ଆମ ଜିଲା ଖବର

ପୋଲିସକୁ ନ ଜଣାଇ ଜାଳିଦେଲେ ଛାତ୍ରୀଙ୍କ ମୃତଦେହ

ଚିକିଟି,୨ା୪: ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଧାନଘର ଫାଣ୍ଡି ଡାଳପଲଙ୍କ ଅଞ୍ଚଳର ଜଣେ ଦଶମ ଛାତ୍ରୀ ଶୁକ୍ରବାର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଆତ୍ମହତ୍ୟାର କାରଣ ଜଣାପଡି ନାହିଁ। ହେଲେ ପ୍ରେମ ସମ୍ପର୍କକୁ ନେଇ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି।…

ଝାରସୁଗୁଡ଼ାରୁ ଚେନ୍ନାଇକୁ ଉଡ଼ିଲା ବିମାନ

ଝାରସୁଗୁଡ଼ା ଅଫିସ,୨ା୪: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ଚେନ୍ନାଇକୁ ଶୁକ୍ରବାର ବିମାନ ସେବା ଆରମ୍ଭ ହୋଇଛି। ସ୍ପାଇସ୍‌ ଜେଟ୍‌ ବିମାନ ଚେନ୍ନାଇରୁ ୮୪ଜଣ ଯାତ୍ରୀଙ୍କୁ ଧରି ଝାରସୁଗୁଡ଼ା ବିମାନ ବନ୍ଦରରେ ଅପରାହ୍ନ ୩ଟା ୨୦ରେ ପହଞ୍ଚତ୍ଥିଲା। ପରେ ଏହି…

ପୋଲିସ ଟୋପି ପିନ୍ଧି ହଟହଟା ହେଲେ ଯନ୍ତ୍ରୀ

ମାଲକାନଗିରି,୨ା୪: ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦର କନିଷ୍ଠ ଯନ୍ତ୍ରୀ ସୁଶୀଲ କୁମାର ବେହେରା ପୋଲିସ ଟୋପି ପିନ୍ଧି ହଟହଟା ହୋଇଛନ୍ତି। ଟୋପିର ଅପବ୍ୟବହାର ଏବଂ ଅବମାନନା କରିଥିବାରୁ ତାଙ୍କୁ ଥାନାକୁ ଯିବାକୁ ପଡ଼ିଛି। ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ…

୨ ଦିନରେ ଜବତ ହେଲାଣି ୩୪୪ ଗ୍ରାମ ବ୍ରାଉନସୁଗାର

ଭଦ୍ରକ ଅଫିସ, ୨।୪: ଭଦ୍ରକ ଟାଉନ ଥାନା ପୋଲିସ ଶୁକ୍ରବାର ମୋଟେଲ ଛକ ନିକଟରୁ ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ଧୂଷୁରୀ ଥାନା ଅଧୀନ ବାଲିପାଟଣା ଗାଁର ପ୍ରଦୀପ କୁମାର ମହାନ୍ତି ଓରଫ ଟୁଲୁ। ପୋଲିସ ତାଙ୍କ…

ପାଠ ପଢ଼ାନାଁରେ ଛାତ୍ରୀଙ୍କୁ ନିର୍ଯାତନା ଦେଉଥିଲେ ଶିକ୍ଷୟିତ୍ରୀ

ବାସୁଦେବପୁର,୨ା୪: ପାଠ ପଢ଼ାଇବା ଆଳରେ ଛାତ୍ରୀ ତଥା ୨ ଭଉଣୀଙ୍କୁ ଘରେ ରଖି ନିର୍ଯାତନା ଦେବା ଭଳି ଘଟଣା ଭଦ୍ରକ ଜିଲା ବାସୁଦେବପୁର ବ୍ଲକରୁ ସାମ୍ନାକୁ ଆସିଛି। ଛାତ୍ରୀଙ୍କ ମା’ଙ୍କ ଅଭିଯୋଗକୁ ଭିତ୍ତି କରି ବାସୁଦେବପୁର ଥାନା ପୋଲିସ ଅଢୁଁଆ ନୋଡାଲ…

୩ ସପ୍ତାହ ବନ୍ଦ ରହିବ ସାପ୍ତାହିକ ହାଟ

ଝାରସୁଗୁଡ଼ା ଅଫିସ,୨।୪: ପଡୋଶୀ ଛତିଶଗଡ଼ ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଛତିଶଗଡ଼ ରାଜ୍ୟର ରାୟଗଡ଼ ଜିଲାକୁ ଲାଗି ରହିଛି ଝାରସୁଗୁଡ଼ା ଜିଲା। ଉଭୟ ରାଜ୍ୟ ସୀମାନ୍ତରେ ଲୋକଙ୍କ ଯାତାୟାତ ରହିଥିବା ବେଳେ କରୋନା ସଂକ୍ରମଣ…

ଅଣ୍ଡରପାସ ରାସ୍ତା ନିର୍ମାଣକୁ ବିରୋଧ

ଖୋର୍ଦ୍ଧା ଅଫିସ,୨।୪: ଭୁବନେଶ୍ୱର-ଚେନ୍ନାଇ ୧୬ ନଂ. ଜାତୀୟ ରାଜପଥ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଅଣ୍ଡରପାସ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ଚାଲିଥିବା ଅଣ୍ଡରପାସ ରାସ୍ତା ନିର୍ମାଣକୁ ଶୁକ୍ରବାର ଖୋର୍ଦ୍ଧା ନାଗରିକ ମଞ୍ଚ ପକ୍ଷରୁ ତୀବ୍ର ବିରୋଧ…

ପାଣି କୁଣ୍ଡରେ ଗଳିପଡ଼ିଥିଲା ହାତୀ ଛୁଆ, ଭଙ୍ଗା ହେବା ପରେ ଟେକି ନେଲା ମା’

ବାରିପଦା ଅଫିସ,୨।୪: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଗାଁ ଅମର୍ଦାର ନିକଟରେ ଥିବା ଦଶ ଫୁଟ ଗଭୀର ପାଣି କୁଣ୍ଡ ଭିତରୁ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ଶୁକ୍ରବାର ଭୋରୁ ହାତୀ ଛୁଆଟି କୁଣ୍ଡରେ ଗଳି ପଡ଼ିଥିବା ଖବର ପାଇ…

ଘର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ

ପାଟଣା,୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଡେଣୁଆଁ ଗାଁର ମହାନ୍ତ ସାହିରୁ ଶୁକ୍ରବାର ସାକଳେ ଘର ଭିତରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ସେ ହେଲେ ନେତ୍ରାନନ୍ଦ ମହାନ୍ତଙ୍କ ପୁଅ ନିକୁଞ୍ଜ ବିହାରୀ ମହାନ୍ତ। ନିକୁଞ୍ଜ ତାଙ୍କ…

ଦିଅରଙ୍କ ହାତରେ ଭାଉଜଙ୍କ ଜୀବନ ଗଲା

କଟକ ଅଫିସ,୨।୪: କଟକ ସହର ଶିଖରପୁର ଉପର ସାହିରେ ଜମିବାଡିକୁ କେନ୍ଦ୍ରକରି ଶୁକ୍ରବାର ସକାଳେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଦିଅରଙ୍କ ଆକ୍ରମଣରେ ବିଧବା ଭାଉଜଙ୍କର ମୃତ୍ୟୁ ଘଟିଛି। ମୃତ ଭାଉଜ ହେଲେ କାମାକ୍ଷୀ ସ୍ବାଇଁ (୪୫)। କାମାକ୍ଷୀଙ୍କ ଶରୀରର ବିଭିନ୍ନ…

ରୋଷେଇ ବେଳେ ଫାଟିଗଲା ଗ୍ୟାସ୍‌ ଟାଙ୍କି

ପାଟଣା,୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମର ବଡ଼ଦାଣ୍ଡ ସାହିରେ ଏକ ବଡ଼ ଧରଣର ଦୁର୍ଘଟଣାରୁ ପ୍ରଭାତ ରଣାଙ୍କ ପରିବାର ଅଳ୍ପକେ ବର୍ତ୍ତିଯାଇଛନ୍ତି। ଗୁରବାର ରାତି ପ୍ରାୟ ୮ଟାରେ ପ୍ରଭାତଙ୍କ ସ୍ତ୍ରୀ ଚିନ୍ମୟୀ ରଣା ରୋଷେଇ କରୁଥିବା ବେଳେ ହଠାତ୍‌…

ସମସ୍ୟାରେ ଶତାୟୁ ଶିକ୍ଷାନୁଷ୍ଠାନ

ଢେଙ୍କାନାଳ ଅଫିସ,୨।୪: ଢେଙ୍କାନାଳର ଶତାୟୁ ଶିକ୍ଷାନୁଷ୍ଠାନ ବ୍ରଜନାଥ ବଡଜେନା ଉଚ୍ଚ ବିଦ୍ୟାଳୟ (ବି.ବି ହାଇସ୍କୁଲ) ସମ୍ପ୍ରତି ସମସ୍ୟା ଭିତରେ ଗତି କରୁଛି। ଏହି ଐତିହ୍ୟସମ୍ପନ୍ନ ପୁରାତନ ଶିକ୍ଷାନୁଷ୍ଠାନରେ ୫ମାସ ହେଲା ସ୍ଥାୟୀ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଛି। ୬ଷ୍ଠରୁ ୮ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?