ଆମ ଜିଲା ଖବର

ମିଛ ଖବର ପରିବେଷଣ କରିବା ୩ ଯୁବକଙ୍କୁ ମହଙ୍ଗା ପଡ଼ିଲା

ବଲାଙ୍ଗୀର ଅଫିସ,୨୯ା୪- ବଲାଙ୍ଗୀର ଜିଲାରେ ଏ ପର୍ଯ୍ୟନ୍ତ କରୋନାରେ ସଂକ୍ରମିତ ରୋଗୀ ଚିହ୍ନଟ ହୋଇନାହାନ୍ତି। ଏହି ଜିଲାରେ ଏବେ ଗ୍ରୀନ୍‌ ଜୋନ୍‌ରେ ରହିଛି । ଏହାସତ୍ତ୍ୱେ କିଛି ହଟଚମଟକାରୀ ଅସାମାଜିକ ତତ୍ତ୍ୱ କରୋନା ସଂକ୍ରମଣ ସମ୍ପର୍କରେ ମିଛ ଖବର ପରିବେଷଣ...

ସୁରଟରେ ଓଡ଼ିଆ ଯୁବକ ମୃତ

ପରଜଙ୍ଗ, ୨୯ା୪(ଡି.ଏନ.ଏ.)- କାମ ପାଇଁ ଗୁଜରାଟ ଯାଇଥିବା ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ଗ୍ରାମର ଜଣେ ଯୁବକଙ୍କ ମଙ୍ଗଳବାର ରାତିରେ ମୃତ୍ୟୁ ଘଟିଛି । ମୃତକ କୁମୁଦ ନାୟକ ଓ ଅନୁଡି ନାୟକଙ୍କ ସାନ ପୁଅ ଆଲୋକ ନାୟକ...

ଛାତ ପଡ଼ି ଶିଶୁପୁତ୍ରର ଜୀବନଗଲା, ମା’ ଗୁରୁତର

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ମାଟିଖାଲ ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଭୋର୍‌ ସମୟରେ ମା ଓ ପୁଅ ଶୋଇଥିବା ବେଳେ ଘରର ଛାତ ତାଙ୍କ ଉପରେ ଖସି ପଡ଼ିଯାଇଥିଲା। ପରେ ମା’ ପୁଅଙ୍କୁ...

ବରୀ ଅଞ୍ଚଳରୁ କୋଲକାତା ଫେରନ୍ତାଙ୍କ ସ୍ବାବ୍‌ ସଂଗ୍ରହ କଲା ପ୍ରଶାସନ

ରତ୍ନଗିରି,୨୯।୪(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ଅଞ୍ଚଳକୁ କୋଲକାତାରୁ ଫେରିଥିବା ୧୪୬ ଜଣ ମଙ୍ଗଳବାର ସୁଦ୍ଧା ନିଜ ନାମ ପଞ୍ଜୀକୃତ କରିଛନ୍ତି। ଏହି ବ୍ଲକ ଅଧୀନସ୍ଥ ୨୬ଟି ପଞ୍ଚାୟତରେ ଥିବା ବ୍ୟକ୍ତିଙ୍କ ସ୍ବାବକୁ ୪ଟି କେନ୍ଦ୍ରରେ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ରାୟଗଡ଼ା ଅଫିସ,୨୯ା୪: ରାୟଗଡ଼ା ଜିସିଡି ହାଇସ୍କୁଲ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିବା ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଉଛନ୍ତି ଗଞ୍ଜାମ ଜିଲାର ଜଗା ପାତ୍ର। କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ବାଥରୁମ୍‌ରେ ଫିନାଇଲ ପିଇ ସେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...

ଛତିଶଗଡ଼ ଫେରନ୍ତାଙ୍କୁ ଗାଁରେ ପୂରାଇ ଦେଲେନି ଗ୍ରାମବାସୀ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଗଲେ ୬ ଶ୍ରମିକ

ସରଣ୍ଡା,୨୯ା୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ନେଇ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ବିଭିନ୍ନ ସ୍ଥାନରେ ଶ୍ରମିକମାନେ ଫସି ରହିଛନ୍ତି। ରାଜ୍ୟ ସରକାର ଶ୍ରମିକଙ୍କ ଫେରିବା ନେଇ ବ୍ୟବସ୍ଥା କରିଥିବା ବେଳେ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ସରଣ୍ଡାସ୍ଥିତ କଟାପାଳିକୁ...

CORONAVIRUS UPDATE: ୩ ନୂଆ ଜିଲାକୁ ଛୁଇଁଲା କରୋନା: କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼ରେ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ଅପରାହ୍ନ ସୁଦ୍ଧା ୪ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨ରେ ପହଞ୍ଚିଛି। ଅପରପକ୍ଷେ ୩ ନୂଆ ଜିଲାକୁ ଛୁଇଁଛି କରୋନା। କେନ୍ଦୁଝର,...

ଖୋଲିଲା ଇଟା, ବାଲି, ସିମେଣ୍ଟ ଦୋକାନ: ସକାଳ ୬ରୁ ସନ୍ଧ୍ୟା ୬ ଯାଏ ରହିବ ଖୋଲା

ଭଦ୍ରକ ଅଫିସ,୨୯ା୪: ଭଦ୍ରକରେ ବୁଧବାରଠାରୁ ଘର ନିିର୍ମାଣ କାମ ଆରମ୍ଭ ହେବ। ରଡ୍‌, ସିମେଣ୍ଟ, ଇଟା, ବାଲି ବିକ୍ରି କରିପାରିବେ ଦୋକାନୀ। ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ଦୋକାନ ଖୋଲା ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା...

ବିନା ଅନୁମତିରେ ଘରକୁ ଯାଇଛନ୍ତି ଜୁନାଗଡ଼ର ୬୦ରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ/ଶିକ୍ଷକ: କାରଣ ଦର୍ଶାଅ ନୋଟିସ ଜାରି

ଜୁନାଗଡ଼,୨୯।୪(ଡି.ଏନ୍‌.ଏ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସ୍କୁଲ, କଲେଜ ଆଦି ଶିକ୍ଷାନୁଷ୍ଠାନଗୁଡିକୁ ଆଗୁଆ ଛୁଟି ଘୋଷଣା କରିଛନ୍ତି। ଏପରିକି ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ନିଜ ମହକୁମାରେ ରହି କୋଭିଡ-୧୯ ମୁକାବିଲା କରିବା କାର୍ଯ୍ୟରେ ପ୍ରଶାସନକୁ ସହଯୋଗ କରିବା ପାଇଁ...

୪ ହଜାର ଘରବାହୁଡ଼ାଙ୍କ ଲାଗି ୯୫ କ୍ୱାରାଣ୍ଟାଇନ୍‌ ସେଣ୍ଟର: ପଞ୍ଜୀକରଣ କଲେଣି ୩୭୪୨ ଜଣ

ନିଶ୍ଚିନ୍ତକୋଇଲି,୨୯ା୪(ସ୍ବ.ପ୍ର.): ବାହାର ରାଜ୍ୟରେ ଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ସରକାର ସହାନୁଭୂତି ଦେଖାଇଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ସହ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ରେ ୧୪ ଦିନ ରହିବା ପାଇଁ ବ୍ୟବସ୍ଥା କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଥିବା...

ରଥଯାତ୍ରା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଦଇତାପତି ନିଯୋଗ

ପୁରୀ ଅଫିସ,୨୯।୪: ମହାମାରୀ କରୋନାକୁ ନେଇ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିଁ ସେ ନେଇ ଅନିଶ୍ଚିନ୍ତତା ଲାଗି ରହିଥିବା ବେଳେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛି ଦଇତାପତି ନିଯୋଗ। କଟକଣା ଭିତରେ ରଥଯାତ୍ରା କରିବା ଲାଗି...

କରୋନା ସହାୟତା: ନିରାଶ୍ରୟଙ୍କ ପାଇଁ ଖାଦ୍ୟ ସାମଗ୍ରୀ ପ୍ରଦାନ କଲା ଗୋପାଳପୁର ପୋର୍ଟ

ଛତ୍ରପୁର, ୨୯।୪(ଡି.ଏନ୍‌.ଏ.): କରୋନା ସହାୟତା ନେଇ ଗଞ୍ଜାମ ଜିଲା ଗୋପାଳପୁର ପୋର୍ଟ ପକ୍ଷରୁ ୨୦୦ ଖାଦ୍ୟ ପ୍ୟାକେଟ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନଙ୍କୁ ପ୍ରଦାନ କରାଯାଇଛି। ନିରାଶ୍ରୟ ଓ ଗରୀବଙ୍କୁ ଏହା ବଣ୍ଟନ କରାଯିବ। ଏହି ଅବସରରେ ଛତ୍ରପୁର ଥାନାଧିକାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri