ଆମ ଜିଲା ଖବର

ଶ୍ରୀମନ୍ଦିରରେ ସମ୍ପୂର୍ଣ୍ଣ ବାରଣ ହେବ ଫୋନ୍‌, ଓ୍ବାକିଟକି ବ୍ୟବସ୍ଥା କରି…

ପୁରୀ,୧୪ା୧୦: ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ। କୌଣସି ପୋଲିସ କିମ୍ବା ସେବାୟତ ବି ନେଇ ପାରିବେନି ମୋବାଇଲ। ଆଗକୁ ଓ୍ବାକିଟକି ବ୍ୟବସ୍ଥା ହେବ ବୋଲି କହିଛନ୍ତି ସୁରକ୍ଷା ସବ୍‌କମିଟି ମୁଖ୍ୟ। ବୈଠକ ପରେ ସୁରକ୍ଷା ସବକମିଟି ମୁଖ୍ୟ ଗିରୀଶ ଚନ୍ଦ୍ର…

ଫସଲ ନଷ୍ଟ କଲେ ବାର୍‌ହାପଲ, କ୍ଷତିପୂରଣ ପାଇଁ ଦାବି କଲେ ଚାଷୀ

ଅମରପାଲି,୧୪।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାକୁ ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଗ୍ରାମରେ ଗତ ରାତିରେ ବାର୍‌ହାପଲ ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି। ଗ୍ରାମର ଭରତ ସାହୁ,ଶିବ ସାହୁ,ପ୍ରଶାନ୍ତ ସାହୁ,ସୁଶାନ୍ତ ସାହୁ,ରାଜେଶ ସାହୁ ପ୍ରମୁଖଙ୍କ ଧାନ ଫସଲକୁ ନଷ୍ଟ କରିଛନ୍ତି। ଜଙ୍ଗଲରୁ…

ତିନିମାସ ହେଲା ଇସିଜି ମେଶିନ ଅଚଳ: ରୋଗୀ ହନ୍ତସନ୍ତ

 ବଡ଼ଗାଁ,୧୪।୧୦(ଅଶୋକ ଷଡଙ୍ଗୀ): ଡ଼ାକ୍ତରଖାନାରେ ରୋଗୀ କିପରି ଉତ୍ତମ ସ୍ବାସ୍ଥ୍ୟ ସେବା ପାଇପାରିବେ ସେଥିପ୍ରତି ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା କରିଥିଲାବେଳେ ଆବଶ୍ୟକ ଉପକରଣ, ଯନ୍ତ୍ରପାତି ଯୋଗାଇ ଦେଉଛନ୍ତି। ହେଲେ ଅବ୍ୟବସ୍ଥା କାରଣରୁ ଏହା ରୋଗୀଙ୍କ କାମରେ ନ ଆସି…

ହଜାରିବାଗରେ ଧରାପଡ଼ିଲେ ମାଓବାଦୀ ସୁନିଲ ଗଞ୍ଜୁ: ବେଲଟୁ ଗଣହତ୍ୟାରେ ଥିଲା ମୁଖ୍ୟ ଭୂମିକା

ରାଉରକେଲା,୧୪।୧୦(ସଙ୍ଗୀତା ଜେନା): ରାଜ୍ୟକୁ ଦୀର୍ଘ ଦିନ ଧରି ଭୟଭୀତ କରୁଥିବା ଜଣେ ହାଡକୋର ମାଓବାଦୀ ଶେଷରେ ପୋଲିସ ଜାଳରେଧରା ପଡ଼ିଛନ୍ତି। ପୋଲିସ ବାରକାଗାଗର ଜୋରାକଟ ଅଞ୍ଚଳରେ ସିପିଆଇ (ମାଓବାଦୀ)ର ପୂର୍ବତନ ଜୋନାଲ କମାଣ୍ଡର ସୁନିଲ ଗଞ୍ଜୁଙ୍କୁ ଗିରଫ କରିଛି। ସେ ୨୦୦୧…

ଜୟ ଢୋଲକିଆଙ୍କ ନାଁ ଚୂଡ଼ାନ୍ତ, ଖାଲି ଘୋଷଣା ବାକି, ୧୬ରେ ଭରିବେ ନାମାଙ୍କନ!

ଭୁବନେଶ୍ୱର,୧୪।୧୦: ନୂଆପଡ଼ା ଉପନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୈତିକ ମାହୋଲ ସେତିକି ସରଗରମ୍‌ ହେଉଛି। ଏହି ପରିପ୍ରେକ୍ଷୀରେ ଭାଜପା ରାଜ୍ୟସଭା ଏମ୍‌ପି ସୁଜିତ କୁମାର ଏକ ବଡ଼ ସୂଚନା ଦେଇଛନ୍ତି। ନିର୍ବାଚନ ରଣାଙ୍ଗନରେ କିଛି ଦିନତଳେ ମିଶିଥିବା ଜୟ ଢୋଲକିଆଙ୍କୁ…

ଧୋକା ଦେଲେ BSF ଯବାନ: ନ୍ୟାୟ ପାଇଁ ଶ୍ୱଶୁର ଘର ଆଗରେ ବସିଲେ ସ୍ତ୍ରୀ

କାଲିମେଳା,୧୪।୧୦(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ନଲାଗଣ୍ଠି ପଞ୍ଚୟତ ଏମ.ଭି ୭୨ ଗାଁରେ ସ୍ତ୍ରୀ ନିଜ ଅଧିକାର ପାଇ ସ୍ବାାମୀ ଘର ଆଗରେ ଧାରଣା ଦେଇଛନ୍ତି। ଏହି ଘଟଣା ଏବେ ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି…

ଗାଧୋଇବା ବେଳେ ଭାସିଯାଇଥିଲେ, ୪୮ ଘଣ୍ଟା ପରେ ମିଳିଲା…

କଟକ ସଦର,୧୪।୧୦(ସୁଶାନ୍ତ କୁମାର ଜେନା): ୪୨ ମୌଜା ଥାନା ଅନ୍ତର୍ଗତ ବସନ୍ତ କୁଣ୍ଡଳ ଗ୍ରାମର ସାଇ ଶୁଭମ ବାରିକ (୧୪)ରବିବାର ଗାଧୋଇବା ବେଳେ ସିଦୁଆ ନଦୀରେ ଭାସି ଯାଇଥିଲେ। ୪୮ ଘଣ୍ଟା ପରେ ତାଙ୍କର ଗଳିତ ମୃତଦେହ ଜଗତସିଂହପୁର ଜିଲା ମାଛଗାଁ…

ବଡ଼ ଗେମ୍‌ ଖେଳିଦେଲା ବିଜେଡି, ଏହି ହେବେ ନୂଆପଡାରୁ ପ୍ରାର୍ଥୀ, ହୋଇଗଲା ନିଷ୍ପତ୍ତି!

ନୂଆପଡା,୧୪।୧୦(ମକାରୁ ବେମାଳ): ନୂଆପଡା ଉପନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୀତି ସେତିକି ସରଗରମ ହେଉଛି। ଗୋଟେ ପଟେ କହିବାକୁ ଗଲେ ବିଜେଡି ପାଇଁ ଅଡୁଆ ବଢ଼ିଛି। ଆସନ୍ତା ନଭେମ୍ବର ୧୧ରେ ଉପନିର୍ବାଚନ ହେବାକୁ ଥିବାବେଳେ ଏଯାଏ ବିଜେଡିର ଅଙ୍କ ଛିଣ୍ଡୁନି। ରାଜେନ୍ଦ୍ର…

ଭାରତର ଐତିହାସିକ ବିଜୟ: ଗିଲ୍‌ଙ୍କ ଅଧିନାୟିକତ୍ୱରେ ପ୍ରଥମଥର ଘଟିଲା ଏମିତି…

ନୂଆଦିଲ୍ଲୀ,୧୪।୧୦: ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଭାରତ ୱେଷ୍ଟଇଣ୍ଡିଜକୁ ୭ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ ସିରିଜକୁ ୨-୦ରେ ଜିତିଛି। ଦ୍ୱିତୀୟ ଇନିଂସ୍‌ରେ, ଭାରତ ସମ୍ମୁଖରେ ୧୨୧ ରନ୍‌ର ଲକ୍ଷ୍ୟ ରଖାଯାଇଥିଲା, ଯାହାକୁ…

କୃଷି ଋଣ ଠକେଇର ଶିକାର ହେଲେ ପକ୍ଷାଘାତ ପୀଡ଼ିତ ଚାଷୀ

ଲୋଇସିଂହା,୧୪।୧୦(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁର୍ଡା ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ)ରେ ବୁର୍ଡା ଗ୍ରାମର ଜଣେ ପକ୍ଷାଘାତ ପିଡୀତ ଚାଷୀ କୃଷି ଋଣ ଠକେଇର ଶିକାର ହୋଇଥିବା ନେଇ ଅଭିଯୋଗ ହୋଇଛି ା ଠକେଇର ଶିକାର ଚାଷୀ ମୁକୁନ୍ଦ…

ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଅଧପନ୍ତରିଆ, ଗ୍ରାମବାସୀଙ୍କ ମଧ୍ୟରେ ତେଜୁଛି ଅସନ୍ତୋଷ

ବୁଗୁଡ଼ା,୧୪।୧୦(କାଳିଚରଣଦାଶ): ବୁଗୁଡ଼ା ବ୍ଲକର ଗୋଲିଆ ଗ୍ରାମରେ ଏବେ ମେଗା ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ତେବେ ଏଲ ଏଣ୍ଡ ଟି ଠିକା ସଂସ୍ଥା ଦାରା ଏହି ପ୍ରକଳ୍ପ କାର୍ଯ୍ୟ ଅବ୍ୟବସ୍ଥିତ ଢଙ୍ଗରେ ଚାଲିଥିବା ନେଇ ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ ହେଉଛି ।…

ସିକପାଟାରେ ଜଳ ସମସ୍ୟା, ସୋଲାର ପମ୍ପ କାର୍ଯ୍ୟ ଅଧାରେ ଅଟକିଲା: ବର୍ଷା ଦିନରେ ପାଣି ପାଇଁ ଡହଳବିକଳ

ଦାରିଙ୍ଗବାଡି, ୧୪ /୧୦ (ଅରୁଣ ସାହୁ ): ବର୍ଷା ଦିନରେ ପିଇବା ପାଣି ପାଇଁ ଡହଳବିକଳ। ଗତ ୪ ମାସ ହେଲା ବର୍ଷା ଲାଗିରଗିଥିବାବେଳେ ଗାଁ ରେ ପିଇବା ପାଣି ପାଇଁ ଗ୍ରାମବାସୀ କସରତ କରୁଛନ୍ତି । ଏଭଳି ଘଟଣା ଦେଖିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri