ଆମ ଜିଲା ଖବର

ଜଙ୍ଗଲ ଭିତରେ ନିଆଁ, ବାହାରେ ଶିକାରୀ

ସଜନାଗଡ଼,୧।୪: ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ୩ ଦିନ ହେବ ନିଆଁ ଜଳୁଥିବାରୁ ବନ୍ୟଜନ୍ତୁ ଜୀବନ ବିକଳରେ ଏଣେତେଣେ ଘୂରି ବୁଲୁଛନ୍ତି। ଫଳରେ ଏହା ଶିକାରୀମାନଙ୍କୁ ବେଶ୍‌ ସୁହାଉଛି। ଅଭୟାରଣ୍ୟର ଜୋଡାଚୁଆ ଅଞ୍ଚଳରୁ ବନକର୍ମଚାରୀମାନେ ୩୮ କି.ଗ୍ରା ଓଜନର ଏକ…

ଡିପୋରେ ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର କାଠ

ଭଞ୍ଜନଗର,୧।୪: ଭଞ୍ଜନଗର କଲେଜ ରୋଡ଼ରେ ଥିବା ଓଡ଼ିଶା ବନ ଉନ୍ନୟନ ନିଗମର କାଠ ଡିପୋରେ ଗୁରୁବାର ନିଆଁ ଲାଗିଯାଇଥିଲା। ଏଥିରେ ଲକ୍ଷାଧିକ ଟଙ୍କାର କାଠ ଜଳିଯାଇଛି। ମାସେ ମଧ୍ୟରେ ଦ୍ୱିତୀୟ ଥର ଡିପୋରେ ନିଆଁ ଲାଗିଛି। ଗତ ମାର୍ଚ୍ଚ ୨ରେ ଡିପୋରେ…

ପାଣି ପାଇଁ ଯିିବାକୁ ପଡୁଛି ୨ କି.ମି.

ଖଡ଼ିଆଳ,୧।୪: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଭୁଲିଆସିକୁଆଁ ଗ୍ରାମରେ ଦେଖାଦେଇଛି ପାନୀୟ ଜଳ ସଙ୍କଟ। ଖଡିଆଳ ବ୍ଲକଠାରୁ ଏହି ଗ୍ରାମ ୧୦ କି.ମି. ଦୂର। ଗାଁରେ ୩ରୁ ୪ଟି ନଳକୂପ ରହିଛି। ନଳକୂପରେ ମାତ୍ରାଧିକ ଫ୍ଲୋରାଇଡଯୁକ୍ତ ପାଣି ବାହାରୁଥିବାରୁ ତାହା ବ୍ୟବହାର…

ଟୋକନ ବଣ୍ଟନକୁ ନେଇ ବିବାଦ, ଟାୟାର ଜାଳି ପ୍ରତିବାଦ କଲେ ଟ୍ରକ ମାଲିକ

କେନ୍ଦୁଝର,୧।୪(ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୁହାପଥର ଖଣିରେ ଲୋଡିଂ ପାଇଁ ଟୋକନ ବଣ୍ଟାକୁ ନେଇ ଟ୍ରକ ମାଲିକଙ୍କ ମଧ୍ୟରେ ଗୁରୁବାର ଅଶାନ୍ତି ଦେଖାଦେଇଛି। ଫଳରେ ଉତ୍ତ୍ୟକ୍ତ ଟ୍ରକ ମାଲିକ ତଥା ଚାଳକମାନେ ସ୍ଥାନୀୟ ତେନ୍ତୁଳି ଗ୍ରାମ ଟ୍ରକ ପାର୍କିଂ…

ରାଜ୍ୟ ଶ୍ରେଷ୍ଠ କନଷ୍ଟେବଳ ସମ୍ମାନ ପାଇଲେ ସନ୍ତୋଷ ନାୟକ

ପାପଡ଼ାହାଣ୍ଡି,୧।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡିର ସନ୍ତୋଷ ନାୟକ (ବୁଲୁ ) ରାଜ୍ୟର ଶ୍ରେଷ୍ଠ କନଷ୍ଟେବଳ ସମ୍ମାନରେ ସମ୍ମାନିତ ହୋଇ ଜିଲା ପାଇଁ ଗୌରବ ଆଣିଛନ୍ତି। ଗୁରୁବାର କଟକସ୍ଥିତ ୬ଷ୍ଠ ବ୍ୟାଟେଲିଆନ ପଡ଼ିଆରେ ଆୟୋଜିତ ୮୬ତମ ପୋଲିସ ପ୍ରତିଷ୍ଠା ଦିବସରେ ଡିଜି ଅଭୟ…

ପୁରୀ ମାଉସୀ ମା’ ମନ୍ଦିର ହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ

ପୁରୀ ଅଫିସ,୧।୪: ପୁରୀ ମାଉସୀ ମା’ ମନ୍ଦିରରୁ ଲୁଟ୍‌ ଅଭିଯୋଗ ହୋଇଛି। ମୁଖ୍ୟ ପ୍ରବେଶ ଦ୍ୱାର ଲୁହା ଗେଟ୍‌ରେ ପଡ଼ିଥିବା ତାଲା ଭାଙ୍ଗି ଭିତରେ ପଶିବା ପରେ ଏହା ଭିତରେ ଥିବା ଆଉ ୩ଟି ତାଲା କାଟି ମୁଖ୍ୟ ମନ୍ଦିରରେ ପ୍ରବେଶ…

ଅଠେଇଶରେ ଅଧୁରା ଅନୁଗୋଳ

ଅନୁଗୋଳ ଅଫିସ,୧ା୪: ୧୯୯୩ ଏପ୍ରିଲ ୧ରେ ଅନୁଗୋଳକୁ ମିଳିଥିଲା ଜିଲା ମାନ୍ୟତା। ପ୍ରକୃତି ଓ ପ୍ରାକୃତିକ ସମ୍ପଦରେ ଭରପୂର ଏହି ଜିଲା ଦୀର୍ଘ ୨୭ ବର୍ଷ ମଧ୍ୟରେ ଅନେକ କ୍ଷେତ୍ରରେ ନିଜ ସ୍ବତନ୍ତ୍ରତା ପ୍ରତିପାଦନ କରିପାରିଛି। ବିଶେଷକରି ଶିଳ୍ପାୟନରେ ଅନୁଗୋଳ ଜାତୀୟ…

ଅବହେଳିତ ବୌଦ୍ଧ କୀର୍ତ୍ତିରାଜି

ବନ୍ତ,୧।୪(ଡି.ଏନ.ଏ.)-ଯେଉଁ ସ୍ଥାନରେ ବୌଦ୍ଧ, ଜୈନ, ଶାକ୍ତ ଓ ବୈଷ୍ଣବ ଧର୍ମର ପ୍ରଭାବ ପଡ଼ିଥିଲା, ବୌଦ୍ଧ ମହାଯାନ ପନ୍ଥିମାନେ ସେହି ସ୍ଥାନରେ ସମବେତ ହୋଇ ଧର୍ମାଲୋଚନା କରୁଥିଲେ। ସେତେବେଳେ ସେହି ସ୍ଥାନ ଚଳଚଞ୍ଚଳ ହୋଇଉଠୁଥିଲା। ଏବେ ସେହି ସ୍ଥାନ ଅବହେଳିତ ଅବସ୍ଥାରେ ଅତୀତର…

ଈପ୍‌ସିତାଙ୍କୁ ପର୍ସନାଲିଟି ୱିଙ୍ଗ୍‌ ଟାଇଟଲ

ଭଦ୍ରକ ଅଫିସ, ୩୧।୪: ଅନ୍‌ଲାଇନରେ ହୋଇଥିବା ମିସେସ୍‌ ଫେମିନା-୨୦୨୧ ପ୍ରତିଯୋଗିତାରେ ଓଡ଼ିଶାର ଈପ୍‌ସିତା ପ୍ରିୟଦର୍ଶିନୀ(୨୭) ପର୍ସନାଲିଟି ୱିଙ୍ଗ୍‌ରେ ବିଜୟୀ ହୋଇଛନ୍ତି। ମଙ୍ଗଳବାର ଫ୍ୟାଶନ, ବିୟୁଟି, କୁକିଙ୍ଗ୍‌ ଓ ପର୍ସନାଲିଟି ୱିଙ୍ଗ୍‌ ପ୍ରତିଯୋଗିତା କରାଯାଇଥିଲା। ପର୍ସନାଲିଟି ୱିଙ୍ଗ୍‌ ଟାଇଟଲ୍‌ ବିଜୟିନୀ ଈପ୍‌ସିତା ଭବିଷ୍ୟତରେ…

ସଫଳତା ମିଳିଛି, ସ୍ଥାୟିତ୍ୱ ନାହିଁ

ଯାଜପୁର ଅଫିସ,୧ା୪:ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ)ରେ ସର୍ବଭାରତୀୟସ୍ତରରେ ଓଡ଼ିଶା ଗତ ୩ ବର୍ଷ ହେଲା ପ୍ରଥମ ସ୍ଥାନ ଅଧିକାର କରିଆସିଛି। ୨୦୧୭-୧୮ରେ ୭୧୪୦.୭୭ କି.ମି.,୨୦୧୮-୧୯ରେ ୮୧୨୯.୮୮ କି.ମି. ଓ ୨୦୧୯-୨୦ରେ ୫୨୯୮.୪୩ କି.ମି.ରାସ୍ତା ନିର୍ମାଣ କରି ଓଡ଼ିଶା ଏହି ସଫଳତା…

୪୭ ସ୍ଥାନରେ ଜଳୁଛି ଶିମିଳିପାଳ

ବାରିପଦା ଅଫିସ,୧ା୪:ମୟୂରଭଞ୍ଜ ଜିଲାକୁ ଘେରି ରହିଥିବା ଜୈବମଣ୍ଡଳ ଶିମିଳିପାଳ ଅଭୟାରଣ୍ୟରେ ନିଅଁା ଜଳୁଛି। ବୁଧବାର ଶିମିଳିପାଳ ଦକ୍ଷିଣ ଡିଭିଜନର ୪୭ଟି ସ୍ଥାନରେ ନିଆଁ ଲାଗିଥିବା ସାଟେଲାଇଟରୁ ପ୍ରାପ୍ତ ତଥ୍ୟରୁ ଜଣାପଡ଼ିଛି। ଡ଼ହଡ଼ହ ଖରା ସହିତ ନିଅଁାର ପ୍ରକୋପରେ ଜୀବଜନ୍ତୁ ଓ ଜନଜୀବନ…

ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ

ମାଲକାନଗିରି,୩୧ା୩: ମାଲକାନଗିରି ଏସ୍‌ପିଙ୍କ କାର୍ଯ୍ୟାଳୟରେ ବୁଧବାର ୩ଜଣ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଛତିଶଗଡ଼ ବିଜାପୁର ଜିଲା ବାସେଗୁଡ଼ା ଥାନା ଅନ୍ତର୍ଗତ ଚିନାତେରେମ ଗ୍ରାମର ମଇନୁ ଓରଫ ଶମ୍ଭୁ ଦୋଡି (୨୫), ଗାଙ୍ଗୁଲୁର ଥାନା ଅନ୍ତର୍ଗତ କର୍ନାଲ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?