ଆମ ଜିଲା ଖବର

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଯବାନଙ୍କ ଶେଷକୃତ୍ୟ

ଟିକିରି,୨୦ା୩: ଦିଲ୍ଲୀରେ ସିଆରପିଏଫ୍‌ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଭାବେ କାର୍ଯ୍ୟ କରୁଥିବା ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ କୋଡ଼ିପାରି ଗ୍ରାମର ଜେମ୍‌ସ ଦାସ ନାୟକଙ୍କର ଗୁରୁବାର ରାତିରେ ପରଲୋକ ଘଟିଥିଲା। ଶନିବାର ସନ୍ଧ୍ୟାରେ ତାଙ୍କ ମରଶରୀର କୋଡ଼ିପାରିରେ ପହଞ୍ଚିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦାର…

ଦାଦନ ଶ୍ରମିକଙ୍କୁ ବନ୍ଦକ ପକାଇ ଗିରଫ ହେଲେ ସର୍ଦ୍ଦାର

କୋକସରା,୨୦।୩: କଳାହାଣ୍ଡି ଜିଲା କୋକସରା ଏବଂ ଆମପାଣି ଥାନା ଅଞ୍ଚଳର ୭ ଜଣ ଶ୍ରମିକଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଗତ ଅକ୍ଟୋବର ମାସରେ ମଧ୍ୟପ୍ରଦେଶ ନେଇଯାଇଥିଲେ ଜଣେ ଦାଦନ ସର୍ଦ୍ଦାର। ସେଠାରେ ସର୍ଦ୍ଦାର ଜଣକ ଶ୍ରମିକମାନଙ୍କୁ ଏକ ଠିକାସଂସ୍ଥାରେ ବନ୍ଦକ ପକାଇ…

ସ୍ତ୍ରୀଙ୍କୁ ହତ୍ୟା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ

କୋକସରା, ୨୦।୩: କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ ବଡ଼ କେନ୍ଦୁଗୁଡା ଗ୍ରାମରୁ ଆମପାଣି ପୋଲିସ ଟଙ୍କଧର ପୁଝାରୀଙ୍କ ସ୍ତ୍ରୀ ଚନ୍ଦ୍ରିକାଙ୍କ ମୃତଦେହ ଜବତ କରିଥିଲା। ହେଲେ ଚନ୍ଦ୍ରିକାଙ୍କ ବାପା ଶଶୀଭୂଷଣ ମାଝୀ ଝିଅଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ…

୬ କଲେଜ ଛାତ୍ରୀଛାତ୍ର ପଜିଟିଭ୍‌

ବିନିକା,୨୦ା୩: ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳର ଏକ ଜୁନିୟର କଲେଜର ୬ଜଣ ବିଦ୍ୟାର୍ଥୀଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମେଡିକାଲ ଟିମ୍‌ର ସୂଚନା ମୁତାବକ କଲେଜ ଖୋଲିବା ପରେ ଉକ୍ତ ଶିକ୍ଷାନୁଷ୍ଠାନର ୫୦ ବିଦ୍ୟାର୍ଥୀଙ୍କ ଆର୍ଟିପିସିଆର୍‌ ଓ…

କରୋନା କଟକଣା: ଗଞ୍ଜାମରେ ନିରାଡ଼ମ୍ବର ହେବ ଦୋଳଯାତ୍ରା

ଗଞ୍ଜାମ,୨୦।୩(ଡି.ଏନ୍‌.ଏ.): ଗଞ୍ଜାମର ଐତିହାସିକ ଦୋଳଯାତ୍ରା ଏଥର ନିରାଡ଼ମ୍ବରରେ ପାଳନ ହେବ। କରୋନା କଟକଣା ପାଇଁ ଚଳିତ ବର୍ଷ ବାଜା ରୋଷଣୀ ନାଚଗୀତ ବିନା କେବଳ ରୀତିନୀତିରେ ଦୋଳଯାତ୍ରା ନେଇ ପ୍ରଶାସନ ପକ୍ଷରୁ କୁହାଯାଇଛି। ଗଞ୍ଜାମ ସହରରେ ପ୍ରଶାସନ ପକ୍ଷରୁ ଏ ନେଇ…

ମୁମ୍ବାଇରେ ପ୍ରବାସୀ ଓଡ଼ିଆଙ୍କ ମହାନତା, ଗରିବଙ୍କୁ ବଢ଼ାଉଛନ୍ତି ସହାୟତାର ହାତ

ପୁରୁଷୋତ୍ତମପୁର,୨୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଡଙ୍କାରି ଗ୍ରାମର ଭାଣ୍ଡି ଗୌରିଶଙ୍କର (୫୫)ଙ୍କ ହାର୍ଟ ସମସ୍ୟା ନେଇ ସେ ମୁମ୍ବାଇର ଫ୍ଳାଟଇନାମା ହସ୍ପିଟାଲ ଚିକିତ୍ସା ଲାଗି ଯାଇଥିଲେ। ତେବେ ଏହା ଜାଣି ମୁମ୍ବାଇରେ ରହୁଥିବା ଜଣେ ପ୍ରବାସୀ ଓଡ଼ିିଆଙ୍କ ମହାନତା ଦେଖିବାକୁ…

ଘରୋଇ ଶିକ୍ଷାନୁଷ୍ଠାନରେ ୧୭ କର୍ମଚାରୀ ପଜିଟିଭ ଘଟଣା: ଷ୍ଟ୍ରେନ ଜାଣିବାକୁ ସାମ୍ପୁଲ ସଂଗ୍ରହ କରାଯାଉ

କଟକ ଅଫିସ, ୨୦।୩: କଟକର ଏକ ଘରୋଇ ଶିକ୍ଷାନୁଷ୍ଠାନର ୧୭ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଶିକ୍ଷାନୁଷ୍ଠାନକୁ ବାହାର ରାଜ୍ୟରୁ ଲୋକ ଆସୁଥିବାରୁ ନୂଆ ଷ୍ଟ୍ରେନ ଆଶଙ୍କା କରାଯାଉଛି । ଷ୍ଟ୍ରେନ ସମ୍ପର୍କରେ ଜାଣିବାକୁ ୧୭ ଜଣଙ୍କ ମଧ୍ୟରୁ…

ଓଡ଼ିଶା ବାହାରୁ ଆସିଲେ ଜଣାଅ: ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୦।୩(ଡି.ଏନ୍‌.ଏ.)- କୋରୋନା ସଂକ୍ରମଣ ବଢୁଥିବାରୁ ଗଞ୍ଜାମ ଜିଲାପାଳ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏନେଇ ସେ ଶନିବାର ଟୁଇଟ କରି କହିଛନ୍ତି, ଯଦି କେହି ଓଡ଼ିଶା ବାହାରୁ ଗଞ୍ଜାମକୁ ଆସନ୍ତି , ତାହା ହେଲେ ସେ ସ୍ଥାନୀୟ…

ପଟ୍ଟାମୁଣ୍ଡାଇ ସହରରେ ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି

ପଟ୍ଟାମୁଣ୍ଡାଇ,୨୦।୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ୧୧ ନଂ. ୱାର୍ଡରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୋଗୁ ସହରରେ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଯାହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଶନିବାର ୧୪୪ ଧାରା ଜାରି କରାଯାଇଛି। ପ୍ରକାଶ…

ଚାଷୀଙ୍କୁ ଧାନକ୍ଷେତରେ ଦଳି ମାରିଦେଲା ହାତୀ

ସୋନପୁର,୨୦।୩(ନିପ): ସୁବର୍ଣ୍ଣପୁର ଜିଲା ସୋନପୁର ବନାଞ୍ଚଳ ଅନ୍ତର୍ଗତ ବାଙ୍କତେନ୍ତୁଳି ଗାଁର ଚାଷୀ ଉପେନ୍ଦ୍ର ଦୀପ(୫୫)ଙ୍କୁ ଏକ ଦନ୍ତାହାତୀ ପାଦରେ ଦଳି ମାରିଦେଇଛି। ଶନିବାର ଭୋର୍‌ ସମୟରେ ଏହି ଘଟଣା ଘଟିଛି। ଉପେନ୍ଦ୍ର ଧାନ କ୍ଷେତକୁ ଆସିଥିବା ବେଳେ ହାତୀ ହାବୁଡ଼ରେ ପଡ଼ି…

ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ୨ ଗିରଫ

ଠାକୁରମୁଣ୍ଡା,୨୦।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ତାଳପଦା ଗ୍ରାମପଞ୍ଚାୟତ କାଳିଆଜିଆଣି ସଂରକ୍ଷିତ ୧ ନଂ. ଜଙ୍ଗଲରେ ନିଆଁ ଲଗାଇବା ଘଟଣାରେ ଶୁକ୍ରବାର ରାତିରେ ଠାକୁରମୁଣ୍ଡା ବନ କର୍ମଚାରୀମାନଙ୍କ ଦ୍ୱାରା ୨ ଜଣ ଗିରଫ ହୋଇଛନ୍ତି। ଗିରଫ ଦୁଇ…

ଜକଲା ଜଙ୍ଗଲରେ ନିଆଁ

ବୋଲଗଡ଼,୨୦।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସାନପଦର ଜକଲା କାଜୁ ଜଙ୍ଗଲରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୫ ଏକର ପରିମିତ ଅଞ୍ଚଳରେ ଥିବା ବହୁ ଗଛଲତା ପୋଡ଼ିଯାଇଛି। ଖବରପାଇ ବୋଲଗଡ଼ ଅଗ୍ନିଶମ କେନ୍ଦ୍ରର କର୍ମଚାରୀମାନେ ପହଞ୍ଚି ସ୍ଥାନୀୟ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?