ହାରିବା ପରେ ଘାସିରାମ କହିଦେଲେ ଏମିତି: ପୁରା ରାଜନୀତିିରେ ହଲଚଲ
ନୂଆପଡ଼ା,୧୯ା୧୧ (ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନରେ ଅର୍ଥବଳ ନ ହେବାରୁ ଦ୍ୱିତୀୟ ସ୍ଥାନରେ ରହିଲୁ ବୋଲି କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଘାସିରାମ ମାଝୀ କହିଛନ୍ତି। ମଙ୍ଗଳବାର ଜିଲା କଂଗ୍ରେସ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଘାସିରାମ କହିଛନ୍ତି, ମୁଁ ହାରିଥିଲେ...
ଜଗାଦର୍ଶନ ସାରି ଫେରୁଥିଲେ ହଠାତ୍ ଟ୍ରେନ୍ଭିତରେ ଛାତିରେ ହେଲା ଯନ୍ତ୍ରଣା , ଟଳିପଡିଲେ…
ଗଞ୍ଜାମ,୧୯।୨୫: ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତର ମାଳି ଜଗନ୍ନାଥପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁର ହରିବନ୍ଧୁ ରାଓ (୫୫) ମଙ୍ଗଳବାର ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସାରି ଟ୍ରେନ ଯୋଗେ ଫେରୁଥିବା ବେଳେ ଅଧା ରାସ୍ତାରେ ତାଙ୍କର...
ଆଜିଠୁ ଶ୍ରୀମନ୍ଦିରରେ ଦେବ ଦୀପାବଳି: ପିତୃଗଣଙ୍କୁ ଦୀପଦାନ କରିବେ ମହାପ୍ରଭୁ
ପୁରୀ,୧୯ା୧୧(ଅଜିତ୍ କୁମାର ମହାନ୍ତି):ମାର୍ଗଶିର ମାସ ଚତୁର୍ଦ୍ଦଶୀ ତିଥି ବୁଧବାରଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପୀ ଦେବ ଦୀପାବଳି ଉତ୍ସବ ଅନୁଷ୍ଠିତ ହେବ। ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଏହିଦିନ ପିତୃଗଣଙ୍କୁ ଶ୍ରାଦ୍ଧ ପ୍ରଦାନପୂର୍ବକ ଦୀପଦାନ କରିବେ। ଏଥିପାଇଁ ଶ୍ରୀମନ୍ଦିରରେ ବିଶେଷ ନୀତି...
ନୂଆପଡ଼ା ଉପନିର୍ବାଚନ ଜନାଦେଶ ନୁହେଁ, ଯନ୍ତ୍ରାଦେଶ: ସ୍ନେହାଙ୍ଗିନୀ
ନୂଆପଡ଼ା,୧୯ା୧୧ (ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି ଅର୍ଥବଳ, ବାହୁବଳ, ସରକାରୀ କଳ ପ୍ରୟୋଗ କରି ଜନାଦେଶରେ ନୁହେଁ ଯନ୍ତ୍ରାଦେଶରେ ବିଜୟୀ ହୋଇଛି ବୋଲି ମଙ୍ଗଳବାର ସ୍ଥାନୀୟ ଖୁଣ୍ଟିଆ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ପ୍ରାର୍ଥତ୍ନୀ...
ବାର୍ହା ଉପଦ୍ରବ: ଚାଷୀ ହିଡ଼ମୁଣ୍ଡରେ ମଞ୍ଚା ବାନ୍ଧି ରାତି ଅନିଦ୍ରା
ମହାକାଳପଡ଼ା, ୧୯ା୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ପାଚିଲା ଧାନ ଜମିରେ ବାର୍ହା ପଲ ଉପଦ୍ରବ କରୁଛନ୍ତି। ବାର୍ହା କ୍ଷେତରେ ପ୍ରବେଶ କରି ଧାନ ନଷ୍ଟ କରୁଥିବା ନେଇ ସ୍ଥାନୀୟ ଚାଷୀମାନେ ମୁଣ୍ଡରେ ହାତ ଦେଲେଣି।...
ଚିପ୍ସ ପ୍ୟାକେଟ୍ରେ ଥିଲା ଖେଳନା, ଗିଳିଦେଲେ ଶିଶୁ: ଆଉ ତା’ପରେ ଘଟିଲା…
ଦାରିଙ୍ଗବାଡି, ୧୯।୧୧ (ଅରୁଣ ସାହୁ):ଏମିତି ବି ଆସେ ମୃତ୍ୟୁ । ମସଲା ଜାତୀୟ ଚିପ୍ସ ପ୍ୟାକେଟ ଭିତରେ ଥିବା ପ୍ଲାଷ୍ଟିକ ଖେଳନା ଗିଳି ୪ ବର୍ଷର ଶିଶୁଙ୍କ ଅକାଳରେ ଜୀବନ ଚାଲିଯାଇଛି। ମୃତ ଶିଶୁ ହେଲେ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ...
ଘରକୁ ଯାଇଥିଲେ ମାଲିକ ,ଆସି ଦେଖିଲା ବେଳକୁ ହୁହୁ ହୋଇ ଜଳୁଛି ଦୋକାନ
ଭବାନୀପାଟଣା,୧୯ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ ନିକଟରେ ଥିବା ଏକ ଖେଳ ସାମଗ୍ରୀ ଦୋକାନରେ ମଙ୍ଗଳବାର ଅପରାହ୍ନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି। ଦୋକାନ ମାଲିକ ଅଶୋକ ପତି...
ବେଆଇନ ଗଞ୍ଜେଇ ଜବତ ଘଟଣା:ଜେଲ ଗଲେ ଦୁଇ ଅଭିଯୁକ୍ତ
ଦେବଗଡ,୧୯ା୧୧(ଶଶାଙ୍କ ଶେଖର ଝାଙ୍କର):ବେଆଇନ ଗଞ୍ଜେଇ କାରବାର ଅଭିଯୋଗରେ ଦେବଗଡ ଥାନା ପୋଲିସ କୁରଡ ଗ୍ରାମରୁ ଗିରଫ କରିଥିବା କୁରଡ ଗ୍ରାମର କେଶବ ଚନ୍ଦ୍ର ପ୍ରଧାନ(୫୫) ଓ ସିପୁନ ଦାସ (୩୦)ଙ୍କ ୨ ଜଣ ବ୍ୟକ୍ତିଙ୍କୁ କୋର୍ଟଚାଲାଣ କରିଛି। ସୂଚନାଯୋଗ୍ୟ ଯେ,...
ସେବା ନାଁରେ ଲୁଟ୍: କ୍ୱାକ୍ ହାତରେ ଗ୍ରାମାଞ୍ଚଳର ସ୍ବାସ୍ଥ୍ୟସେବା
ପଦ୍ମପୁର,୧୯ା୧୧(ପ୍ରଦୀପ୍ତ ଦାଶ):ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର ବିପୁଳ ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଆଜି ମଧ୍ୟ ଅନେକ ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବା ପହଞ୍ଚତ୍ ପାରୁନାହିଁ। ଆବଶ୍ୟକ ଡାକ୍ତର ଅଭାବ ଯୋଗୁ ଲୋକମାନେ କ୍ୱାକ୍ର ଶିକାର ହୋଇ ମୃତ୍ୟୁ...
ଧାନ ସଂଗ୍ରହ ପ୍ରକ୍ରିୟା ବିଳମ୍ବିତ: ବିକ୍ରି ପାଇଁ ମଣ୍ଡିରେ ଧାନ ପୂରାଇଲେ ଚାଷୀ
ବରଗଡ଼,୧୯।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ଅମଳ ଜୋର୍ ଧରିଛି। ଜିଲାରେ ଗତମାସ ଶେଷ ସପ୍ତାହରୁ ଏହା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଜିଲା ପ୍ରଶାସନ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରି ନାହିଁ। ଚଳିତ ମାସ ଶେଷ ସପ୍ତାହ ଅର୍ଥାତ୍...
ଦେବୀ ନଦୀରୁ ଧରାହେଲା ୧୦୦ କିଲିଆ ‘ଶାଙ୍କୁଚ’ ମାଛ, ୫୦ ହଜାର ଟଙ୍କାରେ ହେଲା ବିକ୍ରି
ପୁରୀ,୧୮।୧୧: ଓଡ଼ିଶାର ଉପକୂଳ ଅଞ୍ଚଳରେ ଏକ ବିରଳ ଘଟଣାରେ ପୁରୀ ଜିଲା ଅସ୍ତରଙ୍ଗର ଦେବୀ ନଦୀରୁ ସ୍ଥାନୀୟ ମତ୍ସ୍ୟଜୀବୀମାନେ ଶହେ କିଲୋଗ୍ରାମରୁ ଅଧିକ ଓଜନର ଏକ ବିଶାଳ ‘ଶାଙ୍କୁଚ’ ମାଛ ଧରିଛନ୍ତି। ପ୍ରାୟ ୧୨ ଫୁଟ ଲମ୍ବର ଏହି ବିରାଟ...
ପ୍ରେମଜାଲରେ ଫସାଇ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର, ଜେଲ ହାଜତକୁ ଗଲେ ସୁରେଶ
ଦେବଗଡ,୧୮ା୧୧(ଶଶାଙ୍କ ଶେଖର ଝାଙ୍କର): ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ବାରକୋଟ ଥାନା ପୋଲିସ କେନ୍ଦୁଝର ଜିଲା ତେଲକୋଇ ଥାନା ବେରିଡା ଗ୍ରାମର ଜଣେ ଯୁବକକୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ସୁରେଶ ପରିଡା (୧୯)...
Archives


