ଆମ ଜିଲା ଖବର

ହାତୀ ଆକ୍ରମଣରେ ଜଣେ ମୃତ: ଉତ୍ତେଜନା, ବନ ବିଭାଗ ଗାଡ଼ି ଭଙ୍ଗାରୁଜା

ବନ୍ତଳା, ୩ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ତଳଗଡ଼ ନୂଆଁଭୂଇଁ ସାହିର କାଳିଆ ବେହେରା (୩୦)ଙ୍କ ରବିବାର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ସୁମିତ୍ରା ପାହାଡ ତଳେ ଥିବା ମିରିଗେଇ ଜଙ୍ଗଲକୁ ସକାଳେ ଛେଳି ଚରାଇବା ପାଇଁ ଯାଇଥିବାବେଳେ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ନ ରହି ଲୁଚୁଛନ୍ତି ବାହାର ଫେରନ୍ତା

ଲୋଇସିଂହା,୩ା୫(ଡି.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅଞ୍ଚଳରୁ ଦୁଇଜଣ ତାମିଲନାଡୁ ଫେରନ୍ତା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ବାହାରେ ଥିବା ଜିଲାର ଦାଦନଙ୍କୁ ରାଜ୍ୟ ସରକାର ଫେରାଇ ଆଣୁଥିବାରୁ ସଂକ୍ରମିତ ବଢ଼ିବା ଆଶଙ୍କାରେ ଏବେ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି।...

ମାଛ, ମାଂସ ଦର ଆକାଶଛୁଆଁ

ଗଞ୍ଜାମ,୩ା୫(ଡି.ଏନ୍‌.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଦିନ କୁ ଦିନ ଏହାର ସଂଖ୍ୟା ବଢ଼ୁଛି l ଏଥିପାଇଁ ଲକ୍‌ଡାଉନ୍‌ ଅବଧି ମଧ୍ୟ ବଢିଛି। ଲୋକ ଭୟଭୀତ ହୋଇ ଘରୁପଦାକୁ ବାହାରୁନାହାନ୍ତି। ବର୍ତ୍ତମାନ ଗଞ୍ଜାମରେ ବି ଦୁଇଜଣ କରୋନା...

କେନ୍ଦୁଝର ଜିଲାରେ ପୁଣି ଜଣେ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ପହଞ୍ଚିଲା ୧୬୨

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଜଣଙ୍କ କେନ୍ଦୁଝର ଜିଲାର। ଏନେଇ ରବିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୨ରେ ପହଞ୍ଚିଛି।...

ସୁରଟରୁ ୫୦ପ୍ରବାସୀଙ୍କୁ ଗଞ୍ଜାମ ଆଣି ଆସୁଥିବା ବସ୍‌ ନାଗପୁରରେ ଓଲଟିଲା: ୨ ଆହତ

ଛତ୍ରପୁର/ପୁରୁଷୋତ୍ତମପୁର,୩ା୫(ଡି.ଏନ୍‌.ଏ.): ସୁରଟରୁ ୫୦ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଆସୁଥିବା ବସ୍‌ ରବିବାର ସକାଳେ ମହାରାଷ୍ଟ୍ରର ନାଗପୁରଠାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୨ ଜଣ ଆହତ ହୋଇଥିବା ବେଳେ ଅନ୍ୟମାନେ ସାମାନ୍ୟ ଆହତ ହୋଇଛନ୍ତି। ଆହତଙ୍କ...

୧୫୨ ନଂ. କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ପ୍ରକାଶ: ସାଙ୍ଗସାଥୀଙ୍କ ସହିତ ଖେଳିଛନ୍ତି ତାସ୍‌, କ୍ରିକେଟ୍‌

ରତ୍ନଗିରି,୩ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ କଳାମାଟିଆ ପଞ୍ଚାୟତରେ ୧ ତାରିଖରେ ଚିହ୍ନଟ ହୋଇଥିବା ୧୫୨ ନଂ. କରୋନା ସଂକ୍ରମିତ ୨୮ ବର୍ଷୀୟ ଯୁବକଙ୍କ ଗସ୍ତସୂଚୀ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜାରି କରାଯାଇଛି। ସୂଚନାଯୋଗ୍ୟ, ୧୫୨...

କଳିଙ୍ଗା ଘାଟିରେ ପୁଣି ସୁରଟରୁ ପ୍ରବାସୀଙ୍କୁ ନେଇ ଫେରୁଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୫ ଆହତ

ଜି.ଉଦୟଗିରି, ୩।୫(ଡି. ଏନ୍‌.ଏ.): କନ୍ଧମାଳ ଜିଲା କାଲିଙ୍ଗା ଘାଟିରେ ରବିବାର ଦିନ ସକାଳ ୯ଟା ସମୟରେ ସୁରଟରୁ ପ୍ରବାସୀ ଓଡ଼ିଆ ମାନଙ୍କୁ ନେଇ ଫେରୁଥିବା ଏକ ବସ୍‌ ରବିବାର ସକାଳୁ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଏଥିରେ ୫ ଜଣ ଯାତ୍ରୀ...

ଝାରସୁଗୁଡ଼ା ଦ୍ୱିତୀୟ କରୋନା ପଜିଟିଭ୍‌ ଲଖନ୍‌ପୁର ଅଞ୍ଚଳର, ୪୦ ବର୍ଷୀୟ ମହିଳା

ଝାରସୁଗୁଡା ଅଫିସ,୩।୫- ଝାରସୁଗୁଡା ଜିଲା ବ୍ରଜରାଜନଗର ମୁନିସିପାଲିଟି ଅଧୀନ ବୁଢ଼ୀଜାମ ଅଞ୍ଚଳକୁ ପଶ୍ଚିମବଙ୍ଗ ଅଞ୍ଚଳରୁ ଆସିଥିବା ଜଣେ ୧୮ ବର୍ଷିଆ ଯୁବତୀଙ୍କ ଗତ ବୁଧବାର କରୋନା ପଜିଟିଭ୍‌ ଆସିଥିବା ଜଣାପଡିଥିଲା। ଏହାର ୪ ଦିନ ପରେ ଜିଲାର ଲଖନପୁର ବ୍ଲକ...

ରାସ୍ତାପାର୍ଶ୍ୱକୁ ଓଲଟିପଡ଼ିଲା ଲୁହାବୋଝେଇ ଟ୍ରକ୍‌

କୋଳିମାଟି,୩ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲାର ୨୦ନଂ. ଜାତୀୟ ରାଜପଥ ଘସିପୁରା ଥାନା ଅଧୀନରେ ଥିବା କନ୍ତୋମୂଶଳ ପୋଲ ନିକଟରେ ରବିବାର ପୂର୍ବାହ୍ନରେ ଏକ ଲୁହାବୋଝେଇ ଟ୍ରକ ଓଲଟି ପଡ଼ିଛି। ସୌଭାଗ୍ୟବଶତଃ ଚାଳକଙ୍କର କୌଣସି କ୍ଷତି ହୋଇନାହିଁ। ଟ୍ରକଟି ଯୋଡ଼ାରୁ ଲୁହା ବୋଝେଇ...

ଯୁବକଙ୍କ ହତ୍ୟା କରି ପୋଖରୀରେ ଫିଙ୍ଗିଲେ

ଶେରଗଡ଼, ୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଗୋଠଗାଁ ଗ୍ରାମରେ ଶନିବାର ବିଳମ୍ବିତ ରାତ୍ରିରେ ଜଣେ ଯୁବକଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଲେ ଉକ୍ତ ଗ୍ରାମର ଅକୃର ନାହାକ(୩୨)। ଶେରଗଡ଼ ପୋଲିସ ମୃତଦେହକୁ...

ବାଲେଶ୍ୱରରୁ ପୁଣି ଜଣେ ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୧୬୧

ଭୁବନେଶ୍ୱର,୩।୫(ବ୍ୟୁରୋ): ବାଲେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧ରେ ପହଞ୍ଚିଛି। ଏନେଇ ରବିବାର ଅପରାହ୍ନରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆକ୍ରାନ୍ତଜଣଙ୍କ...

ସୀମା ସିଲ୍‌ କଲା ବରୀ ବ୍ଲକ ପ୍ରଶାସନ

ରତ୍ନଗିରି,୩ା୫(ଡି.ଏନ୍‌/ଏ.): ଯାଜପୁର ଜିଲାରେ ଶନିବାର ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ ବରୀ ବ୍ଲକ କଳାମାଟିଆ ପଞ୍ଚାୟତର ତଲକାଇପଡ଼ା ଗ୍ରାମରୁ ଜଣେ, ଉଦୟନାଥପୁରରୁ ଜଣେ ଓ ବାଇଁଶିରିଆ ପଞ୍ଚାୟତରୁ ୨ ଜଣ ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଥିଲେ। ଏହାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri