ଅନ୍ୟ ରାଜ୍ୟରୁ ଗଞ୍ଜାମ ଫେରିବାକୁ ପଞ୍ଜୀକରଣ କଲେଣି ୧.୯୧ ଲକ୍ଷ ଲୋକ
ଛତ୍ରପୁର, ୨୯।୪(ଡି.ଏନ୍.ଏ.): ଲକ୍ଡାଉନ ଉଠିବା ପରେ ବିଭିନ୍ନ ରାଜ୍ୟରୁ ଗଞ୍ଜାମ ଜ଼ିଲାକୁ ଶ୍ରମିକ, ଛାତ୍ରୀଛାତ୍ର ଓ ଅନ୍ୟମାନେ ଫେରିବେ। ଏ ନେଇ ପଞ୍ଜୀକରଣ କରିବାକୁ ଓଡିଶା ସରକାର ବାଧ୍ୟତାମୂଳକ କରିଛନ୍ତି। ଗତ ୨୪ ତାରିଖରୁ ଏହି ପଞ୍ଜୀକରଣ ଆରମ୍ଭ ହୋଇଛି।...
ସୋସୋ ଥାନା ଅଞ୍ଚଳରୁ ମଦ ଜବତ, ୩ ଗିରଫ
ହାଟଡ଼ିହୀ,୨୯।୪(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ସୋସୋ ଥାନା ଅଞ୍ଚଳରୁ ବୁଧବାର ପୋଲିସ ୨୮ଲିଟର ମହୁଲି ମଦ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରାଯାଇଛି। ଏଥିସହ ଏକ ବାଇକ ମଧ୍ୟ ଜବତ ହୋଇଛି। ପ୍ରକାଶ...
ଝାରସୁଗୁଡ଼ା ଜିଲାର ଜଙ୍ଗଲ ରାସ୍ତାରେ ପ୍ରବେଶ ନିଷେଧ
ଝାରସୁଗୁଡ଼ା,୨୯।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ଝାରସୁଗୁଡା ଜିଲାର ବିଭିନ୍ନ ପ୍ରବେଶ ପଥ ଯଥା ଜାତୀୟ ରାଜପଥ, ରାଜ୍ୟ ରାଜପଥ ଓ ପୂର୍ତ୍ତ ବିଭାଗ ରାସ୍ତାଗୁଡିକରେ ପ୍ରବେଶ କଟକଣାକୁ କଡ଼ାକଡ଼ି କରାଯାଇଛି। ଏହା ସହ ପଡୋଶୀ ଜିଲା ସୁନ୍ଦରଗଡ଼ ସହ...
କଣ୍ଟେନ୍ମେଣ୍ଟ୍ ଜୋନ୍ରେ ଅମାନିଆଙ୍କ ଉପରେ ନଜର ରଖିଛି ଡ୍ରୋନ୍ କ୍ୟାମେରା
ଭଦ୍ରକ ଅଫିସ,୨୯ା୪ : ଭଦ୍ରକ ଜିଲାରେ କରୋନା ପଜିଟିଭ୍ଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ବୁଧବାର ସୁଦ୍ଧା ଜିଲାରେ ପଜିଟିଭ୍ଙ୍କ ସଂଖ୍ୟା ୧୯ ଛୁଇଁଛି। ସମୁଦାୟ ୨୧ଟି କଣ୍ଟେନ୍ମେଣ୍ଟ ଜୋନ୍ ଘୋଷିତ ପଞ୍ଚାୟତ ଅଞ୍ଚଳରେ ଗତିବିଧି ଉପରେ...
କାମ ଚାଲିଥିବାବେଳେ ଦବିଗଲା ସୁକତେଲ ବ୍ରିଜ, ୨ ଶ୍ରମିକଙ୍କ ଜୀବନ ଗଲା
ପାଟଣାଗଡ, ୨୯।୪ (ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ଅଧୀନ ଟମିଆ ଗାଁ ନିକଟରେ ଥିବା ସୁକତେଲ ବ୍ରିଜ ବୁଧବାର ସକାଳ ୯ଟାରେ କାମ ଚାଲିଥିବାବେଳେ ଦବି ଯାଇଛି। ବ୍ରିଜ ତଳେ ୨ଜଣ ଶ୍ରମିକ ଚାପି ହୋଇଯିବାରୁ ସେମାନଙ୍କର ମୃତ୍ୟୁ...
୬ ଇନ୍ଷ୍ଟ୍ରକ୍ଟର ତିଆରି କଲେ ରୋବଟ୍
କଟକ ଅଫିସ,୨୯ା୪: କରୋନା ଭୂତାଣୁ ବିପକ୍ଷରେ ସାରା ବିଶ୍ୱ ଲଢେଇ କରୁଛି। ଜିତିବାର ଆଶା ସମସ୍ତଙ୍କ ମନରେ ରହିଛି। ଏହି ଭୂତାଣୁ ବିଶ୍ୱରେ ନିଜ କାୟା ବିସ୍ତାର କରୁଥିବାବେଳେ ତା’ର ମୁକାବିଲା ପାଇଁ ବିଭିନ୍ନ ସ୍ତରରେ ପ୍ରୟାସ ଜାରି ରହିଛି।...
ଖରା ଛୁଟିରେ ଖୋଲିବ ହାଇକୋର୍ଟ, ନିମ୍ନକୋଟ
କଟକ ଅଫିସ,୨୯।୪: ଚଳିତବର୍ଷ ଖରାଛୁଟିରେ ହାଇକୋର୍ଟ କିମ୍ବା ନିମ୍ନକୋର୍ଟଗୁଡ଼ିକ ବନ୍ଦ ରହିବ ନାହିଁ। ମଙ୍ଗଳବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଜିଷ୍ଟ୍ରାର୍ (ଜୁଡ଼ିସିଆଲ୍) ଲଳିତ କୁମାର ଦାସଙ୍କ ତରଫରୁ କୁହାଯାଇଛି ଯେ, ଲକ୍ଡାଉନ୍ ଯୋଗୁ କୋର୍ଟଗୁଡ଼ିକ ଏକ ପ୍ରକାର ବନ୍ଦ...
ପୁଣି ବୋଟ୍ରେ ଆସିଲେ ୩୩ ମତ୍ସ୍ୟଜୀବୀ
ଛତ୍ରପୁର,୨୯ା୪(ଡି.ଏନ୍.ଏ.): ଲକ୍ଡାଉନ୍ ଯୋଗୁ ଚେନ୍ନାଇରେ ଫସି ରହିଥିବା ମତ୍ସ୍ୟଜୀବୀ ଓ ଶ୍ରମିକମାନେ ନିଜ ଉଦ୍ୟମରେ ବୋଟ୍ କିଣି ସମୁଦ୍ର ପଥରେ ଗଞ୍ଜାମ ଫେରିବାରେ ଲାଗିଛନ୍ତି। କରୋନା ଭୟ ହେଉ କି କାମଧନ୍ଦା ମିଳୁ ନ ଥିବାରୁ ଖାଦ୍ୟ ଯୋଗାଡ଼ କରି...
CORONAVIRUS UPDATE: ପୁଣି ଭୁବନେଶ୍ୱରରେ କରୋନା ପଜିଟିଭ ଚିହ୍ନଟ : ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ ଛୁଇଁଲା
ଭୁବନେଶ୍ୱର,୨୯।୪ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଁଚିଛି। ସେହି ବ୍ୟକ୍ତି ଜଣକ ଭୁବନେଶ୍ୱରର ମଧୂସୁଦନ ନଗରର ବାସିନ୍ଦା ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ...
୬୦ ଲିଟର ମହୁଲି ମଦ ଜବତ, ୫ ଗିରଫ
ଦେବଗଡ଼,୨୯ା୪(ଡି.ଏନ୍.ଏ.)-ଅବକାରୀ ବିଭାଗ ପକ୍ଷରୁ ଜିଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୬୦ ଲିଟର ମହୁଲି ମଦ ଓ ୧୮୮୦ କେଜି ମହୁଲ ପୋଚ ଜବତ କରାଯାଇଛି ା ଉପରୋକ୍ତ ଘଟଣାରେ ୫ଟି ମାମଲା ରୁଜୁ ହୋଇଛି ା ୫ ଅଭିଯୁକ୍ତଙ୍କୁ...
୨୪ ଘଣ୍ଟାରେ ୫ ଦୋକାନ ସିଲ୍
ଦେବଗଡ଼,୨୯ା୪(ଡି.ଏନ.ଏ.)-ଲକ୍ଡାଉନ କଟକଣା ସତ୍ତ୍ୱେ ନିର୍ଦ୍ଧାରିତ ସମୟଠାରୁ ଅଧିକ ସମୟ ଦୋକାନ ଖୋଲା ରଖିବା ଏବଂ କୌଣସି କାମ ନ ଥାଇ ବାହାରେ ବୁଲାବୁଲି କରୁଥିବା ବ୍ୟକ୍ତିମାନଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ଜିଲା ପ୍ରଶାସନ ା ମାସ୍କ ବ୍ୟବହାର...
ନାବାଳିକାଙ୍କ ବିବାହ ଯୋଜନା ଧରାପଡ଼ିଲା, ୩ଗିରଫ
ବୌଦ୍ଧ, ୨୯ା୪(ସ୍ବ.ପ୍ର)-ଜଣେ ନାବାଳିକାଙ୍କ ବିବାହ ଯୋଜନା ପୋଲିସ ହାତରେ ଧରାପଡିଛି ା ଏହି ବିବାହରେ ବ୍ୟବହୃତ କାର ପାଇଁ ଜାଲ୍ ପାସ୍ ବ୍ୟବହାର କରାଯାଇଥିବା ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ୩ଜଣଙ୍କୁ ଗିରଫ କରିଛି ା ସେମାନେ ହେଲେ...
Archives


