ଆମ ଜିଲା ଖବର

ପୁରୁଷୋତ୍ତମପୁରରେ ପହଞ୍ଚତ୍ଲେ ୬୨ ସୁରଟ ଫେରନ୍ତା

ପୁରୁଷୋତ୍ତମପୁର, ୨l୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ପଞ୍ଚାୟତର ଜଣେ ମହିଳାଙ୍କ ସମେତ ୬୨ ଜଣ ଶନିବାର ରାତି ପ୍ରାୟ ୧୧ଟାରେ ସୁରଟରୁ ବସ୍‌ ଯୋଗେ ଆସି ପହଞ୍ଚତ୍ଛନ୍ତି। ସେମାନଙ୍କୁ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ନିବାସ କ୍ବାରାଣ୍ଟାଇନ...

ସୁରଟ ଫେରନ୍ତାଙ୍କୁ ବାଟରେ ଓହ୍ଲାଇ ଦେଲା ବସ୍‌

ଭଞ୍ଜନଗର,୨ା୫(ଡି.ଏନ୍‌.ଏ.)- ସୁରଟରୁ ଆସୁଥିବା ଏକ ବସ୍‌ ଶନିବାର ରାତିରେ ଆସିକା ଅଭିମୁଖେ ଯାଉଥିଲା। ଭଞ୍ଜନଗର ବଡକୋଦଣ୍ଡା ଛକ ନିକଟରେ ପ୍ରାୟ ୨୦ ଜଣ ଯାତ୍ରୀଙ୍କୁ ଓହ୍ଲାଇ ଦେଇ ଚାଲିଯାଇଛି। ସମ୍ପୃକ୍ତ ଅଞ୍ଚଳବାସୀ ଘଟଣା ସମ୍ପର୍କରେ ଜାଣିବା ପରେ ଆତଙ୍କିତ ହୋଇ...

କଳିଙ୍ଗା ଘାଟିରେ ବସ୍‌ ଦୁର୍ଘଟଣାଗ୍ରସ୍ତ, ୨ ମୃତ: ପ୍ରବାସୀ ଓଡ଼ିଆଙ୍କୁ ନେଇ ସୁରଟରୁ ଫେରୁଥିଲା

ଭଞ୍ଜନଗର,୨ା୫(ଡି.ଏନ୍‌.ଏ.)- ପ୍ରବାସୀ ଓଡ଼ିଆଙ୍କୁ ସୁରଟରୁ ନେଇ ଫେରୁଥିବା ଏକ ବସ ଶନିବାର ରାତିରେ ଗଞ୍ଜାମ-କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବୁଗୁଡ଼ା ଅଞ୍ଚଳର ଚିତ୍ତରଞ୍ଜନ ସେଠୀ ଓ ସନ୍ତୋଷ ସେଠୀ।...

ହରଭଙ୍ଗୀ ଡ୍ୟାମରେ ବୁଡି ମାଇଁ, ଭାଣିଜୀ ମୃତ

ମୋହନା,୨ା୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ହରଭଙ୍ଗୀ ଡ୍ୟାମରେ ବୁଡି ମାଇଁ ଓ ଭାଣିଜୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଅଡବା ଥାନା ପାଣିଗଣ୍ଡା ପଞ୍ଚାୟତ ବୁଢାଢିଅ ଗ୍ରାମର ଏବନି ମଣ୍ଡଳ (୩୧) ଓ କର୍ଚ୍ଚବାଡି ପଞ୍ଚାୟତ ହିଡିକିମା...

ମୋରମ୍‌ ବୋଝେଇ ଟ୍ରାକ୍ଟରଠାରୁ ରୟାଲଟି ଆଦାୟ

ବନ୍ତ,୨।୫(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ଗଣିଜାଙ୍ଗ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ତହସିଲଦାର ଇନ୍ଦିରା ସାହୁ ଶନିବାର ଏକ ମୋରମ୍‌ ବୋଝେଇ ଟ୍ରାକ୍ଟରଠାରୁ ରୟାଲଟି ଆଦାୟ କରିଛନ୍ତି। ରାସ୍ତା କାମରେ ବ୍ୟବହାର ପାଇଁ ଏହି ମୋରମ୍‌...

୫ଶହ ପରିବାରକୁ ଖାଦ୍ୟ, ମାସ୍କ ବଣ୍ଟନ

ରୂପ୍‌ସା, ୨।୫(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ସମଗ୍ର ଦେଶ ଜଟିଳ ପରିସ୍ଥିତି ଦେଇ ଗତି କରୁଛି। ଜନସାଧାରଣଙ୍କୁ ସୁରକ୍ଷା ଦେବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ଏଥିପାଇଁ ବିଭିନ୍ନ ବର୍ଗର ଲୋକଙ୍କ ସମେତ...

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ମହିଳା, ଶିଶୁଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା ଦାବି

ବାଲେଶ୍ୱର ଅଫିସ,୨।୫: ଅନ୍ୟ ରାଜ୍ୟରୁ ବାଲେଶ୍ୱର ଜିଲାକୁ ଆସୁଥିବା ବହିରାଗତଙ୍କ ପାଇଁ କ୍ୱାରଣ୍ଟାଇନ୍‌ ବ୍ୟବସ୍ଥା କରାଯାଇଛି। ଏହି କେନ୍ଦ୍ରରେ ମହିଳା ଓ ଶିଶୁମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବାକୁ ଭାଜପା ମହିଳାମୋର୍ଚ୍ଚା ଜିଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି।...

ତେଲଙ୍ଗାନାରେ ଫସିଛନ୍ତି ୧୫ରୁ ଊର୍ଦ୍ଧ୍ୱ ଶ୍ରମିକ

ବାଲେଶ୍ୱର ଅଫିସ,୨।୫: ବାଲେଶ୍ୱର ଜିଲା ଗୋପାଳପୁର ଅଞ୍ଚଳର ୧୫ରୁ ଊର୍ଦ୍ଧ୍ୱ ଶ୍ରମିକ ଦୁଇବର୍ଷ ଧରି ତେଲଙ୍ଗାନା ରାଜ୍ୟର ମେଡ଼ିଚାଲ ଜିଲା ଅଲାମ୍ପେଟ ପଞ୍ଚାୟତରେ ଥିବା ଶ୍ରୀରାମ ସ୍ପିନିଂ ମିଲ୍‌ରେ କାମ କରିବା ସହ ନିଜର ପରିବାର ସହ ରହୁଥିଲେ। କରୋନା...

କ୍ୱାରାଣ୍ଟାଇନ୍‌ ସେଣ୍ଟର ଅନୁଧ୍ୟାନ କଲେ ଜିଲାପାଳ

ଆର.ଉଦୟଗିରି,୨ା୫(ଡି.ଏନ.ଏ.): ଗଜପତି ଜିଲାପାଳ ଅନୁପମ ଶାହା ନୂଆଗଡ ବ୍ଲକର କରୋନା ପାଇଁ ଖୋଲାଯାଇଥିବା ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟର ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଜିଲାପାଳ ଖଜୁରିପଦା ପଞ୍ଚାୟତର ଦୋଘରିଆ ଆଦିବାସୀ ହାଇସ୍କୁଲ କ୍ବାରେଣ୍ଟାଇନ୍‌ ସେଣ୍ଟର ସମେତ ବଡପଦା ଓ କେ.ଝାଲରସିଂ...

ଫେରୁଥିବା ଓଡ଼ିଆଙ୍କ ଦାୟିତ୍ୱ ବୁଝିବେ ୧୦ ଜଣିଆ କମିଟି

ବନ୍ତ,୨।୫(ଡି.ଏନ୍‌.ଏ.)-କରୋନା ଲକ୍‌ ଡାଉନ୍‌ ପରିପେକ୍ଷୀରେ ଅନ୍ୟ ରାଜ୍ୟରୁ ଓଡ଼ିଶା ଫେରୁଥିବା ପ୍ରବାସୀ ଓଡ଼ିଆଙ୍କ ଦାୟିତ୍ୱ ବୁଝିବା ନେଇ ପଞ୍ଚାୟତସ୍ତରରେ ୧୦ ଜଣିଆ କମିଟି ଗଠିତ ହୋଇଛି। ଶନିବାର ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତ କାର୍ଯ୍ୟାଳୟଠାରେ ସରପଞ୍ଚ ଅଶୋକ...

୨ ଯୌତୁକ ନିର୍ଯାତନା ମାମଲା: ୩ ଗିରଫ

ଆସିକା,୨ା୫(ଡି.ଏନ୍‌.ଏ.)- ଆସିକା ଥାନା ଅନ୍ତର୍ଗତ ସାପୁଆପଲ୍ଲୀ ଓ ଗୁଡସର ଗ୍ରାମରେ ଘଟିଥିବା ପୃଥକ ୨ ଯୌତୁକ ନିର୍ଯାତନା ମାମଲାରେ ପୋଲିସ ଶନିବାର ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ...

ପ୍ରବାସୀ ଓଡ଼ିଆଙ୍କୁ ନେଇ ପହଞ୍ଚିବ ସ୍ବତନ୍ତ୍ର ଟ୍ରେନ: ଜଗନ୍ନାଥପୁର ଷ୍ଟେଶନରେ ଗଞ୍ଜାମ ଜିଲାପାଳ, ଏସ୍‌ପିଙ୍କ ଅନୁଧ୍ୟାନ

ଛତ୍ରପୁର,୨ା୫(ଡି.ଏନ୍‌.ଏ.): କେରଳ, ସୁରଟ ଓ ବାଙ୍ଗାଲୁରରୁ ୩ଟି ସ୍ବତନ୍ତ୍ର ଟ୍ରେନରେ ପ୍ରବାସୀ ଓଡ଼ିଆମାନେ ଫେରୁଛନ୍ତି। କେରଳରୁ ବାହାରିଥିବା ଏର୍ନାକୁଲମ ଜଙ୍କଶନ- ଭୁବନେଶ୍ୱର ଶ୍ରମିକ ସ୍ପେସିଆଲ ଟ୍ରେନ ରବିବାର ସକାଳ ୫ଟାରୁ ୬ ଟା ମଧ୍ୟରେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri