ଆମ ଜିଲା ଖବର

୯୧ କରୋନା ଯୋଦ୍ଧାଙ୍କ ନମୁନା ସଂଗ୍ରହ

ଭଣ୍ଡାରିପୋଖରୀ, ୩୦।୪ (ଡି.ଏନ.ଏ.)-କରୋନାର ମୁକାବିଲା ପାଇଁ ଦିନ ରାତି ଏକ କରି ନିୟୋଜିତ ଥିବା ଯୋଦ୍ଧା ମାନଙ୍କୁ ସୁରକ୍ଷିତ ରଖିବା ପାଇଁ ସେମାନଙ୍କ ସ୍ବାବ ନମୁନା ପରୀକ୍ଷଣ ପାଇଁ ସଂଗ୍ରହ କରାଯାଇଛି। ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର (ନୂତନ)...

କରୋନା ପଜିଟିଭ୍‌ ଆସିବା ପରେ ଖଇରା ବ୍ଲକର ୨ ଗ୍ରାମ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଖଇରା,୩୦।୪(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅନ୍ତରା ପଞ୍ଚାୟତର କନ୍ଦଡା ଗ୍ରାମର ଜଣେ କଲିକତା ଫେରନ୍ତାଙ୍କ ସ୍ବାବ ପଜିଟିଭ୍‌ ଜଣାପଡଛି। ଏହା ପରେ ବାଲେଶ୍ବର ଉପଜିଲାପାଳ କନ୍ଦଡା ସମେତ ପଡୋଶୀ ମହତୀପୁର ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯିବା ସହ...

ଘରଘର ବୁଲି ଛାତ୍ରୀଛାତ୍ର୍ରଙ୍କୁ ପାଠ୍ୟପୁସ୍ତକ ବାଣ୍ଟିଲେ ଶିକ୍ଷକ

ବୁଗୁଡ଼ା,୩୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ ଛାତ୍ରୀଛାତ୍ରଙ୍କ ଘରକୁ ଘର ବୁଲି ପାଠ୍ୟପୁସ୍ତକ ବଣ୍ଟନ କରିଛନ୍ତି। ବୁଗୁଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ମୋଟ୍‌ ୧୪୦୦୦ରୁ ଅଧିକ ଛାତ୍ରୀଛାତ୍ରଙ୍କ ଲାଗି...

ମୁଖ୍ୟମନ୍ତ୍ରୀ ରିଲିଫି ପାଣ୍ଠିକୁ ସହାୟତା

ଭଣ୍ଡାରିପୋଖରୀ, ୩୦।୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧୀନ କାର୍ଯ୍ୟରତ ସମସ୍ତ କର୍ମଚାରୀ, ଶିକ୍ଷୟିତ୍ରୀଶିକ୍ଷକ ଓ ସିଆରସିସି ମାନେ ସ୍ବେଚ୍ଛାକୃତ ଭାବେ ସେମାନଙ୍କ ମାର୍ଚ୍ଚ ମାସ ବେତନରୁ ଗୋଟିଏ ଦିନର ବେତନ ପ୍ରଦାନ କରିଛନ୍ତି। ୬,୩୬,୮୭୪ ଟଙ୍କା କରୋନା ଆକ୍ରାନ୍ତଙ୍କ ଚିକିତ୍ସା...

ଚିତ୍ରରେ ଗଞ୍ଜାମ ଜିଲାପାଳଙ୍କ କରୋନା ବାର୍ତ୍ତା: ଘରୁ ବାହାରିବା ବେଳେ ମାସ୍କ ସହ ବ୍ୟବହାର କରନ୍ତୁ ଛତା, ସାମାଜିକ ଦୂରତ୍ୱ ରହିବ

ଛତ୍ରପୁର, ୩୦।୪(ଡି.ଏନ୍‌.ଏ.)- କରୋନାର ମୁକାବିଲା ନିମନ୍ତେ ମାସ୍କର ବ୍ୟବହାର ଏବଂ ସାମାଜିକ ଦୂରତା ରଖିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହାକୁ ନେଇ ସରକାରୀସ୍ତରରେ ଲୋକମାନଙ୍କୁ ସଚେତନ କରାଯାଉଛି। ଏହି କ୍ରମରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ଚିତ୍ର ଆଙ୍କି...

କ୍ବାରାଣ୍ଟାଇନ କେନ୍ଦ୍ରରେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଦାବି

ଭଣ୍ଡାରିପୋଖରୀ,୩୦।୪ (ଡି.ଏନ.ଏ.)-ବାହାର ରାଜ୍ୟରେ କର୍ମଜୀବୀ ଭାବେ ବାସ କରୁଥିବା ଲୋକ ମାନେ ଘରବହୁଡା ହୋଇ ଓଡିଶାକୁ ଆସୁଛନ୍ତି ସେମାନଙ୍କ ପାଇଁ ୧୪ ଦିନିଆ କ୍ବାରାଣ୍ଟାଇନ ବ୍ୟବସ୍ଥା କରାଯାଇଛି। ତେବେ ବାହାରୁ ଆସିବାକୁ ଥିବା ଲୋକମାନଙ୍କ ମଧ୍ୟରେ ମହିଳାମାନେ ରହିଥିବା ଜଣାପଡ଼ିଛି।...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୫ ହଜାର ପ୍ରଦାନ

କେସିଙ୍ଗା,୩୦ା୪(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ବୋରିଙ୍ଗପଦରଠାରେ ଥିବା ନିୟୁ ଲାଇଫ୍‌ ପାଓ୍ବାର ଗସ୍ପେଲ ଫେଲୋସିପ୍‌ ଅନୁଷ୍ଠାନ ପକ୍ଷରୁ କଳାହାଣ୍ଡି ଅତିରିକ୍ତ ଜିଲାପାଳଙ୍କୁ ଅନୁଷ୍ଠାନର ପରିଚାଳନା ନିର୍ଦ୍ଦେଶକ ସିଆନି ହରପାଲ ଗୁରୁବାର ୨୫ ହଜାର ଟଙ୍କାର ଏକ ଚେକ୍‌...

ଦିବ୍ୟାଙ୍ଗଙ୍କୁ ମିଳିଲା ସହାୟତା

ହାଟଡିହୀ, ୩୦।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ୩୭ ନମ୍ବର ଜିଲା ପରିଷଦ ସଦସ୍ୟା ପ୍ରଣତି ଦେଓ ଶତାଧିକ ଭିନ୍ନକ୍ଷମଙ୍କୁ ସହାୟତା ପ୍ରଦାନ କରିଛନ୍ତ। ନିଜ ଗ୍ରାମ ଡଅଁର ସମେତ ବିଭିନ୍ନ ଗ୍ରାମକୁ ଚାଲି ଚାଲି ଯାଇ ଭିନ୍ନକ୍ଷମଙ୍କୁ ସାବୁନ, ମାସ୍କ,...

ସପ୍ତାହରେ ଥରେ ଖୋଲିବ ପରିବା ମାର୍କେଟ, ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ନିର୍ଦ୍ଦେଶନାମା ଜାରି

ସୁନ୍ଦରଗଡ଼,୩୦ା୪(ଡି.ଏନ୍‌.ଏ.) : ଜିଲାରେ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଲକ୍‌ଡାଉନ୍‌ କଟକଣାକୁ କଡ଼ାକଡ଼ି ପାଳନ ପାଇଁ ଜିଲାପାଳ ନିଖିଲ ପବନ କଲ୍ୟାଣ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି । କଣ୍ଟେନ୍‌ମେଣ୍ଟ ଘୋଷିତ ରାଉରକେଲା ମହାନଗର ନିଗମ ଓ ବିଶ୍ରା...

ପୁଣି ସୁରଟ୍‌ରୁ ୨ ବସ୍‌ରେ ଗଞ୍ଜାମ ଫେରୁଛନ୍ତି ପ୍ରବାସୀ

ଛତ୍ରପୁର, ୩୦।୪( ଡି.ଏନ୍‌.ଏ.)- ପରିବାର ପ୍ରତିପୋଷଣ ପାଇଁ ରାଜ୍ୟ ବାହାରେ ରହିଥିବା ପ୍ରବାସୀ ଓଡିଆ ଏବେ ଘର ବାହୁଡା ହେଉଛନ୍ତି । ଏହି କ୍ରମରେ ଗୁରୁବାର ଗୁଜରାଟର ସୁରଟରୁ ଆଉ ୨ ବସରେ ପ୍ରବାସୀ ଓଡିଆ ଗଞ୍ଜାମ ଜ଼ିଲା ଅଭିମୁଖେ...

ବରଗଡ଼ରେ ପୋଲିସ ମହାନିର୍ଦ୍ଦେଶକ, ପରଖିଲେ ଲକ୍‌ଡାଉନ୍‌ ସ୍ଥିତି

ବରଗଡ଼ ଅଫିସ,୩୦।୪- ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ଗୁରୁବାର ବରଗଡ଼ ଜିଲା ଗସ୍ତରେ ଆସିଛନ୍ତି। ଅପରାହ୍ନ ପ୍ରାୟ ୧ଟାରେ ସେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସହିତ ବରଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ସେ ଓହ୍ଲାଇଥିଲେ। ସେଠାରୁ ଜିଲାର...

ପୋଲିସ କର୍ମଚାରୀଙ୍କୁ ଭଲମନ୍ଦ ପଚାରି ବୁଝିଲେ ଡିଜି

ସମ୍ବଲପୁର, ୩୦।୪ (ବ୍ୟୁରୋ)- ପୋଲିସ ମହାନିର୍ଦ୍ଦେଶକ ଅଭୟ ଗୁରୁବାର ସମ୍ବଲପୁର ଦିନିକିଆ ଗସ୍ତ କରିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ଆସି ସମ୍ବଲପୁର ରିଜର୍ଭ ପଡିଆରେ ଓହ୍ଲାଇବା ପରେ ତାଙ୍କୁ ଏଠାରେ ଉତ୍ତରାଞ୍ଚଳ ପୋଲିସ ଡିଆଇଜି ହିମାଂଶୁ ଲାଲ, ଏସ୍‌ପି କନୱର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri