ଆମ ଜିଲା ଖବର

୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ

ଟିଟିଲାଗଡ଼,(ଡି.ଏନ୍‌.ଏ.)୫।୪: ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୌରାଞ୍ଚଳରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଏ ନେଇ ସ୍ଥାୟୀ ପ୍ରତିକାର ଦାବିରେ ଟିଟିଲାଗଡ଼ ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଫଳରେ ସୋମବାର ସହରର ସମସ୍ତ ଦୋକାନବଜାର…

ବ୍ରିଜ ତଳକୁ ଖସିଲା ଟ୍ରକ୍‌, ହେଲପର ଗୁରୁତର

ମାଧପୁର,୫।୪(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ କିଆକଟା ପୂର୍ତ୍ତ ରାସ୍ତାର କନ୍ଧପଡ଼ା ବ୍ରିଜରେ ସୋମବାର ସକାଳେ ଏକ ୧୦ ଚକିଆ ଟ୍ରକ ବ୍ରିଜ ତଳକୁ ଖସିପଡ଼ିଥିବା ଜଣାପଡ଼ିଛି। ଫଳରେ ଟ୍ରକର ହେଲପର ଗୁରୁତର ହେବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ଜିଲା ଚିକିତ୍ସାଳୟକୁ…

ଅଗ୍ନିକାଣ୍ଡରେ ଜଳିଗଲା ୧୨ ବଖରା: ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ

ପଦ୍ମପୁର,୫।୪(ଡି.ଏନ୍‌.ଏ.): ଚାନ୍ଦବାଲି ବ୍ଲକ ଅଧୀନ କରଞ୍ଜମାଳ ପଞ୍ଚାୟତର ନରେନ୍ଦ୍ରପୁର ଗ୍ରାମରେ ରବିବାର ବିଳମ୍ବିତ ରାତିରେ ବିନୋଦ ମାଝିଙ୍କ ଘରେ ଅଗ୍ନିକାଣ୍ଡ ଘଟି ୧୨ ବଖରା ଜଳିଯାଇଛି। ଘରେ ଥିବା ନଗଦ ଟଙ୍କା ସୁନା ଗହଣା ସମେତ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର…

କଡ଼ାକଡ଼ି ହେବ ଆବର୍ଜନା କଟକଣା

ଅନୁଗୋଳ ଅଫିସ, ୫।୪: ଅନୁଗୋଳ ସହରକୁ ସ୍ବଚ୍ଛ, ସୁନ୍ଦର ସହ ପ୍ରଦୂଷଣମୁକ୍ତ କରିବାକୁ ପୌର ପ୍ରଶାସନ ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଇଛି। ନୂଆକରି ‘ମୋ ଓ୍ବାର୍ଡ’ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ଘର ଘର ବୁଲି ଆବର୍ଜନା ସଂଗ୍ରହ କରାଯାଇ ସେଥିରୁ…

ଆଖିରେ ପଟି ବାନ୍ଧି ପଢ଼ିପାରୁଛନ୍ତି ବହି

ଭୁବନ, ୫।୪(ଡି.ଏନ.ଏ.)-ଆଖିରେ ପଟିବାନ୍ଧି ପଢ଼ିପାରୁଛନ୍ତି ବହି। ନିର୍ଭୁଲ ଭାବେ କହିପାରୁଛନ୍ତି ଏଟିଏମ୍‌ କାର୍ଡ ଉପରେ ଲେଖାଯାଇଥିବା ସଂଖ୍ୟା। ଧରିପାରୁଛନ୍ତି କ୍ୟାଚ୍‌। ଏଭଳି ବିସ୍ମୟ ପ୍ରତିଭାର ଅଧିକାରୀ ନିବେଦିତା ବେଜ ଏବଂ ତାଙ୍କ ଭାଇ ରଶ୍ମିରଞ୍ଜନ ବେଜ୍‌ଙ୍କୁ ନେଇ ଢେଙ୍କାନାଳ ଜିଲା ଭୁବନ…

କୋଭିଡ୍‌ ନିୟମ ଉଲ୍ଲଂଘନ: ବିଶାଲ ମେଗାମାର୍ଟ, ୪ ଦୋକାନ ସିଲ୍‌

କଟକ ଅଫିସ,୫।୪: କଟକ ସହରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ହେଲେ ଗାଇଡ୍‌ଲାଇନ ଠିକ୍‌ଭାବେ ପାଳନ କରାଯାଉ ନ ଥିବାରୁ ରବିବାର ପ୍ରଶାସନ ପକ୍ଷରୁ କଡା…

ଏସ୍‌ସିବିରୁ ପୁଣି ୩ ଦଲାଲ ଗିରଫ

କଟକ ଅଫିସ,୫।୪: କଟକ ଏସ୍‌ସିବି ମେଡିକାଲରୁ ରବିବାର ପୁଣି ୩ ଜଣ ଦଲାଲଙ୍କୁ ମଙ୍ଗଳାବାଗ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଏସ୍‌ସିବି କ୍ୱାର୍ଟର୍ସ ନଂ.୩ ଧୋବିଲେନ ଅଞ୍ଚଳର ମୁକେଶ ନାୟକ(୩୩), ମଙ୍ଗଳାବାଗ ଥାନା ସଗଡିଆ ସାହି ଅଞ୍ଚଳର…

୯ ପାସେଞ୍ଜର ଟ୍ରେନ ପାଇଁ ଏକ୍ସପ୍ରେସ୍‌ ଟିକେଟ୍‌

ଯାଜପୁର ଅଫିସ,୫।୪: ଇଷ୍ଟକୋଷ୍ଟ ରେଲୱେ ଅନ୍ତର୍ଗତ ୯ ପାସେଞ୍ଜର ଓ ମେମୁ ଟ୍ରେନ୍‌କୁ ସ୍ପେଶାଲ ଟ୍ରେନ ଭାବେ ଘୋଷଣା କରାଯାଇଛି। ଏହାସହ ଏହି ଟ୍ରେନ୍‌ଗୁଡ଼ିକ ନିମନ୍ତେ ଅଣସଂରକ୍ଷିତ ମେଲ୍‌ କିମ୍ବା ଏକ୍ସପ୍ରେସ୍‌ ଟିକେଟ୍‌ ବ୍ୟବସ୍ଥା କରାଯାଇଛି। ୩୧ା୩ା୨୦୨୧ରେ ରେଲୱେ ବୋର୍ଡର ନିଷ୍ପତ୍ତିକ୍ରମେ…

ସ୍ବାମୀ ମୃତ୍ୟୁ ଖବର ଶୁଣି ଟଳିପଡ଼ିଲେ ସ୍ତ୍ରୀ

ଯାଜପୁର ସଦର,୫।୪(ଡି.ଏନ୍‌.ଏ): ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣିବା କ୍ଷଣି ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି। ଏଭଳି ଦୁଃଖଦ ଘଟଣା ଘଟିଛି ଯାଜପୁର ସଦର ଥାନା ଅନ୍ତର୍ଗତ ମହେଶ୍ୱରପୁର ପଞ୍ଚାୟତର ବରମପୁର ଗ୍ରାମରେ। ଘଟଣାରୁ ପ୍ରକାଶ ବରମପୁରର ଉଦୟନାଥ ଷଡଙ୍ଗୀ(୫୮) ନିକଟସ୍ଥ ହରିପୁର…

ବଢୁଛି ମାପ ଓଜନରେ ଜାଲିଆତି: ୩ ବର୍ଷରେ ୬୮୦ ପେଟ୍ରୋଲ ପମ୍ପ୍‌ରେ ଠକେଇ

ଯାଜପୁର ଅଫିସ,୫।୪: ଜନସାଧାରଣ କେବଳ ପେଟ୍ରୋଲ ଓ ଡିଜେଲ ଦର ଅହେତୁକ ବୃଦ୍ଧିଜନିତ ଆର୍ଥିକ ବୋଝକୁ ସହୁନାହାନ୍ତି, ପେଟ୍ରୋଲ ପମ୍ପ୍‌ରେ ମାପ ଠକେଇର ମଧ୍ୟ ଶିକାର ହୋଇଆସୁଛନ୍ତି। ୨୦୨୦-୨୧ ଆର୍ଥିକ ବର୍ଷର ଫେବୃୟାରୀ ୨୧ ସୁଦ୍ଧା ମାପ ଏବଂ ଓଜନ ଆଇନ…

କୋଭିଡ୍‌ ଗାଇଡ୍‌ଲାଇନ ନ ମାନିବାରୁ ସିଲ୍‌ ହେଲା ୨ ଦୋକାନ

ଝାରସୁଗୁଡା ଅଫିସ୍‌,୪।୪: ଝାରସୁଗୁଡ଼ା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନତା କରାଯାଉଛି। ତଥାପି କେତେକ ଅମାନିଆ ନିୟମ ପାଳନ କରୁନାହାନ୍ତି। ଜିଲା ପ୍ରଶାସନ ଏହି ଦିଗରେ…

ସ୍କୁଲ ହଷ୍ଟେଲର ୯ ଛାତ୍ର ପଜିଟିଭ

ଉମରକୋଟ,୪ା୪: ନବରଙ୍ଗପୁର ଜିଲାରୁ ଦିନକରେ ୧୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରବିବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ଉମରକୋଟ ଡୋଙ୍ଗ୍ରିଗୁଡ଼ାସ୍ଥିତ ଗୁରୁକୃପା ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛାତ୍ରାବାସର ୯ଛାତ୍ର ରହିଛନ୍ତି। ପ୍ରଶାସନ ପକ୍ଷରୁ ଛାତ୍ରାବାସକୁ ସାନିଟାଇଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?