ବି.ଡକେବାଡ଼ିରେ ଜ୍ୱର, ଝାଡ଼ା ଘଟଣା: ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ଦାବି କଲେ ଗ୍ରାମବାସୀ
ଦାରିଙ୍ଗବାଡ଼ି,୩୦ା୪(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରାମରେ ୧୦ ଦିନ ହେବ ୨୦ରୁ ଊର୍ଦ୍ଧ୍ୱ ଜଣଙ୍କୁ ଜ୍ୱର ହେବା ସହ ପତଳା ଝାଡ଼ା ଲାଗି ରହିଛି। ଡାକ୍ତରୀ ଦଳ ଚିକିତ୍ସା ପାଇଁ ଯାଇଥିଲେ ମଧ୍ୟ ସମସ୍ତ ରୋଗୀଙ୍କ ଘରେ...
ଯାଜପୁର ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨ରେ ପହଞ୍ଚିଲା, ସମସ୍ତେ କଟିକଟା କଣ୍ଟେନ୍ମେଣ୍ଟ ଅଞ୍ଚଳର
ଯାଜପୁର ଅଫିସ,୩୦।୪- ଯାଜପୁର ଜିଲାରେ ଗୁରୁବାର ଆଉ ୩ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। । ତେବେ ଏହାକୁ ମିଶାଇ ଜିଲାରେ ମୋଟ ସଂକ୍ରମିତ ସଂଖ୍ୟା ୨୨ରେ ପହଞ୍ଚିଛି। ସଂକ୍ରମିତ ବ୍ୟକ୍ତିମାନେ ଦଶରଥପୁର ବ୍ଲକ କଟିକଟା ଗ୍ରାମପଞ୍ଚାୟତ କଟିକଟା...
ସୁକତେଲ୍ ବ୍ରିଜ୍ ଭୁଶୁଡ଼ିବା ଘଟଣା: ପହଞ୍ଚିଲେ ଦୁଇଜଣିଆ ଉଚ୍ଚସ୍ତରୀୟ ତଦନ୍ତକାରୀ ଟିମ୍
ପାଟଣାଗଡ, ୩୦ା୪ (ଡି.ଏନ.ଏ.)- ବଲାଙ୍ଗୀର ଜିଲା ପାଟଣାଗଡ ବ୍ଳକ ଅନ୍ତର୍ଗତ ତମିଆଁ-ମୁଦଲସର ସୁକତେଲ ନଦୀ ବ୍ରିଜ ବୁଧବାର ସକାଳେ ମରାମତି ବେଳେ ଭୁଶୁଡି ପଡିଥିଲା। ଭାଙ୍ଗି ଯାଇଥିବା ବ୍ରିଜ ସ୍ଲାବ ତଳେ ଦୁଇଜଣ ଶ୍ରମିକ ଚାପି ହୋଇ ମୃତ୍ୟୁବରଣ କରିଥିଲେ।...
୩୧ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ଝାରସୁଗୁଡ଼ା କରୋନା ଆକ୍ରାନ୍ତ
ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲାରେ ବୁଧବାର ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଝାରସୁଗୁଡ଼ା ଜିଲାର ହୋଇଥିବା ବେଳେ ପଶ୍ଚିମବଙ୍ଗ ରାଜ୍ୟ ପୁରୁଲିଆ ଜିଲାରେ ରହୁଛନ୍ତି। ଗତ ୨୩ ତାରିଖ ସନ୍ଧ୍ୟାରେ ସେ ଝାରସୁଗୁଡ଼ାକୁ ଆସିଥିବା ବେଳେ ସେ...
ଝାରସୁଗୁଡ଼ାରେ ହସ୍ପିଟାଲ ଥାଇବି କରୋନା ଆକ୍ରାନ୍ତଙ୍କୁ ପଠାଗଲା ରାଉରକେଲା, ବିଭିନ୍ନ ମହଲରୁ ସମାଲୋଚନାର ସ୍ବର
ଝାରସୁଗୁଡା ଅଫିସ,୩୦ା୪- ପଶ୍ଚିମବଙ୍ଗରୁ ଝାରସୁଗୁଡା ଜିଲା ବ୍ରଜରାଜନଗର ଅଞ୍ଚଳକୁ ଆସିଥିବା ଜଣେ ଯୁବତୀ ବୁଧବାର କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାପରେ ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ ଚିକିତ୍ସା ପାଇଁ ତୁରନ୍ତ ରାଉରକେଲା ସ୍ଥିତ କୋଭିଡ୍ ହସ୍ପିଟାଲକୁ ପଠାଯାଇଥିଲା। ତେବେ...
ବ୍ରଜରାଜନଗରର ବିଭିନ୍ନ ଅଞ୍ଚଳକୁ କଣ୍ଟେନ୍ମେଣ୍ଟ୍ ଜୋନ୍ ଘୋଷଣା କଲା ପ୍ରଶାସନ
ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ମ୍ୟୁନିସିପାଲିଟିର ବୁଢ଼ିଜାମ ଅଞ୍ଚଳରେ ବୁଧବାର ଜଣେ ଯୁବତୀଙ୍କ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲା। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ସ୍ବରୁପ ବୁଧବାର ରାତିରେ ବ୍ରଜରାଜଥନଗରର ବିଭିନ୍ନ ଅଞ୍ଚଳକୁ କଣ୍ଟେନମେଣ୍ଟ୍ ଓ...
କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ ସ୍ବାବ ପରୀକ୍ଷା
ଭଦ୍ରକ ଅଫିସ,୩୦।୪: ଭଦ୍ରକ ସହରରେ କାର୍ଯ୍ୟରତ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିଙ୍କ ଗୁରୁବାର ସ୍ବାବ ସଂଗ୍ରହ କରାଯାଇଛି। ସହରର ବିଜୁ କଲ୍ୟାଣ ମଣ୍ଡପ ପରିସରରେ ଏହି ସ୍ବାବ ସଂଗ୍ରହ କରାଯାଇଛି। ଏମାନେ ବିଭିନ୍ନ କଣ୍ଟେନମେଣ୍ଟ ଅଞ୍ଚଳରେ ଖବର ସଂଗ୍ରହ ପାଇଁ ନିୟୋଜିତ...
୧୦ ମତ୍ସ୍ୟଜୀବୀଙ୍କ ସ୍ବାବ୍ ପରୀକ୍ଷା
ଛତ୍ରପୁର,୩୦ା୪(ଡି.ଏନ୍.ଏ.) : ଚେନ୍ନାଇରୁ ୩୩ ଜଣ ମତ୍ସ୍ୟଜୀବୀ ସମୁଦ୍ର ପଥରେ ଏକ ବୋଟ୍ ଯୋଗେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ନିକଟ ଫିସେରୀ ଜେଟିଠାରେ ସୋମବାର ରାତିରେ ପହଞ୍ଚିଥିଲେ। ସମସ୍ତଙ୍କୁ ଆର୍ଯ୍ୟପଲ୍ଲୀ ହାଇସ୍କୁଲରେ ଖୋଲାଯାଇଥିବା ଆଇସୋଲଶନ ସେଣ୍ଟରକୁ ନିଆଯାଇଥିଲା।...
୧୪୪୬୪ ଫେରନ୍ତାଙ୍କ ପାଇଁ ୧୧୫ ସଙ୍ଗରୋଧ କେନ୍ଦ୍ର ପ୍ରସ୍ତୁତ
ବୁଗୁଡ଼ା, ୩୦।୪(ଡି.ଏନ୍.ଏ): ବର୍ତ୍ତମାନ ସାରା ଦେଶ ଓ ରାଜ୍ୟରେ କରୋନା ମହାମାରୀରୁ ଉଦ୍ଧାର ନିମନ୍ତେ ମାସେରୁ ଊର୍ଦ୍ଧ୍ୱ ହେବ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍ଡାଉନ ଘୋଷଣା କରାଯାଇଛି। ଓଡିଶା ରାଜ୍ୟର ଶ୍ରମିକମାନେ ବାହାର ରାଜ୍ୟରେ ବିଭିନ୍ନ କମ୍ପାନୀରେ...
ଝାରସୁଗୁଡ଼ାକୁ ଫେରିବେ ୫, ୪୦୯ ପ୍ରବାସୀ: ଅନ୍ଲାଇନ୍ ରେଜିଷ୍ଟ୍ରେଶନ କଲେଣି ୫,୧୨୩
ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲାକୁ ଲକ୍ଡାଉନ୍ ପରେ ଫେରିବେ ୫ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ। ଏଥିପାଇଁ ସେମାନେ ଅନ୍ଲାଇନ୍ ଯୋଗେ ରେଜିଷ୍ଟ୍ରେଶନ କରିଛନ୍ତି। ସେମାନେ ଆସିବା ପରେ ସେମାନଙ୍କୁ କ୍ୱାରାଣ୍ଟାଇନ୍ରେ ରଖିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି...
ଭଦ୍ରକକୁ ଆସିବେ ୩୨ ହଜାର ପ୍ରବାସୀ
ଭଦ୍ରକ ଅଫିସ, ୩୦ା୪: ଭଦ୍ରକ ଜିଲାକୁ ଫେରିବେ ୩୨ ହଜାର ପ୍ରବାସୀ। ଘରକୁ ଫେରିବା ପାଇଁ ଏମାନେ ନିଜ ନାମ ଅନ୍ଳାଇନ୍ରେ ପଞ୍ଜୀକରଣ କରିସାରିଛନ୍ତି। ପ୍ରବାସୀମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା ଓ ସଂଗରୋଧ କେନ୍ଦ୍ରରେ ରହଣୀ ଆଦି ପ୍ରସ୍ତୁତି ସମ୍ପର୍କରେ ଜିଲାପାଳଙ୍କ...
କଡ଼ା ସୁରକ୍ଷା ମଧ୍ୟରେ କ୍ୱାରାଣ୍ଟାଇନ୍ରେ ରହିଲେ ୧୧୪ ଜଣ
ଶେରଗଡ଼,୩୦ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ପଦ୍ମପୁର ଗ୍ରାମରେ ଥିବା ଆଦର୍ଶ ବିଦ୍ୟାଳୟକୁ ବୁଧବାର ବିଳମ୍ବିତ ରାତିରେ ସୁରଟରୁ ଆସିଥିବା ଦୁଇଟି ବସ ଯୋଗେ ୧୧୪ଜଣଙ୍କୁ କ୍ୱାରାଣ୍ଟାଇନ୍ରେ ରଖାଯାଇଛି। ସମସ୍ତଙ୍କ ପରିଚୟ ଯାଞ୍ଚ ପରେ ଆଦର୍ଶ ବିଦ୍ୟାଳୟର ଆଇସୋଲେଶନ...
Archives


