ଆମ ଜିଲା ଖବର

ଦୁର୍ନୀତିରେ ବୁଡ଼ିରହିଛି ପାକ୍ସ

ଯାଜପୁର ଅଫିସ,୬।୪: ରାଜ୍ୟରେ ୨,୭୧୦ ପ୍ରାଥମିକ କୃଷି ସମବାୟ ସମିତି ବା ପ୍ରାଇମେରୀ ଏଗ୍ରିକଲଚରାଲ କ୍ରେଡିଟ୍‌ ସୋସାଇଟି (ପାକ୍ସ) କାର୍ଯ୍ୟ କରୁଛି। ଏଥିରୁ ୧୫୬ ପାକ୍ସର ୧୬୦ ସମ୍ପାଦକ, ଭାରପ୍ରାପ୍ତ ସମ୍ପାଦକ, ପରିଚାଳନା ନିର୍ଦ୍ଦେଶକଙ୍କୁ ଆର୍ଥିକ ଅନିୟମିତତା, ଅର୍ଥ ତୋସରପାତ, ଧାନ…

ପୁନଃ ନିଯୁକ୍ତି ଦାବିରେ ଚୁକ୍ତିିଭିତ୍ତିକ ନର୍ସିଂ, ଫାର୍ମାସିଷ୍ଟଙ୍କ ଧାରଣା

କଟକ ଅଫିସ, ୬।୪: ପୁନଃ ନିଯୁକ୍ତି ଦାବିରେ ଏସ୍‌ସିବିର ଚୁକ୍ତି ଭିତ୍ତିକ ନର୍ସ ଓ ଫାର୍ମାସିଷ୍ଟମାନେ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ନିକଟରେ ସୋମବାର ଧାରଣାରେ ବସିଥିଲେ। ସେମାନଙ୍କ ଅଭିଯୋଗ ଅନୁଯାୟୀ, ୨୦୧୯ ମାର୍ଚ୍ଚ ୨୪ରୁ ସେମାନଙ୍କୁ ଚୁକ୍ତି ଭିତ୍ତିରେ କରୋନା ରୋଗୀଙ୍କ ଚିକିତ୍ସା…

ପରୀ ହତ୍ୟା ମାମଲା: ୧୯ରେ ସୁପ୍ରିମକୋର୍ଟରେ ଶୁଣାଣି

ନୟାଗଡ଼(ଅଫିସ୍‌)/ନୂଆଦିଲ୍ଲୀ, ୬।୪: ନୟାଗଡ଼ର ୫ବର୍ଷୀୟା ଶିଶୁ କନ୍ୟା ପରୀ ହତ୍ୟା ମାମଲାର ଶୁଣାଣି ଆସନ୍ତା ୧୯ରେ ସୁପ୍ରିମକୋର୍ଟରେ ହେବ। ମାମଲାର ସିବିଆଇ ତଦନ୍ତ ଦାବି କରି ପରୀର ମା’ ସୌଦାମିନୀ ସାହୁ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଏହି ମାମଲାରେ ରାଜ୍ୟ ସରକାର…

ଚଣ୍ଡିଖୋଲରେ ହେବ ଦେଶର ବଡ଼ ତୈଳଭଣ୍ଡାର

ଭୁବନେଶ୍ୱର,୬।୪(ବ୍ୟୁରୋ): ଯାଜପୁର ଜିଲା ଚଣ୍ଡିଖୋଲଠାରେ ତିଆରି ହେବ ଦେଶର ସବୁଠୁ ବଡ଼ ତୈଳ ଭଣ୍ଡାର। ଇଣ୍ଡିଆନ ଅଏଲର ଏହି ଷ୍ଟ୍ରାଟେଜିକ୍‌ ପେଟ୍ରୋଲିୟମ୍‌ ରିଜର୍ଭୟରରେ ଅଶୋଧିତ ତୈଳ ସଂରକ୍ଷଣ କରାଯାଇ ପାରିବ। ଏ ନେଇ ବିଭାଗୀୟ ମନ୍ତ୍ରଣାଳୟ ପକ୍ଷରୁ ସବୁ ବ୍ୟବସ୍ଥା ହୋଇଛି।…

୫୦ ଲକ୍ଷ ଜବତ ନେଇ ନିର୍ବାଚନୀ ଚର୍ଚ୍ଚା

ପିପିଲି,୬।୪ (ଡି.ଏନ୍‌.ଏ./ସ୍ବ.ପ୍ର.):ପିପିଲିର ତରାକାଜ ଓଭରବ୍ରିଜ୍‌ଠାରେ ସୋମବାର ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ମିଳିତ ଭାବେ ଚଢ଼ାଉ କରି ଏକ ବାଇକ ସମେତ ନଗଦ ୫୦ଲକ୍ଷ ଟଙ୍କା ଜବତ କରିଛନ୍ତି। ଏହି ଘଟଣାରେ ଧରାପଡ଼ିଥିବା ୨ଜଣ ଯୁବକଙ୍କୁ ପିପିଲି ଥାନାରେ ଅଟକ ରଖାଯାଇଛି।…

ଲମ୍ବୁଛି ଚୋରା କୋଇଲା ଚେର

ଅନୁଗୋଳ ଅଫିସ, ୬ା୪ ଅନୁଗୋଳ ଜିଲାରେ ଲମ୍ବୁଛି ଚୋରା କୋଇଲା କାରବାର ଚେର। ବିଶେଷକରି ତାଳଚେର ଓ ଛେଣ୍ଡିପଦା ବ୍ଲକରେ ଥିବା ବିଭିନ୍ନ ଖଣିରୁ ଚୋରାରେ କୋଇଲା ଉତ୍ତୋଳନ କରାଯାଇ ଜିଲା ବାହାରକୁ ଚାଲାଣ କରାଯାଉଛି। ପୋଲିସ ଆଖିରୁ ଖସିବା ପାଇଁ…

ବରଗଡ଼ରେ ନାଇଟ୍‌ କର୍ଫ୍ୟୁ

ବରଗଡ଼ ଅଫିସ୍‌,୫।୪: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି । ଗତ ମାର୍ଚ୍ଚ ପହିଲାରୁ ଏପର୍ଯ୍ୟନ୍ତ ଜିଲାରେ ୩୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସୋମବାର ରାତି ୧୦ଟାରୁ ବରଗଡ଼…

ସମ୍ବଲପୁରର ସ୍ଥିତିନେଇ ଚିନ୍ତାବ୍ୟକ୍ତ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ସମ୍ବଲପୁର,୫ା୪ (ବ୍ୟୁରୋ): ସମ୍ବଲପୁର ଜିଲାରେ ସୋମବାର ୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବିଗତ ସପ୍ତାହ ହେବ ଦୈନିକ ପ୍ରାୟ ୨୫ରୁ ଊର୍ଦ୍ଧ୍ୱ ସଂକ୍ରମିତ ଚିହ୍ନଟ କରାଯାଉଛି। ଜମନକିରା ବ୍ଲକ ଡିମିରିମୁଣ୍ଡା ଗ୍ରାମରେ ୩…

ରାଜପଥରେ ହାତୀପଲ

ଦାରିଙ୍ଗବାଡ଼ି,୫।୪: ଗଞ୍ଜାମ-କନ୍ଧମାଳ ସିମାବର୍ତ୍ତୀ ସୋରଡ଼ା ବନାଞ୍ଚଳର ୫୯ନଂ. ଜାତୀୟ ରାଜପଥ କଡ଼ରେ ରବିବାର ହାତୀପଲ ଚଳପ୍ରଚଳ ହେଉଥିବା ଦେଖିବାକୁ ମିଳିଛି। ପଲରେ ୧୨ରୁ ୧୫ଟି ହାତୀ ଥିବା ସ୍ଥାନୀୟ ଲୋକେ କହିଛନ୍ତି। ସନ୍ଧ୍ୟା ହେଲେ ହାତୀପଲ ରାଜପଥକୁ ଚାଳିଆସୁଥିବା କିଛି ଗାଡ଼ିଚାଳକ…

ଇଞ୍ଜିନିୟରିଂ କଲେଜ ହଷ୍ଟେଲରେ ରୋଷେୟା ସମେତ ୫ ପଜିଟିଭ୍‌

କେନ୍ଦୁଝର,୫ା୪: ସ୍ଥାନୀୟ ସରକାରୀ ଡିଗ୍ରୀ ଇଞ୍ଜିନିୟରିଂ କଲେଜରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହିଳା ହଷ୍ଟେଲର ୪ ଛାତ୍ରୀ ଓ ଜଣେ ରୋଷେୟା ପଜିଟିଭ୍‌ ହେବା ପରେ କଲେଜ ପ୍ରଶାସନର ଚିନ୍ତା ବଢ଼ିଯାଇଛି। ପୂର୍ବରୁ ହଷ୍ଟେଲରେ ରହୁଥିବା ୨…

ସ୍କୁଲ ଛାତ ଉପରେ ପଡ଼ିଲା ଗଛ

ଅମରପାଲି, ୫।୪: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅମରପାଲି ସରକାରୀ ୟୁପି ସ୍କୁଲ ପରିସରରେ ଥିବା ଏକ ବହଳ ଗଛ ସୋମବାର ପବନରେ ଉପୁଡି ଶ୍ରେଣୀ କୋଠରି ଉପରେ ପଡିଥିଲା। ଫଳରେ ସ୍କୁଲ ଛାତ ଭାଙ୍ଗିଯାଇଛି। ୫ ଦିନ ତଳେ ଉକ୍ତ…

ସ୍ଥାନାନ୍ତର ହେଲା ସାପ୍ତାହିକ ହାଟ

ଭବାନୀପାଟଣା, ୫।୪: କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକରେ ରବିବାର ସନ୍ଧ୍ୟା ସୁଦ୍ଧା ୫୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ କରୋନା କଟକଣାକୁ କଡାକଡି କରାଯାଉଛି। ପ୍ରଶାସନ ପକ୍ଷରୁ ଭବାନୀପାଟଣାର ସାପ୍ତାହିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?