ଆମ ଜିଲା ଖବର

ପାରଦ ବଢ଼ାଉଛି ପାଣି ଚିନ୍ତା

ବଇଣ୍ଡା,୧୧ା୪: ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ମାସାଧିକ ହେଲା ଜଙ୍ଗଲ ଜଳୁଛି। ଫଳରେ ତାପମାତ୍ରାରେ ନିୟମିତ ବୃଦ୍ଧି ପରିଲକ୍ଷିତ ହେଉଛି। ଦିନକୁ ଦିନ ପାରଦ ଉପରମୁହାଁ ହେଉଥିବାରୁ ବହୁ ଗାଁରେ ପିଇବା ପାଣି ଚିନ୍ତା ବଢ଼ିଯାଇଛି। କିନ୍ତୁ ଗ୍ରୀଷ୍ମ ମୁକାବିଲା ଦିଗରେ ଏ…

ମେମୁ ଟ୍ରେନ୍‌ ଚଳାଚଳ ଲାଗି ପ୍ରତିଶ୍ରୁତି

ଜଳେଶ୍ୱର, ୧୧।୪(ଡି.ଏନ.ଏ.)-ଦୀର୍ଘ ୧୪ମାସ ଧରି ପାସେଞ୍ଜର ଟ୍ରେନ୍‌ଗୁଡିକ ବନ୍ଦ ଥିବାରୁ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ସମାଜ କଲ୍ୟାଣ ବିକାଶ ପରିଷଦ ଓ ରେଳ ୟୁଜର୍ସ କମିଟି ପକ୍ଷରୁ ବାରମ୍ବାର ରେଳ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ଆସୁଥିଲା। ଖଡ଼ଗପୁର-ଭଦ୍ରକ,…

ବଦଳୁନି ଆପରାଧିକ ମନୋଭାବ

ଅନୁଗୋଳ ଅଫିସ, ୧୧ା୪: ଅପରାଧରେ ଜଡ଼ିତ ଅଭିଯୋଗରେ ଜେଲ ପଠାଯାଉଛି। ମାସ ମାସ ଧରି କାରାଗାରାରେ ରଖାଯାଇ ଦଣ୍ଡିତ କରାଯାଉଛି। ଆପରାଧିକ କାର୍ଯ୍ୟ ଛାଡ଼ି ସାଧାରଣ ଜୀବନକୁ ଫେରିବା ପାଇଁ ଜେଲ୍‌ ସଂସ୍କାର ପ୍ରକ୍ରିୟାରେ ବହୁ ନୀତିଶିକ୍ଷା ଦିଆଯାଉଛି। ହେଲେ କେତେଜଣ…

ବାସନ୍ତିକ ଦୁର୍ଗାପୂଜାରେ ଭକ୍ତଙ୍କୁ ମନ୍ଦିର ମନା

ବରଗଡ଼ ଅଫିସ,୧୦।୪: ବରଗଡ଼ ଜିଲାରେ ରବିବାରଠାରୁ ଆରମ୍ଭ ହେଉଛି ବାସନ୍ତିକ ଦୁର୍ଗାପୂଜା (ଚୈତ୍ର ପର୍ବ)। ହେଲେ ଜିଲାରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚୈତ୍ର ପର୍ବରେ ଭକ୍ତଙ୍କ ମନ୍ଦିର ପ୍ରବେଶକୁ ନେଇ କଟକଣା ଲାଗୁ ହୋଇଛି । ଶନିବାର ବରଗଡ଼ ଜିଲାପାଳଙ୍କ…

ପୋଲିସକୁ ମାଡ଼ ମାରି ଜେଲ ଗଲେ ୨ ଭାଇ

ଆରଡ଼ି,୧୦।୪: ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ପୋଲିସ ଶନିବାର ଅପରାହ୍ନରେ ମାସ୍କ ଓ ହେଲ୍‌ମେଟ ଚେକିଂ କରୁଥିବା ବେଳେ ମାଡ଼ ମାରିବା ଅଭିଯୋଗରେ ୨ ଭାଇଙ୍କୁ ଜେଲ ଯିବାକୁ ପଡ଼ିଛି। ସେମାନେ ହେଲେ ଯାଜପୁର ଜିଲା ଅର୍ଦ୍ଦାଉଳିଆ ଗ୍ରାମର ଶୁଭ ରଞ୍ଜନ…

ଯାତ୍ରୀବାହୀ ବସ୍‌ରେ ନିଆଁ

ଉଦଳା,୧୦।୪: ମୟୂରଭଞ୍ଜ ଜିଲା ଉଦଳା ବସ୍‌ଷ୍ଟାଣ୍ଡଠାରୁ ୧ କି.ମି. ଦୂର ଉଦଳା-କପ୍ତିପଦା କେନାଲ ଛକ ନିକଟରେ ଶନିବାର ଏକ ଯାତ୍ରୀବାହୀ ବସ୍‌ରେ ନିଆଁ ଲାଗି ଯାଇଥିଲା। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଅଳ୍ପକେ…

ପୋଲିସ ହେପାଜତରୁ ଖସିଗଲେ ଗ୍ୟାଙ୍ଗଷ୍ଟର ହାଇଦର

କଟକ ଅଫିସ,୧୦।୪: କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର କଟକ ବଡ଼ ଡାକ୍ତରଖାନାର ସର୍ଜରୀ ଓ୍ବାର୍ଡରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି। ସେ ଚିକିତ୍ସା ପାଇଁ ଏସ୍‌ସିବିରେ ଭର୍ତ୍ତି ହୋଇଥିବା ବେଳେ ପୋଲିସକୁ ଚକମା ଦେଖାଇ ଖସିଯାଇଛନ୍ତି। ସୂଚନାଯୋଗ୍ୟ, ୨୦୦୯ରେ ହାଇଦର ଗ୍ୟାଙ୍ଗଷ୍ଟର ସୁଲେମାନକୁ…

ଦିଗପହଣ୍ଡି କୋର୍ଟରେ ଜାତୀୟ ଲୋକ ଅଦାଲତ: ୨୫ ମାମଲାର ହେଲା ଫଇସଲା

ଦିଗପହଣ୍ଡି,୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ ପରିସରରେ ଶନିବାର ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡିସ୍ଥିତ ପ୍ରଥମ ଶ୍ରେଣୀ ଅଦାଲତର ମାଜିଷ୍ଟ୍ରେଟ ସଞ୍ଜୟ କୁମାର ଶୁଭବ୍ରତ ଆଚାର୍ଯ୍ୟ ୬ଟି ଦେୱାନି ମାମଲା ଏବଂ ୧୯ଟି ଫୌଜଦାରୀ ମାମଲାର ଚୂଡାନ୍ତ ଫଇସଲା…

ସିଲ୍‌ ହେଲା ଆଉ ୨ ସିନେମା ହଲ୍‌

ପାରଳାଖେମୁଣ୍ଡି, ୧୦।୪(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିର ୨ଟି ସିନେମା ହଲ୍‌କୁ ଶନିବାର ସିଲ୍‌ କରିଛି ପ୍ରଶାସନ। ଜୟ ମା’ ଓ ଲକ୍ଷ୍ମୀ ସିନେମା ହଲ୍‌କୁ ଅନିର୍ଦ୍ଦିିଷ୍ଟ କାଳ ଯାଏ ସିଲ୍‌ କରାଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ ଉଲ୍ଲଂଘନ ଅଭିଯୋଗରେ ଏପରି କରାଯାଇଥିବା ଜଣାପଡ଼ିଛି।…

ନିର୍ବାଚନ ପୂର୍ବରୁ କରୋନାରେ ଆକ୍ରାନ୍ତ ହେଲେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ

ଭୁବନେଶ୍ୱର,୧୦।୪(ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇଛନ୍ତି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ। ଏନେଇ ସେ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇ କହିଛନ୍ତି, ବନ୍ଧୁଗଣ, ମୁଁ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇ ଚିକିତ୍ସାଧୀନ ରହିଛି। ଦୟାକରି କୌଣସି ପ୍ରକାର ଗୁଜବ ସୃଷ୍ଟି ନ କରି…

ଏମାର ମଠରୁ ମିଳିଲା ୮ଖଣ୍ଡ ରୁପା ଇଟା

ପୁରୀ ଅଫିସ, ୧୦।୪: ପୁରୀ ଏମାର ମଠର ୪ ନଂ. କଠୋରୀରୁ ରୁପା ଇଟା ମିଳିଛି । ୮ ଖଣ୍ଡ ରୁପା ଇଟା ମିଳିଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି । ୨୦୧୦ରେ ୪୭ ଖଣ୍ଡ ରୁପା ଇଟା ମହନ୍ତଙ୍କ ଦାୟିତ୍ୱ…

ନାଳକୁ ବହିଯାଉଛି ପିଇବା ପାଣି

କଟକ ଅଫିସ,୧୦।୪ – ଜଳ ହିଁ ଜୀବନ। କେଉଁଠି ଲୋକେ ପାଣି ଟୋପାଏ ପାଇଁ ଡହଳ ବିକଳ ହେଉଛନ୍ତି ତ ଆଉ କେଉଁଟି ପାନୀୟଜଳ ଅପଚୟ ହେଉଛି। କଟକ ସହରର ବିଭିନ୍ନ ସ୍ଥାନରେ ଜଳ ଅପଚୟ ହେଉଥିବା ଦେଖିବାକୁ ମିଳିଛି। ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?