ଆମ ଜିଲା ଖବର

ଭାରତ ବନ୍ଦ ପ୍ରଭାବରେ ଦାରିଙ୍ଗବାଡ଼ି ଠପ୍‌

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ): ଭାରତ ସରକାରଙ୍କ ନୂଆ କୃଷି ଆଇନ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ ଆଇନ ବିରୋଧରେ ସଂଯୁକ୍ତ କିଶାନ ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସମର୍ଥନ କରାଯାଇଥିବା ବେଳେ ଦାରିଙ୍ଗବାଡ଼ି ବ୍ଲକ…

ବାଲେଶ୍ୱରରେ ଭାରତ ବନ୍ଦର ପ୍ରଭାବ

ବାଲେଶ୍ୱର ଅଫିସ,୨୬।୩: କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଶୁକ୍ରବାର ସିପିଏମ୍‌ ଓ କଂଗ୍ରସ ପକ୍ଷରୁ ରାଜ୍ୟବ୍ୟାପୀ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କର କଳା କୃଷି ଆଇନ, ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଆକାଶଛୁଆଁ ଦରବୃଦ୍ଧି ବିରୋଧରେ…

ପୋତି ହେଲାଣି ଡ୍ରେନ୍‌, ହଟାଯାଉନି ଅଳିଆ

ଜଟଣୀ,୨୬।୩(ଡି.ଏନ୍‌.ଏ): ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ମାଧ୍ୟମରେ ଜଟଣୀ ସହରକୁ ସ୍ବଚ୍ଛ ଓ ସୁନ୍ଦର କରିବା ପାଇଁ ପଦକ୍ଷେପ ନିଆଯାଉଛି। ଏପରି କି, ଏଥିପାଇଁ ବିପୁଳ ଟଙ୍କା ଖର୍ଚ୍ଚ କରାଯାଉଛି। ମାତ୍ର ବାସ୍ତବରେ ଚିତ୍ର ସମ୍ପୂର୍ଣ୍ଣ ଅଲଗା ଯୋଗୁ ପୌରାଞ୍ଚଳବାସୀ ସୁଫଳ ପାଇପାରୁନାହାନ୍ତି।…

କେନ୍ଦୁଝରରେ ଭାରତ ବନ୍ଦ: ଯାତାୟାତ ବ୍ୟାହତ

କେନ୍ଦୁଝର,୨୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଭାରତ ବନ୍ଦ ଶାନ୍ତିପୂର୍ଣ୍ଣ ଭାବେ ଆରମ୍ଭ ହୋଇଛି। ସଂଯୁକ୍ତ କିଷାନ ମୋର୍ଚ୍ଚା ଡାକରାରେ ବିଭିନ୍ନ ଚାଷୀ ସଙ୍ଗଠନ ପକ୍ଷରୁ ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରାଯାଇଥିବାରୁ ଯାତାୟାତ ବ୍ୟାହତ ହୋଇଛି। ଦୋକାନ ବଜାର ବନ୍ଦ ରହିଛି। କେନ୍ଦୁଝର…

ଜଳିଗଲା ୧୦ ବଖରା, ମହିଳା ଜୀବନ୍ତ ଦଗ୍ଧ

ପଦ୍ମପୁର,୨୬।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ଉଚୁଡ଼ିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁରେନ୍ଦ୍ର ବାରିକ, ନରେନ୍ଦ୍ର ବାରିକ,ନିଶାକର ବାରିକ,ଗୌରାଙ୍ଗ ବାରିକଙ୍କର ୧୦ ବଖରା ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଛି। ଘରେ ଶୋଇଥିବା କନକଲତା ବାରିକ(୪୫) ନିଆଁରେ…

ଚିଲିକା: ୧୭ ହେକ୍ଟର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ବାଲୁଗାଁ,୨୬।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଅଧୀନ ଚିଲିକାର ହାଟବରଡ଼ିଠାରୁ ନଈରୀ ମଧ୍ୟରେ ବେଆଇନ ଭାବେ ଗଢ଼ି ଉଠିଥିବା ୧୭ ହେକ୍ଟର ପରିବ୍ୟାପ୍ତ ଚିଙ୍ଗୁଡ଼ି ଘେରିକୁ ଗୁରୁବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ପ୍ରଶାସନ ପକ୍ଷରୁ ଚିଲିକାରେ ବାରମ୍ବାର ଘେରି ଉଚ୍ଛେଦ କରାଯାଉଥିଲେ ମଧ୍ୟ…

ବିଲୁପ୍ତି ପଥେ ତାଳପତ୍ର ଜାତକ

ଖୋର୍ଦ୍ଧା ଅଫିସ,୨୬।୩: ଭାରତୀୟ ସଂସ୍କୃତି, ପରମ୍ପରାରେ ତାଳପତ୍ରର ବହୁଳ ବ୍ୟବହାର ରହିଛି। ପ୍ରାଚୀନ କାଳରୁ ସଂସ୍କୃତି, ଶାସ୍ତ୍ରୀୟ ମତ ବିଚାର, ଗ୍ରନ୍ଥ ଆଦି ତାଳପତ୍ରରେ ଲେଖାଯାଇଛି। ମୁନିଋଷିମାନେ ମଧ୍ୟ ତାଳପତ୍ର ଓ ଲେଖନୀକୁ ବ୍ୟବହାର କରି ରାମାୟଣ, ମହାଭାରତ, ପୁରାଣ, ଶାସ୍ତ୍ର…

ଫାଶୀ ଜାଗାରେ ବର୍ଗାକାର ଜାଲକୁ ଗୁରୁତ୍ୱ

ପାରାଦୀପ, ୨୬।୩(ସ୍ବ.ପ୍ର.): ସମୁଦ୍ରରେ ଆଗକୁ ଆଉ ଫାଶୀଜାଲ ଚଳିବ ନାହିଁ। ଏହା ବଦଳରେ ବର୍ଗାକାର ଜାଲ ବ୍ୟବହାର କରିବାକୁ କେନ୍ଦ୍ର ସରକାରଙ୍କ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ ଅଧୀନ ୨ ସଂସ୍ଥା ନେଟଫିଶ୍‌ (ନେଟୱର୍କ ଫର ଫିଶ କ୍ବାଲିଟି ମ୍ୟାନେଜମେଣ୍ଟ ଏଣ୍ଡ…

କୋଭିଡ୍‌ ନିୟମ ଉଲ୍ଲଂଘନ : ସୁପର ମାର୍କେଟ, ୨ କୋଚିଂ ସେଣ୍ଟର ସିଲ୍ ‌

କଟକ ଅଫିସ,୨୬।୩: କଟକ ସହରରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ଗୁରୁବାର ସିଏମ୍‌ସି ପକ୍ଷରୁ ଏକ ଶପିଂ କମ୍ପ୍ଲେକ୍ସ ଓ ୨ଟି କୋଚିଂ ସେଣ୍ଟର ସିଲ୍‌ କରାଯାଇଛି। କଟକ ମହାନଗର ନିଗମ (ସିଏମ୍‌ସି) ଡେପୁଟି କମିଶନର ଅବିନାଶ ରାଉତଙ୍କ ନେତୃତ୍ୱରେ ଏନ୍‌ଫୋର୍ସମେଣ୍ଟ…

ଲୁଟେରା ଗ୍ୟାଙ୍ଗ୍‌ର ୬ ଗିରଫ

କଟକ ଅଫିସ,୨୬।୩: ମଧୁପାଟଣା ଥାନା ପୋଲିସ ଏକ ଲୁଟେରା ଗ୍ୟାଙ୍ଗ୍‌ର ୬ଜଣଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪ ବନ୍ଧୁକ, ୮ ଗୁଳି, ୬ ମୋବାଇଲ ଫୋନ୍‌, ୨ବାଇକ୍‌ ସମେତ ନଗଦ ୫୫୦୦ ଟଙ୍କା ଜବତ କରିଛି। ଗିରଫ ହୋଇଥିବା ଲୁଟେରାମାନେ…

କଳାପଥର ଉତ୍ତୋଳନ:୫ ମାମଲାରେ ପେଞ୍ଚ

ଯାଜପୁର ଅଫିସ,୨୬।୩: ଯାଜପୁର ଜିଲା ରାଜସ୍ବ ବିଭାଗର ଛତ୍ରଛାୟା ତଳେ ଚାଲିଥିବା ବେଆଇନ କଳାପଥର ଲୁଟ୍‌ ଘଟଣା ଦିନକୁଦିନ ଅଣାୟତ୍ତ ହେବାରେ ଲାଗିଛି। ତହସିଲ କୋର୍ଟରୁ ଆରମ୍ଭ କରି ଏନ୍‌ଜିଟି, ହାଇକୋର୍ଟ ଓ ଲୋକାୟୁକ୍ତଙ୍କ ନିକଟରେ ଏନେଇ ଅଭିଯୋଗ ହେଉଥିଲେ ହେଁ…

ସ୍କୁଲରେ ପାଠପଢ଼ାକୁ ବନ୍ଦ କଲା ଶିକ୍ଷା ବିଭାଗ

ବରଗଡ଼ ଅଫିସ୍‌,୨୫।୩: କରୋନା ସଂକ୍ରମଣ ଯୋଗୁ ଗତବର୍ଷରୁ ପ୍ରାଥମିକ ସ୍କୁଲଗୁଡ଼ିକ ବନ୍ଦ ରହିଛି । କେବଳ ସେତିକି ନୁହେଁ, ଏଥର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପରୀକ୍ଷା ହେବ ନାହିଁ ଏବଂ ବିନା ପରୀକ୍ଷାରେ ସମ୍ପୃକ୍ତ ଶ୍ରେଣୀର ଛାତ୍ରୀଛାତ୍ର ପରବର୍ତ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?