ଆମ ଜିଲା ଖବର

ଘରେ ଘରେ ମାସ୍କ ବଣ୍ଟନ

ବନ୍ତ,୩୦।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଯେନାସାହିରେ ସ୍ବେଚ୍ଛାସେବୀ ସଂସ୍ଥା ସିଏଫଡବ୍ଲ୍ୟୁଏସ୍‌ଡି ପକ୍ଷରୁ ଘରେ ଘରେ ମାସ୍କ ବଣ୍ଟନ କରାଯାଇଛି। ସରପଞ୍ଚ ବନମାଳୀ ବେହେରାଙ୍କ ଉପସ୍ଥିତିରେ ସଂସ୍ଥାର ସମ୍ପାଦକ ଗୋପିନାଥ ଦାଶ ଘର ଘର ବୁଲି ଲୋକ ମାନଙ୍କୁ ମାସ୍କ...

ରାସ୍ତାକଡ଼ରୁ ଅସହାୟଙ୍କୁ ଉଦ୍ଧାର କରି ଭିମ୍‌ସାରରେ ଭର୍ତ୍ତି କଲେ ସାମାଜିକ କର୍ମୀ

ସମ୍ବଲପୁର, ୩୦।୪ (ବ୍ୟୁରୋ)- କରୋନା ଭୂତାଣୁ ସମସ୍ତଙ୍କୁ ଭୟାତୁର କରିଛି । ରାସ୍ତା କଡରେ ପଡି ରହିଥିବା ଅସହାୟମାନଙ୍କୁ ମଧ୍ୟ ସେବା କରିବା ପାଇଁ ଜନସାଧାରଣ ଭୟ କରୁଛନ୍ତି । କିନ୍ତୁ ଅନେକ କ୍ଷେତ୍ରରେ ସାମାଜିକ କର୍ମୀମାନେ ଭୟଭୀତ ନ...

ସର୍ବାଧିକ ଆକ୍ଟିଭ୍‌ କେସ୍‌ ମାମଲା: ଖୋର୍ଦ୍ଧାକୁ ଟପି ଶୀର୍ଷରେ ପହଞ୍ଚିଲା ଯାଜପୁର

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ଯାଜପୁରରୁ ଆଉ ୧୪ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ଏବେ ଏହି ସଂଖ୍ୟା ୧୪୨ରେ ପହଞ୍ଚିଛି। ଅପରପକ୍ଷେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ସେଥିରୁ ଜଣେ...

କରୋନା ମୁକାବିଲା ଲାଗି ଏସ୍‌ଏଚ୍‌ଜି ସହାୟତା ଦେଲା

ସମ୍ବଲପୁର, ୩୦।୪ (ବ୍ୟୁରୋ)- କରୋନା ମୁକାବିଲା ଲାଗି କନଖିଣ୍ଡା ପଞ୍ଚାୟତ ସ୍ବୟଂ ସହାୟକ ଗୋଷ୍ଠୀ ମାଁ ସମଲେଶ୍ୱରୀ-ଏ ୧୦ ହଜାର ଟଙ୍କା ପ୍ରଧାନମନ୍ତ୍ରୀ କେୟାର ପାଣ୍ଠିକୁ ପ୍ରଦାନ କରିଛି। ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସୁକାନ୍ତ ତ୍ରିପାଠୀଙ୍କୁ ସଦସ୍ୟାମନେ ଚେକ୍‌ ପ୍ରଦାନ...

ରକ୍ତଭଣ୍ଡାରର ଆବଶ୍ୟକତା ପୂରଣ କରିବାକୁ ୩୫ ୟୁନିଟ ରକ୍ତ ସହାୟକ ହେଲା

ସମ୍ବଲପୁର, ୩୦।୪ (ବ୍ୟୁରୋ)- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସମଗ୍ର ଦେଶରେ ଲକ୍‌ ଡାଉନ କରାଯାଇଛି । ଏହା ଦ୍ୱାରା ରକ୍ତ ଭଣ୍ଡାର ଗୁଡିକରେ ରକ୍ତ ମଧ୍ୟ ଗଚ୍ଛିତ ନାହିଁ । ଏହାକୁ ଦୃଷ୍ଟିରେ ରଖି ସମ୍ବଲପୁର ଭାଜପା...

ଯାଜପୁରରୁ ଚିହ୍ନଟ ନୂଆ ୧୪ ଆକ୍ରାନ୍ତ କଟିକଟା ଅଞ୍ଚଳର: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୬କୁ ବୃଦ୍ଧି

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଯାଜପୁର ଜିଲାରେ ଚିହ୍ନଟ ହୋଇଥିବା ସମସ୍ତ ୧୪ ନୂଆ ଆକ୍ରାନ୍ତ କଟିକଟା ଅଞ୍ଚଳର। ପୂର୍ବରୁ ଏଠାରେ ୬ଟି କେସ୍‌ ବାହାରିଥିଲା। ସେମାନେ ପଶ୍ଚିମବଙ୍ଗ ଫେରନ୍ତା ଥିଲେ। ପରେ ଏହି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିଲା। ଅଞ୍ଚଳରେ ମୋଟ...

ଉତ୍ତରାଖଣ୍ଡରେ ଫସିଛନ୍ତି ୨୪ ଛାତ୍ରୀଛାତ୍ର, ଫେରାଇ ଆଣିବା ପାଇଁ ସରକାରଙ୍କୁ ପରିବାର ଲୋକଙ୍କ ନିବେଦନ

ରାଜନଗର,୩୦ା୪(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ବାରୁଅସ୍ଥିତ ଜବାହାରଲାଲ କେନ୍ଦ୍ରୀୟ ବିଦ୍ୟାଳୟର ରାଜନଗର, ରାଜକନିକା, ଆଳି ବ୍ଲକର ୨୪ ଜଣ ଛାତ୍ରୀଛାତ୍ର ମାଇଗ୍ରେସନ ପାଠ ପଢ଼ିବା ପାଇଁ ଉତ୍ତରାଖଣ୍ଡ ଯାଇଥିଲେ। ଲକ୍‌ଡାଉନ୍‌ ଯୋଗୁ ସେମାନେ ଏବେ ସେଠାରେ ଫସି ରହିଛନ୍ତି। ପରିବାର...

ରକ୍ତ ଭଣ୍ଡାରରେ ଅଭାବ ଦୂର କରିବାକୁ ରକ୍ତଦାନ କଲେ କ୍ଲବ୍‌ ସଦସ୍ୟ

ଲଖନପୁର,୩୦।୪(ଡି.ଏନ୍‌.ଏ.): ମହାମାରୀ କରୋନା ସଂକ୍ରମଣକୁନେଇ ସାରା ବିଶ୍ୱରେ ଭୟାବହ ପରିସ୍ଥିତି ଦେଖାଦେଇଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏଭଳି ଜରୁରୀ କାଳୀନ ପରିସ୍ଥିତିରେ ରକ୍ତ ଭଣ୍ଡାରଗୁଡିକରେ ରକ୍ତ ଅଭାବ ଦେଖା ଦେଉଛି। ଏହାକୁ ଦୃଷ୍ଟିରେ...

କ୍ୱାରାଣ୍ଟାଇନ୍‌ରେ ରହିଲେ ୬ ପଶ୍ଚିମବଙ୍ଗ ଫେରନ୍ତା

ରାଜନଗର,୩୦ା୪(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଖାସମୁଣ୍ଡା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଲୁଚି କରି ୬ ବଂଲାଭାଷୀ ଚାଲିଆସିଥିଲେ। ପୋଲିସ ସେମାନଙ୍କୁ ଧରି ଗୁରୁବାର ତାଳଚୁଆ ପଞ୍ଚାୟତ ନୋଡାଲ ଅଫିସର ବିଜୟ...

CORONAVIRUS UPDATE: ଯାଜପୁରରେ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୪୨

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଛି।...

ଧାନ ବୋଝେଇ ୪ ଟ୍ରକ୍‌ ଜବତ

ରାଜନଗର,୩୦ା୪(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଅଞ୍ଚଳରୁ ଧାନବେପାରୀ ୪ଟି ଟ୍ରକ୍‌ରେ ଧାନ ବୋଝେଇ କରି କଲିକତା ଚାଲାଣ କରୁଥିଲେ। ବୁଧବାର ରାତିରେ ତାଳଚୁଆ ସାମୁଦ୍ରିକ ଥାନା ଇନ୍ସପେକ୍ଟର ଶ୍ରୀକାନ୍ତ ବାରିକ ଖବର ପାଇ ଏହି ୪ଟି...

ଫୁଲବାଣୀ ପୂର୍ବତନ ବିଧାୟକଙ୍କ ଗାଡ଼ିକୁ ଗୁଳିମାଡ଼

ଫୁଲବାଣୀ ଅଫିସ, ୩୦ା୪- କନ୍ଧମାଳ ଜିଲା ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁରଙ୍କ ଏକ ବୋଲେରୋ ଗାଡିକୁ କେହି ଦୁର୍ବୃତ୍ତ ଗୁଳିମାଡ କରିଛନ୍ତି । ଗାଡିରେ କେହି ନ ଥିବା ବେଳେ ଏଭଳି କାଣ୍ଡ ଦୁର୍ବୃତ୍ତ ଜଣକ ଭିଆଇଛନ୍ତି। ପୂର୍ବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri