ଆମ ଜିଲା ଖବର

ଶହେ ଲିଟର ଦେଶୀମଦ ଜବତ, ୨ ଗିରଫ

ଧରାକୋଟ,୨୮ା୪(ଡି.ଏନ.ଏ.)- ଧରାକୋଟ ଥାନା ଚମ୍ପାପଲ୍ଲି ଗ୍ରାମରେ ବ୍ୟାପକ ଚୋରାମଦ ପ୍ରସ୍ତୁତି ଚାଲିଥିବାବେଳେ ବାରମ୍ବାର ପୋଲିସ ଓ ଅବକାରୀ ବିଭାଗର ଚଢ଼ାଉ ଜାରି ରହିଛି। ମାତ୍ର ମଦ ପ୍ରସ୍ତୁତକାରୀ ଭୃକ୍ଷେପ କରୁ ନ ଥିବା ଜଣାପଡିଛି। ମଙ୍ଗଳବାର ଭୋରରୁ ଆସିକା ଏସଡିପିଓ...

ପୂଜା ସାମଗ୍ରୀ ଦୋକାନ ଜଳିଗଲା

ଭଞ୍ଜନଗର,୨୮।୪(ଡି.ଏନ.ଏ.)- ଭଞ୍ଜନଗର ହନୁମାନ ମନ୍ଦିରକୁ ଲାଗିଥିବା ମହାବୀର ପୂଜା ସାମଗ୍ରୀ ଦୋକାନଟି ସୋମବାର ରାତିରେ ଜଳିଯାଇଛି। ନିଅଁା କେଉଁଭଳି ଲାଗିଲା ଜଣାପଡ଼ିନାହିଁ। ଭଞ୍ଜନଗର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ କରିଥିଲେ। ଲକ୍‌ଡ଼ାଉନ ଯୋଗୁ ଦୋକାନଟି ବନ୍ଦ ଥିଲା।...

ପୁରାତନ ଛାତ୍ର ସଂସଦ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

କୋଣାର୍କ,୨୮।୪(ଡି.ଏନ୍‌.ଏ.): କୋଣାର୍କସ୍ଥିତ କୋଣାର୍କ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦିଲୀପ କୁମାର ଦାସ, ବିଜୟ ରାୟ ଓ କୈଳାସ ଚନ୍ଦ୍ର ରାୟଙ୍କ ଆର୍ଥତ୍କ ପ୍ରୋତ୍ସାହନ ଓ ପ୍ରେରଣାରେ ବିଦ୍ୟାଳୟର ପୁରାତନ ଛାତ୍ର ସଂସଦ ପକ୍ଷରୁ ଗରିବମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି।...

ଯୋଗାଣ ସହାୟିକାଙ୍କୁ ଆକ୍ରମଣ

ପାଟପୁର,୨୭ା୪- ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ସୋମବାର କାର୍ଯ୍ୟ କ୍ଷେତ୍ରରେ ଆକ୍ରମଣ ହୋଇଥିବା ପାଟପୁର ଥାନାରେ ଏତଲା ହୋଇଛି। ନଂ.୯୩/୨୦ରେ ମାମଲା ରୁଜୁକରି ପୋଲିସ ତଦନ୍ତ ଚଳାଇଛି। ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ରାଧାଦେଇପୁର ପଞ୍ଚାୟତର ଯୋଗାଣ ସହାୟିକା ପ୍ରମିତା କୁମାରୀ...

ଗ୍ରାହକ ସାଜି ଅବକାରୀ ବିଭାଗର ଚଢ଼ାଉ

ପାଟପୁର,୨୮ା୪- ଦିଗପହଣ୍ଡି ଅବକାରୀ ବିଭାଗ, ସାନଖେମୁଣ୍ଡି ତହସିଲଦାର, ପାଟପୁର ପୋଲିସ ସୋମବାର ରାତି ପ୍ରାୟ ୧୦ଟାରେ ପାଟପୁର ଥାନା ପଳାସପୁର ଛକରେ ଥିବା ଏକ ପାନ ଦୋକାନରେ ଚଢ଼ାଉ କରି ଜଣଙ୍କୁ ଗିରଫ କରିବା ସହ ୨୨ ଲିଟର ବିଦେଶୀ...

ଜନ୍ମଦିନ ସଂଚିତ ଅର୍ଥ ଦାନ କଲେ ୪ ବର୍ଷିୟା ସୁହାନି

ଗୋପ,୨୮ା୪(ଡି.ଏନ.ଏ): କରୋନା ମୁକାବିଲା ପାଇଁ ସଂଗଠନ, ବିଶିଷ୍ଟ ବ୍ୟକ୍ତି ସରକାର ପାଣ୍ଠିକୁ ସହାୟତା କରୁଥିବାବେଳେ ମଙ୍ଗଳବାର ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳର ୪ ବର୍ଷିୟା ଶିଶୁକନ୍ୟା ସୁହାନି ନିଜ ଜନ୍ମଦିନ ପାଇଁ ସଞ୍ଚୟ କରି ରଖିଥିବା ଅର୍ଥକୁ ମୁଖ୍ୟମନ୍ତ୍ରୀ...

ବିଷ୍ଣୁପୁର ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ ଘୋଷଣା

ବାହାନଗା, ୨୮ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲାର ୧୬ ନମ୍ବର ସଂକ୍ରମିତ ବାହାନଗା ବ୍ଲକ ବିଷ୍ଣୁପୁର ଗ୍ରାମରେ ଚିହ୍ନଟ ହେବା ପରେ ସୋମବାର ରାତିରେ ଜିଲା ପ୍ରଶାସନ ଗ୍ରାମ ଉଭୟ ପାର୍ଶ୍ୱର ୨ କିଲୋମିଟର ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି। ଏହା ୭ଦିନ...

ଅସହାୟଙ୍କୁ ନିଜ ଖାଦ୍ୟ ଦେଲେ କନେଷ୍ଟବଳ

ବାଲିଗୁଡା,୨୮ା୪(ଡି.ଏନ୍‌.ଏ.)- କରୋନା ପାଇଁ ଲକ୍‌ଡାଉନ ପରେ ବହୁ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲୋକେ ଘରେ ରହିଥିବାବେଳେ ପୋଲିସ କର୍ମଚାରୀ ସେମାନଙ୍କ କାର୍ଯ୍ୟ ଜାରି ରଖି କୋଭିଡ୍‌ ଯୋଦ୍ଧା ପାଲଟିଛନ୍ତି। କର୍ତ୍ତବ୍ୟରତ କନେଷ୍ଟବଳ ଏପରି ସମୟରେ...

ଆବଦ୍ଧାଞ୍ଚଳରେ ଭ୍ରାମ୍ୟମାଣ ଏଟିଏମ୍‌ ସେବା

ବାଲେଶ୍ୱର ଅଫିସ, ୨୮।୪-ବାଲେଶ୍ୱର ସହରର ନେଳିଆବାଗ ଅଞ୍ଚଳରେ ଗତ ୧୮ ତାରିଖରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଉକ୍ତ ଅଞ୍ଚଳକୁ ଜିଲା ପ୍ରଶାସନ ପକ୍ଷରୁ ଆବଦ୍ଧାଞ୍ଚଳ ଘୋଷଣା କରାଯାଇଛି। ଉକ୍ତ ସଂକ୍ରମିତଙ୍କ ସଂସ୍ପର୍ଶରେ ୧୩ଜଣ ଆକ୍ରାନ୍ତ ଚିହ୍ନଟ...

୩୦୦ ପରିବାରକୁ ରାଶନ ସାମଗ୍ରୀ ବଣ୍ଟନ

ପିପିଲି,୨୮।୪(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ବ୍ଲକ ଅଧୀନ ତେଇସିପୁର ପଞ୍ଚାୟତର ନୂଆଗୋଡି ଗ୍ରାମରେ ଦିଗମ୍ବର ଜୈନ ସମାଜ ସଂଗଠନ ପକ୍ଷରୁ ଲକଡାଉନ ଯୋଗୁ ଅସୁବିଧାରେ ଥିବା ୩୦୦ ଗରିବ ପରିବାରଙ୍କୁ ରାଶନ ସାମଗ୍ରୀ ବଣ୍ଟନ କରିଛନ୍ତି। ଏହି ସଂଗଠନର ସଦସ୍ୟ ସୌରଭ ଜୈନ...

ପେଣ୍ଠପଡ଼ାରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ସାକ୍ଷୀଗୋପାଳ,୨୮।୪(ଡି.ଏନ୍‌.ଏ.): କରୋନା ଲଢ଼େଇରେ ସାମିଲ ହୋଇ ତୃଣମୂଳରେ କର୍ତ୍ତବ୍ୟ ସମ୍ପାଦନ କରୁଥିବା କରୋନା ଯୋଦ୍ଧାମାନଙ୍କୁ ସତ୍ୟବାଦୀ ବ୍ଲକ ପେଣ୍ଠପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି। ସାମାଜିକ କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ତହସିଲଦାର କସ୍ତୁରୀ ପ୍ରଧାନ, ବିଡିଓ...

କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ମିଳୁନି ସହାୟତା: ଏକାଠି ହୋଇ ଅଭିଯୋଗ କଲେ

ଯୋଡ଼ା, ୨୮।୪(ଡି.ଏନ.ଏ.)-କାଳବୈଶାଖୀ ପ୍ରଭାବରେ କେନ୍ଦୁଝର ଜିଲା ଯୋଡା ବ୍ଲକ ଚମକପୁର ପଞ୍ଚାୟତର ବିଭିନ୍ନ ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କୌଣସି ସରକାରୀ ସହାୟତା ମିଳୁ ନ ଥିବା ଲୋକେ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦ କରି କ୍ଷତିଗ୍ରସ୍ତ ହୋଇଥିବା ଲୋକେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri