ଆମ ଜିଲା ଖବର

ବାପାଙ୍କୁ ଛୁରି ଭୁସି ହତ୍ୟା କଲା ବଡପୁଅ  

ଖୁଣ୍ଟୁଣୀ,୧୨ା୭(ଡି.ଏନ୍‌.ଏ.): ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ମୁଷୁଳିଆ ଗ୍ରାମ ମୁଣ୍ଡାସାହିର ନାଥ ପୂର୍ତ୍ତିଙ୍କୁ ଶନିବାର ରାତି ପ୍ରାୟ ୧୦ଟାରେ ତାଙ୍କ ବଡ଼ପୁଅ ଛୁରି ଭୁସି ହତ୍ୟା କରିଛନ୍ତି। ଏଥିସହିତ ସାନଭାଇ ଯୋଗେଶ୍ୱର ପୂର୍ତ୍ତିଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ…

ମୃତଦେହ ସଂସ୍କାର ପରେ ରିପୋର୍ଟ ଆସିଲା ପଜିଟିଭ୍‌

ବୁଗୁଡ଼ା,୧୨ା୭(ଡି.ଏନ୍‌.ଏ.)-ବୁଗୁଡ଼ା ବ୍ଲକ ପାଣିକେଶର ଗ୍ରାମର ବସନ୍ତ ନାୟକ (୪୨)ଙ୍କ ମୃତ୍ୟୁ ପରେ ରବିବାର ସ୍ବାବ୍‌ ରିପୋର୍ଟ ପଜିଟିଭ ଆସିଛି। ତାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭଗବାନପୁର ସରପଞ୍ଚ ସସ୍ମିତା ପ୍ରଧାନ ରବିବାର ଠାରୁ…

ଚିକିତ୍ସା ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌, କାର୍ଯ୍ୟାନୁଷ୍ଠାନ ଦାବି

ବରଗଡ଼ ଅଫିସ୍‌/ରେଢ଼ାଖୋଲ,୧୨।୭-ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଶିଶୁପୁତ୍ରର ମୃତ୍ୟୁ ଘଟଣା ଆଲୋଡ଼ନ ଖେଳାଇ ଦେଇଛି। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭିନ୍ନ ମହଲରେ ଦାବି ହୋଇଛି । ରବିବାର ଏ ନେଇ ବରଗଡ଼…

କରୋନା ଆକ୍ରାନ୍ତଙ୍କୁ ହସ୍ପିଟାଲ ନେଉନି ପ୍ରଶାସନ: ପ୍ରତିବାଦରେ ଥାନା ସମ୍ମୁଖରେ ଧାରଣା

ରାଉରକେଲା ଅଫିସ,୧୨।୭-ଜଣେ କରୋନା ସଂକ୍ରମିତଙ୍କୁ ମେଡିକାଲ ନେବା ଦାବିରେ ରବିବାର କୋଏଲନଗର ଅଞ୍ଚଳର କିଛି ଲୋକ ପ୍ରଶାସନକୁ ନେହୁରା ହୋଇଛନ୍ତି। ହେଲେ ସେମାନଙ୍କୁ ନିରାଶ ହେବାକୁ ପଡ଼ିଛି। ଏହାର ପ୍ରତିବାଦରେ ସେମାନେ ଝିରପାଣି ଥାନାରେ ଧାରଣା ଦେଇଛନ୍ତି। ସେମାନେ ଅଭିଯୋଗ କରିଛନ୍ତି,…

ରାଇକିଆରେ ୨ ଲୋକାଲ କରୋନା ପଜିଟିଭ୍‌ ଚିହ୍ନଟ: ୧୩ ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା

ରାଇକିଆ,୧୨।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଉଭୟ ଲୋକାଲ କେସ ହୋଇଥିବାରୁ ରାଇକିଆ ସହର ସମେତ ଆଖ ପାଖ ୧୩ଟି ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରାଯାଇଛି। ଏହି ସବୁ ଅଞ୍ଚଳକୁ ସିଲ୍‌ କରି…

କେନ୍ଦୁଝରରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ,: ବଦଳିଲା ଦୋକାନ ବନ୍ଦ ସମୟସୀମା

କେନ୍ଦୁଝର,୧୨।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ରବିବାର ଜଣେ କରୋନା ଯୋଦ୍ଧାଙ୍କ ସମେତ ୩ କରନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କବିତ୍ର ଗ୍ରାମରେ ପୂର୍ବରୁ ଚିହ୍ନଟ ଜଣେ ରୋଗୀଙ୍କ ଲୋକାଲ କଣ୍ଟାକ୍ଟରେ ଆସିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। କରନା ଯୋଦ୍ଧା ଯେଉଁଠି…

ପୋଲିସ ନିକଟରେ ଆତ୍ମସମର୍ପଣ କଲେ ଦୁଇ ମାଓବାଦୀ, ଖୋଲିଲେ ଏସବୁ ପୋଲ୍‌

ମାଲକାନଗିରି,୧୨ା୭(ସ୍ବ.ପ୍ର.): ରବିବାର ମାଲକାନଗିରି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ଦୁଇ ହାର୍ଡକୋର ମାଓବାଦୀ। ଏହି ଦୁଇଜଣ ହେଲେ କାନା ମାଢି ଓ ମହିଳା ମାଓବାଦୀ ଲାକେ ପୁନେମ। ଦୀର୍ଘଦିନ ଧରି ଉଭୟ ମାଓବାଦୀ ସଙ୍ଗଠନରେ ସକ୍ରିୟ ରହିଥିଲେ। ତେବେ ଏମାନେ ସମାଜର…

ମଧୁମେହ ରୋଗୀଙ୍କ ସହ ଏହି ସବୁ ଲୋକଙ୍କୁ କରୋନା ହେବାର ରହିଛି ଅଧିକ ଆଶଙ୍କା: ଜାଣନ୍ତୁ କିପରି ହେବେ ଯତ୍ନବାନ

ବ୍ରହ୍ମପୁର ଅଫିସବ,୧୨।୭: କରୋନା ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। କରୋନା ସଂକ୍ରମଣରୁ ଲୋକମାନଙ୍କୁ ରକ୍ଷା କରିବା ପାଇଁ ସରକାର ଯଥା ସମ୍ଭବ ପଦକ୍ଷେପ ନେଉଛନ୍ତି…

କଟକ ସହରରେ ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ପୁଣି ୯ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୧୨ା୭: ରବିବାର କଟକ ସହରରୁ ଆଉ ୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ୮ ଜଣ ଇନ୍‌ଷ୍ଟିଚ୍ୟୁଶନାଲ୍‌ କ୍ୱାରାଣ୍ଟାଇନରେ ଥିବା ବେଳେ ଜଣେ ହୋମ୍‌ କ୍ୱାରାଣ୍ଟାଇନ୍‌ ଥାଇ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନେ ହେଲେ…

ଟିଏମ୍‌ସି କେନ୍ଦ୍ରରୁ ବିଏସ୍‌ଏଫ୍‌ ଯବାନ ଫେରାର

ନବରଙ୍ଗପୁର,୧୨।୭(ବି.ପ୍ର.)- ନବରଙ୍ଗପୁର ସଦର ବ୍ଲକ ଟିରଲୀ ଛକ ନିକଟରେ ଥିବା ପଲିଟେକ୍ନିକ ଟିଏମ୍‌ସି କେନ୍ଦ୍ରରୁ ଜଣେ ବିଏସ୍‌ଏଫ୍‌ ଯବାନ ଫେରାର ହୋଇଥିବା ବିଏସ୍‌ଏଫ୍‌ ୧୫ ବାଟାଲିଆନ କମାଣ୍ଡେଣ୍ଟ ନବରଙ୍ଗପୁର ଥାନାରେ ଅଭିଯୋଗ କରିଛନ୍ତି। ଗତ କିଛି ଦିନ ତଳେ ନବରଙ୍ଗପୁର କୋଭିଡ…

ଦାରିଙ୍ଗବାଡ଼ିରେ ଶଟଡାଉନ ଦ୍ୱିତୀୟ ସପ୍ତାହ: ବେଧଡ଼କ ବ୍ୟବସାୟ ନେଇ ଜନଅସନ୍ତୋଷ

ଦାରିଙ୍ଗବାଡ଼ି,୧୨।୭(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜିଲାପ୍ରଶାସନର ନିର୍ଦ୍ଦେଶକ୍ରମେ କନ୍ଧମାଳ ଜିଲା ପ୍ରତି ଶନିବାର ଏବଂ ରବିବାର ଦୁଇଦିନ ଧରି ଶଟଡାଉନ ଘୋଷଣା କରାଯାଇଛି । ଏହା ମାସର ଶେଷ ଶନିବାର, ରବିବାର ପର୍ଯ୍ୟନ୍ତ ପାଳନ ପାଇଁ ନିର୍ଦ୍ଦେଶ ରହିଛି…

୪୦ ବର୍ଷ ଧରି ସମାନ ସ୍ଥିତି: ଅସରାଏ ବର୍ଷାରେ ଘରେ ପଶୁଛି ପାଣି; ସ୍ଥାୟୀ ସମାଧାନ ଦାବି

ଚୌଦାର,୧୨।୭(ଡି.ଏନ୍‌.ଏ.): ମାସେ ନୁହେଁ କି ବର୍ଷେ ନୁହେଁ। ଆଜକୁ ୪୦ବର୍ଷରୁ ଊର୍ଦ୍ଧ୍ୱ ଦିନ ହେବ ବାସଗୃହ କରି ରହିଛନ୍ତି ଲୋକେ । ହେଲେ ଅସରାଏ ବର୍ଷା ହେଲେ ଘରୁ ବାହାରିବା ସମ୍ଭବ ହୋଇପାରୁନାହିଁ। ପାଣି ନ ଶୁଖିଲା ପର୍ଯ୍ୟନ୍ତ ସ୍ବାଭାବିକ ହୋଇପାରୁନାହିଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri