ଆମ ଜିଲା ଖବର

‘ଧରିତ୍ରୀ’ର ପୂର୍ବତନ କର୍ମଚାରୀଙ୍କ ଅକାଳ ବିୟୋଗ

ଭୁବନେଶ୍ୱର,୯।୪(ବ୍ୟୁରୋ): ଦୈନିକ ‘ଧରିତ୍ରୀ’ର ପୂର୍ବତନ କର୍ମଚାରୀ ଜଗତସିଂହପୁର ଜିଲା ବାଲିକୁଦା ଥାନା ଅଳାବର ପଞ୍ଚାୟତ କଣିହାଁ ଗ୍ରାମର ପ୍ରଶାନ୍ତ ରାଉତଙ୍କ ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କୁ ୪୫ ବର୍ଷ ହୋଇଥିଲା। ଗତ ନଭେମ୍ବରରୁ ସେ ଲିଭର କ୍ୟାନସରରେ ପୀଡ଼ିତ ଥିଲେ। ବାହାରଣାସ୍ଥିତ…

ଏସ୍‌ଏସ୍‌ସି ଆସିଷ୍ଟାଣ୍ଟ ଅଡିଟ୍‌ ଅଫିସର ପରୀକ୍ଷା: ସର୍ବଭାରତୀୟ ସ୍ତରରେ ରୋଷନ ଟପ୍ପର

ଖୋର୍ଦ୍ଧା ଅଫିସ,୯।୪: କଠିନ ପରିଶ୍ରମ, ଲକ୍ଷ୍ୟସ୍ଥଳରେ ପହଞ୍ଚିବାର ସ୍ବପ୍ନ ଏବଂ ଦୃଢ଼ ମନୋବଳ ସଫଳତା ଆଣିଦିଏ। ଏହାର ଉଦାହରଣ ପାଲଟିଛନ୍ତି ଖୋର୍ଦ୍ଧା ଜିଲା ଜଟଣୀର ରୋଷନ ଜେନା। ସର୍ବଭାରତୀୟ ସ୍ତରରେ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ରୋଷନ। ଏସ୍‌ଏସ୍‌ସି ଆସିଷ୍ଟାଣ୍ଟ ଅଡିଟ୍‌…

ନଳକୂପ, ଜଳଯୋଗାଣ ପ୍ରକଳ୍ପ ଅଚଳ

କୃଷ୍ଣପ୍ରସାଦ,୯।୪(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ରାମଲଙ୍କା ପଞ୍ଚାୟତରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କେବଳ କାଗଜକଲମରେ ଚାଲିଥିବା କୁମାରପୁର ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସୂଚନା ମୁତାବକ, ଚିଲିକା ଉପାନ୍ତ ଅଞ୍ଚଳ କୁମାରପୁର ଗାଁରେ ମଧୁର ଜଳ ସାତସପନ ହୋଇଛି। ଚିଲିକା…

ମେଡିକାଲ ପଛ ଜଙ୍ଗଲରେ ହାତୀ

ଖୋର୍ଦ୍ଧା ଅଫିସ,୯।୪: ଖୋର୍ଦ୍ଧା ବନାଞ୍ଚଳରେ ହାତୀଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦୁଇ ଦିନ ପୂର୍ବେ ରାମଚଣ୍ଡୀ ଠାରେ ଏକ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁୁରୁତର ଆହତ ହୋଇଥିଲେ। ଏକ ହାତୀ…

ଆନ୍ଧ୍ର ମାନିଲାନି ହାଇକୋର୍ଟ ନିର୍ଦ୍ଦେଶ

କୋରାପୁଟ/ ପଟ୍ଟାଙ୍ଗୀ,୯।୪(ଡି.ଏନ୍‌.ଏ./ସ୍ବ.ପ୍ର.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସୀମାନ୍ତ କୋଟିଆ ପଞ୍ଚାୟତର ନେରେଡ଼ିବାଲସା ଗ୍ରାମରେ ଗୁରୁବାର ଆନ୍ଧ୍ର ଜିଲା ପରିଷଦ ଓ ସମିତିସଭ୍ୟ ପଦ ପାଇଁ ନିର୍ବାଚନ କରିଛି। ଆନ୍ଧ୍ର ହାଇକୋର୍ଟଙ୍କ ରହିତାଦେଶକୁ ମାନିନାହିଁ। ଏନେଇ ବୁଧବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇ…

ବର୍ଷେ ପରେ କମିନି ଭୟ

ଢେଙ୍କାନାଳ ଅଫିସ, ୯।୪ ୨୦୨୦ ଏପ୍ରିଲ ୯। ଏହି ଦିନ କରୋନା ମ୍ୟାପ୍‌ରେ ସାମିଲ ହୋଇଥିଲା ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲା। ପୌରାଞ୍ଚଳରୁ ଚିହ୍ନଟ ହୋଇଥିଲେ ପ୍ରଥମ ଆକ୍ରାନ୍ତ। ଇତିମଧ୍ୟରେ ବର୍ଷେ ବିତିଛି। ବର୍ଷେ ଭିତରେ ଭୂତାଣୁ ଦେଇଥିବା ଯନ୍ତ୍ରଣା ସହିଛନ୍ତି ଜିଲାବାସୀ।…

ପାଣି ଖୋଜୁଛନ୍ତି ପଥିକ

ଖମାର,୯ା୪ ବଢ଼ୁଛି ଗ୍ରୀଷ୍ମପ୍ରବାହ। ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ। ସ୍ଥିତିକୁ ଦେଖି ସରକାର ସଚେତନ କରାଉଛନ୍ତି। ଅଂଶୁଘାତକୁ ନେଇ ସତର୍କ ରହିବାକୁ ଲୋକଙ୍କୁ ବାରମ୍ବାର ଚେତାଇ ଦେଉଛନ୍ତି। ଜରୁରୀ କାର୍ଯ୍ୟ ନ ଥିଲେ ଟାଣ ଖରାବେଳେ ବାହାରକୁ…

ବଜ୍ରପାତରେ ୨୦ ଗୋରୁ ମୃତ

ନବରଙ୍ଗପୁର/ନନ୍ଦାହାଣ୍ଡି,୮ା୪: ନବରଙ୍ଗପୁର ଜିଲାରେ ଗୁରୁବାର ବର୍ଷା ସହ ଝଡ଼ ତୋଫାନ୍‌ ହୋଇଥିଲା। ସେତିକିବେଳେ ନନ୍ଦାହାଣ୍ଡି ବ୍ଲକ ପଡାଲଗୁଡ଼ା ଚର୍ଚ୍ଚ ପାଖ ଯୋଶେଫ ସୁନାଙ୍କ ଘର ସମ୍ମୁଖ ପଡ଼ିଆରେ ଏକ ଗଛ ମୂଳେ ୨୦ରୁ ଊଦ୍ଧର୍‌ବ ଗୋରୁ ଆଶ୍ରୟ ନେଇଥିଲେ। ଗଛ ଉପରେ…

ଦଶାଶ୍ୱମେଧ ଘାଟରେ ଲାଗିଲା ୧୪୪ ଧାରା

ଯାଜପୁର ଟାଉନ,୮ା୪: ଶୁକ୍ରବାର ହେବାକୁ ଥିବା ବାରୁଣୀ ସ୍ନାନ ପାଇଁ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୧୪୪ ଧାରା ଜାରି କରାଯାଇଛି। ପୂର୍ବରୁ ବାରୁଣୀ ସ୍ନାନ ଓ ମେଳା ବନ୍ଦ ରଖିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିଲା। ଯାଜପୁର ସହର…

୩ ଦିନ ପାଇଁ ବନ୍ଦ ହେଲା ଜିଆଇଇଟି ବିଶ୍ୱବିଦ୍ୟାଳୟ

ଗୁଣପୁର,୮ା୪: ରାୟଗଡ଼ା ଜିଲା ଗୁଣପୁରସ୍ଥିତ ଜିଆଇଇଟି ବିଶ୍ୱବିଦ୍ୟାଳୟରୁ ୫ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ୩ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ଗୁଣପୁର ଉପଜିଲାପାଳ ଜେ. ସୋନାଲଙ୍କ ନିର୍ଦ୍ଦେଶ କ୍ରମେ କର୍ତ୍ତୃପକ୍ଷ ବିଶ୍ୱବିଦ୍ୟାଳୟକୁ ବନ୍ଦ କରିଛନ୍ତି। ଏହା ୧୦…

ନାବାଳିକା ଶାଳିଙ୍କୁ ଗର୍ଭବତୀ କରି ଜେଲ ଗଲେ ଭିଣୋଇ

ଭଦ୍ରକ ଅଫିସ, ୮।୪: ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ଏକ ଆଶ୍ରମ ସ୍କୁଲର ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ନେଇ ତିହିଡ଼ି ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ. ୧୬୫/୨୧) ରୁଜୁ କରି ତଦନ୍ତ ଆରମ୍ଭ…

ଦୁର୍ଘଟଣାରେ ଚାଲିଗଲା କୋଭିଡ୍‌ ଟିକା ନେବାକୁ ଯାଉଥିବା ଦମ୍ପତିଙ୍କ ଜୀବନ

ବୌଦ୍ଧ,୮।୪: ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ରାଧାନଗରଠାରେ ଗୁରୁବାର ଏକ ସଡ଼କ ଦୁର୍ଘଟଣାରେ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୌଦ୍ଧ ଆଦର୍ଶ ଥାନା ଅଧୀନ ରାଧାନଗର ଗାଁର ଲଳିତ ମୋହନ ସାହୁ (୬୫) ଓ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?