କୃଷି ମାରଣ ନୀତି ନେଇ ଜାତୀୟ ରାଜପଥ ଅବରୋଧ
କେନ୍ଦୁଝର,୧ା୭(ସ୍ବ.ପ୍ର.): ଗୁରୁବାର ଭାରତୀୟ ଜନତା ପାର୍ଟି କୃଷକ ମୋର୍ଚ୍ଚା ପକ୍ଷରୁ ବାଉଁଶୁଳି ଛକଠାରେ ରାଜ୍ୟ ସରକାରଙ୍କ କୃଷି ମାରଣ ନୀତି ନେଇ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଥିଲା। ଟୋକନ ପାଇଥିବା ଚାଷୀଙ୍କର ଧାନ ମଣ୍ଡିରୁ ଧାନ ଉଠିବା, କେନ୍ଦୁଝର…
ଇଣ୍ଡୋର ଷ୍ଟାଡିୟମ ନେଇ ୫ଟି ସଚିବଙ୍କୁ ଅନୁରୋଧ
ଛତ୍ରପୁର,୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଭଞ୍ଜନଗର, ଦିଗପହଣ୍ଡି, ପୁରୁଷୋତ୍ତମପୁର, ଖଲିକୋଟରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। ଗୁରୁବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ୫ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନଙ୍କୁ ପୃଥକ ପୃଥକ ଭାବେ ସ୍ଥାନୀୟ…
ବରଗଡ଼ରେ ଯୋଗଦେଲେ ନୂଆ ଜିଲାପାଳ ମୋନିଷା ବାନାର୍ଜୀ: ଧାନ ସଂଗ୍ରହ ଓ କୃଷିକୁ ଦେବେ ପ୍ରାଥମିକତା
ବରଗଡ଼ ଅଫିସ,୧।୭: ବରଗଡ଼ର ନୂଆ ଜିଲାପାଳଭାବେ ମୋନିଷା ବାନାର୍ଜୀ (ଆଇଏଏସ) ଗୁରୁବାର ଯୋଗଦାନ କରିଛନ୍ତି। ବରଗଡ଼ କୃଷି ପ୍ରାଧାନ୍ୟ ଜିଲା ହୋଇଥିବା ଯୋଗୁ ସେ ଧାନ ସଂଗ୍ରହକୁ ପ୍ରାଥମିକତା ଦେବେ ବୋଲି କହିଛନ୍ତି। ସେହିପରି କୃଷି, ଅଣଧାନ ଚାଷକୁ ମଧ୍ୟ ଗୁରୁତ୍ୱ…
ଜୀବନ ପରେ ଜୀବିକାକୁ ପ୍ରାଧାନ୍ୟ
ଅନୁଗୋଳ/ ଢେଙ୍କାନାଳ ଅଫିସ, ୧ା୭: ଦୀର୍ଘ ୨ ମାସ ପରେ ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ତଳମୁହଁା ହୋଇଛି କରୋନା ସଂକ୍ରମଣ। ଟେଷ୍ଟ ପଜିଟିଭ୍ିଟି ରେଟ୍ (ଟିପିଆର୍) ୫ ପ୍ରତିଶତ ତଳେ ଥିବାରୁ ଏହି ଦୁଇ ଜିଲାକୁ ଗ୍ରେଡ୍-ଏ ତାଲିକାଭୁକ୍ତ କରିଛନ୍ତି…
ଖ୍ୟାତି ବଢ଼ାଇଛି କ୍ଷେତ ପୋଖରୀ
ଢେଙ୍କାନାଳ ଅଫିସ, ୧ା୭: ପୋଖରୀ ହୁଡ଼ାରେ ଲାଗିଥିବା ଅମୃତଭଣ୍ଡା ଗଛରେ ଭର୍ତ୍ତି ହୋଇଛି ଫଳ। ଛନଛନିଆ ହୋଇ ବଢ଼ିଛି ଉନ୍ନତ କିସମର ଆମ୍ବ, ପିଜୁଳି ଗଛ। ମାଛ ଚାଷରୁ ମିଳୁଛି ଅତିରିକ୍ତ ଲାଭ। ଏକଦା ଯେଉଁ ଜମିରେ ବର୍ଷକୁ ଦୁଇଥର ଫସଲ…
ତଳିରେ ପାଣି ମଡ଼ାଇବାକୁ ଯାଇଥିଲେ ବିଲକୁ, ଘରକୁ ଫେରିଲା ମୃତଦେହ
ପଦ୍ମପୁର,୧।୭(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କିସ୍ମତକୃଷ୍ଣପୁର ଗ୍ରାମର ଜଣେ ଚାଷୀଙ୍କର ବଜ୍ରପାତରେ ମୃତ୍ୟୁ ଘଟିଛି। ଉକ୍ତ ଗ୍ରାମର ଚାଷୀ କୃଷ୍ଣଚନ୍ଦ୍ର ରାଉତ ତଳିରେ ପାଣି ମଡ଼ାଇବାକୁ ବିଲକୁ ଯାଇଥିଲେ। ତେବେ ପରେ ସେ ଆଉ ଘରକୁ ଫେରି ନଥିଲେ।…
ପୋଖରୀରେ ବୁଡ଼ି ଶିଶୁ ପୁତ୍ରର ଗଲା ଜୀବନ
ପାଟଣା,୧।୭(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାନ୍ତ ଅଞ୍ଚଳ ପଲାଣି ଘାଟ ପଞ୍ଚାୟତ ସଡ଼ଙ୍ଗବାହାଳୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର ସନ୍ଧ୍ୟାରେ ଜଣେ ସାଢ଼େ ୩ ବର୍ଷର ଶିଶୁପୁତ୍ର ଗାଁ ପୋଖରୀରେ ବୁଡ଼ିଯିବାରୁ ମୃତ୍ୟୁ ଘଟିଛି। ମୃତକ…
ପାରାଦୀପ ବେଳାଭୂମିରୁ ବିରଳ ମୃତ ସ୍ପିନ୍ନର ଡଲ୍ଫିନ ଜବତ
ପାରାଦୀପ, ୧।୭(ସ୍ବ.ପ୍ର.): ପାରାଦୀପ ବେଳାଭୂମିର ହନୁମାନ ମନ୍ଦିର ପଛପଟେ ବୁଧବାର ସକାଳୁ ଏକ ମୃତ ସ୍ପିନ୍ନର ଡଲ୍ଫିନ ଦେଖିବାକୁ ମିଳିଥିଲା। ସେହି ଡଲ୍ଫିନକୁ କେତେଜଣ ଲୋକ ବାଲିରେ ପୋତି ଦେଇଥିଲେ। ଏହି ଖବର ଗଣମାଧ୍ୟମ ପ୍ରତିନିଧିମାନେ ଜାଣିବା ପରେ ବନ ବିଭାଗକୁ…
ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ କ୍ରାଇମବ୍ରାଞ୍ଚର ଆଡ୍ଭାଇଜରି
କଟକ ଅଫିସ, ୧।୭: ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ଉଦ୍ଦେଶ୍ୟରେ କ୍ରାଇମବ୍ରାଞ୍ଚ ପକ୍ଷରୁ ବୁଧବାର ଟୁଇଟର ମାଧ୍ୟମରେ ଆଡ୍ଭାଇଜରି ଜାରି କରାଯାଇଛି। ଏଥିରେ କୁହାଯାଇଛି, ସୋସିଆଲ ମିଡିଆରେ ଆକାଉଣ୍ଟ ଖୋଲିବା ସମୟରେ ସେହି ୱେବ୍ସାଇଟ୍ର ପ୍ରିଭେସି ପଲିସିକୁ ଭଲଭାବେ ପଢି ତୃତୀୟ ପକ୍ଷ…
ମହାନଦୀରୁ ୩୫ କେଜିର ମାଛ ଉଦ୍ଧାର
କଟକ ଅଫିସ, ୧।୭: କଟକସ୍ଥିତ ମୁଣ୍ଡଳି ପୋଲ ନିକଟ ମହାନଦୀରୁ ବୁଧବାର ୩୫ କେଜି ଓଜନର ଏକ ମାଛ ଉଦ୍ଧାର କରାଯାଇଛି। ସ୍ଥାନୀୟ ଅଞ୍ଚଳର ଭୀମସେନ ନାମକ ଜଣେ ମତ୍ସ୍ୟଜୀବୀ ମଙ୍ଗଳବାର ରାତିରେ ମୁଣ୍ଡଳି ନିକଟ ମହାନଦୀରେ ମାଛ ଧରିବା ପାଇଁ…
ଗାଡ଼ି ଧକ୍କାରେ କଲରାପତରିଆ ବାଘ ମୃତ
ଦଶପଲ୍ଲା,୧।୭(ଡି.ଏନ.ଏ.): ବୁଧବାର ରାତି ପ୍ରାୟ ୧୧ଟା ସମୟରେ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଦଶପଲ୍ଲା ବ୍ଲକ୍ ଅଧୀନ ବୁଗୁଡ଼ା ନିକଟ ପଶ୍ଚିମ ବନ୍ୟପ୍ରାଣୀ ଅଞ୍ଚଳ ଶାଳଭଙ୍ଗା ଜଙ୍ଗଲରେ କୌଣସି ଗାଡ଼ି ଧକ୍କାରେ ଏକ କଲରାପତରିଆ ବାଘର ମୃତ୍ୟୁ ଘଟିଛି। ମୃତ…
‘ବର୍ଷକରେ ୮ଲକ୍ଷ ଶିଶୁଙ୍କୁ ଟିକା ଲକ୍ଷ୍ୟ’
ଝାରସୁଗୁଡ଼ା ଅଫିସ,୧।୭: ୫ବର୍ଷରୁ କମ୍ ବୟସର ଶିଶୁ, କମ୍ ରୋଗ ପ୍ରତିରୋଧକ ଶକ୍ତିଥିବା ଶିଶୁ, ଅପପୁଷ୍ଟିର ଶିକାର ହୋଇଥିବା ଶିଶୁଙ୍କୁ ନିମୋକୋକାଲ ରୋଗ ହେବା ଆଶଙ୍କା ରହିଥାଏ। ଏହି ରୋଗ ପ୍ରତିହତ କରିବା ପାଇଁ ସମସ୍ତ ଯୋଗ୍ୟ ଶିଶୁମାନଙ୍କୁ ପିସିଭି (ନିମୋକୋକାଲ…

