ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ
ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ ଓ ଅବହେଳାର ଶିକାର ହୋଇଆସୁଛି। ୧୯୯୪ରେ ପ୍ରତିଷ୍ଠିତ ଏହି ବ୍ଲକ୍ ଗ୍ରାଣ୍ଟ ବିଦ୍ୟାଳୟରେ…
ଦିଗପହଣ୍ଡିରେ ନକଲି ମଦ କାରଖାନା ଠାବ: ବଟଲିଂ ମେସିନ୍ ସହ ବିପୁଳ ନକଲି ମଦ ଜବତ, ଅଭିଯୁକ୍ତ ଗିରଫ
ଦିଗପହଣ୍ଡି୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ନକଲି ବିଦେଶୀ ମଦ, ଖାଲି ବୋତଲ, ଦେଶୀ ମଦ ପାଉଚ୍ ଏବଂ ଦୁଇଟି ବଟଲିଂ ମେସିନ୍ ଜବତ କରାଯାଇଛି। ଏହି ବେଆଇନ କାରବାରରେ ସଂପୃକ୍ତ ଥିବା…
ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର
ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ଟିକେଟ କରିଦେବାକୁ କହି ଜଣେ ରେଲୱେ କର୍ମଚାରୀ…
ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…
ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା ଏକ ମାଲବାହୀ ଟ୍ରକ (ନଂ. ଓଡ଼ି୦୭ ଏଭି- ୩୪୦୦) ସମ୍ମୁଖ ଭାଗକୁ ଧକ୍କା…
ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ
କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ବଦଳି କରାଯାଇଛି। ସିଡିପିଓ ନଳିନୀ ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁବ୍ୟବହାର କରୁଥିବା ନେଇ…
ବଂଶଧାରା ନଦୀରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
ଗୁଣପୁର ୩।୯( ସୁଜାତା ପାଢ଼ୀ): ରାୟଗଡା ଜିଲା ଗୁଣପୁର ବଂଶଧାରା ନଦୀ ବିକ୍ରମପୁର ତୁଠରେ ଗାଧୋଇବାକୁ ଯାଇ ନିଖୋଜ ବ୍ୟକ୍ତିକୁ ମାଛଖୁଣ୍ଟି ଠାରେ ଗୁରୁବାର ସkରେ ଉଦ୍ଧାର ହୋଇଥିବା ସୂଚନା ମିଳିଛି। ଗାଁ ଲୋକେ ନଦୀ କୂଳରେ ଗୋଟିଏ ମୃତଦେହ ଭାସୁଥିବା…
ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍: ଟ୍ରାଏଲ୍ ରନ୍ରେ ଖୋଲାଗଲା ୪ ନଂ ଗେଟ୍
ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍ ଖୋଲିବାକୁ ପ୍ରାକ୍ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍ କର୍ତ୍ତୃପକ୍ଷ। ଗୁରୁବାର ଇନ୍ଦ୍ରାବତୀ ଜଳଭଣ୍ଡାରରେ ଗେଟ୍ ଖୋଲିବା ନେଇ ମକ୍ ଡ୍ରିଲ୍ କରାଯାଇଛି। ଜଳଭଣ୍ଡାରର…
ଗ୍ରାମୀଣ ମେଗା ପାନୀୟଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କଲେ ଜିଲାପାଳ
ଛତ୍ରପୁର,୩।୯,(ଦିଲ୍ଲୀପ ସାମଲ): ଜିଲାରେ ଜଳ ଓ ପରିମଳ ମିଶନ ପକ୍ଷରୁ ଚାଲିଥିବା ଗ୍ରାମୀଣ ମେଗା ପାନୀୟଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ନେଇ ଛତ୍ରପୁର ସ୍ଥିତ ଜିଲାପାଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ…
ଚାକିରି ଦେବା ନାଁ ରେ ଠକେଇ; ଇଣ୍ଟରଭ୍ୟୁ ବେଳେ ଉତ୍ତେଜନା ; ଧରାହେଲେ ମଧ୍ୟସ୍ଥି, ମୁଖ୍ୟ ଅଭିଯୁକ୍ତ ଫେରାର
ଛତ୍ରପୁର,୩।୯,( ଦିଲ୍ଲୀପି ସାମଲ): ଚାକିରି ପାଇଁ ବର୍ତ୍ତମାନର ଯୁବ ପିଢୀ ନାନା ଅସୁବିଧାର ସମ୍ମୁଖିନ ହେଉଥିବା ବେଳେ ଏହାର ସୁଯୋଗ ନେଇ ଯୁବପିଢୀଙ୍କୁ ଠକିବାରେ ଲାଗିଛନ୍ତି କିଛି ଦୁର୍ବୁତ୍ତ। ଗଞ୍ଜାମ ଜିଲାର ଛତ୍ରପୁର ସହରର ଏକ ଘରୋଇ କଲ୍ୟାଣ ମଣ୍ଡପରେ ଚାକିରି…
କେବଳ ଚାକିରି ନୁହେଁ, ରୋଜଗାରଦାତା ହୁଅନ୍ତୁ: ସ୍ବଦେଶୀ ଜାଗରଣ ମଞ୍ଚର ଆହ୍ବାନ
କଲ୍ୟାଣସିଂହପୁର/ରାୟଗଡ଼ା, ୩।୯(ଦୀପକ କୁମାର ପରିଡା): ସ୍ବଦେଶୀ ଜାଗରଣ ମଞ୍ଚ ରାୟଗଡ଼ା ଜିଲା ପକ୍ଷରୁ ଚାଲିଥିବା ‘ସ୍ବାବଲମ୍ବୀ ଭାରତ ଅଭିଯାନ’ (୨୧ ଅଗଷ୍ଟରୁ ୨ ଅକ୍ଟୋବର) ପରିପ୍ରେକ୍ଷୀରେ ସ୍ଥାନୀୟ ଉତ୍କଳ ଗୌରବ ମଧୁସୂଦନ ବୈଷୟିକ ଅନୁଷ୍ଠାନ (UGMIT) ପରିସରରେ ଏକ ଜିଲାସ୍ତରୀୟ ଉଦ୍ୟମିତା…
ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍ଭି-୫୧ ଓ ଏମ୍ଭି-୫୨ ଗ୍ରାମ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ…
ଥୁଆମୂଳ ରାମପୁରରେ ପକ୍ସୋ ଆଇନ ଓ ପୀଡ଼ିତା କ୍ଷତିପୂରଣ ଉପରେ ସଚେତନତା କାର୍ଯ୍ୟକ୍ରମ
ଥୁଆମୂଳ ରାମପୁର, ୩।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସ୍ଥିତ ଗ୍ରାମ ବିକାଶ ଶିକ୍ଷା ନିକେତନ ପରିସରରେ ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଗୁରୁବାର ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପକ୍ସୋ…

