ଆମ ଜିଲା ଖବର

ଉଦ୍ଧାର ହେଲା ବିରଳ ପ୍ରଜାତିର ଗୋଧି

ଉଦଳା, ୧।୫(ଡି.ଏନ.ଏ.)-ଉଦଳା ବନଖଣ୍ଡ ଅଧୀନରେ ଥିବା ବହୁବନ୍ଧ ପଞ୍ଚାୟତର ନାବରା ଗ୍ରାମ ଜଙ୍ଗଲରୁ ଗ୍ରାମବାସୀମାନେ ଏକ ବିରଳ ପ୍ରଜାତିର ଗୋଧି ଉଦ୍ଧାର କରିଛନ୍ତି। ପରେ ଏହାକୁ ଉଦଳା ବନଖଣ୍ଡ କାର୍ଯ୍ୟାଳୟକୁ ହସ୍ତାନ୍ତର କରିଥିବା ଜଣାପଡିଛି। ସୂଚନାଯୋଗ୍ୟ ଯେ, ଏହି ବିରଳ...

କାଳବୈଶାଖୀରେ ଘର ଉପରେ ଗଛ ଉପୁଡ଼ିଲା

କେନ୍ଦୁଝର,୧ା୫(ସ୍ବ.ପ୍ର.):କାଳବୈଶାଖୀର ପ୍ରଭାବରେ ଶୁକ୍ରବାର ଅପରାହ୍ନରେ ଜୋରରେ ପବନ ବୋହିବାରୁ ସଦର ବ୍ଲକ ଅନ୍ତର୍ଗତ ନଇଗାଁ ଗ୍ରାମରେ ଜଣଙ୍କ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି। ହଠାତ ବହୁ ଜୋରରେ ପବନ ମାଡ଼ିଆସିବାରୁ ଏକ ବିରାଟ ଲିମ୍ବ ଗଛ ଉପୁଡ଼ି ପଡିଯିବାରୁ ଉକ୍ତ...

ସମସ୍ତ ପ୍ରବାସୀ ଫେରନ୍ତାଙ୍କ ହେବ ସ୍ବାବ ପରୀକ୍ଷା: ଜିଲାପାଳ

ଛତ୍ରପୁର,୧ା୫(ଡି.ଏନ୍‌.ଏ.)- କରୋନା ମୁକାବିଲା କ୍ଷେତ୍ରରେ ଯେଉଁ ବ୍ୟକ୍ତି ବିଶେଷ କିମ୍ବା ସ୍ବେଚ୍ଛାସେବୀ ଅନୁଷ୍ଠାନ ସହାୟତା ଦେବାକୁ ଇଚ୍ଛୁକ ସେମାନେ ଗଞ୍ଜାମ ଜିଲା ପ୍ରଶାସନର କୋଭିଡ ସେଲ ସହିତ ଯୋଗାଯୋଗ କରି ଏହା କରିପାରିବେ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

୩ଦିନ ହେଲା ପାଣିଆସୁନି, ଟ୍ୟାଙ୍କର ଯୋଗେ ପାଣି ଯୋଗାଇଲେ ସରପଞ୍ଚ

ଗଞ୍ଜାମ,୧ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ବେଳେ ପାନୀୟଜଳ ସମସ୍ୟା ଗଞ୍ଜାମ ବ୍ଲକ ପାଣିବନ୍ଧ ପଞ୍ଚାୟତବାସୀଙ୍କ ସମସ୍ୟାକୁ ଦ୍ୱିଗୁଣିତ କରିଛି। ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ୩ ଦିନ ହେଲା ପାଇପ ଯୋଗେ ପାଣି ଆସୁନାହିଁ। ଫଳରେ ଲୋକ ନାହିଁ ନ ଥିବା...

ଟ୍ରକ୍‌ ଚାଳକ, ଅସହାୟଙ୍କୁ ରନ୍ଧା ଖାଦ୍ୟ ଦେବାବେଳେ ପୋଲିସ ବାବୁ ଦୁର୍ବ୍ୟବହାର କଲେ

ବରଗଡ଼ ଅଫିସ୍‌,୧।୫: ବରଗଡ଼ର ସ୍ବେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାରର ସଭ୍ୟମାନେ ସ୍ଥାନୀୟ ବିକାଶ ଛକରେ ଅସହାୟ, ଟ୍ରକ୍‌ ଚାଳକମାନଙ୍କୁ ରନ୍ଧାଖାଦ୍ୟ ବିତରଣ କରୁଥିବାବେଳେ ଶୁକ୍ରବାର ଜଣେ ପୋଲିସ ଅଧିକାରୀ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ...

କୋଭିଡ଼ ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

ଭଦ୍ରକ ଅଫିସ, ୧ା୫- ଶୁକ୍ରବାର ସନ୍ଧ୍ୟାରେ ବାଣିଜ୍ୟ ଓ ପରିବହନ ପ୍ରମୁଖ ଶାସନ ସଚିବ ମଧୁସୂଦନ ପାଢ଼ୀ, ପଶୁ ସମ୍ପଦ ନିର୍ଦ୍ଦେଶକ ରତ୍ନାକର ରାଉତ ଭଦ୍ରକ ଜିଲାରେ ପହଞ୍ଚି କୋଭିଡ଼-୧୯ର ସ୍ଥିତି ପ୍ରଶାସନିକ ପ୍ରସ୍ତୁତି ଓ ଆବଶ୍ୟକୀୟ ପଦକ୍ଷେପ ସମ୍ପର୍କରେ...

ରୋଜଗାର ପାଇଁ ଜୀବିକା ବଦଳାଉଛନ୍ତି କ୍ଷୁଦ୍ର ବ୍ୟବସାୟୀ

ବୁଗୁଡା,୧ା୫(ଡି.ଏନ୍‌.ଏ.)- ବୁଗୁଡା ସହର ତଥା ଆଖପାଖ ଅଞ୍ଚଳରେ କରୋନା ସଂକ୍ରମଣକୁ ପ୍ରତିହତ ପାଇଁ ମାସେ ହେଲା ଲକ୍‌ଡାଉନ କଟକଣା ଜାରି ହୋଇଛି। ଏଥି ନିମନ୍ତେ ବହୁ ଦୋକାନ ବଜାର ବନ୍ଦ ହୋଇଛି। ଫଳରେ ଛୋଟ ଛୋଟ ବ୍ୟବସାୟୀ ଜୀବିକା ବଦଳାଇ...

ବଜ୍ରପାତରେ ୮ ଗୋରୁଙ୍କ ଜୀବନଗଲା

କେନ୍ଦୁଝର, ୧।୫(ସ୍ବ.ପ୍ର.)-କାଳବୈଶାଖୀ ଓ ବଜ୍ରପାତରେ ଶୁକ୍ରବାର ଅପରାହ୍ନରେ କେନ୍ଦୁଝର ଜିଲା ଘଟଗାଁ ଅଞ୍ଚଳରେ ୮ଟି ବଳଦ ଓ ଗୋଟିଏ ଗାଈର ମୃତ୍ୟୁ ଘଟିଛି। ଶୁକବ୍ରାର ଅପରାହ୍ନ ୩ଘଟିକା ସମୟରେ ବର୍ଷା ସହ ବଜ୍ରପାତ ହୋଇଥିଲା। ଉକ୍ତ ଗ୍ରାମର ବୀରବର ଜୁଆଙ୍ଗଙ୍କ...

ରକ୍ତ ଭଣ୍ଡାରର ଅଭାବ ଦୂର କରିବାରେ ସାହାଯ୍ୟ କଲା ୨୭ ୟୁନିଟ୍‌ ରକ୍ତ

ବରଗଡ଼ ଅଫିସ୍‌,୧।୫: ଲକ୍‌ ଡାଉନ୍‌ ଯୋଗୁ ବିଭିନ୍ନ ରକ୍ତ ଭଣ୍ଡାରରେ ରକ୍ତର ଅଭାବ ପରିଲକ୍ଷିତ ହୋଇଛି । ଏହି କ୍ରମରେ ବରଗଡ଼ ଜିଲା ଭାଜପା ପକ୍ଷରୁ ଶୁକ୍ରବାର ଦଳୀୟ କାର୍ଯ୍ୟାଳୟରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଶିବିରରେ ୨୭ୟୁନିଟ୍‌...

ଅବକାରୀ ଚଢାଉ, ୧୨୦ଲିଟର ଦେଶୀମଦ ଜବତ

ଖଲ୍ଲିକୋଟ,୧ା୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ଅବକାରୀ ବିଭାଗ ଶୁକ୍ରବାର ସକାଳେ ଚଢାଉ କରି ୧୨୦ଲିଟର ଦେଶୀମଦ ସହ ୪ ବାଇକ ଜବତ କରି ୪ଜଣଙ୍କୁ ଗିରଫ କରିଛି। ଖଲ୍ଲିକୋଟ ଅବକାରୀ ଥାନା ଅନ୍ତର୍ଗତ ସୌରାଛଚିନା, ଲଙ୍ଗଳେଶ୍ୱର, ନାରାୟଣପଲ୍ଲୀ ଛକ ଅଞ୍ଚଳରେ ଚୋରା ଦେଶୀମଦ...

ସାମାଜିକ ଦୂରତା ମଧ୍ୟରେ ଶ୍ରମିକ ଦିବସ ପାଳିତ

ବନ୍ତ,୧।୫(ଡି.ଏନ୍‌.ଏ.)-କରୋନା ଲକ୍‌ ଡାଉନ୍‌ ପରିପେକ୍ଷୀରେ ଶୁକ୍ରବାର ଭଦ୍ରକ ଜିଲା ବନ୍ତ ଥାନା ଛକସ୍ଥିତ ସିପିଆଇ କାର୍ଯ୍ୟାଳୟ ଠାରେ ସିପିଆଇ ଏବଂ ଏଆଇଟିୟୁସି ପକ୍ଷରୁ ସାମାଜିକ ଦୂରତା ମଧ୍ୟରେ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ପ୍ରାରମ୍ଭରେ ଅବସରପ୍ରାପ୍ତ ରାଜସ୍ବ ନୀରିକ୍ଷକ ନିରଞ୍ଜନ...

ରାଜସ୍ଥାନରୁ ବସ୍‌ରେ ଫେରୁଛନ୍ତି ଛାତ୍ରୀଛାତ୍ର

ବରଗଡ଼ ଅଫିସ୍‌,୧।୫: ରାଜସ୍ଥାନର କୋଟା ଅନ୍ତର୍ଗତ ଆଲେନ୍‌ ଇନଷ୍ଟିଚ୍ୟୁଟ୍‌ର ଛାତ୍ରୀଛାତ୍ର ଶୁକ୍ରବାର ସ୍ବତନ୍ତ୍ର ବସ୍‌ ଯୋଗେ ବରଗଡ଼ ଅଭିମୁଖେ ବାହାରିଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ଜିଲାର ୧୯ ଏବଂ ଝାରସୁଗୁଡ଼ା ଜିଲାର ୬ ଛାତ୍ରୀଛାତ୍ର ଅଛନ୍ତି । ବରଗଡ଼...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri