ଝାରସୁଗୁଡାରେ କୋଭିଡ ମୁକାବିଲା କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ, ଉନ୍ନୟନ କମିଶନର
ଝାରସୁଗୁଡ଼ା ଅଫିସ,୧।୫: ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭି.କେ ପଣ୍ଡିଆନ ଶୁକ୍ରବାର ଦିନିକିଆ ଝାରସୁଗୁଡା ଜିଲା ଗସ୍ତ କରିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରୁ ଯାଇ ଝାରସୁଗୁଡା ବିମାନବନ୍ଦରରେ ଓହ୍ଲାଇଥିଲେ। ପରେ ଗାଡ଼ି...
ବାଲେଶ୍ୱରରେ ଆଉ ଜଣେ ପଜିଟିଭ୍ ଚିହ୍ନଟ: ୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ବାଲେଶ୍ୱର ଅଫିସ,୧ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ଆଉ ଜଣେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି। ସେ ଜଣେ ପୁରୁଷ ଏବଂ ତାଙ୍କ ବୟସ ୫୮ ବର୍ଷ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ...
କଟକଣା ନ ମାନି ବଡ଼ଦାଣ୍ଡରେ ବୁଲିଲେ ବିଦେଶୀ
ପୁରୀ ଅଫିସ,୧।୫: ମହାମାରୀ କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ନିର୍ଦ୍ଦେଶାବଳୀ ଜାରି କରୁଛନ୍ତି। ପୁରୀରେ ମଧ୍ୟ ଏକାଧିକ କଟକଣା ଜାରି କରାଯାଇଛି। ତେବେ ପୁରୀରେ ଜଣେ ବିଦେଶୀ ଲକ୍ଡାଉନ କଟକଣା ଉଲ୍ଲଂଘନ କରି ବଡଦାଣ୍ଡରେ ଖୁଲମଖୁଲା ବୁଲିବା...
ମୁସଲମାନ ବ୍ୟକ୍ତିଙ୍କ ମୃତ୍ୟୁ ମାମଲା : ହାଇକୋର୍ଟରେ ରାଜ୍ୟ ସରକାର ରଖିଲେ ଜବାବ
କଟକ ଅଫିସ୍,୧।୫: ଜଣେ ମୁସଲମାନ୍ ବ୍ୟକ୍ତିଙ୍କର ଏକ ଘରୋଇ ନର୍ସିଂହୋମ୍ରେ ଡାଏଲିସିସ୍ ନ ହୋଇ ପାରିବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ମାମଲାରେ ରାଜ୍ୟ ସରକାର ଗୁରୁବାର ହାଇକୋର୍ଟରେ ଜବାବ...
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଟଙ୍କା ପଠାଇଲେ କୋଟନିଆ ପଡାବାସୀ
ଜୁନାଗଡ,୧ା୫(ଡି.ଏନ୍.ଏ)-କୋଭିଡ-୧୯ରେ ପ୍ରଭାବିତ ଲୋକଙ୍କ ସହାୟତା ପାଇଁ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ପଞ୍ଚାୟତ କୋଟନିଆ ପଡାବାସୀ ଆଗେଇ ଆସିଛନ୍ତି। ଏହି ପଡାର ସମସ୍ତ ଲୋକ ନିଜନିଜ ମଧ୍ୟରେ ଚାନ୍ଦା କରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫାଣ୍ଠିକୁ ଗୁରୁବାର ୭୦୦୭ ଟଙ୍କା...
୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ ଦେବଗଡ଼ କରୋନା ସଂକ୍ରମିତ
ଦେବଗଡ଼, ୧ା୫(ଡି.ଏନ.ଏ.)-ଦେବଗଡ଼ ଜିଲା ତିଲେଇବଣୀ ବ୍ଲକ କଲଣ୍ଡା ପଞ୍ଚାୟତ ଅନ୍ତର୍ଗତ ବାସୁଦେବପୁର ଗ୍ରାମରେ ବୁଧବାର ଜଣେ କରୋନା ରୋଗୀ ଚିହ୍ନଟ ହେବା ପରେ ତାଙ୍କୁ ସ୍ଥାନୀୟ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ା ସଂପୃକ୍ତ ବ୍ୟକ୍ତି ୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ...
ସ୍ବେଚ୍ଛାସେବୀଙ୍କୁ ପୋଲିସର ଦୁର୍ବ୍ୟବହାର, ଜିଲାପାଳ, ଏସ୍ପିଙ୍କୁ ଫେରାଦ
ବରଗଡ଼ ଅପିସ୍, ୧ା୫ – କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ ପାଇଁ ଦେଶବ୍ୟାପୀ ଲକ୍ଡାଉନ୍ କଟକଣା ଲାଗୁ ହୋଇଛି। ଏଭଳିସ୍ଥଳେ ଗରୀବ, ଅସହାୟଙ୍କ ଜୀବନଯାପନ ଦୁର୍ବିସହ ହୋଇ ପଡ଼ିଛି। ଏଭଳି ବିପର୍ଯ୍ୟୟ ସମୟରେ ବିଭିନ୍ନ ସାମାଜିକ ସଂଗଠନର ସ୍ବେଚ୍ଛାସେବୀମାନେ ଜଣେ...
ଅତ୍ୟାବଶ୍ୟକ ସାମଗ୍ରୀ ବଣ୍ଟନରେ ଅବ୍ୟବସ୍ଥା
ଢେଙ୍କାନାଳ ଅଫିସ, ୧।୫ – କରୋନା ସଙ୍କଟ ସମୟରେ ଢେଙ୍କାନାଳ ଜିଲାରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅବ୍ୟବସ୍ଥା ହେଉଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଗରିବ, ଅସହାୟ ଏବଂ ଅଙ୍ଗନଓ୍ବାଡି ଶିଶୁଙ୍କ ପାଇଁ ଆସିଥିବା ଅତ୍ୟାବଶ୍ୟକ ସାମଗ୍ରୀର ବାଟମାରଣା...
କାର୍ଯ୍ୟାଳୟ, ବାସଗୃହ ଉଦ୍ଘାଟିତ
ଛେଣ୍ଡିପଦା,୧।୫(ସ୍ବ.ପ୍ର.) – ଛେଣ୍ଡିପଦା ବ୍ଲକ କୋଶଳା ପଞ୍ଚାୟତରେ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ନିର୍ମିତ କୋଶଳା ବନପାଳ କାର୍ଯ୍ୟାଳୟ ଓ ବନରକ୍ଷୀଙ୍କ ବାସଗୃହ ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଅନୁଗୋଳ ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକ ପ୍ରଦୀପ ରାଜ କରାଟ...
ଅବକାରୀ ବିଭାଗ ରିପୋର୍ଟ ନେଇ ଚାଲିଛି ତର୍ଜମା
ଅନୁଗୋଳ ଅଫିସ, ୧।୫ – ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆ ଭାଟିରେ ଚୋରା ମଦ କାରବାର ଅଭିଯୋଗରେ ଗିରଫ ହୋଇ ଜେଲ୍ରେ ଥିବା ଜଣାଶୁଣା ବ୍ୟବସାୟୀ ବିକ୍ରମ କିଶୋର ସାହୁଙ୍କ ସମ୍ପର୍କରେ ପ୍ରଶାସନ ପକ୍ଷରୁ ଅଧିକ ଖୋଳତାଡ଼ କରାଯାଉଛି। ଭାଟି...
ମାଲ୍ ପରିବହନରେ ବାଧା ହଟାଅ
ଅନୁଗୋଳ ଅଫିସ, ୧।୫ – ଲକ୍ଡାଉନ୍ ସମୟରେ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ସଫଳତାର ସହିତ କାର୍ଯ୍ୟକାରୀ କରିବାକୁ ନେଇ ଗୁରୁବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାମାରୀ କରୋନାର ଠିକ୍...
ପ୍ରବାସୀଙ୍କ ପାଇଁ ଚାଲିଛି ହୋଟେଲ ଖୋଜା: ଜିଲାପାଳଙ୍କ ଅନୁମୋଦନକୁ ଅପେକ୍ଷା
ଅନୁଗୋଳ ଅଫିସ, ୧।୫ – ରାଜ୍ୟ ଓ ଜିଲା ବାହାରୁ ଅନୁଗୋଳ ଜିଲାକୁ ଆସିବାକୁ ଥିବା ପ୍ରବାସୀମାନଙ୍କୁ ରଖିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଉଛି। ସେମାନଙ୍କ ମଧ୍ୟରୁ ଯେଉଁମାନେ ସରକାରୀ କ୍ବାରାଣ୍ଟାଇନ୍ ସେଣ୍ଟରରେ ନ ରହିବେ ସେମାନଙ୍କ ପାଇଁ...
Archives


