ଆମ ଜିଲା ଖବର

କୋଭିଡ୍‌ ହସ୍‌ପିଟାଲ ପରିଦର୍ଶନ କଲେ ଜିଲା ଦୌରାଜଜ୍‌

ରାୟଗଡ଼ା ଅଫିସ,୨ା୫: ରାୟଗଡ଼ା ଜିଲା ଦୌରାଜଜ୍‌ ତଥା ଡିଏଲ୍‌ଏସ୍‌ଏ ଅଧ୍ୟକ୍ଷ ଚିତ୍ତରଞ୍ଜନ ଦାସ ଶନିବାର ଜେକେପୁରସ୍ଥିତ କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ଜଜ୍‌ଙ୍କ ସହ ମୁଖ୍ୟ ଦଣ୍ଡାଧିକାରୀ ମନୋରଞ୍ଜନ ଦାସ, ଜିଲାପାଳ ପ୍ରମୋଦ କୁମାର ବେହେରା, ଉପଜିଲାପାଳ ପ୍ରତାପ ଚନ୍ଦ୍ର...

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ଏସ୍‌ଏଚ୍‌ଜି ମହିଳା

ରାୟଗଡା ଅଫିସ,୨ା୫: ରାୟଗଡା ସହରରେ ଏଯାବତ୍‌ କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ତେବେ ଆନ୍ଧ୍ର ସୀମାନ୍ତ ଜିଲା ହୋଇଥିବାରୁ ପୋଲିସ ଏବଂ ପ୍ରଶାସନ ପକ୍ଷରୁ ସତର୍କ ଦୃଷ୍ଟି ରଖାଯାଇଛି। ପୋଲିସ ପକ୍ଷରୁ ରାତ୍ରି ପାଟ୍ରୋଲିଂକୁ ମଧ୍ୟ କଡ଼ାକଡ଼ି କରାଯାଇଛି। କରୋନା...

କୋଟାରୁ ଫେରୁଛନ୍ତି ସୁବର୍ଣ୍ଣପୁରର ୩୭ଛାତ୍ରୀଛାତ୍ର

ସୋନପୁର,୨।୫(ନି.ପ୍ର.): ଲକ୍‌ଡାଉନ୍‌ ଯୋଗୁଁ ରାଜସ୍ଥାନର କୋଟାରେ ଫସି ରହିଥିବା ସୁବର୍ଣ୍ଣପୁର ଜିଲାର ୩୭ଜଣ ଛାତ୍ରୀଛାତ୍ର ଘରକୁ ପେରୁଛନ୍ତି। ସ୍ବାସ୍ଥ୍ୟ ପରୀକ୍ଷା ପରେ ଶନିବାର ମଧ୍ୟାହ୍ନ ୧୨ଟାରେ ୧୨ ଛାତ୍ରୀ ଓ ୨୫ ଛାତ୍ର ୨ଟି ବସ୍‌ ଯୋଗେ କୋଟାରୁ ବାହାରିଛନ୍ତି।...

ରାଜଧାନୀକୁ ଟପିଲା ଯାଜପୁର: ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଛୁଇଁଲା, ଆଜି ଗୋଟିଏ ଦିନରେ ୮ ଚିହ୍ନଟ

ଭୁବନେଶ୍ୱର,୨ା୫(ବ୍ୟୁରୋ) : ଶନିବାର ସକାଳେ ଯାଜପୁର ଜିଲାରେ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ଘର ବରୀ ବ୍ଲକ ଅଞ୍ଚଳରେ। ସେ ଜଣେ ପୁରୁଷ ଏବଂ ତାଙ୍କ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା କଲେ ଚମ୍ପୁଆ ଡାକ୍ତର

ଚମ୍ପୁଆ, ୨।୫(ଡି.ଏନ.ଏ.)- କରୋନା ମହାମାରୀର ମୁକାବିଲାପାଇଁ ରାଜ୍ୟସରକାର ବହୁବିଧି ପଦକ୍ଷେପ ନେଇଥିବାରୁ ଦେଶରେ ଓଡିଶାର ସମ୍ମାନ ବୃଦ୍ଧି କରିଥିବା ବେଳେ କରୋନା ଯୋଦ୍ଧା ଭାବରେ ସେବା କ୍ଷେତ୍ରରେ ନିଜକୁ ସର୍ମପିତ କରିଥିବା ଡାକ୍ତର ମାନଙ୍କୁ ସବୁସ୍ତରର ଜନ ସାଧାରଣ ସାଧୁବାଦ...

ଛାତ୍ରୀଛାତ୍ରଙ୍କୁ ପାଠ୍ୟ ଉପକରଣ, ମାସ୍କ ବଣ୍ଟନ

ଚମ୍ପୁଆ, ୨।୫(ଡି.ଏନ.ଏ.) -କରୋନା ଭୂତାଣୁ ଠାରୁ ଦୂରେଇ ରହିବା ପାଇଁ ତଥା ଛାତ୍ରୀଛାତ୍ରଙ୍କୁ ସହଯୋଗ ପାଇଁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ମାସ୍କ, ପେନ, ଖାତା ଓ ସାବୁନ ଆଦି ବଣ୍ଟନ କରାଯାଇଛି। ଚମ୍ପୁଆ ବ୍ଲକ ସରେଇ ପଞ୍ଚାୟତରେ...

୨ ଚନ୍ଦନ ବୋଡ଼ା ଉଦ୍ଧାର

ଯୋଡ଼ା, ୨।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ଭୂୟଁ। ବସ୍ତି ତଥା ଗଣେଶ ଭବନ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ବନ ବିଭାଗ ପକ୍ଷରୁ ୨ଟି ବିଷଧର ସାପ ଉଦ୍ଧାର କରାଯାଇଛି। ଶୁକ୍ରବାର ସକାଳ ପ୍ରାୟ ୯ ଟା ସମୟରେ ଉକ୍ତ ଅଂଚଳର...

ଜୀବନବିନ୍ଦୁ ମାଧ୍ୟମରେ ୩୧ ୟୁନିଟ୍‌ ରକ୍ତ ସଂଗୃହୀତ

ଚମ୍ପୁଆ, ୨।୫(ଡି.ଏନ.ଏ.)-ଚମ୍ପୁଆ ବ୍ଲକ ଫର୍ଶଳା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ବିଜେଡି ପକ୍ଷରୁ ଜୀବନ ବିନ୍ଦୁ ମାଧ୍ୟମରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ପାଟଣା ବିଧାୟକ ଜଗନ୍ନାଥ ନାଏକ, ଜିଲା ବିଜେଡି ସଭାପତି ମାଧବ ସର୍ଦ୍ଦାର ପ୍ରମୁଖ...

ଭାଜପା ପକ୍ଷରୁ ଅସହାୟଙ୍କୁ ସହାୟତା

କେନ୍ଦୁଝର, ୨ା୫ (ସ୍ବ.ପ୍ର.) କେନ୍ଦୁଝର ଜିଲା ଭାଜପା ପକ୍ଷରୁ କରୋନା ଉପଲକ୍ଷେ ବିଭିନ୍ନ ବର୍ଗର ପରିବାରଙ୍କୁ ସମୁଦାୟ ୩୬ ହଜାର ୫୮୫ ରନ୍ଧା ଖାଦ୍ୟ ପୁଡିଆ ଓ ୩୬ ହଜାର ୬୫୦ ଶୁଖିଲା ଖାଦ୍ୟ ପୁଡିଆ ବଣ୍ଟନ କରାଯାଇଥିବା ଦଳ...

ସୁରଟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କ ବସ୍‌ରେ ମୃତ୍ୟୁ

ସୋରଡା,୨ା୫(ଡି.ଏନ୍‌.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଜିଲା ସୋରଡା ବ୍ଲକ ଅଭିମୁଖେ ଆସୁଥିବା ଏକ ବସ୍‌ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୋରଡା ବ୍ଲକ ସୁରମଣି ପଞ୍ଚାୟତ ନାରାୟଣପୁର ଗ୍ରାମର ପ୍ରକାଶ ଗୌଡ। ରାୟପୁର ନିକଟରେ...

କ୍ୱାରାଣ୍ଟାଇନକୁ ଗଲେ ୪୭ ଶ୍ରମିକ

ଚମ୍ପୁଆ, ୨।୫(ଡି.ଏନ.ଏ.)-ଚମ୍ପୁଆ ଦେଇ ଝାଡଖଣ୍ଡ ଯାଉଥିବା ୪୭ ଜଣ ଶ୍ରମିକଙ୍କୁ ଶନିବାର ଚମ୍ପୁଆ ପ୍ରଶାସନ ଓ ପୋଲିସ ପ୍ରଶାସନ ଉଦ୍ଧାର କରି କ୍ୱାରାଣ୍ଟାଇନ ହୋମରେ ରଖିଥିବା ଜଣାପଡିଛି। ସୂଚନା ଅନୁସାରେ ୧ ତାରିଖ ସକାଳ ସମୟରେ ସାଇକେଲ ଯୋଗେ ୨୨ଜଣ...

ସାଇକେଲରେ ବିହାର ଗଲେ ୧୦ ଶ୍ରମିକ

ବରଗଡ଼ ଅଫିସ୍‌,୨।୫ ଲକ୍‌ ଡାଉନ୍‌ ଯୋଗୁ ପ୍ରବାସୀ ଶ୍ରମିକଙ୍କ ଚିନ୍ତା ବଢ଼ିଯାଇଛି । ରୋଜଗାର ବନ୍ଦ ହୋଇ ପଡ଼ିଥିବାବେଳେ ସେମାନେ ଘରକୁ ଫେରିପାରୁ ନାହାନ୍ତି । ଅନ୍ୟପଟେ ସେମାନେ ଯେଉଁ ସ୍ଥାନରେ ଅଛନ୍ତି ସେଠାରେ ମଧ୍ୟ ଅସୁବିଧାର ସମ୍ମୁଖୀନ ହେଉଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri