ଆମ ଜିଲା ଖବର

ଲୋଭର ବଶବର୍ତ୍ତୀ ନ ହୋଇ ଯୁବକ ଫେରାଇଲେ ୨୨ ହଜାର ଟଙ୍କା

ସୁନ୍ଦରଗଡ,୧୯।୧୦(ଡି.ଏନ୍‌.ଏ.)-ଆଜି ବିଞ୍ଚିଛି ମାନବିକତା। ଲୋଭର ବଶବର୍ତ୍ତୀ ନ ହୋଇ ଜଣେ ଯୁବକ ଶହେ କି ହଜାରେ ନୁହେଁ ଏକାବେଳେ ୨୨ ହଜାର ଟଙ୍କା ରାସ୍ତାରୁ ପାଇଥିଲେ ମଧ୍ୟ ଏହାର ପ୍ରକୃତ ମାଲିକଙ୍କୁ ଫେରାଇ ଦେଇଛନ୍ତି। ଏହି ଘଟଣା ସୁନ୍ଦରଗଡ ଜିଲା ବିଲେଇମୁଣ୍ଡାରେ…

ବେକରେ କଟୁରି ଲଗାଇ ନେଇଗଲେ ଗହଣା, ଟଙ୍କା

ଖୁଣ୍ଟୁଣୀ,୧୯ା୧୦(ଡି.ଏନ୍‌.ଏ.): ଖୁଣ୍ଟୁଣୀ ଥାନା ଖମାରନୂଆଗାଁ ଗ୍ରାମର ଲଛମନ ରାଉତଙ୍କ ଘରେ ରବିବାର ରାତିରେ ଦୁର୍ବୃତ୍ତମାନେ ଘରଲୋକଙ୍କ ବେକରେ କଟୁରି ଲଗାଇ ୬୬ ଗ୍ରାମ ଓଜନର ଗହଣା ଓ ୨୫ ହଜାର ଟଙ୍କା ଲୁଟି ନେଇଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ପୋଲିସ…

ଜୁଆଖେଳ ଚାଲିଥିବା ବେଳେ ଚଢ଼ାଉ: ୫ ଜୁଆଡି ଗିରଫ

ଦିଗପହଣ୍ଡି,୧୯।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ରାଜପୁର ଗାଁରେ ଜୁଆଖେଳ ଚାଲିଥିବା ବେଳେ ଦିଗପହଣ୍ଡି ପୋଲିସ ଚଢ଼ାଉ କରି ୫ ଜୁଆଡିଙ୍କୁ ଗିରଫ କରିଛି। ଥାନା ଆଇଆଇସି ବସନ୍ତ କୁମାର ସେଠୀଙ୍କ ନେତୃତ୍ୱରେ ପୋଲିସ ଟିମ ଅତର୍କିତ ଚଢ଼ାଉ…

କଟକ ସହରରୁ ଆଜି ୬୪ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୯।୧୦- କଟକ ସହରରୁ ଆଜି ମୋଟ ୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୩୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ…

ମାଓବାଦୀଙ୍କ ଆଡ୍ଡାରେ ଚଢାଉ: ବିପୁଳ ପରିମାଣର ବିସ୍ପୋରକ ଜବତ

କୋରାପୁଟ,୧୯।୧୦(ସ୍ବ.ପ୍ର)-କୋରାପୁଟ ଜିଲା ମାଛକୁଣ୍ଡ ସୀମାବର୍ତ୍ତୀ ଅଞ୍ଚଳରେ ଥିବା ଜଙ୍ଗଲରେ ମାଓବାଦୀଙ୍କ ଏକ ଆଡ୍ଡା ଉପରେ ରବିବାର ପୋଲିସ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ବିସ୍ପୋରକ ସାମଗ୍ରୀ, ମାଓବାଦୀ କ୍ୟାଡରଙ୍କ ଫଟୋ, ଅତ୍ୟାଧୁନିକ ବିସ୍ପୋରକ ଜବତ କରାଯାଇଛି। ଏ ନେଇ ସୋମବାର…

ସ୍ବର୍ଗଦ୍ୱାରରୁ ହଟିଲା କଟକଣା

ପୁରୀ ଅଫିସ,୧୯ା୧୦: ମହାମାରୀ କରୋନା ପାଇଁ ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଉପରେ ଲଗାଯାଇଥିବା କଟକଣା ହଟିଛି । ସୋମବାର ଜିଲାପାଳ ବଲୱନ୍ତ ସିଂ ଏ ସମ୍ପର୍କରେ ସ୍ପଷ୍ଟ କରିଛନ୍ତି । ଏଣିକି ସରକାରଙ୍କ କୋଭିଡ୍‌ ଗାଇଡ୍‌ ଲାଇନ ଅନୁପାଳନ କରି ଜିଲା…

ବରଗଡ଼ରୁ ୪୬ ନୂଆ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୮ହଜାର ଟପିଲା

ବରଗଡ଼ ଅଫିସ,୧୯।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଜିଲାରୁ ପୁଣି ୪୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରୁ ୬ ଝଣ ରହିଥିବା ବେଳେ ବରଗ ବ୍ଲକର ୬,…

ଦୁର୍ଗା ମୂର୍ତ୍ତି ଉଚ୍ଚତା ବିବାଦ: ୯ ପୂଜା କମିଟିକୁ ମିଳିଲା ଅନୁମତି

କଟକ ଅଫିସ, ୧୯।୧୦: ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଦୁର୍ଗା ମୁର୍ତ୍ତିର ଉଚ୍ଚତାକୁ ନେଇ ଲାଗି ରହିଥିବା ବେଳେ ବିବାଦ ହାଇକୋର୍ଟକୁ ଯାଇଥିଲା। ଶେଷରେ ୯ ପୂଜା କମିଟିକୁ ହାଇକୋର୍ଟ ଅନୁମତି ଦେଇଛନ୍ତି। ଆଡଭୋକେଟ ଜେନେରାଲଙ୍କ ରିପୋର୍ଟ ଆଧାରରେ ହାଇକୋର୍ଟ…

ବିପୁଳ ପରିମାଣର ମାଓବାଦୀ ବିସ୍ଫୋରକ ସାମଗ୍ରୀ ଜବତ

କୋରାପୁଟ,୧୯ା୧୦(ସ୍ବ.ପ୍ର.): କୋରାପୁଟ ଜିଲାର ସୀମାନ୍ତ ଆଙ୍କଦଳି ଅଞ୍ଚଳରୁ ଏକ ପ୍ଲାଷ୍ଟିକ୍‌ ଡ୍ରମରେ ପୋତା ଯାଇଥିବା ବିପୁଳ ପରିମାରଣର ମାଓବାଦୀ ବିସ୍ଫୋରକ ଜବତ କରାଯାଇଛି। କୋରାପୁଟ ଡିଭିଏଫ୍‌ ଏବଂ ଆଙ୍କଦଳି ବିଏସ୍‌ଏଫ୍‌ର ମିଳିତ ଅପରେଶନ ସମୟରେ ଏହି ସାମଗ୍ରୀ ଜବତ କରାଯାଇଥିବା ଏସ୍‌ପି…

ବିପୁଳ ପରିମାଣର ନକଲି ଜର୍ଦ୍ଦା ଜବତ, ୩ ଗିରଫ

ଜେନାପୁର,୧୯ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ଏଣ୍ଡଳବା ପଞ୍ଚୟତ ଅଧୀନ ମାଳହାଟ ଗ୍ରାମସ୍ଥିତ ଏକ ଘରୁ ବିଭିନ୍ନ ବ୍ରାଣ୍ଡର ନକଲି ଜର୍ଦ୍ଦା ଜବତ ହୋଇଛି। ଏଥିରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଯାଜପୁରରୋଡ୍‌ ଏସ୍‌ଡିପିଓ ଚିନ୍ମୟ କୁମାର ନାୟକ…

ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗ ନେଇ ଶଙ୍କରାଚାର୍ଯ୍ୟଙ୍କ ମତ ଲୋଡିଲା ଜଗନ୍ନାଥ ସେନା

ପୁରୀ ଅଫିସ, ୧୯।୧୦: ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ଏବଂ ୨୬ ବର୍ଷ ପରେ ପଡ଼ୁଥିବା ଜାଗାର୍ଜୁଦ ବେଶ ଦର୍ଶନ ପ୍ରସଙ୍ଗରେ ଜଗତ୍‌ଗୁରୁ ଶଙ୍କାରାଚାର୍ଯ୍ୟଙ୍କଠାରୁ ଧାର୍ମିକ ମତ ଲୋଡିଛି ଜଗନ୍ନାଥ ସେନା। ସୋମବାର ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ପ୍ରମୁଖ ଗୋବର୍ଦ୍ଧନ…

ସ୍କୁଲ ଫି’ ମାମଲା: ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ

କଟକ ଅଫିସ,୧୯ା୧୦: ହାଇକୋର୍ଟରେ ସ୍କୁଲ ଫି’ ସମ୍ପର୍କିତ ମାମଲା ପ୍ରସଙ୍ଗରେ ଆଗତ କିଛି ଇଣ୍ଟରଭେନ୍‌ସନ ପିଟିଶନକୁ ସୋମବାର ମାନ୍ୟବର କୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି। କିଛି ଘରୋଇ ସ୍କୁଲ ପକ୍ଷରୁ ଏହି ପିଟିଶନ ହାଇକୋର୍ଟରେ ଆଗତ କରାଯାଇଥିଲା। ତେବେ ସ୍କୁଲ ଫି’ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri