ଏକ୍ଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ଙ୍କୁ ଆକ୍ରମଣ : ଯୁବକ କୋର୍ଟ ଚାଲାଣ
ପୁରୁଷୋତ୍ତମପୁର,୨୯ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ମହାମାରୀ କରୋନାକୁ ନେଇ ପ୍ରଶାସନ ଚିନ୍ତାରେ ପଡ଼ି ଦିନରାତି ଏକ କରି ଗାଁ ଗାଁ ବୁଲି ଲୋକଙ୍କୁ ସଚେତନତା କରୁଥିବାବେଳେ ଏହି ସମୟରେ କାର୍ଯ୍ୟରତ ଏକ୍ଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ ତଥା ଅତିରିକ୍ତ ତହସିଲଦାରଙ୍କୁ...
ଏମ୍କେସିଜିରେ ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି: ଚେନ୍ନାଇରୁ ଫେରିଥିଲେ ଫୁଲବାଣୀ
ବ୍ରହ୍ମପୁର ଅଫିସ ,୨୬।୪ – ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍କେସିଜି ) ମେଡିକାଲରେ ବୁଧବାର ଜଣେ ସନ୍ଦିଗ୍ଧ କରୋନା ବ୍ୟକ୍ତି ଭର୍ତ୍ତି ହୋଇଛନ୍ତି। ସେ ଜଣେ ଡ୍ରାଇଭର। ୨ ଦିନ ତଳେ ଟ୍ରକ୍ରେ ମାଲ ବୋଝେଇ କରି ସେ ଚେନ୍ନାଇରୁ...
ସରକାରୀ ସହାୟତା ଲାଗି ଦାବିପତ୍ର ପ୍ରଦାନ କଲା ଟ୍ୟାକ୍ସି ଚାଳକ ସଂଘ
ଚୌଦ୍ୱାର,୨୯ା୪(ଡି.ଏନ୍.ଏ.) : ସାରାଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଏହି ଲକ୍ଡାଉନ୍ ଯୋଗୁ ଗରିବ,ଖଟିଖିଆ, ଦିନ ମଜୁରିଆଙ୍କଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ଲୋକେ ବେଶ୍ ପ୍ରଭାବିତ ହୋଇଛନ୍ତି। ଏମାନଙ୍କ ଭିତରେ ଚୌଦ୍ୱାରରେ ଥିବା ଟ୍ୟାକ୍ସି ଚାଳକ ସଂଘର ୨୦୦ରୁ ଊର୍ଦ୍ଧ୍ୱ...
ରକ୍ତଦାନ କରି ମଧୁବାବୁଙ୍କୁ ସମ୍ମାନ ଜଣାଇଲେ ଓକିଲ
ସୁନ୍ଦରଗଡ, ୨୯।୪ (ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଓକିଲସଂଘ ତରଫରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୨ତମ ଜୟନ୍ତୀ ଓ ଆଇନଜୀବୀ ଦିବସ ସାମାଜିକ ଦୂରତ୍ୱ ବଜାୟ ରଖି ନିରାଡମ୍ବର ଭାବେ ପାଳିତ ହୋଇଛି। ଜିଲା ଓକିଲ ସଂଘ ସଭାପତି ଦୁଷ୍ମନ୍ତ...
ଡମ୍ପର ଧକ୍କାରେ ଜଣଙ୍କ ଜୀବନଗଲା
ବଡ଼ବିଲ, ୨୯।୪( ସ. ପ୍ର.)-କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କଳିଙ୍ଗନଗର ଠାରେ ବ୍ରେକ ଡାଉନ ଡମ୍ପରକୁ ଏକ ଅଜଣା ଡ଼ମ୍ପର ଧକ୍କା ଦେଇଥିବା ବେଳେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବ୍ରେକ ଡାଉନ ଡମ୍ପରର ମାଲିକ...
କେନ୍ଦୁଝରରେ ପ୍ରଥମ କରୋନା ପଜିଟିଭ୍
କେନ୍ଦୁଝର, ୨୯।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପଞ୍ଚୁପଲି ପଞ୍ଚାୟତର ନୂଆଗାଁରେ ଜଣେ ୬୦ ବର୍ଷ ବୟସ୍କ କରୋନା ପଜିଟିଭ ଚିହ୍ନଟ ହୋଇଛି। ସେ କଲିକତାରୁ ଫେରିଥିଲେ। ସେ କଲିକତାରୁ ଫେରି ୧୪ ଦିନ କ୍ୱାରାଣ୍ଟାଇନରେ ରହି ଘରକୁ ଫେରିଥିଲେ। ତାଙ୍କ...
କ୍ୱାରାଣ୍ଟାଇନ୍ ସେଣ୍ଟର ପରିଦର୍ଶନ କଲେ ଜିଲାପାଳ
ନିଶ୍ଚିନ୍ତକୋଇଲି,୨୯ା୪(ସ୍ବ.ପ୍ର.) : ବାହାର ରାଜ୍ୟରେ ଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ସରକାର ସହାନୁଭୂତି ଦେଖାଇଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ସହ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍ରେ ୧୪ ଦିନ ରହିବା ପାଇଁ ବ୍ୟବସ୍ଥା କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ...
ସୁରଟରୁ ୧୮୦୦ କିଲୋମିଟର ସାଇକେଲରେ ଆସି ଗାଁରେ ପହଞ୍ଚିଲେ ଯୁବକ: ଗ୍ରାମବାସୀଙ୍କ ବିରୋଧ, ରହିଲେ ସଙ୍ଗରୋଧ ଗୃହରେ
ବୁଗୁଡ଼ା,୨୯ା୪(ଡି.ଏନ୍.ଏ.): ସୁରଟରୁ ଦୀର୍ଘ ୧୮୦୦ କିଲୋମିଟର ରାସ୍ତା ସାଇକେଲ ଚଲାଇ ବୁଗୁଡ଼ା ଥାନା ଅନ୍ତର୍ଗତ ବିଷ୍ଣୁଚକ୍ରରେ ମଙ୍ଗଳବାର ସନ୍ଧ୍ୟାରେ ପହଞ୍ଚିଥିଲେ ଦୁର୍ଯ୍ୟୋଧନ ପ୍ରଧାନ। ବର୍ତ୍ତମାନ ଦେଶରେ ଲକ୍ଡାଉନ୍ ଯୋଗୁ ସୁରଟରେ କମ୍ପାନୀ ବନ୍ଦ ହେବା ପରେ ସେ କୌଣସି କାମଧନ୍ଦା...
ଛତ୍ରପୁର ହସ୍ପିଟାଲରେ କାର୍ଯ୍ୟକ୍ଷମ ହେଲା ସାନିଟାଇଜେଶନ ମେଶିନ
ଛତ୍ରପୁର,୨୯ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ହସ୍ପିଟାଲରେ ସମ୍ପୂର୍ଣ୍ଣ ଅଟୋମେଟିକ୍ ସାନିଟାଇଜେଶନ ମେଶିନ ସ୍ଥାପନ ହୋଇଛି। ଛତ୍ରପୁର ରୋଟାରି କ୍ଲବ ପକ୍ଷରୁ ଏହି ମେଶିନ ହସ୍ପିଟାଲକୁ ଦିଆଯାଇଛି। ବୁଧବାର ଏହା କାର୍ଯ୍ୟକ୍ଷମ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ,...
ସୀମାବର୍ତ୍ତୀ ଜଙ୍ଗଲ ପ୍ରବେଶ ପଥ ସିଲ୍ କଲା ବନ ବିଭାଗ
ଲଖନପୁର,୨୯।୪(ଡି.ଏନ୍.ଏ)-ମହାମାରୀ କରୋନାକୁ ନେଇ ସାରା ବିଶ୍ୱ ଚିନ୍ତିତ। ଏହାର ସଂକ୍ରମଣ ରୋକିବାକୁ ନେଇ ସାରାଦେଶରେ ଲକ୍ ଡାଉନ୍ ଜାରି ରହିଛି। ଯେମିତି ରାଜ୍ୟ ଓ ରାଜ୍ୟ ବାହାରୁ ସନ୍ଦିଗ୍ଧମାନେ ଜିଲାରେ ଅବାଧ ଭାବେ ପ୍ରବେଶ ନ କରିବେ ସେ ନେଇ...
ବିପୁଳ ପରିମାଣର ନକଲି ମଦ ଜବତ, ୨ ଗିରଫ
ପରଜଙ୍ଗ, ୨୯ା୪(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଅଞ୍ଚଳରୁ ପରଜଙ୍ଗ ପୋଲିସ ବୁଧବାର ବିପୁଳ ପରିମାଣର ନକଲି ମଦ, ମଦ ତିଆରି ସାମଗ୍ରୀ ଜବତ କରିଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ...
ଆଇସୋଲେଶନ କେନ୍ଦ୍ରର ପ୍ରସ୍ତୁତି କାର୍ଯ୍ୟ ତଦାରଖ କଲେ ଜିଲାପାଳ
ଶେରଗଡ଼,୨୯ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ଆଦର୍ଶ ବିଦ୍ୟାଳୟରେ ପ୍ରଶାସନ ପକ୍ଷରୁ ଏକ ଆଇସୋଲେଶନ କେନ୍ଦ୍ର ଖୋଲାଯାଇଛି। ବୁଧବାର ସନ୍ଧ୍ୟାରେ ସୁରଟରୁ ଫେରୁଥିବା ୧୧୪ ଜଣଙ୍କୁ ଏଠାରେ ରଖାଯିବ। ସେମାନଙ୍କୁ ୧୪ଦିନ ରଖାଯିବା ପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ସ୍ବାସ୍ଥ୍ୟ ଠିକ୍...
Archives


