ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ରୁଦ୍ର
ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପିପିଲି ଉପନିର୍ବଚନ ଲାଗି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସକାଳେ ସେ ପିପିଲି ବିଜେଡି କାର୍ୟ୍ୟାଳୟରୁ ନାମାଙ୍କନପତ୍ର ଦାଖଲ ପାଇଁ ପୁରୀ ଅଭିମୁଖେ ବିଶାଳ ଶୋଭାଯାତ୍ରାରେ ବାହାରିଥିଲେ। ସମର୍ଥକ ଓ ଦଳୀୟ…
ଅନ୍ଲାଇନ ପରୀକ୍ଷା ଦାବିରେ ଓଏସ୍ଏମ୍ଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ
କେନ୍ଦୁଝର, ୩୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଓଡିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟ(ଓଏସ୍ଏମ୍ଇ)ର ଛାତ୍ରୀଛାତ୍ରମାନେ ଅନ୍ଲାଇନରେ ପରୀକ୍ଷା ଦାବିରେ ମଙ୍ଗଳବାର ବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କେତେକ ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ରମାନେ କରୋନାରେ ଆକ୍ରାନ୍ତ ହେଉଥିବାରୁ ଅନଲାଇନରେ ପରୀକ୍ଷା ହେଉଛି । ଏଣୁ…
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ: ମହାକାଳୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ
ପୁରୁଷୋତ୍ତମପୁର, ୩୦।୩(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣିଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଛି। ସୋମବାର ରାତ୍ର ସାଢ଼େ ୨ଟାରୁ ମନ୍ଦିର ଦ୍ୱାର ଫିଟାଯାଇ ପରମ୍ପରା ଅନୁସାରେ ଅବକାଶ ନୀତି, ମାଜଣା, ଅଭିଶେକ, ସୃଙ୍ଗାର…
ହେଲମେଣ୍ଟ, ମାସ୍କ ଚେକିଂ ବେଳେ ପୋଲିସ ମାଡ଼ରେ ଯୁବକଙ୍କ ମୁଣ୍ଡ ଫାଟିଲା; କନଷ୍ଟେବଳ ନିଲମ୍ବିତ, ଡ୍ରାଇଭର କାର୍ଯ୍ୟରୁ ପ୍ରତ୍ୟାହାର
ଠାକୁରମୁଣ୍ଡା, ୩୦।୩ (ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ପୋଲିସର ଏକ ଅମାନୁଷିକତା ଘଟଣା ପଦାକୁ ଆସିଛି। ହେଲମେଣ୍ଟ ଓ ମାକ୍ସ ଚେକିଂ ସମୟରେ ପୋଲିସର ଲାଠି ମାଡରେ ଜଣେ ବାଇକ ଚାଳକଙ୍କ ମୁଣ୍ଡ ଫାଟି ଲହୁଲୁହାଣ ହୋଇଛନ୍ତି। ଘଟଣା ପରେ ସ୍ଥାନୀୟ…
ଜାତୀୟ ରାଜପଥ ସଂପ୍ରସାରଣ ବିଳମ୍ବକୁ ନେଇ ଉତ୍ତେଜନା: ଠିକାସଂସ୍ଥାର ଗାଡ଼ି ଅଟକାଇଲେ ଉଠାଦୋକାନୀ
ଦାରିଙ୍ଗବାଡ଼ି,୩୦।୩(ଡି.ଏନ୍.ଏ): ରାଇପୁର-ଗୋପାଳପୁରକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥ ବାଲିଗୁଡ଼ାଠାରୁ ଦାରିଙ୍ଗବାଡ଼ି ପଞ୍ଚୁପଲ୍ଲୀ ପର୍ଯ୍ୟନ୍ତ ରାସ୍ତା ସଂପ୍ରସାରଣ କାର୍ଯ୍ୟ ଚାଲିଛି । ରାଜପଥ ସଂପ୍ରସାରଣ ବିଳମ୍ବକୁ ନେଇ ମଙ୍ଗଳବାର ସିମନବାଡ଼ିଠାରେ ଠିକାସଂସ୍ଥାର ସମସ୍ତଗାଡ଼ିକୁ ଉଠାଦୋକାନୀ ସମେତ ଅଞ୍ଚଳବାସୀ ଅଟକାଇଛନ୍ତି। ଶୀଘ୍ର ସଂପ୍ରସାରଣ…
ପୁଣି ଅଲୋଡା ଶିଶୁପୁତ୍ର
ଉମରକୋଟ,୩୦।୩(ସ୍ବ.ପ୍ର.): ପୁଣି ଅଲୋଡା ହେଲା ନବଜାତ ଶିଶୁପୁତ୍ର। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଉମରକୋଟ ପୌରାଞ୍ଚଳରେ ବିଦ୍ୟୁତ ବିଭାଗ କାର୍ଯ୍ୟାଳୟ ପଛପଟେ ଥିବା ଶିକ୍ଷକ କଲୋନୀ ନିକଟରେ। ଶିଶୁପୁତ୍ରର କାନ୍ଦ ଶୁଣି ଜଣେ ମହିଳା ପହଞ୍ଚି…
ଗାଡ଼ଭାଲୁର ମୃତଦେହ ଉଦ୍ଧାର
ପାଟଣା,୩୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍ ଦାରିକାପଶି ଗାଁ ନିକଟ କେନାଲରୁ ସୋମବାର ସାରେ ଏକ ଗାଡ଼ଭାଲୁର ମୃତଦେହ ଉଦ୍ଧାର ହୋଇଛି। କେନାଲରେ ଗାଡଭାଲୁର ମୃତଦେହ ଭାସି ଭାସି ଆସୁଥିବା ଦେଖି ଗ୍ରାମବାସୀ ବନ ବିଭାଗକୁ ଖବର ଦେଇଥିଲେ।…
ସ୍ତ୍ରୀଙ୍କୁ ସବୁଦିନ ପାଇଁ ଛାଡ଼ିି ଆରପାରିକୁ ଚାଲିଗଲେ ନବବିବାହିତ ସ୍ବାମୀ
ବଲାଙ୍ଗୀର ଅଫିସ,୩୦।୩: କାଳ ହେଲା ହୋଲି। ନବ ବିବାହିତା ସ୍ତ୍ରୀଙ୍କୁ ସବୁଦିନ ପାଇଁ ଏକାକରି ଆରପାରି ଚାଲିଗଲେ ସ୍ବାମୀ। ଏଭଳି ଏକ ଅଭବାନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲାରେ। ବଲାଙ୍ଗୀର ସିଭିଲ କୋର୍ଟରେ କିରାଣି ଭାବେ କାର୍ଯ୍ୟରତ ଥିବା ବଲାଙ୍ଗୀର ରୁଗୁଡ଼ିପଡାର…
ଘରୋଇ କଲେଜରୁ ଚିହ୍ନଟ ହେଲେ ୩୨ ଆକ୍ରାନ୍ତ
ଭବାନୀପାଟଣା,୨୯।୩: କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଏକ ଘରୋଇ କଲେଜରୁ ୩୨ଜଣ ଛାତ୍ରୀଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଜିଲା ପ୍ରଶାସନ ପାଇଁ ଚିନ୍ତାର ବିଷୟ ପାଲଟିଛି। ଅନ୍ୟପକ୍ଷେ କଳାହାଣ୍ଡି…
ଶର୍ଟସର୍କିଟରୁ ଜଳିଗଲା ୩ ବଖରା
ବଇଣ୍ଡା, ୨୯।୩(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅଏଡା ଗ୍ରାମରେ ରବିବାର ରାତିରେ ଅଗ୍ନିକାଣ୍ଡ ଘଟି ଶାନ୍ତନୁ ମୁଣ୍ଡାଙ୍କ ୩ ବଖରା ଚାଳ ଘର ଜଳିଯାଇଛି। ବିଦ୍ୟୁତ୍ ଶର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏଥିରେ ନଗଦ ୧୭,୦୦୦ ଟଙ୍କା ଓ ଘରେ…
ମାନିଲେନି କଟକଣା, ଗଣିଲେ ଜରିମାନା
ବଇଣ୍ଡା, ୨୯।୩(ଡି.ଏନ.ଏ.)- ବଢୁଥିବା କରୋନା ସଂକ୍ରମଣ ଦୃଷ୍ଟିରୁ ରାଜ୍ୟ ସରକାର ସର୍ବସାଧାରଣରେ ହୋଲିଖେଳ ଉପରେ ଲଗାଇଥିଲେ କଟକଣା। ତେବେ ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଅମାନିଆମାନେ କଟକଣାକୁ ଫୁ’ କରିଦେଇଛନ୍ତି। ସର୍ବସାଧାରଣରେ ଦଳବଦ୍ଧ ହୋଇ ହୋଲି ଖେଳି କଟକଣା ଭଙ୍ଗ କରିଥିବା…
ଟ୍ରାକ୍ଟର ଧକ୍କାରେ ୨ ବାଇକ୍ ଆରୋହୀଙ୍କ ଜୀବନ ଗଲା
ଢେଙ୍କାନାଳ ଅଫିସ, ୨୯।୩: ଢେଙ୍କାନାଳ ଜିଲା ଗଁଦିଆ ଥାନା କାଲୁରିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ବାଲିଘାଟରୁ ବାଲି ବୋଝେଇକରି ଫେରୁଥିବା ଏକ ଟ୍ରାକ୍ଟର ଧକ୍କାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନରୋତ୍ତମ…

