ଆମ ଜିଲା ଖବର

୭ବର୍ଷର ଭଉଣୀ କାନ୍ଧରେ ଦେଢ଼ମାସର ଭାଇ

ଭୋଗରାଇ,୧୫।୬(ଡି.ଏନ.ଏ.): ମହାମାରୀ କରୋନା ଛଡ଼ାଇ ନେଇଛି ବହୁ ଜୀବନ। ଉଜାଡ଼ି ଦେଇଛି ସୁଖର ସଂସାର। କିଏ ମା’ଙ୍କୁ ହରାଇ ମା’ଛେଉଣ୍ଡ ପାଲଟିଥିବା ବେଳେ କିଏ ବାପାଙ୍କୁ ହରାଇ ପାଲଟିଛି ବାପଛେଉଣ୍ଡ। ଅନ୍ୟ କେଉଁଠି ମା’ ବାପା ଦୁଇ ଜଣଙ୍କୁ ହରାଇ ପିଲାମାନେ…

ଗୋପନୀୟତା କ୍ଷୁଣ୍ଣ ଦର୍ଶାଇ ଆବେଦନ ରଦ୍ଦ କଲେ ହାଇକୋର୍ଟ

କଟକ ଅଫିସ, ୧୫।୬: କରୋନାରେ ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ କୋଭିଡ୍‌ ହସ୍ପିଟାଲରେ ସିସିଟିଭି କ୍ୟାମେରା ସହ ହସ୍ପିଟାଲ ପରିସରରେ ଡିସ୍‌ପ୍ଲେ ବୋର୍ଡ ଲଗାଇବାକୁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଆଗତ ଜନସ୍ବାର୍ଥ ମାମଲା ଖାରଜ ହୋଇଛି।…

ବେଦାନ୍ତର ଅସୁରକ୍ଷିତ ଖଣି

ଯାଜପୁର ଅଫିସ,୧୫।୬: ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଯାଜପୁର ଜିଲା ସୁକିନ୍ଦା ବ୍ଲକର ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ହୋଇପଡ଼ିଛି। କାରଣ ଖଣି ଗର୍ତ୍ତଠାରୁ ମାତ୍ର ୨୦ ମିଟର ଦୂରରେ ଥିବା ୭୮ ମିଟର ଉଚ୍ଚତାର ଏକ ଡମ୍ପ ମୃତ୍ୟୁର ପାହାଡ଼…

ମରୁଡ଼ି ହଟାଇପାରିନି ମାନଜୋର

ଆଠମଲ୍ଲିକ,୧୫ା୬ (ଡି.ଏନ.ଏ.) ମରୁଡ଼ି ହଟିଲେ ହସିବ ଆଠମଲ୍ଲିକ। ସବୁଜିମାରେ ଭରିଯିବ କୃଷକଙ୍କ ମନ। ତେଣୁ ଜଳସେଚନ ପ୍ରକଳ୍ପଟିଏ ପାଇଁ ଚାଷୀ ଓହ୍ଲାଇଥିଲେ ରାସ୍ତାକୁ। ଜେଲଭରୋ ଆନ୍ଦୋଳନ ମାଧ୍ୟମରେ କଡ଼ା ବାର୍ତ୍ତା ଦେଇଥିଲେ ରାଜ୍ୟ ସରକାରଙ୍କୁ। ଏହାପରେ ଚଳଚଞ୍ଚଳ ହୋଇଥିଲା ଜଳସମ୍ପଦ ବିଭାଗ।…

‘ଗୁହାରି ଶୁଣ, ନାତୁଣୀନାତିଙ୍କୁ ଦୟା କର’

ଭଦ୍ରକ ଅଫିସ, ୧୫।୬-କରୋନା ଉଜାଡ଼ି ଦେଇଛି ସଂସାର। ଅନାଥ ହୋଇଗଲେ ୩ ସନ୍ତାନ। ଠିକ୍‌ ବର୍ଷକ ତଳେ ଏକ ଅଜଣା ରୋଗରେ ମା’ଙ୍କୁ ହରାଇଥିଲେ। ଆଉ ଏବେ କରୋନା ସେମାନଙ୍କ ବାପାଙ୍କୁ ଛଡ଼ାଇନେଲା। ସେହିପରି ରୋଜଗାରିଆ ପୁଅକୁ ହରାଇ ବୃଦ୍ଧ ମା’…

ନୂଆବଜାର ଅଞ୍ଚଳରେ ବିଦେଶୀ ପକ୍ଷୀ

ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ସହରସ୍ଥିତ ନୂଆବଜାର ଅଞ୍ଚଳ ଏବେ ବିଦେଶୀ ପକ୍ଷୀଙ୍କ କିଚିରିମିଚିରି ଶବ୍ଦରେ ପ୍ରକମ୍ପିତ ହୋଇଉଠୁଛି। ସହର ନିକଟରେ କୌଣସି ହ୍ରଦ କିମ୍ବା ମୁହାଣ ନ ଥିଲେ ମଧ୍ୟ ବଡ଼ ବଡ଼ ଗଛରେ ପ୍ରାୟ ୭ ପ୍ରଜାତିର ୫ଶହରୁ ଊର୍ଦ୍ଧ୍ୱ…

ରାତି ପାହିଲେ ବାହାରିବେ ବରଯାତ୍ରୀ

ସମ୍ବଲପୁର,୧୪ା୬(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପ୍ରସ୍ତୁତି ଶେଷ ହୋଇଛି। ରାତି ପାହିଲେ ମହାଦେବଙ୍କ ବରଯାତ୍ରୀ ଲାଗି ପାରମ୍ପରିକ ବିଧି ହେବ। ଏହି କ୍ରମରେ ନନ୍ଦପଡା ଜଗତ୍‌ଜନନୀ ମାତା ପାର୍ବତୀ ଓ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ…

ନିଉତା ବାଣ୍ଟିଲେ ହନୁମାନ

ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ ବୀର ହନୁମାନ ଭକ୍ତଙ୍କ ଗହଣରେ ଦେବଦେବୀଙ୍କୁ ନାରିକେଳ, ଗୁଆ, ପଇତା, ହଳଦୀ, ମିଷ୍ଟାନ୍ନ, ବସ୍ତ୍ର…

ଟ୍ୟାଙ୍କର ଧକ୍କାରେ ବାଇକ୍‌ ଚାଳକଙ୍କ ଜୀବନ ଗଲା

ଝାରସୁଗୁଡ଼ା ଅଫିସ,୧୪ା୬: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅନ୍ତର୍ଗତ ୪୯ନଂ. ଜାତୀୟ ରାଜପଥ ସନ୍ୟାସୀପାଲି ଛକରେ ସୋମବାର ଏକ ଟ୍ୟାଙ୍କର ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ସନ୍ୟାସୀପାଲି ଗ୍ରାମର ଦୀନବନ୍ଧୁ ମାଝି (୫୦)। ସ୍ଥାନୀୟ ଲୋକେ…

ପ୍ରତି ଜିଲାରେ ହେବ ଲୋକକଳା ସ୍ବୟଂସହାୟକ ଗୋଷ୍ଠୀ

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଂସ୍କୃତି କାର୍ଯ୍ୟାଳୟ ପକ୍ଷରୁ ସୋମବାର ୱେବନାର ମାଧ୍ୟମରେ ତୃତୀୟ ଲୋକକଳା ଦିବସ ପାଳିତ ହୋଇଯାଇଛି ଜ଼ିଲା ସଂସ୍କୃତି ଅଧିକାରୀ ଅକ୍ଷୟ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ସଂସ୍କୃତି ବିଭାଗର ପୂର୍ବତନ ସହକାରୀ ନିର୍ଦ୍ଦେଶକ ଡ଼.…

ସିଏସ୍‌ଓ ଅଫିସରେ ଗଜାଧାନ ଗଦାଇଲେ ଚାଷୀ

ବରଗଡ଼ ଅଫିସ,୧୪।୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକ ମାସରୁ ଊର୍ଦ୍ଧ୍ବ ସମୟ ବିତି ଗଲାଣି। ମାତ୍ର ଧାନ କିଣାବିକା ସମସ୍ୟା ଅସମାହିତ ହୋଇ ରହିଯାଇଛି। ଟୋକନରେ ତ୍ରୁଟି, ଟୋକନ ଅବଧି ହ୍ରାସ ଏବଂ ଟୋକନ ଅବଧି ଶେଷ…

ଟିକା ନେବାକୁ ଡରୁଛନ୍ତି ଲୋକେ

ବୁଗୁଡ଼ା,୧୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଟିକା ନେବାକୁ ଲୋକେ ଡରୁଛନ୍ତି l ଏହି ପଞ୍ଚାୟତର ଦୁଇଟି ଆଦିବାସୀ ଗ୍ରାମ ମରେଇପଲ୍ଲୀ ଓ ଡାହାଣୀପଲ୍ଲୀର ଜଣେ ବି ଲୋକ ଟିକା ନେବାକୁ ଆସି ନ ଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?