ସେଲୁନ ଖୋଲିବାକୁ ସରକାରଙ୍କୁ ନିବେଦନ କଲେ ବାରିକ ସଂଘ
ଚୌଦ୍ୱାର,୧ା୫(ଡି.ଏନ୍.ଏ.): କରୋନା ମହାମାରୀ ଜନିତ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରା ରାଜ୍ୟରେ ଲକ୍ଡାଉନରେ ଜାରିରହିଛି। ଇତି ମଧ୍ୟରେ ଲକ୍ଡାଉନ ଘୋଷଣା ହେବାର ୧ ମାସରୁ ଊର୍ଦ୍ଧ୍ୱ ହେଲାଣି। ସମ୍ବେଦନଶୀଳ କିଛି ଅଞ୍ଚଳକୁ ବାଦ୍ ଦେଲେ ଅନ୍ୟ କିଛି ଅଞ୍ଚଳରେ...
ବଜ୍ରପାତରେ ଜଳିଗଲା ବୃଦ୍ଧାଙ୍କ ଘର: ୯ ଛେଳି, ୧୨ କୁକୁଡା ଜୀବନ୍ତ ଦଗ୍ଧ
ହାଟଡ଼ିହୀ,୧/୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ବାଲିବରେଇ ପଞ୍ଚାୟତ ବଧଗଡ଼ିଆ ଗ୍ରାମ ମହାକୁଡ଼ ସାହିରେ ବଜ୍ରପାତରେ ବିଧବା ବୃଦ୍ଧା ଯମୁନା ହୋତାଙ୍କ ୩ ବଖରା ଘର ପୋଡିଯାଇଛି। ଅଗ୍ନିକାଣ୍ଡରେ ଯମୁନାଙ୍କର ୯ଟି ଛେଳି, ୧୨ଟି କୁକୁଡ଼ା ସମେତ ବ୍ୟାଙ୍କ ପାସ୍...
ମାଛ ଧରା କଣ୍ଟା ଗିଳିଲା ବଉଳା କୁମ୍ଭୀର, ଉଦ୍ଧାର ପରେ କରାଗଲା ଅସ୍ତ୍ରୋପଚାର
ପଦ୍ମପୁର/ବାସୁଦେବପୁର,୧।୫(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପୁର ଗ୍ରାମ ପଞ୍ଚାୟତର ସାରଙ୍ଗପୁର ଗ୍ରାମରୁ ଶୁକ୍ରବାର ସକାଳେ ଏକ ବଉଳା କୁମ୍ଭୀର ଉଦ୍ଧାର କରାଯାଇଛି। ଗ୍ରାମର କିଛି ଯୁବକ କାଂଶବାଂଶ ନଦୀରେ ବନିଶି ପକାଇ ମାଛ ଧରୁଥିବା ବେଳେ କୁମ୍ଭୀରଟି...
CORONAVIRUS UPDATE: ଯାଜପୁରରେ ପୁଣି ୨ ପଜିଟିଭ୍ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭
ଭୁବନେଶ୍ୱର,୧।୫(ବ୍ୟୁରୋ): ଯାଜପୁର ଜିଲାରୁ ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶ ଯେ, ପୂର୍ବରୁ ରାଜ୍ୟର ୩ ନୂଆ ପଜିଟିଭ୍ ବିଷୟରେ ସୂଚନା ଦିଆଯାଇଥିଲା।...
ବଲାଙ୍ଗୀର ଛୁଇଁଲା କରୋନା: ଲେଖାରିଆ ଗ୍ରାମରୁ ୨ ଆକ୍ରାନ୍ତ ଚିହ୍ନଟ, ତାମିଲନାଡ଼ୁରୁ ଫେରିଥିଲେ
ଭୁବନେଶ୍ୱର,୧।୫(ବ୍ୟୁରୋ): ବଲାଙ୍ଗୀର ଛୁଇଁଲା କରୋନା। ଶୁକ୍ରବାର ପ୍ରଥମ ଥର ପାଇଁ ଜିଲାରେ ୨ କରୋନା ପଜିଟିଭ୍ ବ୍ୟକ୍ତି ଚିହ୍ନଟ ହୋଇଛି। ଏହାକୁ ମିଶାଇଲେ ଏବେ ରାଜ୍ୟରେ ୧୫ଟି ଜିଲା କରୋନା ସଂକ୍ରମିତ ଜିଲା ତାଲିକାକୁ ଆସିଛି। ପୂର୍ବରୁ ଖୋର୍ଦ୍ଧା, ଯାଜପୁର,...
CORONAVIRUS UPDATE: ଆଉ ଦୁଇ ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୧୪୫
ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ସକାଳେ ବାଲେଶ୍ୱରରୁ ଜଣେ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ମଧ୍ୟାହ୍ନରେ ଆଉ ଦୁଇଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଉଭୟ ବଲାଙ୍ଗୀର ଜିଲା ଲେଖାରିଆ ଗ୍ରାମର ବୋଲି ରାଜ୍ୟ ସୂଚନା...
ବିସ୍ଫୋରଣରେ ଯୁବତୀଙ୍କ ଜୀବନଗଲା: ଭାଇକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ
ସୁନ୍ଦରଗଡ଼, ୧।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଟାଉନ ଥାନା ଅନ୍ତର୍ଗତ ରାଣୀ ବଗିଚାରେ ଗୁରୁବାର ରାତିରେ ବିସ୍ଫୋରଣ ଘଟି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରେଣୁକା ନାଗ (୨୩)। ରେଣୁକାଙ୍କ ବାପା କହ୍ନାଇ ନାଗଙ୍କ କହିବା ଅନୁସାରେ, ଗୁରୁବାର ରାତିରେ...
ମୁନିଗୁଡ଼ା ଟିକରପଡ଼ା ବସ୍ତି ଅଞ୍ଚଳରେ ଡେଙ୍ଗୁ ଆତଙ୍କ: ୪୦ ଆକ୍ରାନ୍ତ ସୂଚନା
ମୁନିଗୁଡା,୧।୫(ଡି.ଏନ୍.ଏ.): ସାରା ରାଜ୍ୟରେ ଏବେ କରୋନା(କୋଭିଡ-୧୯)କୁ ଭୟର ମାହୋଲ। ଏପରିସ୍ଥଳେ ରାୟଗଡା ଜିଲା ମୁନିଗୁଡ଼ାର ଟିକରପଡ଼ା ବସ୍ତିରେ ଡେଙ୍ଗୁ ରିପୋର୍ଟ ପଜିଟିଭ୍ ଆସିବା ପରେ ମୁନିଗୁଡ଼ା ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ସୂଚନାନୁଯାୟୀ, ଟିକରପଡ଼ାରେ ଡେଙ୍ଗୁ ରୋଗୀ ଚିହ୍ନଟ ହେବା ଏବଂ...
ନନ୍ଦିପଦା ଥାନା ଅଧିକାରୀଙ୍କୁ କରୋନା ଯୋଦ୍ଧା ପାଇଁ ସମ୍ବର୍ଦ୍ଧିତ
ହାଟଡ଼ିହୀ, ୩୦।୪(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ନନ୍ଦିପଦା ଭାରପ୍ରାପ୍ତ ଥାନା ଅଧିକାରୀ ପରେଶ ମହାନ୍ତିଙ୍କୁ କରୋନା ଯୋଦ୍ଧା ପାଇଁ ସମ୍ବର୍ଦ୍ଧିତ କରାଯାଇଛି। ଆନନ୍ଦପୁର ଭାଜପା ବିଧାୟକ ପ୍ରାର୍ଥୀ ଆଲୋକ ସେଠୀ ଉପଢ଼ୌକନ ଦେଇ ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। କରୋନା...
ଗ୍ୟାସ ଟାଙ୍କି ଫାଟି ଅଗ୍ନିକାଣ୍ଡ: ୧୨ ବଖରା ଜଳିଗଲା
ହାଟଡିହୀ,୩୦।୪(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାବଳେଶର ପଞ୍ଚାୟତ ଡିମିରିଆ ଗ୍ରାମରେ ଗୁରୁବାର ରାତିରେ ଗ୍ୟାସ ଟାଙ୍କି ଫାଟି ଅଗ୍ନିକାଣ୍ଡ ଘଟିଛି। ଏଥିରେ ସୁବାଷ ପ୍ରଧାନ, ଲକ୍ଷ୍ମଣ ପ୍ରଧାନ, ଖଗେଶ୍ୱର ପ୍ରଧାନ ଓ ସୁରେନ୍ଦ୍ର ପ୍ରଧାନଙ୍କର ୧୨ ବଖରା ଘର...
ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠି ପାଇଁ ଘର ଘର ବୁଲି ଟଙ୍କା ସଂଗ୍ରହ କରୁଛନ୍ତି ସୁନ୍ଦରଗଡ଼ ବିଧାୟିକା
ସୁନ୍ଦରଗଡ ,୧।୫ (ଡି.ଏନ୍.ଏ.): ବିଶ୍ୱ ମହାମାରୀ କରୋନାକୁ ପରାସ୍ତ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହ ଯୋଡି ହୋଇଛନ୍ତି ସବୁ ବର୍ଗର ଲୋକ। ଏହି କ୍ରମରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଗାଁ ଗାଁ ବୁଲି...
ଝାରସୁଗୁଡାରେ କୋଭିଡ ମୁକାବିଲା କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ, ଉନ୍ନୟନ କମିଶନର
ଝାରସୁଗୁଡ଼ା ଅଫିସ,୧।୫: ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭି.କେ ପଣ୍ଡିଆନ ଶୁକ୍ରବାର ଦିନିକିଆ ଝାରସୁଗୁଡା ଜିଲା ଗସ୍ତ କରିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରୁ ଯାଇ ଝାରସୁଗୁଡା ବିମାନବନ୍ଦରରେ ଓହ୍ଲାଇଥିଲେ। ପରେ ଗାଡ଼ି...
Archives


