ଆମ ଜିଲା ଖବର

କ୍ୟାନ୍‌ସର ରୋଗୀଙ୍କୁ ମିଳୁନି କେମୋଥେରାପି

ବରଗଡ଼ ଅଫିସ୍‌,୨୧।୬: ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ସ୍ଥାନୀୟ କ୍ୟାନ୍‌ସର ରୋଗୀଙ୍କୁ ମିଳୁଥିବା କେମୋଥେରାପି ଚିକିତ୍ସା ଏବେ ବନ୍ଦ ରହିଛି। ଫଳରେ ଜନସାଧାରଣରେ ପୁଣି ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅରୁଣ କୁମାର ପାତ୍ରଙ୍କୁ…

ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ

ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ମନୁଶୁ ପଞ୍ଚାୟତର ଗୁଞ୍ଜିଗଡ଼ା ଗ୍ରାମରେ ଏଭଳି ଘଟଣା ଘଟିଛି। ମୃତ ଖେଳାଳି ହେଲେ କଳାହାଣ୍ଡି ଜିଲା ଥୁଆମୂଳ…

୨୩ରୁ ପୁରୀରେ ୧୪୪

ପୁରୀ ଅଫିସ,୨୧।୬: ସ୍ନାନଯାତ୍ରା ପାଇଁ ପୁରୀ ସହରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନସମାଗମ ରୋକିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି ହୋଇଛି। ଆସନ୍ତା ୨୩ ତାରିଖ ରାତ୍ର ୧୦ଟାରୁ…

ପୁଅର ମୃତଦେହ ଛୁଇଁଲେନି ବାପା

ବୌଦ୍ଧ,୨୧।୬: ପୁଅର ମୃତ୍ୟୁ ପରେ ବାପା ମୃତଦେହ ଛୁଇଁଲେନି କି ସଂସ୍କାର ପାଇଁ ନେଲେନାହିଁ। ଫଳରେ ପୁତ୍ରବଧୂ ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ବୁଝାଶୁଝା କରିବାରୁ ୧୦ ଘଣ୍ଟା ପରେ ମୃତଦେହ ସ୍ଥାନୀୟ ଶ୍ମଶାନରେ ସତ୍କାର କରାଯାଇଥିଲା। ସୋମବାର ଏଭଳି ଏକ…

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଯୁବକ ଦୁର୍ଜ…

୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା

ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ ଟ୍ରଷ୍ଟ। ଟ୍ରଷ୍ଟ ପକ୍ଷରୁ ମାତ୍ର ୧୧ ଟଙ୍କାରେ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି। ଟ୍ରଷ୍ଟକୁ…

ଏମ୍‌କେସିଜି କୋଭିଡ୍‌ ହସ୍ପିଟାଲ-୧ ବନ୍ଦ

ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍‌ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ବ୍ରହ୍ମପୁର ଏମ୍‌କେସିଜି ମେଡିକାଲର ଡିସିଏଚ-୧ ବନ୍ଦ କରି ଡିସିଏଚ-୨କୁ ଚାଲୁ ରଖିବା…

ବଜ୍ରପାତ ନେଲା ୨ ଚାଷୀଙ୍କ ଜୀବନ

ପାଟଣା,୨୧।୬: କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି ପକାଇ ଘରକୁ ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ମୃତକଦ୍ୱୟ ହେଲେ ଉକ୍ତ ଗ୍ରାମର…

ରଥ ନିର୍ମାଣ କରୁଥିବା ୧୦ ମହାରଣା ଗିରଫ

ବାଲେଶ୍ୱର ଅଫିସ, ୨୧।୬: ବାଲେଶ୍ୱର ଜିଲା ନୀଳଗିରି ଜଗନ୍ନାଥ ମନ୍ଦିର ରଥ ଖଳାରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷେଧାଦେଶ ଜାରି ହୋଇଥିଲା। ଏହି ନିୟମକୁ ଉଲ୍ଲଙ୍ଘନ କରି ରଥ ନିର୍ମାଣ କରୁଥିବା ଅଭିଯୋଗରେ ସୋମବାର ୧୦ ମହାରଣାଙ୍କୁ ଗିରଫ କରାଯାଇଥିବା ନୀଳଗିରି…

 ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ

ହିନ୍ଦୋଳ,୨୧।୬: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାଶୋଳ ଥାନା ଅନ୍ତର୍ଗତ ଦଣ୍ଡିରୀ ତଳବହାଙ୍ଗିଆ ସାହିରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି। ପ୍ରକାଶ ଯେ, ଗ୍ରାମର ଦୁଇ ପରିବାର କୁମ୍ଭ ବେହେରା ଓ…

ରାତିରେ ଶୋଇଥିଲେ, ଦଂଶିଲା ସାପ

ପାଟଣା,୨୧।୬(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମର ଜଣେ ୪୫ ବର୍ଷୀୟା ମହିଳାଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ମୃତ ମହିଳା ହେଉଛନ୍ତି ମଙ୍ଗଳୁ ମୁଣ୍ଡାଙ୍କ ସ୍ତ୍ରୀ ପାଙ୍ଗିଲା ମୁଣ୍ଡା। ମିଳିଥିବା ସୂଚନା ଅନୁଯାୟୀ, ପାଙ୍ଗିଲା…

ମଣ୍ଡିରୁ ଉଠୁନି ଧାନ: ରାସ୍ତାକୁ ଓହ୍ଲାଇଲେ ଚାଷୀ

ବରପାଲି, ୨୧।୬(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ଚାଷୀମାନେ ଧାନ ବିକ୍ରି ପାଇଁ ଆଣୁଥିଲେ ସୁଦ୍ଧା ଟୋକନ ଅବଧି ଶେଷ, ଟୋକନରେ ତୃଟି, ଧାନରେ ଆର୍ଦ୍ରତା, ଟାର୍ଗେଟ ଅଭାବ ଆଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?