ଆମ ଜିଲା ଖବର

ଶ୍ରମିକଙ୍କ ବିନା ପ୍ରଗତି ଅସମ୍ଭବ

ବଅଁରପାଳ, ୧।୫(ଡି.ଏନ.ଏ.)-ଶ୍ରମିକ ହେଉଛନ୍ତି ରାଷ୍ଟ୍ର ନିର୍ମାତା। ଶ୍ରମଜୀବୀ, ଚାଷୀଙ୍କୁ ବାଦ୍‌ ଦେଇ ଦେଶ ପ୍ରଗତିର ମୂଲ୍ୟାଙ୍କନ କରିବା ନିରର୍ଥକ। ବିକାଶର ସାରଥୀ ଏହି ଦୁଇ ଗୋଷ୍ଠୀଙ୍କୁ ସମ୍ମାନ ନ ମିଳିଲେ ରାଷ୍ଟ୍ରର ବିକାଶ ଠପ୍‌ ହୋଇଯିବ ବୋଲି କହିଛନ୍ତି ଅବସରପ୍ରାପ୍ତ...

୧୪୭୫ ସାମ୍ପଲରୁ ୧୩୪୮ ନେଗେଟିଭ: ଅପେକ୍ଷାରେ ୧୨୭ ରିପୋର୍ଟ

ବାରିପଦା ଅଫିସ, ୧ା୫- କରୋନା ସନ୍ଦେହରେ ଜିଲାର ୧୪୭୫ ଜଣଙ୍କ ସାମ୍ପଲ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିମଧ୍ୟରୁ ୧୩୪୮ ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ବାକି ୧୨୭ ଜଣଙ୍କ ରିପୋର୍ଟ ଅପେକ୍ଷାରେ ରହିଛି। ୧୪୭୫ ଜଣଙ୍କ ମଧ୍ୟରୁ ୭୯...

ମାସ୍କ ପିନ୍ଧି ନ ଥିବାରୁ ଜରିମାନା

ଭଣ୍ଡାରିପୋଖରୀ, ୧।୫(ଡି.ଏନ.ଏ.)-ଭଣ୍ଡାରିପୋଖରୀ ପୋଲିସ ବ୍ଲକର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ବିନା ମାସ୍କରେ ଯାତାୟାତ କରୁଥିବା ୮ ଜଣଙ୍କ ଠାରୁ ୧୬୦୦ ଟଙ୍କା ଜରିମାନା ଆଦାୟ କରିଛି। ଥାନା ଏଏସଆଇ ଅନୁରାଗ ମହାନ୍ତି ଭଣ୍ଡାରିପୋଖରୀ, ସରସଦା, ଛତାବର ମଞ୍ଜୁରୀରୋଡ ଆଦି...

ସକାଳୁ ଚା’ କରିବାବେଳେ ଗ୍ୟାସ୍‌ ସିଲିଣ୍ଡର ଫାଟିଲା

କେସିଙ୍ଗା,୧।୫ (ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ ଅଧୀନ ଉତ୍କେଲା ପଞ୍ଚାୟତ ଅଧୀନ କାଦୋପଡା ଗ୍ରାମରେ ଶୁକ୍ରବାର ଅଘଟଣ ଘଟିଛି। ସକାଳ ୬ଟାରେ ଜଣେ ବ୍ୟକ୍ତିଙ୍କ ଘରେ ରୋଷେଇବେଳେ ଗ୍ୟାସ ସିଲିଣ୍ଡର ଫାଟିଛି। ଏଥିରେ ଦୁଇ ମହିଳା ଗୁରୁତର ହୋଇଛନ୍ତି।...

ତାରାତାରିଣୀ ପୀଠରେ ମାଙ୍କଡ଼ଙ୍କୁ ଖାଦ୍ୟ ଦେଉଛି ପ୍ରଶାସନ, ଟୁଇଟ୍‌ କରି ଜଣାଇଲେ ଜିଲାପାଳ

ଛତ୍ରପୁର,୧ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ ଗଞ୍ଜାମ ଜିଲାର ଆରାଧ୍ୟ ଦୈବୀପୀଠ ମା’ ତାରାତାରିଣୀ ମନ୍ଦିର ମାସେରୁ ଉର୍ଦ୍ଧ୍ୱ ହେଲା ବନ୍ଦ ରହିଛି। ଏପରିକି ମାସେ ଧରି ଚାଲିଥିବା ଚୈତ୍ର ଯାତ୍ରା କେବଳ ପୂଜାବିଧିରେ ଶେଷ ହୋଇଛି। ଭକ୍ତଙ୍କ ପ୍ରବେଶ ସମ୍ପୂର୍ଣ୍ଣ ନିଷେଧ...

ସୁରଟ୍‌ରୁ ଆସିଲା ଆଲୋକଙ୍କ ମୃତଦେହ

ପରଜଙ୍ଗ, ୧।୫(ଡି.ଏନ୍‌.ଏ.)-ସୁରଟ୍‌ରେ ରହି କାର୍ଯ୍ୟ କରୁଥିବାବେଳେ ୪ ମହଲା କୋଠାରୁ ଖସି ପ୍ରାଣ ହରାଇଥିବା ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ଗ୍ରାମର ଆଲୋକ ନାୟକଙ୍କ ମୃତଦେହ ଶୁକ୍ରବାର ଗଁ।ରେ ପହଞ୍ଚତ୍ଛି। ମରଶରୀରକୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ପୈତୃକ ଗଁ।କୁ...

କୋଭିଡ୍‌ ଫଣ୍ଡକୁ ଋଷିକୁଲ୍ୟା ବଣିକ ସଂଘ ଦେଲା ଏକଲକ୍ଷ

ସୋରଡା,୧ା୫(ଡି.ଏନ୍‌.ଏ.)- ସୋରଡାର ଋଷିକୁଲ୍ୟା ବଣିକ ସଂଘ ତରଫରୁ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌)କୁ ଏକ ଲକ୍ଷ ଟଙ୍କା ସ୍ଥାନୀୟ ଥାନା ଅଧିକାରୀଙ୍କ ଜରିଆରେ ପ୍ରଦାନ କରାଯାଇଛି। ଥାନାଧିକାରୀ ଏହାକୁ ଗ୍ରହଣକରି ଗଞ୍ଜାମ ଏସ୍‌ପିଙ୍କ ପାଖକୁ ପଠାଇଛନ୍ତି। ସଂଘର ସନ୍ତୋଷ...

ଗୋପାଳପୁର ବନ୍ଦରରେ ସାମାଜିକ ଦୂରତ୍ୱ ସହ ଶ୍ରମିକ ଦିବସ ପାଳିତ

ଛତ୍ରପୁର,୧ା୫(ଡି.ଏନ୍‌.ଏ.)- ଗୋପାଳପୁର ବନ୍ଦର ଶ୍ରମିକ ସଙ୍ଗଠନ ତରଫରୁ ବନ୍ଦରରେ ଶୁକ୍ରବାର ପ୍ରଶାନ୍ତ କୁମାର କରଙ୍କ ନେତୃତ୍ୱରେ ସାମାଜିକ ଦୂରତ୍ୱ ସହ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଲକ୍‌ଡାଉନ ପରିପ୍ରେକ୍ଷୀରେ ଶ୍ରମିକ ଦିବସ ନିରାଡମ୍ବରରେ ପାଳିତ ହୋଇଥିଲା। ବକ୍ତାମାନେ ଏହି ଦିବସ...

ବାଇଗଣ ବୋଝେଇ ଗାଡିରୁ ୩ କୁଇଣ୍ଟାଲ ଗଞ୍ଜେଇ ମିଳିଲା

ଗୁଡଭେଲା,୧।୫(ଡି.ଏନ.ଏ.):କରୋନା ସମୟରେ ଖାଉଟି ସାମଗ୍ରୀ ପରିବହନ ପାଇଁ ଗାଡିମୋଟର ଉପରେ ରାଜ୍ୟ ସରକାର କଟକଣା କରି ନାହାନ୍ତି। ଏଣୁ ଖାଉଟି ସାମଗ୍ରୀ ବୋଝେଇ ଗାଡିର ଅପବ୍ୟବହାର ହେଉଛି। ଗଞ୍ଜେଇ ମାଫିଆମାନେ ଫଇଦା ଉଠାଉଛନ୍ତି। ଶୁକ୍ରବାର ଏପରି ଏକ ଘଟଣା ଦେଖିବାକୁ...

ଶ୍ରମିକ ଦିବସରେ ରକ୍ତଦାନ କଲେ

ବରଗଡ଼ ଅଫିସ୍‌,୧।୫: ବରଗଡ଼ର ଓଶ୍ରୁ ଅନୁଷ୍ଠାନ ପକ୍ଷରୁ ଶୁକ୍ରବାର ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଛି । ଏହି ଅବସରରେ ଓଶ୍ରୁ ଭବନରେ ବରିଷ୍ଠ ସଭ୍ୟ ଶରତ କୁମାର ବେହେରା ଝଣ୍ଡା ଉତ୍ତୋଳନ କରିଥିବାବେଳେ ଦିବଂଗତ ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ...

ଧାନ ଅମଳରେ ପଞ୍ଜୀକୃତ ଶ୍ରମିକଙ୍କୁ ନିୟୋଜନ ଦାବିକଲା ଚାଷୀ ସଂଗଠନ

ବରଗଡ଼ ଅଫିସ୍‌,୧।୫: ବରଗଡ଼ ଜିଲାରେ ଧାନ ଅମଳ କାର୍ଯ୍ୟ ଆରମ୍ଭ ହୋଇ ଯାଇଛି । ମାତ୍ର ଲକ୍‌ ଡାଉନ୍‌ ଯୋଗୁ ଧାନ ଅମଳରେ କୃଷି ଶ୍ରମିକଙ୍କ ଅଭାବ ପରିଲକ୍ଷିତ ହୋଇଛି । ଏଥିପାଇଁ ଚାଷୀ ଧାନ ଅମଳ କରି ନ...

ଧରିତ୍ରୀ ପ୍ରଭାବ: ଚିକିତ୍ସା ପାଇଁ ସହାୟତା ରାଶି ପଠାଇଲେ ପ୍ରବାସୀ ଭାରତୀୟ

ବରଗଡ଼ ଅଫିସ୍‌,୧।୫- ନିଆଁରେ ପୋଡ଼ି ହୋଇ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଲ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦) ଗୁରୁତର ଆହତ ହୋଇଛନ୍ତି । ସେ ବର୍ତ୍ତମାନ କଟକ ଏସ୍‌ସିବି ମେଡ଼ିକାଲ କଲେଜ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri