ଆମ ଜିଲା ଖବର

ବଜ୍ରକାପ୍ତା ର଼୍ୟାକେଟ ଧରାପଡ଼ିଲା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ)/: ସୋନପୁର (ନି.ପ୍ର)ରାଜ୍ୟରେ ଏବେ ବନ୍ୟଜନ୍ତୁ ଶିକାର ଅବାଧରେ ଚାଲିଛି। କରୋନା ମହାମାରୀଠାରୁ ଶିକାରି ଓ ଚାଲାଣକାରୀ ବେଶ୍‌ ସକ୍ରିୟ ହୋଇପଡିଛନ୍ତି। ବନ ବିଭାଗ ଓ ପୋଲିସର ଅପାରଗତା ପାଇଁ ମାଫିଆମାନେ ସେମାନଙ୍କ ର଼୍ୟାକେଟକୁ ଆହୁରି ବ୍ୟାପକ କରିଛନ୍ତି। ବନ୍ୟଜନ୍ତୁ ଶିକାର…

ପୂଜାରେ ଭାଙ୍ଗିବ ପରମ୍ପରା

ଭୁବନ, ୧୯।୧୦ (ବିପିନ ବିହାରୀ ସେଠୀ) : ସ୍ଥିତି ସ୍ବାଭାବିକ ଥିଲେ ଏତେବେଳକୁ ଆରମ୍ଭ ହୋଇସାରନ୍ତାଣି ଗହଳଚହଳ। ମେଢ଼, ମୂର୍ତ୍ତି, ସାଜସଜ୍ଜା ପାଇଁ ଚାଲିଥାନ୍ତା ପ୍ରତିଯୋଗିତା। ବଳଦଙ୍କୁ ନେଇ ବାହାରୁଥିବା ଅଭ୍ୟାସ ଶୋଭାଯାତ୍ରା, ବାଦ୍ୟବାଜଣାରେ କମ୍ପୁଥାନ୍ତା ପରିବେଶ। ବନ୍ଧୁବାନ୍ଧବରେ ପୂରି ଉଠନ୍ତାଣି ଘରଦ୍ୱାର।…

କଟକଣା ଭିତରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲୁ: ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଜୟନ୍ତ

ପୁରୀ ଅଫିସ,୧୯ା୧୦: କରୋନା କଟକଣାକୁ ପାଳନ କରି ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବାକୁ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ମତ ରଖିଛନ୍ତି। ଏ ନେଇ ସେ ରବିବାର ସାମାଜିକ ଗଣମାଧ୍ୟମ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଜୟନ୍ତ ତାଙ୍କ ପୋଷ୍ଟରେ ଉଲ୍ଳେଖ…

୧୭୪ ସ୍କୁଲରେ ଝୁଲିବ ତାଲା

ଅନୁଗୋଳ ଅଫିସ, ୧୯ା୧୦:  ଅନୁଗୋଳ ଜିଲାର ଆଉ ୧୭୪ ବିଦ୍ୟାଳୟରେ ତାଲା ଝୁଲାଇବେ ସରକାର। ବନ୍ଦ ହେବାକୁ ଥିବା ଏହି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକୁ ଚିହ୍ନଟ କରାଯାଇସାରିଛି। ବିଶେଷକରି ୨୦ରୁ କମ୍‌ ଛାତ୍ରୀଛାତ୍ର ଥିବା ଶିକ୍ଷାନୁଷ୍ଠାନରେ ତାଲା ପକାଇ ଏହାକୁ…

ଶୁଦ୍ଧିକ୍ରିୟା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିଲେ: ବଜ୍ରପାତରେ ଚାଲିଗଲା ଦାଦା, ପୁତୁରାଙ୍କ ଜୀବନ

ବିରିଡ଼ି,୧୮ା୧୦(ଡି.ଏନ.ଏ.): ଶୁଦ୍ଧିକ୍ରିୟା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିବାବେଳେ ବଜ୍ରପାତ ଘଟି ସମ୍ପର୍କୀୟ ଦାଦା, ପୁତୁରାଙ୍କ ମୃତ୍ୟୁ ଘଟିଛି। ଜଗତ୍‌ସିଂହପୁର ଜିଲା ବିରିଡ଼ି ବ୍ଲକ ଅନ୍ତର୍ଗତ ୨୨ ମୌଜା ବାରଡ଼ିଆ ଗ୍ରାମରେ ରବିବାର ଅପରାହ୍ନରେ ଏହି ଘଟଣା ଘଟିଛି। ମୃତକ ହେଲେ ଦାଦା…

ଘରେ ଶୋଇଥିବା ବେଳେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ଜଟଣୀ,୧୮ା୧୦(ଡି.ଏନ.ଏ): ଜଟଣୀ ଥାନା ଅଧୀନ ତରାବୋଇ ଗ୍ରାମ ନୂଆସାହିର ବଙ୍କିନା ତାଡ଼ ଦୁଇ ପିଲାଙ୍କୁ ଧରି ଶୋଇଥିବା ବେଳେ ରବିବାର ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ବାହାରୁ କବାଟ ଦେଇ ନିଆଁ  ଲଗାଇଥିଲେ। ଏଥିରେ କବାଟର କିଛି ଅଁଶ ପୋଡ଼ିଯାଇଛି। ନିଆଁ…

ଜଟଣୀ ମୁଣ୍ଡିଆସାହିରେ ବୋମାମାଡ଼: ପୋଲିସ ତଦନ୍ତ ଜାରି

ଜଟଣୀ,୧୮ା୧୦(ଡି.ଏନ୍‌.ଏ.): ଜଟଣୀ ଥାନା ଅଧୀନ ବାଲିଛକ ମୁଣ୍ଡିଆସାହିର ରବି ପ୍ରଧାନଙ୍କ ଘର ଉପରକୁ ରବିବାର ବୋମାମାଡ଼ ହୋଇଛି। ଏଥିରେ ଉକ୍ତ ସାହିର ନରେଶ ଦାସ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ…

ବୁଦୁଲିପଦର ଘାଟିରୁ ୨ ଯୁବକଙ୍କ ମୃତଦେହ ଉଦ୍ଧାର: ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ

ବାଲିଗୁଡା,୧୮।୧୦(ଡି.ଏନ.ଏ.)-କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ତୁମୁଡ଼ିବନ୍ଧ ଥାନା ବୁଦୁଲିପଦର ଘାଟିରୁ ରବିବାର ପୋଲିସ ଦୁଇ ଜଣ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ତୁମୁଡ଼ିବନ୍ଧର ସଙ୍କଳ୍ପ ନାୟକ ଓ ତପନ କୁମାର ବେହେରା। ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ…

ଭୁଜାଲି ଦେଖାଇ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ବାଲେଶ୍ୱର ଅଫିସ,୧୮ା୧୦: ସୋରର ଜଣେ ଗହଣା ଦୋକାନୀଙ୍କୁ ଭୁଜାଲି ଦେଖାଇ ଦୁର୍ବୃତ୍ତମାନେ ୮୦ ଗ୍ରାମ ସୁନା, ଚାରି କିଲୋ ରୁପା ଏବଂ ନଗଦ ୧୩ ହଜାର ଟଙ୍କା ଲୁଟି ନେଇଛନ୍ତି। ଦୁଇଟି ବାଇକ୍‌ରେ ୬ ଜଣ ଦୁର୍ବୃତ୍ତ ରୁଷ ଗାଁର ଗହଣା…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ କରୋନା

ଭବାନୀପାଟଣା,୧୮।୧୦(ଡି.ଏନ୍‌.ଏ.): ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଭକ୍ତଚରଣ ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ପଜିଟିଭ୍‌ ଚିହ୍ନଟ ହେବା ପରେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଗୃହ ସଂଗରୋଧରେ ରହି ଚିକିତ୍ସିତ ହେଉଛନ୍ତି। ତେବେ ସେ ସୁସ୍ଥ ଓ ଫିଟ୍‌…

ରାସ୍ତାପାର୍ଶ୍ୱରେ ପଡ଼ିଥିବା ପେଟିଭିତରୁ ନବଜାତକର ମୃତଦେହ ଉଦ୍ଧାର

ବସ୍ତା,୧୮ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ବାଲିଆପାଳ ରାସ୍ତାର ପେଜଗଳl ପୋଲ ନିକଟ ରାସ୍ତାପାର୍ଶ୍ୱରେ ରବିବାର ସକାଳେ ଏକ ପେଟି ଭିତରେ ନବଜାତକର ମୃତଦେହ ପଡ଼ିଥିବା ଲୋକେ ଦେଖିବାକୁ ପାଇଥିଲେ l ପରେ ପୋଲିସକୁ ଖବର ଦେବାରୁ ବସ୍ତା ପୋଲିସ ଘଟଣାସ୍ଥଳରେ ପହଞ୍ଚି…

କୋରାପୁଟରୁ ୪୧ କରୋନା ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ୬୮୭୧କୁ ବୃଦ୍ଧି

କୋରାପୁଟ,୧୮।୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ ରବିବାର ଆଉ ୪୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୭୧କୁ ବୃଦ୍ଧି ପାଇଛି। ଚିହ୍ନଟ ୪୧ ଜଣଙ୍କ ମଧ୍ୟରେ ପୁରୁଷ ୨୭ ଓ ମହିଳା ୧୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri