ନେପାଳରୁ ଉଦ୍ଧାର ପାଇଁ ଦାଦନ ଶ୍ରମିକଙ୍କ ନିବେଦନ
ଭଦ୍ରକ ଅଫିସ,୩୦।୪: କରୋନା ଲକ୍ଡାଉନ ହେବାର କିଛି ମାସ ପୂର୍ବରୁ କେନ୍ଦୁଝର ଓ ଭଦ୍ରକ ଜିଲାର କିଛି ଶ୍ରମିକ କାର୍ଯ୍ୟ ପାଇଁ ନେପାଳ ଯାଇଥିବା ଜଣାପଡ଼ିଛି। ହେଲେ ସାରା ଦେଶରେ ଲକ୍ଡାଉନ ହେବାରୁ ସେଠାରେ ସେମାନଙ୍କୁ ଖାଇବା ଓ ରହିବାର...
କ୍ୱାରାଣ୍ଟାଇନ୍ରେ ରହିଲେ ୨୧୭ ସୁରଟ ଫେରନ୍ତା, ଅନ୍ୟ କେହି କେନ୍ଦ୍ର ନିକଟକୁ ଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କହିଲେ ଜିଲାପାଳ
ଛତ୍ରପୁର,୩୦ା୪(ଡି.ଏନ୍.ଏ.): ସୁରଟରୁ ୪ଟି ବସ୍ ଯୋଗେ ୨୧୭ ପ୍ରବାସୀ ଓଡ଼ିଆ ବୁଧବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସମସ୍ତଙ୍କର ପ୍ରାଥମିକ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ପୂର୍ବାହ୍ନରେ ସୂଚନା ଦେଇଛନ୍ତି। ସମସ୍ତଙ୍କର...
ବଜ୍ରଘାତରେ ମନ୍ଦିରରେ ଫାଟ
ଭଦ୍ରକ ଅଫିସ,୩୦।୪: ଭଦ୍ରକ ବ୍ଲକ ଅର୍ନ୍ତଗତ ବେନ୍ତାଳ ପଞ୍ଚାୟତର ଗୋପାଳ ବିନ୍ଧା ଗ୍ରାମର ହନୁମାନ ମନ୍ଦିରରେ ଫାଟ ସୃଷ୍ଟି ହୋଇଛି। ବୁଧବାର ସନ୍ଧ୍ୟାରେ ହୋଇଥିବା କାଳବୈଶାଖୀ ସମୟରେ ହୋଇଥିବା ବଜ୍ରାଘାତରେ ହନୁମାନ ମନ୍ଦିରରେ ବିରାଟ ଫାଟ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ...
ସ୍ବାବ୍ ପରୀକ୍ଷା ପରେ ଛଡ଼ାଯିବ: ହାଇକୋର୍ଟ
କଟକ ଅଫିସ୍,୩୦।୪: ସଙ୍ଗରୋଧରେ ଗୋଟିଏ ମାସ ରଖିବା ପରେ ପୁଣି ଥରେ ସ୍ବତନ୍ତ୍ର ସଙ୍ଗରୋଧରେ ରଖାଗଲା। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଏଥିରେ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଜବାବ ଦାଖଲ ହୋଇଥିଲା। ସନ୍ଦିଗ୍ଧଙ୍କ...
ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଦଇତାପତି ସେବକ
ପୁରୀ ଅଫିସ,୩୦।୪: କରୋନା ପାଇଁ ରଥଯାତ୍ରାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଜୁନ୍ ୨୩ରେ ପଡୁଥିବା ରଥଯାତ୍ରା ହେବ କି ନାହିଁ ସେ ନେଇ କୌଣସି ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସି ନ ଥିବାବେଳେ ଦଇତାପତି ସେବକମାନେ ବୁଧବାର ଜଗଦ୍୍ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ...
କେନ୍ଦ୍ର, ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ
କଟକ ଅଫିସ୍,୩୦।୪: ଲକ୍ଡାଉନ୍ ଯୋଗୁ ଏବେ ସମସ୍ତେ ପ୍ରଭାବିତ ହୋଇଛନ୍ତି। କିନ୍ତୁ ସରକାରଙ୍କ ଅଧିକାଂଶ ସହାୟତା କେବଳ ଗରିବ ଲୋକମାନେ ପାଉଥିବା ବେଳେ ମଧ୍ୟବିତ୍ତ ଏଥିରୁ ବଞ୍ଚିତ ହେଉଛନ୍ତି। ସେହିଭଳି ରୋଜଗାର ନ ଥିବା ଯୋଗୁ ଲୋକମାନେ ବିଦ୍ୟୁତ୍ ବିଲ୍...
ସୁରଟରୁ ଗଞ୍ଜାମରେ ପହଞ୍ଚିଲା ୪ ବସ୍
ଛତ୍ରପୁର,୩୦।୪(ଡି.ଏନ୍.ଏ.): ବାହାର ରାଜ୍ୟରେ ଫସିଥିବା ଲୋକେ ସ୍ଥଳପଥ ଓ ଜଳପଥରେ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ଜିଲା ସୀମା ସିଲ୍ ଓ ସମୁଦ୍ରପଥକୁ ପୋଲିସ, କୋଷ୍ଟଗାର୍ଡ ନଜର ରଖୁଥିବା କୁହାଯାଉଥିଲେ ମଧ୍ୟ ବହୁ ସଂଖ୍ୟକ ଲୋକ ଆସୁଛନ୍ତି। ଗୁଜରାଟର ସୁରଟ...
ମୁସଲମାନ ବୋଲି ହେଲାନି ଡାଏଲିସିସ୍, ଚାଲିଗଲା ଜୀବନ
କଟକ ଅଫିସ୍,୩୦।୪: ମୁସଲମାନ ହୋଇଥିବା ଯୋଗୁ ଜଣେ କିଡ୍ନୀ ରୋଗୀଙ୍କୁ ଡାଏଲିସିସ୍ କରିବାକୁ ବୁଧବାର କଟକର ଏକ ଘରୋଇ ହସ୍ପିଟାଲ୍ କର୍ତ୍ତୃପକ୍ଷ ମନାକରି ଦେଇଥିଲେ। ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାର ତଦନ୍ତ ଦାବିରେ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା...
୧୩ କ୍ୱାରାଣ୍ଟାଇନ କେନ୍ଦ୍ର ଲାଗି ୩୦ଲକ୍ଷ ଖର୍ଚ୍ଚ
କାକଟପୁର,୩୦।୪(ଡି.ଏନ.ଏ.): ଲକଡାଉନ ଅବଧି ବଢ଼ିବା ପରେ ବାହାର ରାଜ୍ୟରେ ଥିବା ଓଡ଼ିଆମାନେ ନିଜ ଗ୍ରାମକୁ ଫେରିବାରେ ଲାଗିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାର ପ୍ରତି ପଞ୍ଚାୟତାରେ କ୍ୱାରାଣ୍ଟାଇନ କେନ୍ଦ୍ର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପ୍ରତି ସରପଞ୍ଚଙ୍କୁ ୫ଲକ୍ଷ...
ରେଭେନ୍ଶା ୨ୟ କ୍ୟାମ୍ପସକୁ ନେଇ ବିବାଦ
କଟକ ଅଫିସ,୩୦।୪: ରେଭେନ୍ଶା ବିଶ୍ୱବିଦ୍ୟାଳୟ ବିରୋଧରେ ଉଠିଛି ସାଂଘାତିକ ଅଭିଯୋଗ। ନରାଜଠାରେ ନିର୍ମାଣ ଆରମ୍ଭ ହୋଇଥିବା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସରେ ବେଆଇନ ଭାବେ ପାଚେରି ନିର୍ମାଣ କରାଯାଇଛି। କଟକ ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ର ନିୟମ ଓ ହାଇକୋର୍ଟଙ୍କ ଆଦେଶକୁ ଖୋଲାଖୋଲି...
ଜନ୍ମମାଟିରେ ପହଞ୍ଚିଲା ଯବାନଙ୍କ ମୃତଦେହ
ନିମାପଡା, ୩୦।୪(ଡି.ଏନ.ଏ.): ଭାରତୀୟ ସେନା ବାହାନୀର ରାଜସ୍ଥାନ ଯୋଧପୁରଠାରେ କାର୍ଯ୍ୟରତ ଓଡ଼ିଆ ଯବାନ ରାଜେଶ କୁମାର ସାହୁ(୨୯)ଙ୍କ ଗୁଳିମାଡରେ ଶନିବାର ମୃତ୍ୟୁ ଘଟିଥିଲା। ତାଙ୍କ ଘର ପୁରୀ ଜିଲା ନିମାପଡା ଏନଏସି ଅନ୍ତର୍ଗତ ଅମୁଣିଆପାଟଣା ଗଁାରେ। ରାଜେଶଙ୍କ ମୃତ୍ୟୁ ଗୁଳିମାଡରେ...
ଝିଅକୁ ହରାଇଥିବା ହୋମଗାର୍ଡଙ୍କୁ ସହାୟତା
ପିପିଲି,୩୦।୪(ଡି.ଏନ.ଏ.): ଝିଅକୁ ହରାଇବା ସତ୍ତ୍ୱେ କର୍ତ୍ତବ୍ୟକୁ ଅବହେଳା ନ କରି କାର୍ଯ୍ୟରେ ରହିଥିବା ପିପିଲି ଥାନା ଅଞ୍ଚଳରେ କାର୍ଯ୍ୟରତ ହୋମଗାର୍ଡ ଗୌରୀ ବେହେରାଙ୍କୁ ସହାୟତାର ସୁଅ ଛୁଟିଛି। ତାଙ୍କର ଏହି କାର୍ଯ୍ୟକୁ ଦେଖି ସମସ୍ତେ ପ୍ରଶଂସା କରିବା ସହ ପିପିଲି...
Archives


