ଆମ ଜିଲା ଖବର

ପୋତାଗଲା ଅପମିଶ୍ରିତ ସାମଗ୍ରୀ

କଟକ ସଦର,୭ା୪(ଡି.ଏନ.ଏ.): କଟକ ଜିଲା ୪୨ ମୌଜା ଫାଣ୍ଡି ଅଧୀନ ଶ୍ରୀରାମ ଗ୍ରାମର ଏକ କାରଖାନାରୁ ଜବତ ହୋଇଥିବା ଅପମିଶ୍ରିତ ଘିଅ ଓ ଜଡାତେଲକୁ ମଙ୍ଗଳବାର ପୋଲିସ ପୋତିଦେଇଛି। ଏସିପି ସତ୍ୟରଞ୍ଜନ ମଲ୍ଲିକ, କଟକ ସଦର ଥାନା ଅଧିକାରୀ ସୁଧାଂଶୁ ଭୂଷଣ…

ଥାନା ଭିତରେ ପୋଲିସର ନାଗିନ ଡ୍ୟାନ୍ସ

ଯାଜପୁର ଅଫିସ,୭ା୪: ଯାଜପୁର ଜିଲା ପାଣିକୋଇଲି ଥାନା ଭିତରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ନାଗିନ ଡ୍ୟାନ୍ସ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ନିଜ ୟୁନିଫର୍ମ(ଖାକି)କୁ ନେଇ ଗର୍ବ ଅନୁଭବ କରୁଥିବା ପୋଲିସ ଅଧିକାରୀମାନେ ସେଥିରେ ଅବିର ଢାଳିହୋଇ…

ଚିଟ୍‌ଫଣ୍ଡ ଠକେଇ ମାମଲା: କମ୍ପାନୀ ଏମ୍‌ଡି, ମ୍ୟାନେଜରଙ୍କୁ ୭ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୭ା୪: ବ୍ରହ୍ମପୁର ସ୍ବତନ୍ତ୍ର ଚିଟଫଣ୍ଡ୍‌ କୋର୍ଟ ଜଜ୍‌ ଏକ ଟଙ୍କା ଠକେଇ ମାମଲାର ଶୁଣାଣି କରି ରାମକ୍ରିଷ୍ଣା ଇଲେକ୍ଟ୍ରୋ କଣ୍ଟ୍ରୋଲ୍‌ ଲିମିଟେଡ୍‌ ନାମକ ଅର୍ଥଲଗାଣକାରୀ ସଂସ୍ଥା ପରିଚାଳନା ନିର୍ଦ୍ଦେଶକ ଓ ମ୍ୟାନେଜରଙ୍କୁ ୭ବର୍ଷ ଲେଖାଏ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ…

ପରିବା ଢାଳି ରାସ୍ତା ଅବରୋଧ

ଝାରସୁଗୁଡ଼ା ଅଫିସ,୭ା୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ୩ ସପ୍ତାହ ପାଇଁ ଜିଲାର ୭୭ ସାପ୍ତାହିକ ବଜାର ବନ୍ଦ ଘୋଷଣା କରିଛନ୍ତି। ଏହାକୁ ନେଇ ବ୍ୟବସାୟୀ ଓ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଝାରସୁଗୁଡା ବଜାରରେ ଏହାର ପ୍ରତିଫଳନ…

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଶାନ୍ତ: ଭଙ୍ଗାରୁଜା, ଲାଠିଚାର୍ଜ

ସମ୍ବଲପୁର, ୬।୪ (ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ମଙ୍ଗଳବାର ଅଶାନ୍ତ ହୋଇ ପଡିଛି । ଯୁକ୍ତ ୩ ଥାର୍ଡ ସେମିଷ୍ଟାରର ପରୀକ୍ଷାକୁ ଅନ୍‌ଲାଇନ ପ୍ରକ୍ରିୟାରେ କରିବାକୁ ଛାତ୍ରୀଛାତ୍ରମାନେ ଦାବି କରିଥିଲେ। ଏହାପରେ କୁଳପତିଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ । ଏହି ସମୟରେ…

କୋଭିଡ୍‌ ଟିକା ପାଇଁ ଲୋକଙ୍କ ଭିଡ଼

ଗଞ୍ଜାମ,୬।୪(ଡି.ଏନ୍‌.ଏ.): ଗତ ୧ ତାରିଖରୁ ୪୫ ବର୍ଷରୁ ଊର୍ଦ୍ଧ୍ୱଙ୍କୁ କରୋନା ଟିକା ନେବା ପାଇଁ ସରକାର ଘୋଷଣା କରିଥିଲେ। ଏହା ପରଠାରୁ ଦୈନଦିନ ସରକାରୀ ମେଡିକାଲ ଗୁଡିକରେ ଭିଡ଼ ଜମୁଥିବା ଦେଖିବାକୁ ମିଳୁଛି । ମଙ୍ଗଳବାର ଗଞ୍ଜାମ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ସକାଳ…

ତାରାତାରିଣୀଙ୍କ ଚୈତ୍ର ଦିତୀୟପାଳି ମଙ୍ଗଳବାର: ମା’ଙ୍କ ଦର୍ଶନ କଲେ ୫ଟି ସଚିବ, କଟକଣା ସତ୍ତ୍ୱେ ମୁଣ୍ଡନ ହେଲେ ଶହ ଶହ ଶିଶୁ

ପୁରୁଷୋତ୍ତମପୁର, ୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଦ୍ୱିତୀୟ ପାଳି ମଙ୍ଗଳବାର ଯାତ୍ରା କରୋନା କଟକଣା ମଧ୍ୟରେ ହୋଇଛି। ରାତ୍ର ସାଢ଼େ ୨ଟାରୁ ମନ୍ଦିର ଦ୍ୱାର ଫିଟାଯାଇ ପରମ୍ପରା ଅନୁସାରେ ଅବକାଶ ନୀତି, ମାଜଣା, ଅଭିଶେକ, ଶୃଙ୍ଗାର…

ଏଥର ଜଗା ଦର୍ଶନ ଲାଗି ଆର୍‌ଟି-ପିସିଆର୍‌ ରିପୋର୍ଟ ବାଧ୍ୟତାମୂଳକ

ପୁରୀ ଅଫିସ,୬।୪: ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ଏ ନେଇ ପୁରୀ ଶ୍ରୀମନ୍ଦିରରେ କଟକଣା କଡ଼ାକଡ଼ି କରାଯାଇଛି। ୧୨ ରାଜ୍ୟରୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ କଟକଣା ଜାରି ହୋଇଛି। ଦର୍ଶନ ପୂର୍ବରୁ ୧୨ ରାଜ୍ୟର ପର୍ଯ୍ୟଟକଙ୍କ ଆରଟି-ପିସିଆର୍‌ ନେଗେଟିଭ…

ସୁନ୍ଦରଗଡରେ ନାଇଟ କର୍ଫ୍ୟୁ ଜାରି

ସୁନ୍ଦରଗଡ଼,୬।୪: ସୁନ୍ଦରଗଡ ଜିଲାରେ ସୋମବାର ରାତି ୧୦ ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ କର୍ଫ୍ୟୁ ଜାରି ହୋଇଛି। ଛତିଶଗଡ଼ ଓ ଝାଡ଼ଖଣ୍ଡ ସୀମାନ୍ତକୁ ଲାଗିଥିବା ଏହି ଜିଲାରେ ପୋଲିସ ପାଟ୍ରୋଲିଂକୁ କଡ଼ାକଡି କରାଯାଇଛି। ସୁନ୍ଦରଗଡ଼ ସୀମା ତଥା ସୁନ୍ଦରଗଡ଼, ରାଉରକେଲାର…

ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରତିବାଦରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୬।୪: ରାଜ୍ୟରେ ବିଦ୍ୟୁତ୍‌ ଦର ବୃଦ୍ଧିର ପ୍ରତିବାଦ କରି ସୋମବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ଏଥିରେ ରାଜ୍ୟ ସରକାର, ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି)ଙ୍କ ସମେତ ୧୧ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି। ସୁରେନ୍ଦ୍ର କୁମାର ପାଣିଗ୍ରାହୀ ଏହି…

ସୈନ୍ୟବାହିନୀରେ ଚାକିରି ପାଇଁ ଜାଲିଆତି, ୭ ଗିରଫ

ଗୋପାଳପୁର,୬।୪: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଗୋଳାବନ୍ଧସ୍ଥିତ ଆର୍ମି ଏଡି କଲେଜରେ ସୈନ୍ୟବାହିନୀରେ ଚାକିରି ପାଇଁ ଜାଲିଆତି କରିବା ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ସୋମବାର ୭ ଯୁବକଙ୍କୁ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ନରେନ୍ଦ୍ରପୁରର କେ.ଭିମରାଜୁ ରେଡ୍ଡୀ, ହୁମୁରିର…

ଦୁର୍ନୀତିରେ ବୁଡ଼ିରହିଛି ପାକ୍ସ

ଯାଜପୁର ଅଫିସ,୬।୪: ରାଜ୍ୟରେ ୨,୭୧୦ ପ୍ରାଥମିକ କୃଷି ସମବାୟ ସମିତି ବା ପ୍ରାଇମେରୀ ଏଗ୍ରିକଲଚରାଲ କ୍ରେଡିଟ୍‌ ସୋସାଇଟି (ପାକ୍ସ) କାର୍ଯ୍ୟ କରୁଛି। ଏଥିରୁ ୧୫୬ ପାକ୍ସର ୧୬୦ ସମ୍ପାଦକ, ଭାରପ୍ରାପ୍ତ ସମ୍ପାଦକ, ପରିଚାଳନା ନିର୍ଦ୍ଦେଶକଙ୍କୁ ଆର୍ଥିକ ଅନିୟମିତତା, ଅର୍ଥ ତୋସରପାତ, ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?