। ରବିବାର ବ୍ଲକ ପ୍ରଶାସନ ସେମାନଙ୍କୁ ଭଦ୍ରକରୁ ହାଟଡିହୀ ଆଣିଥିଲେ। ପରେ ସମସ୍ତଙ୍କୁ ପଞ୍ଚାୟତ କାରାଣ୍ଟାଇନ କେନ୍ଦ୍ରରେ...
ଖାଦ୍ୟ ତାଲିକା ଜାରିକଲେ ଗଞ୍ଜାମ ଜିଲାପାଳ: କ୍ୱାରାଣ୍ଟାଇନ କେନ୍ଦ୍ରରେ ସପ୍ତାହରେ ୪ଦିନ ମିଳିବ ଆମିଷ, ଶିଶୁଙ୍କୁ ହର୍ଲିକ୍ସ, କ୍ଷୀର
ଛତ୍ରପୁର, ୪।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକର ୨ଟି କ୍ୱାରାଣ୍ଟାଇନ ସେଣ୍ଟରରେ କିଛି ଦିନ ତଳେ ଖାଦ୍ୟ ଅଭାବ ନେଇ ଗଣ୍ଡଗୋଳ କରି ସୁରଟ ଫେରନ୍ତାମାନେ ସେଠାରୁ ଚମ୍ପଟ ମାରିଥିଲେ। ଏଥିସହ ଗଞ୍ଜାମର ଅନ୍ୟ ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ଖାଦ୍ୟକୁ...
ଚୌଦ୍ୱାର ପୌରପାଳିକାରେ ପଞ୍ଜୀକରଣ କଲେ ୩୭୪ ପ୍ରବାସୀ
ଚୌଦ୍ୱାର,୪ା୫(ଡି.ଏନ୍.ଏ.): ରାଜ୍ୟ ବାହାରେ ରହୁଥିବା ଚୌଦ୍ୱାର ଅଞ୍ଚଳର ୩୭୪ ଜଣ ପ୍ରବାସୀ ଓଡ଼ିଆ ଚୌଦ୍ୱାର ଫେରିବା ପାଇଁ ପୌରପାଳିକାରେ ନିଜନାମ ପଞ୍ଜିକୃତ କରିଛନ୍ତି। ଚୌଦ୍ୱାର ପୌର ନିର୍ବାହୀ ଅଧିକାରୀ ପବିତ୍ର କୁମାର ବେହେରାଙ୍କ ସୂଚନା ଅନୁଯାୟୀ, ପ୍ରଥମ ପର୍ଯ୍ୟାୟ ପଞ୍ଜୀକରଣର...
ମାଛ ଧରିବାକୁ ଯାଇ ନିଖୋଜ ଥିବା ବାପ-ପୁଅଙ୍କ ମୃତଦେହ ଉଦ୍ଧାର
ବଡ଼ସାହି,୪।୫(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀ ଗ୍ରାମର ବାପ-ପୁଅ ମାଛ ଧରିବାକୁ ଯାଇ ରବିବାର ନିଖୋଜ ହୋଇଥିଲେ। ତେବେ ସୋମବାର ସକାଳେ ସେମାନଙ୍କ ମୃତଦେହ ଉଦ୍ଧାର ହୋଇଛି। ନିଖୋଜ ବାପା-ପୁଅ ହେଲେ ଗଣେଶ୍ବର ଦେହୁରୀ ଓ ତାଙ୍କର ୮ବର୍ଷର...
ମାଲ୍ ଗାଡ଼ିରେ ଲୁଚି ପଳାଉଥିଲେ ୨୦ ଶ୍ରମିକ
କେନ୍ଦୁଝର,୪ା୫(ଡି.ଏନ୍.ଏ./ସ୍ବ.ପ୍ର.)-ସାରା ଦେଶ ସମେତ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ ଆରମ୍ଭ ହୋଇଛି। ଏହାଫଳରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ଫସି ରହିଥିବା ଶ୍ରମିକମାନେ କେନ୍ଦୁୁଝର ଜିଲା ଦେଇ ନିଜ ନିିଜ ଗଁାକୁ ପଳାଇ ଯିବାକୁ ଉଦ୍ୟମ ଜାରି ରଖିଛନ୍ତି। ଏଭଳି ପରିସ୍ଥିତିରେ...
ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲେ ୬୦୬ କେରଳ ଫେରନ୍ତା
ଛତ୍ରପୁର, ୪।୫(ଡି.ଏନ୍.ଏ.): କେରଳରୁ ଏର୍ଣ୍ଣାକୁଲମ ଜଙ୍କସନ-ଖୋର୍ଦ୍ଧା ରୋଡ ସ୍ପେଶାଲ ଟ୍ରେନ ସୋମବାର ସକାଳେ ଗଞ୍ଜାମ ଜିଲା ଜଗନ୍ନାଥପୁର ଜଙ୍କସନ୍ ଷ୍ଟେଶନରେ ପହଞ୍ଚିଛି। ଏଥିରେ ଗଞ୍ଜାମ ଜଲାର ୬୦୬ ପ୍ରବାସୀ ଓଡ଼ିଆ ରହିଛନ୍ତି। ସମସ୍ତଙ୍କୁ ସୁରକ୍ଷିତ ଭାବେ ଓହ୍ଲାଇବା ପରେ ସ୍କ୍ରିନିଂ...
CORONAVIRUS UPDATE: ରାଜ୍ୟର ନୂଆ କରୋନା ପଜିଟିଭ୍ ରାଉରକେଲାର ଜଣେ ମହିଳା; ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଛୁଇଁଲା
ଭୁବନେଶ୍ୱର,୪ା୫(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ରାଉରକେଲା ନାଲା ରୋଡ୍ର ଜଣେ ୨୯ ବର୍ଷୀୟା ମହିଳା ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଏହାକୁ...
୫ ବସ୍ରେ ଆସି ଦିଗପହଣ୍ଡିରେ ପହଞ୍ଚିଲେ ୩୦୪ ପ୍ରବାସୀ ଓଡ଼ିଆ
ଦିଗପହଣ୍ଡି,୪ା୫(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକକୁ ରବିବାର ରାତିରେ ସୁରଟ ଓ କେରଳରୁ ସମୁଦାୟ ୩୦୪ ଜଣ ପ୍ରବାସୀ ଓଡ଼ିଆ ଆସି ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରେ ୭ ମହିଳାଙ୍କ ସମେତ ୨ ଶିଶୁ ଥିବା ଜଣାପଡ଼ିଛି। ଏମାନଙ୍କୁ ବ୍ଲକ...
ନେଳିଆବାଗରେ ଆବଦ୍ଧାଞ୍ଚଳ ଅବଧି ବଢ଼ିଲା
ବାଲେଶ୍ୱର ଅଫିସ, ୪ା୫-ବାଲେଶ୍ୱର ଜିଲାର ପ୍ରଥମ କରୋନା ସଂକ୍ରମିତ ନେଳିଆବାଗର ଜଣେ ୫୮ ବର୍ଷୀୟ ବୟସ୍କ ଚିହ୍ନଟ ହେବା ପରେ ଉକ୍ତ ଅଞ୍ଚଳକୁ ଗତ ଏପ୍ରିଲ ୧୯ରୁ ୨୬ତାରିଖ ପର୍ଯ୍ୟନ୍ତ ଆବଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଥିଲା। ପରେ ଉକ୍ତ ଅଞ୍ଚଳରେ...
କେରଳରୁ ଫେରିଲେ ୯ ପ୍ରବାସୀ ଓଡ଼ିଆ ଶ୍ରମିକ
ପାଟଣା, ୪ା୫(ସ୍ବ.ପ୍ର.)-କରୋନା ସଂକ୍ରମଣ ସକାଶେ ଦେଶ ଲକ୍ଡାଉନ ରହିଛି। ରାଜ୍ୟ ବାହାରକୁ କେରଳ, ତାମିଲନାଡୁ, ଚେନ୍ନାଇ, ମହାରାଷ୍ଟ୍ର ଓ ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇଥିବା କେନ୍ଦୁଝର ଜିଲା ପାଟଣା ବ୍ଲକରୁ ୧୨ଶହ ଶ୍ରମିକ ଫସିରହିଛନ୍ତି। ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତରୁ...
Archives


